Breaking News

ପୋଲସରା ବିଜ୍ଞାନ କଲେଜ ରେ ତାଲୁକା ଆଇନ ସେବା କମିଟି ପକ୍ଷରୁ ଆଇନ ସଚେତନତା କାର୍ଯ୍ୟକ୍ରମ ||   (30-Sep-2026)       ||      ଘରକୁ ବାଇକରେ ଫେରୁଥିଲା ବେଳେ ଦନ୍ତା ହାତୀ କବଳ ରୁ ଅଳ୍ପକେ ବର୍ତ୍ତିଲେ 4ଯୁବକ ||   (30-Sep-2026)       ||      ପୁରୁଷୋତ୍ତମପୁର ବ୍ଳକ ଓ ଏନଏସିରେ ସରିଲା "ଆଙ୍ଗନ କା ଉତ୍ସବ କାର୍ଯ୍ୟକ୍ରମ |    (30-Sep-2026)       ||      ପାଣି ପାଇଁ ରାସ୍ତା ରୋକ କିଛି ଲୋକଙ୍କ ଚକ୍ରାନ୍ତ ରେ ହୋଈ ଥିଲା ବୋଲି ଚର୍ଚ୍ଚାହୋଇଥିଲା |    (30-Sep-2026)       ||      ତାରା ତାରିଣୀ ମନ୍ଦିର ରେ ଆସନ୍ତା ଷୋଡଶ ଉପଚାର ପୂଜା ନେଇ ଟ୍ରଷ୍ଟ ବୋର୍ଡ ର ବୈଠକ |    (30-Sep-2026)       ||      ଗଞ୍ଜାମ ଜିଲ୍ଲା ପାଳ ଙ୍କ ନିର୍ଦ୍ଧେଶ ବିନା ଡାକ୍ତରୀ ପରାମର୍ଶ ରେ ଗର୍ଭପାତ କଲେ ଔଷଧଦୋକାନୀ ଙ୍କ ଉପରେ ହେବ କାର୍ଯ୍ୟନୁଷ୍ଠାନ |    (30-Sep-2026)       ||      ତିନିଦିନ ଧରି ଗୁଆଳି ପୁର ଅଙ୍ଗନୱାଡି କେନ୍ଦ୍ର ରେ ଚାଲିଥିବା "ଆଙ୍ଗନା କା ଉତ୍ସବ `ର ସମାପନ |   (30-Sep-2026)       ||      ଓଡିଶା ଟି- 20ଲିଗ -ସିଏମ ଟଫି ଫାଇନାଲ ପାଇଁ ପ୍ରସ୍ତୁତ କେଉଁଝର ମାଇନର୍ସ ଓ ସମ୍ବଲ ପୁର ୱାରୀୟର୍ସ |    (30-Sep-2026)       ||      ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କ ର 110ତମ ବାର୍ଷିକ ସାଧାରଣ ସଭା ଅନୁଷ୍ଠିତ ||   (30-Sep-2026)       ||      ଖଲ୍ଲିକୋଟ ବ୍ଳକ ଆଗରେ ଅବସର ପ୍ରାପ୍ତ କର୍ମଚାରୀ ଙ୍କ 12ଦଫା ଦାବି ନେଇଗଣ ଧାରଣା |    (30-Sep-2026)       ||      ସିଟି ବସ ଧକ୍କା ଯୋଗୁଁ ବୃଦ୍ଧ ବ୍ୟକ୍ତିଙ୍କ ମୃତ୍ୟୁ ||   (30-Sep-2026)       ||      ବଡ଼ ବଜାର ପୋଲିସ ଦ୍ୱାରା ଡକାୟତ କରୁଥିବା ଉଦ୍ୟମ କୁ ପଣ୍ଡ କରିବା ଶହ ବହୁ ମାରଣାସ୍ତ୍ର ଜବତ ଏବଂ 5ଜଣ ଗିରଫ |    (30-Sep-2026)       ||      ତାରାତାରିଣୀ କଲେଜ ରେ ଚାପ ପରିଚାଳନା କର୍ମଶାଳା |    (29-Sep-2026)       ||      ତାରା ତାରିଣୀ ମହା ବିଦ୍ୟାଳୟ ପାଇଁ ସୁନାମ ଆଣିଲେ ଡ଼ଃ ସ୍ଵାଗତିକା ଦାଶ ଓ ସୌଭାଗ୍ୟ ଲକ୍ଷ୍ମୀ ରାଓ |   (29-Sep-2026)       ||      ବରଗଡ଼ ରେ ବିଶ୍ୱ ପର୍ଯ୍ୟଟନ ଦିବସ ରେ ସଫଳ ପ୍ରମୋ ରନ |   (29-Sep-2026)       ||      ପିସି ଓ ପିଏନଡିଟି ଆଇନ କଡାକଡ଼ି ଅନୁପାଳନ ନେଇ ଜିଲ୍ଲା ସ୍ତରୀୟ ବୈଠକ ||   (29-Sep-2026)       ||      ଗଞ୍ଜାମ ଜିଲ୍ଲା ପଶ୍ଚିମ କଂଗ୍ରେସ କମିଟି ପକ୍ଷରୁ ବିକ୍ଷୋଭ ଓ ଦାବି ପତ୍ର ପ୍ରଦାନ ||   (29-Sep-2026)       ||      ଭରତ ପୁର ମଧୁବାବୁ ପାଠାଗାରରେ କବିବର ରାଧାନାଥ ଙ୍କ ଜୟନ୍ତୀ ପାଳିତ |    (29-Sep-2026)       ||      ଖଲ୍ଲିକୋଟ ମଣ୍ଡଳ ସ୍ତରୀୟ ସେବା ସଂକଳ୍ପ ଅଭିଯାନ -2026 ଅନୁଷ୍ଠିତ |    (29-Sep-2026)       ||      ରେଳପଥ ପୁନରୁଦ୍ଧାର କାର୍ଯ୍ୟ ମାଲିଗୁଡାରେ ଜୋରସର ରେ ଚାଲିଛି |    (29-Sep-2026)       ||     

ପିସି ଓ ପିଏନଡିଟି ଆଇନ କଡାକଡ଼ି ଅନୁପାଳନ ନେଇ ଜିଲ୍ଲା ସ୍ତରୀୟ ବୈଠକ ||

29-Sep-2026

ପିସି ଓ ପିଏନ୍‌ଡିଟି ଆଇନ କଡାକଡି ଅନୁପାଳନ ନେଇ ଜିଲ୍ଲାସ୍ତରୀୟ ବୈଠକ | ଓଡିଶା ଜନ ମତ, ହିଞ୍ଜିଳି,

 କୃଷ୍ଣ ଚନ୍ଦ୍ର ସାମନ୍ତରା :----

ପ୍ରତିମାସ ୫ ତାରିଖ ସୁଦ୍ଧା ଫର୍ମ-ଏଫ୍‌ ଅନ୍‌ଲାଇନ୍‌ରେ ଦାଖଲ କରିବାକୁ ନିର୍ଦ୍ଦେଶ

ବେଆଇନ ଲିଙ୍ଗ ନିର୍ଣ୍ଣୟ ସମ୍ପର୍କରେ ପ୍ରମାଣିକ ସୂଚନା ଦେଇଥିବା ବ୍ୟକ୍ତିଙ୍କୁ ୨୫,୦୦୦ ଟଙ୍କାର ପ୍ରୋତ୍ସାହନ

ଛତ୍ରପୁର, ୨୯/୦୯: ଗଞ୍ଜାମ ଜିଲ୍ଲାରେ ପିସି ଓ ପିଏନ୍‌ଡିଟି ଆଇନ, ୧୯୯୪ର କଡ଼ାକଡ଼ି ପ୍ରୟୋଗ, ଲିଙ୍ଗ ଅନୁପାତରେ ସୁଧାର ଏବଂ ବେଆଇନ ଲିଙ୍ଗ ନିର୍ଣ୍ଣୟ ଓ ଗର୍ଭପାତ ରୋକିବା ନେଇ ଜିଲ୍ଲାସ୍ତରୀୟ ପରାମର୍ଶଦାତା କମିଟିର ବୈଠକ ଜିଲ୍ଲାପାଳ ଭି. କୀର୍ତ୍ତି ଭାସନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଛି।
ବୈଠକରେ ସମସ୍ତ ଅଲ୍ଟ୍ରାସାଉଣ୍ଡ କେନ୍ଦ୍ରର ନିରୀକ୍ଷଣ ବଢ଼ାଇବା ଏବଂ ପ୍ରତିମାସ ୫ ତାରିଖ ସୁଦ୍ଧା ଫର୍ମ-ଏଫ୍‌ ଅନ୍‌ଲାଇନ୍‌ରେ ଦାଖଲ ନିଶ୍ଚିତ କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ଅଗଷ୍ଟ ୨୦୨୬ର ଫର୍ମ-ଏଫ୍‌ ଦାଖଲ ନକରିଥିବା କେନ୍ଦ୍ରଗୁଡ଼ିକୁ କାରଣ ଦର୍ଶାଅ ନୋଟିସ୍‌ ଦିଆଯିବ। ଆବଶ୍ୟକ ହେଲେ ପଞ୍ଜୀକରଣ ସ୍ଥଗିତ କିମ୍ବା ବାତିଲ କରାଯିବ।
ସନ୍ଦେହଜନକ ଅଲ୍ଟ୍ରାସାଉଣ୍ଡ କେନ୍ଦ୍ରରେ ଅଚାନକ ଯାଞ୍ଚ ଓ ଚଢ଼ଉ କରାଯିବ। ଆଇନ ଉଲ୍ଲଂଘନକାରୀଙ୍କ ବିରୋଧରେ  ଦୃଢ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ଜିଲ୍ଲାପାଳ ସ୍ୱଷ୍ଟ କରିଛନ୍ତି। 
ପ୍ରଥମ ସନ୍ତାନ କନ୍ୟା ହେଲେ ଦ୍ୱିତୀୟ ଗର୍ଭଧାରଣର ସ୍ୱତନ୍ତ୍ର ଟ୍ରାକିଂ, ପ୍ରଥମ ତ୍ରୈମାସିକରେ ଗର୍ଭଧାରଣ ପଞ୍ଜୀକରଣ ଏବଂ ପିଏମଏସଏମଏ ପୋର୍ଟାଲ ମାଧ୍ୟମରେ ନିୟମିତ ଅନୁସରଣକୁ ଗୁରୁତ୍ୱ ଦିଆଯାଇଛି। ‘ବେଟି ବଚାଓ, ବେଟି ପଢ଼ାଓ’ ଅଧୀନରେ କନ୍ୟା ସନ୍ତାନ ଜନ୍ମକୁ ପ୍ରୋତ୍ସାହନ ଓ ମାଆମାନଙ୍କୁ ସମ୍ମାନିତ କରାଯିବ।
ବେଆଇନ ଲିଙ୍ଗ ନିର୍ଣ୍ଣୟ ସମ୍ପର୍କରେ ପ୍ରମାଣିକ ସୂଚନା ଦେଇଥିବା ବ୍ୟକ୍ତିଙ୍କୁ ୨୫,୦୦୦ ଟଙ୍କା ପ୍ରୋତ୍ସାହନ ଦିଆଯିବ। ସୂଚନାଦାତାଙ୍କ ପରିଚୟ ସମ୍ପୂର୍ଣ ଗୋପନୀୟ ରଖାଯିବ।
ବୈଠକରେ ୧ଟି ଘରୋଇ ଅଲ୍ଟ୍ରାସାଉଣ୍ଡ ୟୁନିଟ୍‌ର ନୂତନ ପଞ୍ଜୀକରଣ, ୧ଟି ଘରୋଇ ୟୁନିଟ୍‌ର ନବୀକରଣ ଏବଂ ୯ଟି ସିଏଚ୍‌ସି ଓ ଏମ୍‌କେସିଜି ଏମ୍‌ସିଏଚ୍‌ ସମେତ ୧୦ଟି ସରକାରୀ ଅଲ୍ଟ୍ରାସାଉଣ୍ଡ କେନ୍ଦ୍ରର ପଞ୍ଜୀକରଣକୁ ଅନୁମୋଦନ ମିଳିଛି।
ବୈଠକରେ ଅତିରିକ୍ତ ଜିଲ୍ଲାପାଳ (ସାଧାରଣ) ସଚ୍ଚିଦାନନ୍ଦ ନାୟକ, ସିଡିଏମ୍‌ଓ ଡା. ପ୍ରଦୀପ କୁମାର ନାୟକ, ଡେପୁଟି କଲେକ୍ଟର (ଜୁଡିସିଆଲ), ଡା. ଏସ୍‌. କାମେଶ୍ୱର ରାଓ, ଡା. ଅଲେଖ କୁମାର ପ୍ରଧାନ, ବୁଲୁନାଥ ସାହୁ, ପ୍ରଶାନ୍ତ ବରାଳ, ଦିଲ୍ଲୀପ କୁମାର ପଣ୍ଡାଙ୍କ ସମେତ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ଥିଲେ।
ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ | 

News Comment

You Might Also Like

BACK TO TOP