Breaking News

ପୁରୁଷୋତ୍ତମପୁର ସରସ୍ବତୀ ଶିଶୁମନ୍ଦିର ରେ ଜାତୀୟ ଗଣିତ ଦିବସ ଓ ମାତୃ କର୍ମଶାଳା ଅନୁଷ୍ଠିତ |    (22-Dec-2024)       ||      ବୁଗୁଡ଼ା ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ର 27ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ |    (22-Dec-2024)       ||      ବୁଗୁଡ଼ା ନିୟୁ ଏରା ପବ୍ଲିକ ସ୍କୁଲ ରେ ବାର୍ଷିକ କ୍ରୀଡା ଅନୁଷ୍ଠିତ |   (22-Dec-2024)       ||      ବୁଗୁଡ଼ା ପିପୁଲସ ହାଇସ୍କୁଲ ର 1992 ମାଟ୍ରିକ ବ୍ୟାଚ ଛାତ୍ର ଙ୍କ ପ୍ରଥମ ବନ୍ଧୁ ମିଳନ |    (22-Dec-2024)       ||      ଖଲ୍ଲିକୋଟ କନକା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ |    (22-Dec-2024)       ||      ଲଗାଣ ବର୍ଷା ରେ ଚାଷୀ ବେହାଲ |    (21-Dec-2024)       ||      ପାଟ ଖଣ୍ଡା ପବ୍ଲିକ ସ୍କୁଲ ରେ 27ତମ ବାର୍ଷିକ କ୍ରୀଡା ଉଦଯାପିତ |   (21-Dec-2024)       ||      ବାଲିଗୁଡା କାଳୀ ମନ୍ଦିର ଠାରେ ଜଳିଗଲା କ୍ରିଷ୍ଣା ଘରୋଇ ବସ |    (21-Dec-2024)       ||      ଅଦିନିଆ ଲଗାଣ ବର୍ଷାରେ ଭିଜିଲା ଚାଷୀଙ୍କ କଟା ଧାନ, ଚିନ୍ତାରେ ଚାଷୀ |    (21-Dec-2024)       ||      କେନ୍ଦ୍ରୀୟ ବିଦ୍ୟାଳୟ ପ୍ରତିଷ୍ଠା ପାଇଁ ଶିକ୍ଷା ମନ୍ତ୍ରୀ ଙ୍କ ପାଖରେ ଦାବୀ କଲେ ଆସ୍କା ସାଂସଦ |   (21-Dec-2024)       ||      ଲୋକସଭା ର ସରିଲା ଶୀତ ଅଧିବେଶନ ||   (21-Dec-2024)       ||      ଉତ୍ତମ ସେବା ପାଈଁ ଜରଡ଼ା ଥାନା ଷ୍ଟାଫ ଏସପି ଙ୍କ ଠାରୁ ସମ୍ବର୍ଦ୍ଧିତ ||   (20-Dec-2024)       ||      ବୁଗୁଡ଼ା ଅଞ୍ଚକ ରେ ଲଗାଣ ବର୍ଷା ରେ କଟା ଧାନ ଫସଲ ନଷ୍ଟ |    (20-Dec-2024)       ||      ବାଲିଗୁଡା ଥାନା କୁଟିକିଆ ଅଞ୍ଚଳ ରୁ 120 ଏକର ଗଞ୍ଜେଇ ଗଛ ନଷ୍ଟ କଲା ପୋଲିସ |   (20-Dec-2024)       ||      ଜିଲ୍ଲା ଶିକ୍ଷା ବିଭାଗ ର ଜିଲ୍ଲା ପ୍ରକଳ୍ପ ପରିଚାଳନା ବିଭାଗ ର ବୈଠକ ଅନୁଷ୍ଠିତ |   (20-Dec-2024)       ||      ଦଣ୍ଡପଦର ଆଦର୍ଶ ବିଦ୍ୟାଳୟ ରେ ବାର୍ଷିକ କ୍ରୀଡା ଅନୁଷ୍ଠିତ |    (20-Dec-2024)       ||      ପୁରୁଷୋତ୍ତମପୁର ଏନଏସି ବୈଠକ ହଲ ରେ ସପ୍ତମ କାଉନ ସିଲ ବୈଠକ ଅନୁଷ୍ଠିତ |    (20-Dec-2024)       ||      ଯୋଗାଣ ସହାୟକ ନିଯୁକ୍ତି ରେ ଆଦିବାସୀ ଙ୍କୁ ପ୍ରାଥମିକତା ଦେବା ପାଈଁ ବିଡ଼ିଓ ଙ୍କୁ ଦାବି ପତ୍ର ପ୍ରଦାନ |    (20-Dec-2024)       ||      ଅଦିନିଆ ବର୍ଷାଯୋଗୁଁ ପାଚିଲା ଧାନ ଚାଷ କ୍ଷତିଗ୍ରସ | ଚିନ୍ତାରେ ଚାଷୀ |    (20-Dec-2024)       ||      ଭୁବନେଶ୍ୱର ରେ ଅଙ୍ଗନୱାଡି କର୍ମୀଙ୍କ ବିଭିର୍ଣ୍ଣ ଦାବି ନେଇ ଧାରଣା |    (20-Dec-2024)       ||     

ଜଣେ ଲେଖାଏଁ ଶିକ୍ଷକ ଥିବା ସ୍କୁଲ ରେ ନିଯୁକ୍ତି ପାଇଲେ 3 ଶିକ୍ଷକ |

19-Dec-2024

ଜଣେ ଲେଖାଏଁ ଶିକ୍ଷକ ଥିବା ୩ଟି ବିଦ୍ୟାଳୟରେ ନିଯୁକ୍ତି ପାଇଲେ ୩ ଶିକ୍ଷକ,,

           ଓଡିଶା ଜନମତ ବ୍ୟୁରୋ,

ବୁଗୁଡା : ତା ୧୯/୧୨/୨୪ : ବୁଗୁଡା ବ୍ଲକର ମୋଟାବାଡି ପଞ୍ଚାୟତ ଅନ୍ତର୍ଗତ ଠଣାପଲ୍ଲୀ ଗ୍ରାମସ୍ଥ ପ୍ରାଥମିକ ବିଦ୍ୟାଳୟ ସାଙ୍ଗକୁ ପାଙ୍ଗିଡି ପଞ୍ଚାୟତ ଅନ୍ତର୍ଗତ କଞ୍ଚୁରୁ ପାଟଣା ଓ ବେଲପଡା ଆଦି ଗ୍ରାମର ପ୍ରାଥମିକ ବିଦ୍ୟାଳୟ ଗୁଡିକ ଦୀର୍ଘକାଳ ହେଲା ଜଣେ ଲେଖାଏଁ ଶିକ୍ଷକରେ ଚାଲିଥିଲା ବେଳେ ଶିକ୍ଷାଦାନ ବାଧାପ୍ରାପ୍ତ ସାଙ୍ଗକୁ ବିଭିନ୍ନ ବିଶୃଙ୍ଖଳା ସୃଷ୍ଟି ହେଉଥିବାରୁ ଅଭିଭାବକ ମହଲରେ ତୀବ୍ର ଅସନ୍ତୋଷ ଦେଖା ଦେଇଥିଲାଏନେଇ ବିଭିନ୍ନ ଗଣମାଧ୍ୟମରେ ଖବର ପ୍ରକାଶ ପାଇବା ପରେ ସ୍ଥାନୀୟ ଶିକ୍ଷା ପ୍ରଶାସନର ଚେତା ପଶିଥିଲା। ଯାହା ଫଳରେ ଜଣେ ଲେଖାଏଁ ଶିକ୍ଷକରେ ଚାଲିଥିବା ଉକ୍ତ ତିନୋଟି ବିଦ୍ୟାଳୟରେ ଆଉ ଜଣେ ଲେଖାଏଁ ଶିକ୍ଷକଙ୍କୁ ନିଯୁକ୍ତି ଦିଆଯାଇଛି। ଏ ପରିପ୍ରେକ୍ଷୀରେ ଗୌଡିଆବୋରଦା ଉନ୍ନୀତ ଉଚ୍ଚ ବିଦ୍ୟାଳୟର ଶିକ୍ଷକ ଭ୍ରମର ନାୟକଙ୍କୁ ଠଣାପଲ୍ଲୀ ପ୍ରାଥମିକ ବିଦ୍ୟାଳୟକୁ ଏବଂ ଅରଖପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶିକ୍ଷକ କୀର୍ତ୍ତିଭାନୁ ଖାଡ଼ଙ୍ଗାଙ୍କୁ ବଦଳି କରାଯାଇଥିବା ବେଳେ ସିଆରସିସି ଶର୍ମିଷ୍ଠା ଜେନାଙ୍କୁ ବେଲପଡା ପ୍ରାଥମିକ ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନ ସମୟ ପର୍ଯ୍ୟନ୍ତ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି । ଏଥି ସହ ଶିକ୍ଷକ ରାଜେଶ ସାହୁଙ୍କୁ ମଧ୍ୟ ମାଣିବନ୍ଧ ପ୍ରାଥମିକ ବିଦ୍ୟାଳୟରୁ ଉଚ୍ଚ ପ୍ରାଥମିକ ବିଦ୍ୟାଳୟକୁ ବଦଳି କରାଯାଇଥିବା ନେଇ ସ୍ଥାନୀୟ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ପ୍ରକାଶ ପାଇଛି।

News Comment

You Might Also Like

BACK TO TOP