Breaking News

ପୋଲସରା ବିଜ୍ଞାନ କଲେଜ ରେ ତାଲୁକା ଆଇନ ସେବା କମିଟି ପକ୍ଷରୁ ଆଇନ ସଚେତନତା କାର୍ଯ୍ୟକ୍ରମ ||   (30-Sep-2026)       ||      ଘରକୁ ବାଇକରେ ଫେରୁଥିଲା ବେଳେ ଦନ୍ତା ହାତୀ କବଳ ରୁ ଅଳ୍ପକେ ବର୍ତ୍ତିଲେ 4ଯୁବକ ||   (30-Sep-2026)       ||      ପୁରୁଷୋତ୍ତମପୁର ବ୍ଳକ ଓ ଏନଏସିରେ ସରିଲା "ଆଙ୍ଗନ କା ଉତ୍ସବ କାର୍ଯ୍ୟକ୍ରମ |    (30-Sep-2026)       ||      ପାଣି ପାଇଁ ରାସ୍ତା ରୋକ କିଛି ଲୋକଙ୍କ ଚକ୍ରାନ୍ତ ରେ ହୋଈ ଥିଲା ବୋଲି ଚର୍ଚ୍ଚାହୋଇଥିଲା |    (30-Sep-2026)       ||      ତାରା ତାରିଣୀ ମନ୍ଦିର ରେ ଆସନ୍ତା ଷୋଡଶ ଉପଚାର ପୂଜା ନେଇ ଟ୍ରଷ୍ଟ ବୋର୍ଡ ର ବୈଠକ |    (30-Sep-2026)       ||      ଗଞ୍ଜାମ ଜିଲ୍ଲା ପାଳ ଙ୍କ ନିର୍ଦ୍ଧେଶ ବିନା ଡାକ୍ତରୀ ପରାମର୍ଶ ରେ ଗର୍ଭପାତ କଲେ ଔଷଧଦୋକାନୀ ଙ୍କ ଉପରେ ହେବ କାର୍ଯ୍ୟନୁଷ୍ଠାନ |    (30-Sep-2026)       ||      ତିନିଦିନ ଧରି ଗୁଆଳି ପୁର ଅଙ୍ଗନୱାଡି କେନ୍ଦ୍ର ରେ ଚାଲିଥିବା "ଆଙ୍ଗନା କା ଉତ୍ସବ `ର ସମାପନ |   (30-Sep-2026)       ||      ଓଡିଶା ଟି- 20ଲିଗ -ସିଏମ ଟଫି ଫାଇନାଲ ପାଇଁ ପ୍ରସ୍ତୁତ କେଉଁଝର ମାଇନର୍ସ ଓ ସମ୍ବଲ ପୁର ୱାରୀୟର୍ସ |    (30-Sep-2026)       ||      ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କ ର 110ତମ ବାର୍ଷିକ ସାଧାରଣ ସଭା ଅନୁଷ୍ଠିତ ||   (30-Sep-2026)       ||      ଖଲ୍ଲିକୋଟ ବ୍ଳକ ଆଗରେ ଅବସର ପ୍ରାପ୍ତ କର୍ମଚାରୀ ଙ୍କ 12ଦଫା ଦାବି ନେଇଗଣ ଧାରଣା |    (30-Sep-2026)       ||      ସିଟି ବସ ଧକ୍କା ଯୋଗୁଁ ବୃଦ୍ଧ ବ୍ୟକ୍ତିଙ୍କ ମୃତ୍ୟୁ ||   (30-Sep-2026)       ||      ବଡ଼ ବଜାର ପୋଲିସ ଦ୍ୱାରା ଡକାୟତ କରୁଥିବା ଉଦ୍ୟମ କୁ ପଣ୍ଡ କରିବା ଶହ ବହୁ ମାରଣାସ୍ତ୍ର ଜବତ ଏବଂ 5ଜଣ ଗିରଫ |    (30-Sep-2026)       ||      ତାରାତାରିଣୀ କଲେଜ ରେ ଚାପ ପରିଚାଳନା କର୍ମଶାଳା |    (29-Sep-2026)       ||      ତାରା ତାରିଣୀ ମହା ବିଦ୍ୟାଳୟ ପାଇଁ ସୁନାମ ଆଣିଲେ ଡ଼ଃ ସ୍ଵାଗତିକା ଦାଶ ଓ ସୌଭାଗ୍ୟ ଲକ୍ଷ୍ମୀ ରାଓ |   (29-Sep-2026)       ||      ବରଗଡ଼ ରେ ବିଶ୍ୱ ପର୍ଯ୍ୟଟନ ଦିବସ ରେ ସଫଳ ପ୍ରମୋ ରନ |   (29-Sep-2026)       ||      ପିସି ଓ ପିଏନଡିଟି ଆଇନ କଡାକଡ଼ି ଅନୁପାଳନ ନେଇ ଜିଲ୍ଲା ସ୍ତରୀୟ ବୈଠକ ||   (29-Sep-2026)       ||      ଗଞ୍ଜାମ ଜିଲ୍ଲା ପଶ୍ଚିମ କଂଗ୍ରେସ କମିଟି ପକ୍ଷରୁ ବିକ୍ଷୋଭ ଓ ଦାବି ପତ୍ର ପ୍ରଦାନ ||   (29-Sep-2026)       ||      ଭରତ ପୁର ମଧୁବାବୁ ପାଠାଗାରରେ କବିବର ରାଧାନାଥ ଙ୍କ ଜୟନ୍ତୀ ପାଳିତ |    (29-Sep-2026)       ||      ଖଲ୍ଲିକୋଟ ମଣ୍ଡଳ ସ୍ତରୀୟ ସେବା ସଂକଳ୍ପ ଅଭିଯାନ -2026 ଅନୁଷ୍ଠିତ |    (29-Sep-2026)       ||      ରେଳପଥ ପୁନରୁଦ୍ଧାର କାର୍ଯ୍ୟ ମାଲିଗୁଡାରେ ଜୋରସର ରେ ଚାଲିଛି |    (29-Sep-2026)       ||     

ବରଗଡ଼ ରେ ବିଶ୍ୱ ପର୍ଯ୍ୟଟନ ଦିବସ ରେ ସଫଳ ପ୍ରମୋ ରନ |

29-Sep-2026

ବରଗଡ଼ରେ ବିଶ୍ୱ ପର୍ଯ୍ୟଟନ ଦିବସରେ ସଫଳ ପ୍ରୋମୋ ରନ୍

ଓଡିଶା ଜନମତ ବରଗଡ଼ - ମନୋହର ଦାଶ
ଆଗାମୀ ୧୩ ଡିସେମ୍ବର ୨୦୨୬ ଦିନ ଓଡ଼ିଶାର ଧାର୍ମିକ ଓ ପର୍ଯ୍ୟଟନ ସ୍ଥଳୀ ପୁରୀଠାରେ ଅନୁଷ୍ଠିତ ହେବାକୁ ଥିବା “ଓଏମସି ପୁରୀ କୋଷ୍ଟାଲ ମାରାଥନ୍ ୨୦୨୬” ର ବ୍ୟାପକ ପ୍ରଚାର ପ୍ରସାର ପାଇଁ ଆଜି ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ବରଗଡ଼ ସହରରେ ଏକ ବିଶାଳ “ପ୍ରୋମୋ ରନ୍” ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମର ମୁଖ୍ୟ ଉଦ୍ଦେଶ୍ୟ ଥିଲା ସର୍ବସାଧାରଣଙ୍କ ମଧ୍ୟରେ କ୍ରୀଡ଼ା ଭାବନା ଜାଗ୍ରତ କରିବା, ଜନ ଭାଗିଦାରୀ ବୃଦ୍ଧି କରିବା ଏବଂ ମୁଖ୍ୟ ମାରାଥନ୍ ପାଇଁ ପଞ୍ଜିକରଣକୁ ତ୍ୱରାନ୍ୱିତ କରିବା।
ଆଜି ସକାଳ ଠିକ୍ ୦୬:୩୦ ଟାରେ ବରଗଡ଼ସ୍ଥିତ ବିଜୁ ପଟ୍ଟନାୟକ ଇଣ୍ଡୋର ଷ୍ଟାଡିୟମ୍ ଠାରୁ ଏହି ୫ କିଲୋମିଟର ଦୀର୍ଘ ପ୍ରୋମୋ ରନ୍‌ର ଶୁଭାରମ୍ଭ ହୋଇଥିଲା। ବରଗଡ଼ର ଅତିରିକ୍ତ ଜିଲ୍ଲାପାଳ (ADM) ଜେନେରାଲ ଶ୍ରୀମତୀ ମଧୁଛନ୍ଦା ସାହୁ ପତାକା ଦେଖାଇ ଦୌଡ଼ର ଶୁଭାରମ୍ଭ କରିଥିଲେ। ଏହି ଅବସରରେ ଅଂଶଗ୍ରହଣକାରୀମାନେ ନୀଳ ରଙ୍ଗର ଆକର୍ଷଣୀୟ “ପୁରୀ କୋଷ୍ଟାଲ ମାରାଥନ୍” ଟି-ସାର୍ଟ ପିନ୍ଧି ଷ୍ଟାଡିୟମ୍‌ରୁ ବାହାରି ସହର ପରିକ୍ରମା କରିଥିଲେ। ଦୌଡ଼ଟି ସହରର ଗାନ୍ଧୀ ଛକଠାରେ “ୟୁ-ଟର୍ଣ୍ଣ” ନେଇ ପୁନର୍ବାର ବିଜୁ ପଟ୍ଟନାୟକ ଇଣ୍ଡୋର ଷ୍ଟାଡିୟମ୍‌କୁ ଫେରିଆସି ଶେଷ ହୋଇଥିଲା।

କାର୍ଯ୍ୟକ୍ରମରେ ବରଗଡ଼ ସହର ଏବଂ ଆଖପାଖ ଅଞ୍ଚଳରୁ ୨୦୦ ରୁ ଅଧିକ ଛାତ୍ରଛାତ୍ରୀ, ଖେଳାଳି ଏବଂ ସାଧାରଣ ଜନତା ଉତ୍ସାହର ସହ ଅଂଶଗ୍ରହଣ କରି ସଫଳ କରାଇଥିଲେ। ସ୍ୱତଃସ୍ଫୂର୍ତ୍ତ ଅଂଶଗ୍ରହଣ ସହରର କ୍ରୀଡ଼ା ପ୍ରେମ ଏବଂ ପୁରୀ ମାରାଥନ୍ ପ୍ରତି ଥିବା ଆଗ୍ରହକୁ ସୂଚାଉଛି।

News Comment

You Might Also Like

BACK TO TOP