Breaking News

ପୋଲସରା ବିଜ୍ଞାନ କଲେଜ ରେ ତାଲୁକା ଆଇନ ସେବା କମିଟି ପକ୍ଷରୁ ଆଇନ ସଚେତନତା କାର୍ଯ୍ୟକ୍ରମ ||   (30-Sep-2026)       ||      ଘରକୁ ବାଇକରେ ଫେରୁଥିଲା ବେଳେ ଦନ୍ତା ହାତୀ କବଳ ରୁ ଅଳ୍ପକେ ବର୍ତ୍ତିଲେ 4ଯୁବକ ||   (30-Sep-2026)       ||      ପୁରୁଷୋତ୍ତମପୁର ବ୍ଳକ ଓ ଏନଏସିରେ ସରିଲା "ଆଙ୍ଗନ କା ଉତ୍ସବ କାର୍ଯ୍ୟକ୍ରମ |    (30-Sep-2026)       ||      ପାଣି ପାଇଁ ରାସ୍ତା ରୋକ କିଛି ଲୋକଙ୍କ ଚକ୍ରାନ୍ତ ରେ ହୋଈ ଥିଲା ବୋଲି ଚର୍ଚ୍ଚାହୋଇଥିଲା |    (30-Sep-2026)       ||      ତାରା ତାରିଣୀ ମନ୍ଦିର ରେ ଆସନ୍ତା ଷୋଡଶ ଉପଚାର ପୂଜା ନେଇ ଟ୍ରଷ୍ଟ ବୋର୍ଡ ର ବୈଠକ |    (30-Sep-2026)       ||      ଗଞ୍ଜାମ ଜିଲ୍ଲା ପାଳ ଙ୍କ ନିର୍ଦ୍ଧେଶ ବିନା ଡାକ୍ତରୀ ପରାମର୍ଶ ରେ ଗର୍ଭପାତ କଲେ ଔଷଧଦୋକାନୀ ଙ୍କ ଉପରେ ହେବ କାର୍ଯ୍ୟନୁଷ୍ଠାନ |    (30-Sep-2026)       ||      ତିନିଦିନ ଧରି ଗୁଆଳି ପୁର ଅଙ୍ଗନୱାଡି କେନ୍ଦ୍ର ରେ ଚାଲିଥିବା "ଆଙ୍ଗନା କା ଉତ୍ସବ `ର ସମାପନ |   (30-Sep-2026)       ||      ଓଡିଶା ଟି- 20ଲିଗ -ସିଏମ ଟଫି ଫାଇନାଲ ପାଇଁ ପ୍ରସ୍ତୁତ କେଉଁଝର ମାଇନର୍ସ ଓ ସମ୍ବଲ ପୁର ୱାରୀୟର୍ସ |    (30-Sep-2026)       ||      ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କ ର 110ତମ ବାର୍ଷିକ ସାଧାରଣ ସଭା ଅନୁଷ୍ଠିତ ||   (30-Sep-2026)       ||      ଖଲ୍ଲିକୋଟ ବ୍ଳକ ଆଗରେ ଅବସର ପ୍ରାପ୍ତ କର୍ମଚାରୀ ଙ୍କ 12ଦଫା ଦାବି ନେଇଗଣ ଧାରଣା |    (30-Sep-2026)       ||      ସିଟି ବସ ଧକ୍କା ଯୋଗୁଁ ବୃଦ୍ଧ ବ୍ୟକ୍ତିଙ୍କ ମୃତ୍ୟୁ ||   (30-Sep-2026)       ||      ବଡ଼ ବଜାର ପୋଲିସ ଦ୍ୱାରା ଡକାୟତ କରୁଥିବା ଉଦ୍ୟମ କୁ ପଣ୍ଡ କରିବା ଶହ ବହୁ ମାରଣାସ୍ତ୍ର ଜବତ ଏବଂ 5ଜଣ ଗିରଫ |    (30-Sep-2026)       ||      ତାରାତାରିଣୀ କଲେଜ ରେ ଚାପ ପରିଚାଳନା କର୍ମଶାଳା |    (29-Sep-2026)       ||      ତାରା ତାରିଣୀ ମହା ବିଦ୍ୟାଳୟ ପାଇଁ ସୁନାମ ଆଣିଲେ ଡ଼ଃ ସ୍ଵାଗତିକା ଦାଶ ଓ ସୌଭାଗ୍ୟ ଲକ୍ଷ୍ମୀ ରାଓ |   (29-Sep-2026)       ||      ବରଗଡ଼ ରେ ବିଶ୍ୱ ପର୍ଯ୍ୟଟନ ଦିବସ ରେ ସଫଳ ପ୍ରମୋ ରନ |   (29-Sep-2026)       ||      ପିସି ଓ ପିଏନଡିଟି ଆଇନ କଡାକଡ଼ି ଅନୁପାଳନ ନେଇ ଜିଲ୍ଲା ସ୍ତରୀୟ ବୈଠକ ||   (29-Sep-2026)       ||      ଗଞ୍ଜାମ ଜିଲ୍ଲା ପଶ୍ଚିମ କଂଗ୍ରେସ କମିଟି ପକ୍ଷରୁ ବିକ୍ଷୋଭ ଓ ଦାବି ପତ୍ର ପ୍ରଦାନ ||   (29-Sep-2026)       ||      ଭରତ ପୁର ମଧୁବାବୁ ପାଠାଗାରରେ କବିବର ରାଧାନାଥ ଙ୍କ ଜୟନ୍ତୀ ପାଳିତ |    (29-Sep-2026)       ||      ଖଲ୍ଲିକୋଟ ମଣ୍ଡଳ ସ୍ତରୀୟ ସେବା ସଂକଳ୍ପ ଅଭିଯାନ -2026 ଅନୁଷ୍ଠିତ |    (29-Sep-2026)       ||      ରେଳପଥ ପୁନରୁଦ୍ଧାର କାର୍ଯ୍ୟ ମାଲିଗୁଡାରେ ଜୋରସର ରେ ଚାଲିଛି |    (29-Sep-2026)       ||     

ତାରା ତାରିଣୀ ମହା ବିଦ୍ୟାଳୟ ପାଇଁ ସୁନାମ ଆଣିଲେ ଡ଼ଃ ସ୍ଵାଗତିକା ଦାଶ ଓ ସୌଭାଗ୍ୟ ଲକ୍ଷ୍ମୀ ରାଓ |

29-Sep-2026

ତାରାତାରିଣୀ ମହାବିଦ୍ୟାଳୟ ପାଇଁ ସୁନାମ ଆଣିଲେ ଡଃ. ସ୍ୱାଗତିକା ଦାଶ ଓ ସୌଭାଗ୍ୟଲକ୍ଷ୍ମୀ ରାଓ
ପୁରୁଷୋତ୍ତମପୁର, ତା. ୨୮/୦୯/୨୦୨୬: ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ଏନ୍‌ଏସ୍‌ଏସ୍‌ ବ୍ୟୁରୋ ପକ୍ଷରୁ ଆୟୋଜିତ ପୁରସ୍କାର ବିତରଣ ଉତ୍ସବରେ ତାରାତାରିଣୀ ମହାବିଦ୍ୟାଳୟର ଇତିହାସ ବିଭାଗର ଅଧ୍ୟାପିକା ଡଃ. ସ୍ୱାଗତିକା ଦାଶଙ୍କୁ ଶ୍ରେଷ୍ଠ କାର୍ଯ୍ୟକ୍ରମ ଅଧିକାରୀ ଏବଂ ଉଦ୍ଭିଦ ବିଜ୍ଞାନ ସମ୍ମାନ ବିଭାଗର ଛାତ୍ରୀ କେ. ସୌଭାଗ୍ୟଲକ୍ଷ୍ମୀ ରାଓଙ୍କୁ ଶ୍ରେଷ୍ଠ ଏନ୍‌ଏସ୍‌ଏସ୍‌ ସ୍ୱେଚ୍ଛାସେବୀ (୨୦୨୫–୨୬) ଭାବେ ପୁରସ୍କୃତ କରାଯାଇଛି।
ଏହି ସମ୍ମାନ ତାରାତାରିଣୀ ମହାବିଦ୍ୟାଳୟର ଏନ୍‌ଏସ୍‌ଏସ୍‌ କାର୍ଯ୍ୟକଳାପରେ ନିଷ୍ଠା, ସେବା, ନେତୃତ୍ୱ ଓ ସକ୍ରିୟ ଅବଦାନର ଏକ ସ୍ୱୀକୃତି ଭାବେ ବିବେଚିତ ହେଉଛି।
ପୁରସ୍କାର ବିତରଣ ଉତ୍ସବରେ ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର ଅସୀମା ସାହୁ, ପିଜି କାଉନସିଲ୍‌ର ଅଧ୍ୟକ୍ଷ ପ୍ରଫେସର ସୁକାନ୍ତ କୁମାର ତ୍ରିପାଠୀ, କୁଳସଚିବ ସୁଶ୍ରୀ ଚିନ୍ମୟୀ କହଁର ଏବଂ ଏନ୍‌ଏସ୍‌ଏସ୍‌ କାର୍ଯ୍ୟକ୍ରମ ସଂଯୋଜକ ଡଃ. ଶଙ୍କର୍ଷଣ ମଲ୍ଲିକଙ୍କ ସମେତ ବିଶ୍ୱବିଦ୍ୟାଳୟର ବହୁ ଅଧିକାରୀ ଓ ଅତିଥି ଉପସ୍ଥିତ ଥିଲେ।
ଡଃ. ସ୍ୱାଗତିକା ଦାଶ ଓ କେ. ସୌଭାଗ୍ୟଲକ୍ଷ୍ମୀ ରାଓଙ୍କ ଏହି ସଫଳତା ପାଇଁ ତାରାତାରିଣୀ ମହାବିଦ୍ୟାଳୟର ଅଧ୍ୟକ୍ଷ, ଅଧ୍ୟାପକ-ଅଧ୍ୟାପିକା, ଅଣଶିକ୍ଷକ କର୍ମଚାରୀ ଏବଂ ଛାତ୍ରଛାତ୍ରୀଙ୍କ ପକ୍ଷରୁ ଅଭିନନ୍ଦନ ଓ ଶୁଭେଚ୍ଛାର ସୁଅ ଛୁଟିଛି। ଏହି ଦୁଇ ସମ୍ମାନ ମହାବିଦ୍ୟାଳୟ ପାଇଁ ଗୌରବର ବିଷୟ ହୋଇଥିବା ବେଳେ ଆଗାମୀ ଦିନରେ ଏନ୍‌ଏସ୍‌ଏସ୍‌ କାର୍ଯ୍ୟକଳାପକୁ ଆହୁରି ସୁଦୃଢ଼ କରିବାରେ ପ୍ରେରଣା ଯୋଗାଇବ ବୋଲି ମତ ପ୍ରକାଶ ପାଇଛି।

News Comment

You Might Also Like

BACK TO TOP