Breaking News

ପୋଲସରା ବିଜ୍ଞାନ କଲେଜ ରେ ତାଲୁକା ଆଇନ ସେବା କମିଟି ପକ୍ଷରୁ ଆଇନ ସଚେତନତା କାର୍ଯ୍ୟକ୍ରମ ||   (30-Sep-2026)       ||      ଘରକୁ ବାଇକରେ ଫେରୁଥିଲା ବେଳେ ଦନ୍ତା ହାତୀ କବଳ ରୁ ଅଳ୍ପକେ ବର୍ତ୍ତିଲେ 4ଯୁବକ ||   (30-Sep-2026)       ||      ପୁରୁଷୋତ୍ତମପୁର ବ୍ଳକ ଓ ଏନଏସିରେ ସରିଲା "ଆଙ୍ଗନ କା ଉତ୍ସବ କାର୍ଯ୍ୟକ୍ରମ |    (30-Sep-2026)       ||      ପାଣି ପାଇଁ ରାସ୍ତା ରୋକ କିଛି ଲୋକଙ୍କ ଚକ୍ରାନ୍ତ ରେ ହୋଈ ଥିଲା ବୋଲି ଚର୍ଚ୍ଚାହୋଇଥିଲା |    (30-Sep-2026)       ||      ତାରା ତାରିଣୀ ମନ୍ଦିର ରେ ଆସନ୍ତା ଷୋଡଶ ଉପଚାର ପୂଜା ନେଇ ଟ୍ରଷ୍ଟ ବୋର୍ଡ ର ବୈଠକ |    (30-Sep-2026)       ||      ଗଞ୍ଜାମ ଜିଲ୍ଲା ପାଳ ଙ୍କ ନିର୍ଦ୍ଧେଶ ବିନା ଡାକ୍ତରୀ ପରାମର୍ଶ ରେ ଗର୍ଭପାତ କଲେ ଔଷଧଦୋକାନୀ ଙ୍କ ଉପରେ ହେବ କାର୍ଯ୍ୟନୁଷ୍ଠାନ |    (30-Sep-2026)       ||      ତିନିଦିନ ଧରି ଗୁଆଳି ପୁର ଅଙ୍ଗନୱାଡି କେନ୍ଦ୍ର ରେ ଚାଲିଥିବା "ଆଙ୍ଗନା କା ଉତ୍ସବ `ର ସମାପନ |   (30-Sep-2026)       ||      ଓଡିଶା ଟି- 20ଲିଗ -ସିଏମ ଟଫି ଫାଇନାଲ ପାଇଁ ପ୍ରସ୍ତୁତ କେଉଁଝର ମାଇନର୍ସ ଓ ସମ୍ବଲ ପୁର ୱାରୀୟର୍ସ |    (30-Sep-2026)       ||      ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କ ର 110ତମ ବାର୍ଷିକ ସାଧାରଣ ସଭା ଅନୁଷ୍ଠିତ ||   (30-Sep-2026)       ||      ଖଲ୍ଲିକୋଟ ବ୍ଳକ ଆଗରେ ଅବସର ପ୍ରାପ୍ତ କର୍ମଚାରୀ ଙ୍କ 12ଦଫା ଦାବି ନେଇଗଣ ଧାରଣା |    (30-Sep-2026)       ||      ସିଟି ବସ ଧକ୍କା ଯୋଗୁଁ ବୃଦ୍ଧ ବ୍ୟକ୍ତିଙ୍କ ମୃତ୍ୟୁ ||   (30-Sep-2026)       ||      ବଡ଼ ବଜାର ପୋଲିସ ଦ୍ୱାରା ଡକାୟତ କରୁଥିବା ଉଦ୍ୟମ କୁ ପଣ୍ଡ କରିବା ଶହ ବହୁ ମାରଣାସ୍ତ୍ର ଜବତ ଏବଂ 5ଜଣ ଗିରଫ |    (30-Sep-2026)       ||      ତାରାତାରିଣୀ କଲେଜ ରେ ଚାପ ପରିଚାଳନା କର୍ମଶାଳା |    (29-Sep-2026)       ||      ତାରା ତାରିଣୀ ମହା ବିଦ୍ୟାଳୟ ପାଇଁ ସୁନାମ ଆଣିଲେ ଡ଼ଃ ସ୍ଵାଗତିକା ଦାଶ ଓ ସୌଭାଗ୍ୟ ଲକ୍ଷ୍ମୀ ରାଓ |   (29-Sep-2026)       ||      ବରଗଡ଼ ରେ ବିଶ୍ୱ ପର୍ଯ୍ୟଟନ ଦିବସ ରେ ସଫଳ ପ୍ରମୋ ରନ |   (29-Sep-2026)       ||      ପିସି ଓ ପିଏନଡିଟି ଆଇନ କଡାକଡ଼ି ଅନୁପାଳନ ନେଇ ଜିଲ୍ଲା ସ୍ତରୀୟ ବୈଠକ ||   (29-Sep-2026)       ||      ଗଞ୍ଜାମ ଜିଲ୍ଲା ପଶ୍ଚିମ କଂଗ୍ରେସ କମିଟି ପକ୍ଷରୁ ବିକ୍ଷୋଭ ଓ ଦାବି ପତ୍ର ପ୍ରଦାନ ||   (29-Sep-2026)       ||      ଭରତ ପୁର ମଧୁବାବୁ ପାଠାଗାରରେ କବିବର ରାଧାନାଥ ଙ୍କ ଜୟନ୍ତୀ ପାଳିତ |    (29-Sep-2026)       ||      ଖଲ୍ଲିକୋଟ ମଣ୍ଡଳ ସ୍ତରୀୟ ସେବା ସଂକଳ୍ପ ଅଭିଯାନ -2026 ଅନୁଷ୍ଠିତ |    (29-Sep-2026)       ||      ରେଳପଥ ପୁନରୁଦ୍ଧାର କାର୍ଯ୍ୟ ମାଲିଗୁଡାରେ ଜୋରସର ରେ ଚାଲିଛି |    (29-Sep-2026)       ||     

ତାରାତାରିଣୀ କଲେଜ ରେ ଚାପ ପରିଚାଳନା କର୍ମଶାଳା |

29-Sep-2026

ତାରା ତାରିଣୀ କଲେଜରେ ଚାପ ପରିଚାଳନା କର୍ମଶାଳା

*ପୁରୁଷୋତ୍ତମପୁର, ୨୯ ସେପ୍ଟେମ୍ବର: ତାରା ତାରିଣୀ କଲେଜର ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍* ପକ୍ଷରୁ *ଗଞ୍ଜାମ ଜିଲ୍ଲା ମାନସିକ ସ୍ୱାସ୍ଥ୍ୟ କାର୍ଯ୍ୟକ୍ରମ, CDM & PHOଙ୍କ ସହଯୋଗରେ ଏକ ଚାପ ପରିଚାଳନା କର୍ମଶାଳା* ଅନୁଷ୍ଠିତ ହୋଇଯାଇଛି।

କଲେଜ ଅଧ୍ୟକ୍ଷ *ଶ୍ରୀ ଅରବିନ୍ଦ ଦାଶ  ଙ୍କ ଅଧ୍ୟକ୍ଷତାରେ ଓ ପ୍ରଶାସନିକ ବର୍ସାର ଡ. ପ୍ରଦୀପ କୁମାର ସାହୁଙ୍କ ଉପସ୍ଥିତିରେ MKCG ମେଡିକାଲ କଲେଜ, ବ୍ରହ୍ମପୁରର Psychiatric Social Worker ଶ୍ରୀମତୀ ସୁମିତ୍ରା ଜେନା* ମୁଖ୍ୟ ସମ୍ବଳ ବ୍ୟକ୍ତି ଭାବେ ଯୋଗଦେଇ ଚାପ ପରିଚାଳନା ଓ ମାନସିକ ସୁସ୍ଥତା ଉପରେ ଆଲୋଚନା କରିଥିଲେ। ମନୋବିଜ୍ଞାନ ବିଭାଗର ଅଧ୍ୟାପିକା ଶ୍ରୀମତୀ ଜାମିନୀ ମିର୍ଦ୍ଧା ମଧ୍ୟ ବକ୍ତା ଭାବେ ଯୋଗଦେଇ ମାନସିକ ସୁସ୍ଥତା ଓ ଚାପ ପରିଚାଳନା ସମ୍ପର୍କରେ ନିଜର ମୂଲ୍ୟବାନ ମତାମତ ପ୍ରଦାନ କରିଥିଲେ।

କାର୍ଯ୍ୟକ୍ରମରେ *ଚାପ ଚିହ୍ନଟ, ଭାବନା ନିୟନ୍ତ୍ରଣ ଓ ଚାପ ହ୍ରାସର ବିଭିନ୍ନ ପ୍ରାୟୋଗିକ ଅଭ୍ୟାସ* କରାଯାଇଥିଲା, ଯେଉଁଥିରେ ଛାତ୍ରଛାତ୍ରୀ ଓ କର୍ମଚାରୀମାନେ ସକ୍ରିୟ ଭାବେ ଭାଗ ନେଇଥିଲେ।

କାର୍ଯ୍ୟକ୍ରମରେ *ଶ୍ରୀ ଅନିଲ କୁମାର ସାହୁ, ଡ. ପ୍ରକାଶ ଚନ୍ଦ୍ର ବେହେରା, ସୁଶ୍ରୀ ମୀନାକ୍ଷୀ ଦାଶ ଓ ଡ. ପ୍ରଶାନ୍ତ କୁମାର ପଟ୍ଟନାୟକ ଶ୍ରୀ ଦୀପକ କୁମାର ବେହେରା,ଙ୍କ ସମେତ ଅନ୍ୟାନ୍ୟ ଶିକ୍ଷକ ଓ କର୍ମଚାରୀ ଉପସ୍ଥିତ ଥିଲେ। କାର୍ଯ୍ୟକ୍ରମଟି ଶକ୍ତିଶ୍ରୀ ସଂଯୋଜିକା ଶ୍ରୀମତୀ ନମ୍ରତା ମିଶ୍ର*ଙ୍କ ଦ୍ୱାରା ସଂଯୋଜିତ ହୋଇଥିଲା। ଶକ୍ତିଶ୍ରୀ ସାଥୀ ସୁଶ୍ରୀ ପୂଜା ବେହେରା ଓ ସୁଶ୍ରୀ କେ. ବିଜୟଲକ୍ଷ୍ମୀ ରାଓ*, ସମସ୍ତ ଶ୍ରେଣୀ ପ୍ରତିନିଧି, ଅନ୍ୟାନ୍ୟ ଶିକ୍ଷକ, ଅଣଶିକ୍ଷକ କର୍ମଚାରୀ ଓ ଛାତ୍ରଛାତ୍ରୀ ଯୋଗଦେଇଥିଲେ।

ଶ୍ରୀ ହିମାଂଶୁ ଶେଖର ପଣ୍ଡା ଓ ଶ୍ରୀମତୀ ଋତାଞ୍ଜଳି ସାହୁଙ୍କୁ କାର୍ଯ୍ୟକ୍ରମର ସଫଳ ଆୟୋଜନରେ ବିଶେଷ ସହଯୋଗ ପାଇଁ କୃତଜ୍ଞତା ଜଣାଯାଇଥିଲା।

News Comment

You Might Also Like

BACK TO TOP