Breaking News

ଛତ୍ରପୁର ରେ ଜିଲ୍ଲା ସ୍ତରୀୟ ଆନ୍ତର୍ଜାତୀତ ବରିଷ୍ଟ ନାଗରିକ ଦିବସ ପାଳିତ |   (01-Oct-2026)       ||      ଛତ୍ରପୁର ବାଇ ପାସ ରେ ମର୍ମଦନ୍ତୁ ସଡ଼କ ଦୁର୍ଘଟଣା ରେ ଜଣେ ମୃତ ଜଣେ ଗୁରୁତର |    (01-Oct-2026)       ||      ଆଞ୍ଚଳିକ ସାଧନ ସ୍ତରୀୟ, ଶିଶୁ ମହୋତ୍ସବ ସୁରଭି ଅନୁଷ୍ଠିତ |    (01-Oct-2026)       ||      ବନ୍ଦ ଘରେ ଯୁବତୀଙ୍କ ଆତ୍ମହତ୍ୟା କାରଣ ଅସ୍ପଷ୍ଟ |   (01-Oct-2026)       ||      ପୋଲସରା ବିଜ୍ଞାନ କଲେଜ ରେ ତାଲୁକା ଆଇନ ସେବା କମିଟି ପକ୍ଷରୁ ଆଇନ ସଚେତନତା କାର୍ଯ୍ୟକ୍ରମ ||   (30-Sep-2026)       ||      ଘରକୁ ବାଇକରେ ଫେରୁଥିଲା ବେଳେ ଦନ୍ତା ହାତୀ କବଳ ରୁ ଅଳ୍ପକେ ବର୍ତ୍ତିଲେ 4ଯୁବକ ||   (30-Sep-2026)       ||      ପୁରୁଷୋତ୍ତମପୁର ବ୍ଳକ ଓ ଏନଏସିରେ ସରିଲା "ଆଙ୍ଗନ କା ଉତ୍ସବ କାର୍ଯ୍ୟକ୍ରମ |    (30-Sep-2026)       ||      ପାଣି ପାଇଁ ରାସ୍ତା ରୋକ କିଛି ଲୋକଙ୍କ ଚକ୍ରାନ୍ତ ରେ ହୋଈ ଥିଲା ବୋଲି ଚର୍ଚ୍ଚାହୋଇଥିଲା |    (30-Sep-2026)       ||      ତାରା ତାରିଣୀ ମନ୍ଦିର ରେ ଆସନ୍ତା ଷୋଡଶ ଉପଚାର ପୂଜା ନେଇ ଟ୍ରଷ୍ଟ ବୋର୍ଡ ର ବୈଠକ |    (30-Sep-2026)       ||      ଗଞ୍ଜାମ ଜିଲ୍ଲା ପାଳ ଙ୍କ ନିର୍ଦ୍ଧେଶ ବିନା ଡାକ୍ତରୀ ପରାମର୍ଶ ରେ ଗର୍ଭପାତ କଲେ ଔଷଧଦୋକାନୀ ଙ୍କ ଉପରେ ହେବ କାର୍ଯ୍ୟନୁଷ୍ଠାନ |    (30-Sep-2026)       ||      ତିନିଦିନ ଧରି ଗୁଆଳି ପୁର ଅଙ୍ଗନୱାଡି କେନ୍ଦ୍ର ରେ ଚାଲିଥିବା "ଆଙ୍ଗନା କା ଉତ୍ସବ `ର ସମାପନ |   (30-Sep-2026)       ||      ଓଡିଶା ଟି- 20ଲିଗ -ସିଏମ ଟଫି ଫାଇନାଲ ପାଇଁ ପ୍ରସ୍ତୁତ କେଉଁଝର ମାଇନର୍ସ ଓ ସମ୍ବଲ ପୁର ୱାରୀୟର୍ସ |    (30-Sep-2026)       ||      ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କ ର 110ତମ ବାର୍ଷିକ ସାଧାରଣ ସଭା ଅନୁଷ୍ଠିତ ||   (30-Sep-2026)       ||      ଖଲ୍ଲିକୋଟ ବ୍ଳକ ଆଗରେ ଅବସର ପ୍ରାପ୍ତ କର୍ମଚାରୀ ଙ୍କ 12ଦଫା ଦାବି ନେଇଗଣ ଧାରଣା |    (30-Sep-2026)       ||      ସିଟି ବସ ଧକ୍କା ଯୋଗୁଁ ବୃଦ୍ଧ ବ୍ୟକ୍ତିଙ୍କ ମୃତ୍ୟୁ ||   (30-Sep-2026)       ||      ବଡ଼ ବଜାର ପୋଲିସ ଦ୍ୱାରା ଡକାୟତ କରୁଥିବା ଉଦ୍ୟମ କୁ ପଣ୍ଡ କରିବା ଶହ ବହୁ ମାରଣାସ୍ତ୍ର ଜବତ ଏବଂ 5ଜଣ ଗିରଫ |    (30-Sep-2026)       ||      ତାରାତାରିଣୀ କଲେଜ ରେ ଚାପ ପରିଚାଳନା କର୍ମଶାଳା |    (29-Sep-2026)       ||      ତାରା ତାରିଣୀ ମହା ବିଦ୍ୟାଳୟ ପାଇଁ ସୁନାମ ଆଣିଲେ ଡ଼ଃ ସ୍ଵାଗତିକା ଦାଶ ଓ ସୌଭାଗ୍ୟ ଲକ୍ଷ୍ମୀ ରାଓ |   (29-Sep-2026)       ||      ବରଗଡ଼ ରେ ବିଶ୍ୱ ପର୍ଯ୍ୟଟନ ଦିବସ ରେ ସଫଳ ପ୍ରମୋ ରନ |   (29-Sep-2026)       ||      ପିସି ଓ ପିଏନଡିଟି ଆଇନ କଡାକଡ଼ି ଅନୁପାଳନ ନେଇ ଜିଲ୍ଲା ସ୍ତରୀୟ ବୈଠକ ||   (29-Sep-2026)       ||     

ଛତ୍ରପୁର ରେ ଜିଲ୍ଲା ସ୍ତରୀୟ ଆନ୍ତର୍ଜାତୀତ ବରିଷ୍ଟ ନାଗରିକ ଦିବସ ପାଳିତ |

01-Oct-2026

ଛତ୍ରପୁରରେ ଜିଲ୍ଲାସ୍ତରୀୟ ଆନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ ପାଳିତ

ବରିଷ୍ଠ ନାଗରିକଙ୍କୁ ସମ୍ମାନ ଓ ସୁରକ୍ଷା ସୁସ୍ଥ ସମାଜର ପରିଚୟ: ଛତ୍ରପୁର ବିଧାୟକ

ଓଡ଼ିଶା ଜନମତ,ଛତ୍ରପୁର, ୧/୧୦ (କେ.ସତ୍ୟନାରାୟଣ ରେଡ୍ଡୀ) ବରିଷ୍ଠ ନାଗରିକଙ୍କୁ ସମ୍ମାନ ଓ ସୁରକ୍ଷା ଏକ ସୁସ୍ଥ ଓ ସଶକ୍ତ ସମାଜର ପରିଚୟ। ସେମାନଙ୍କ ପ୍ରତି ସମ୍ମାନ ଓ ସମ୍ବେଦନଶୀଳତା କେବଳ ପରିବାରର ନୁହେଁ, ସମଗ୍ର ସମାଜର ଦାୟିତ୍ୱ ବୋଲି ଜିଲ୍ଲା ପ୍ରଶାସନର ସାମାଜିକ ସୁରକ୍ଷା କାର୍ଯ୍ୟାଳୟ ପକ୍ଷରୁ ଆଜି ଛତ୍ରପୁରସ୍ଥିତ ସଂସ୍କୃତି ଭବନଠାରେ ଆୟୋଜିତ ଜିଲ୍ଲାସ୍ତରୀୟ ଆନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଛତ୍ରପୁର ବିଧାୟକ କୃଷ୍ଣଚନ୍ଦ୍ର ନାୟକ କହିଛନ୍ତି।
  କାର୍ଯ୍ୟକ୍ରମରେ ସମ୍ମାନିତ ଅତିଥି ଭାବେ ଅତିରିକ୍ତ ଜିଲ୍ଲାପାଳ ସୁନୀଲ କୁମାର କେରକେଟା, ଛତ୍ରପୁର ଉପଜିଲ୍ଲାପାଳ ଶିବାଶିଷ ବରାଳ, ଜିଲ୍ଲା ଆଇନସେବା ପ୍ରାଧିକରଣର ସଚିବ ବ୍ୟୋମକେଶ ନାୟକ,  ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟର ଅଧୀକ୍ଷକ ଡା. ଅଲେଖ ପ୍ରଧାନ ପ୍ରମୁଖ ଯୋଗଦେଇ ବରିଷ୍ଠ ନାଗରିକଙ୍କ ସାମାଜିକ ସୁରକ୍ଷା, ଆଇନଗତ ଅଧିକାର, ସ୍ୱାସ୍ଥ୍ୟର ଯତ୍ନ ଓ ସମାଜରେ ସେମାନଙ୍କ ସକ୍ରିୟ ଅଂଶଗ୍ରହଣର ଗୁରୁତ୍ୱ ଉପରେ ଆଲୋକପାତ କରିଥିଲେ।
  ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ କୃଷ୍ଣଚନ୍ଦ୍ର ବେହେରା ସ୍ୱାଗତ ଭାଷଣ ଓ ଛତ୍ରପୁର ଉପଖଣ୍ଡ ସାମାଜିକ ସୁରକ୍ଷା ଅଧିକାରିଣୀ ସସ୍ମିତା ସ୍ୱାଇଁ ଧନ୍ୟବାଦ ଅର୍ପଣ କରିଥିଲେ 
। ଏହି ଅବସରରେ ଯୋଗ ଓ ପ୍ରାଣାୟାମ ଅଧିବେଶନ, ମେଗା ସ୍ୱାସ୍ଥ୍ୟ ଶିବିର, ଏକ ପେଡ ମା କେ ନାମ ଅଧୀନରେ ଚାରା ରୋପଣ ଏବଂ ଆଇନ ସଚେତନତା ଶିବିର ଆୟୋଜନ କରାଯାଇଥିଲା। ଏଥିସହ ପାରମ୍ପରିକ ଘୁଡୁକି ନାଚ ଓ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମ ମାଧ୍ୟମରେ ବରିଷ୍ଠ ନାଗରିକମାନଙ୍କ ପ୍ରତି ସମ୍ମାନ ପ୍ରକାଶ କରାଯାଇଥିଲା। ବିଭିନ୍ନ ପ୍ରତିଯୋଗିତାର କୃତୀ ପ୍ରତିଯୋଗୀମାନଙ୍କୁ ଅତିଥିମାନେ ପୁରସ୍କୃତ କରିଥିଲେ।
କାର୍ଯ୍ୟକ୍ରମକୁ ପ୍ରଶାନ୍ତ କୁମାର ଶତପଥୀ ସଂଯୋଜନା କରିଥିବା  ବିଭିନ୍ନ ବରିଷ୍ଠ ନାଗରିକ ସଂଗଠନର ପ୍ରତିନିଧି ଓ ବହୁ ବରିଷ୍ଠ ନାଗରିକ ଯୋଗଦେଇଥିଲେ।

News Comment

You Might Also Like

BACK TO TOP