Breaking News

ଗଞ୍ଜାମ ଜିଲ୍ଲା ଧରାକୋଟ ବ୍ଲକରେ ଭଏସ ଅଫ ମିଡ଼ିଆ ର ନୂତନ କାର୍ଯ୍ୟ କାରି କମିଟି କୁ ଉଦଘାଟନ କଲେ ରାଜ୍ୟ ସଭାପତି |   (02-Oct-2026)       ||      ପଦ୍ମପୁର ମା ବନ ଦୁର୍ଗା ମନ୍ଦିର ରେ ଶାରଦୀୟ ନବରାତ୍ର ଦୁର୍ଗାପୂଜା ଆସନ୍ତା 11ତାରିଖ ରୁ ଆରମ୍ଭ ହେବ ||   (02-Oct-2026)       ||      କଳିଙ୍ଗାୟନ ତୌର୍ୟତ୍ରିକ୍ରମ ବିଶେଷ କାର୍ଯ୍ୟକ୍ରମ ଗାନ୍ଧୀଙ୍କ ଆଦର୍ଶ ରୁ ଆଧୁନିକ ସମାଜ ପର୍ଯ୍ୟନ୍ତ |   (02-Oct-2026)       ||      ଗଞ୍ଜାମ ଜିଲ୍ଲା ସ୍ତରୀୟ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଛତ୍ରପୁର ଠାରେ ପାଳିତ |   (02-Oct-2026)       ||      ଛତ୍ରପୁର ମେଇନ ରୋଡ଼ ରେ ଥିବା ରାଜସ୍ତାନ ମିଠା ଦୋକାନ ରେ ସଟ ସର୍କିଟ ଯୋଗୁଁ ଦୋକାନ ପୋଡ଼ିଗଲା ||   (02-Oct-2026)       ||      ପୁରୁଷୋତ୍ତମପୁର ବ୍ଲକରେ ବିଶ୍ୱ ନାଗରିକ ଦିବସ ପାଳିତ ||   (01-Oct-2026)       ||      72 ତମ ବନ୍ୟପ୍ରାଣୀ ସପ୍ତାହ --2026ପାଳିତ |   (01-Oct-2026)       ||      ଖଲ୍ଲିକୋଟ ରେ ବରିଷ୍ଟ ନାଗରିକ ଦିବସ ପାଳିତ |    (01-Oct-2026)       ||      ବଡ଼ ଡେଙ୍ଗନେଳି ନିକଟରେ ଭୁଶୁଡିଲା କଲଭର୍ଟ |   (01-Oct-2026)       ||      ତାରା ତାରିଣୀ ମନ୍ଦିର ପିଠରେ ମାଆଙ୍କ 16ଦିନ ପୂଜା ନେଇ ମନ୍ଦିର ପରି ଚାଳନା ବୈଠକ |    (01-Oct-2026)       ||      କୁମାରୀ ସ୍ଥିତ ସନ ସାଇନ ସ୍କୁଲ ରେ ହିନ୍ଦୀ ଦିବସ ପାଳିତ |   (01-Oct-2026)       ||      ପୁରୁଷୋତ୍ତମପୁର କନକା କ୍ଲଷ୍ଟର ର କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |    (01-Oct-2026)       ||      ଛତ୍ରପୁର ରେ ଜିଲ୍ଲା ସ୍ତରୀୟ ଆନ୍ତର୍ଜାତୀତ ବରିଷ୍ଟ ନାଗରିକ ଦିବସ ପାଳିତ |   (01-Oct-2026)       ||      ଛତ୍ରପୁର ବାଇ ପାସ ରେ ମର୍ମଦନ୍ତୁ ସଡ଼କ ଦୁର୍ଘଟଣା ରେ ଜଣେ ମୃତ ଜଣେ ଗୁରୁତର |    (01-Oct-2026)       ||      ଆଞ୍ଚଳିକ ସାଧନ ସ୍ତରୀୟ, ଶିଶୁ ମହୋତ୍ସବ ସୁରଭି ଅନୁଷ୍ଠିତ |    (01-Oct-2026)       ||      ବନ୍ଦ ଘରେ ଯୁବତୀଙ୍କ ଆତ୍ମହତ୍ୟା କାରଣ ଅସ୍ପଷ୍ଟ |   (01-Oct-2026)       ||      ପୋଲସରା ବିଜ୍ଞାନ କଲେଜ ରେ ତାଲୁକା ଆଇନ ସେବା କମିଟି ପକ୍ଷରୁ ଆଇନ ସଚେତନତା କାର୍ଯ୍ୟକ୍ରମ ||   (30-Sep-2026)       ||      ଘରକୁ ବାଇକରେ ଫେରୁଥିଲା ବେଳେ ଦନ୍ତା ହାତୀ କବଳ ରୁ ଅଳ୍ପକେ ବର୍ତ୍ତିଲେ 4ଯୁବକ ||   (30-Sep-2026)       ||      ପୁରୁଷୋତ୍ତମପୁର ବ୍ଳକ ଓ ଏନଏସିରେ ସରିଲା "ଆଙ୍ଗନ କା ଉତ୍ସବ କାର୍ଯ୍ୟକ୍ରମ |    (30-Sep-2026)       ||      ପାଣି ପାଇଁ ରାସ୍ତା ରୋକ କିଛି ଲୋକଙ୍କ ଚକ୍ରାନ୍ତ ରେ ହୋଈ ଥିଲା ବୋଲି ଚର୍ଚ୍ଚାହୋଇଥିଲା |    (30-Sep-2026)       ||     

ପଦ୍ମପୁର ମା ବନ ଦୁର୍ଗା ମନ୍ଦିର ରେ ଶାରଦୀୟ ନବରାତ୍ର ଦୁର୍ଗାପୂଜା ଆସନ୍ତା 11ତାରିଖ ରୁ ଆରମ୍ଭ ହେବ ||

02-Oct-2026

୧୧ରେ ପଦ୍ମପୁର ମା’ ବନଦୁର୍ଗା ମନ୍ଦିରରେ ଶାରଦୀୟ ନବରାତ୍ର ଦୁର୍ଗାପୂଜା ଆରମ୍ଭ  ହେବ |

ଓଡିଶା ଜନମତ ବରଗଡ଼ - ମନୋହର ଦାଶ

ପଦ୍ମପୁର ବଡ଼ବନ୍ଧ ସ୍ଥିତ ଇଷ୍ଟଦେବୀ ମା’ ବନଦୁର୍ଗା ମନ୍ଦିରରେ ଆସନ୍ତା ୧୧ ତାରିଖରୁ ଆରମ୍ଭ ହେବ ଶାରଦୀୟ ନବରାତ୍ର ଦୁର୍ଗାପୂଜା । ଏନେଇ ନବଦୁର୍ଗା ମନ୍ଦିର ପରିଚାଳନା କମିଟି ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି । ଆଶ୍ୱିନ ଶୁକ୍ଳପକ୍ଷ ପ୍ରତିପଦା ତିଥିରେ ସକାଳ ୭ଟା ୩୦ ମିନିଟରେ କଳସାଧିବାସ, ଅଙ୍କୁରାରୋପଣ, ସୂର୍ଯ୍ୟପୂଜା ଓ ଦୀପ ପ୍ରଜ୍ୱଳନ ସହ ନବରାତ୍ର ପୂଜାର ଶୁଭାରମ୍ଭ ହେବ । ସନ୍ଧ୍ୟାରେ ମିଷ୍ଟାନ୍ନ ଭୋଗ ପରେ ସାଢ଼େ ୭ଟାରେ ଅନୁଷ୍ଠିତ ହେବ ସନ୍ଧ୍ୟା ଆଳତି । ସେହିପରି ୧୨ ତାରିଖରେ ବାଳଭୋଗ, ଆଳତି, ସୂର୍ଯ୍ୟପୂଜା, ଚଣ୍ଡିପାଠ ଓ ହୋମ ଆଦି ବିଧିବିଧାନ ଅନୁଷ୍ଠିତ ହେବ । ନିର୍ଦ୍ଧାରିତ ନୀତିକାନ୍ତି ଅନୁଯାୟୀ ନବରାତ୍ରର ବିଭିନ୍ନ ଦିନରେ ମା’ଙ୍କ ପୂଜାର୍ଚ୍ଚନା କରାଯିବ । ମା’ଙ୍କ ସନ୍ଧ୍ୟା ଆଳତିରେ ବହୁ ସଂଖ୍ୟାରେ ଶ୍ରଦ୍ଧାଳୁ ଯୋଗଦେଇ ମା’ ବନଦୁର୍ଗାଙ୍କ ଆଶୀର୍ବାଦ ଲାଭ କରିବାକୁ ପରିଚାଳନା କମିଟି ସଭାପତି ଡ. ପ୍ରଭାତ ନାରାୟଣ ତ୍ରିପାଠୀ ଅନୁରୋଧ କରିଛନ୍ତି ।

News Comment

You Might Also Like

BACK TO TOP