Breaking News

ପୋଲସରା ରେ କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ଙ୍କ ବୈଦେହୀ ବିଳାସ କାବ୍ୟର ଲୋକାର୍ପଣ |   (10-May-2026)       ||      ସୁନାଥର ଗ୍ରାମରେ ଗ୍ୟାସ ଟାଙ୍କି ଫାଟି 5ଜଣ ଗୁରୁତର , ବ୍ରହ୍ମ ପୁର ବଡ଼ ମେଡିକାଲ କୁ ସ୍ତାନନ୍ତର |    (10-May-2026)       ||      କଟକ ବନ ଖଣ୍ଡ ଭିଜିଲାନ୍ସ ଦ୍ଵାରା ସଫା ଗ୍ରାମରେ ଚଢ଼ାଉ କରି ଲକ୍ଷଧିକ ଟଙ୍କାର ମୂଲ୍ୟବାନ କାଠ ଜବତ ||   (09-May-2026)       ||      ଏମ୍ବିକେ ଙ୍କୁ ଚାକିରି ରୁ ଛଟେଇ ପ୍ରତିବାଦ ରେ ଛତ୍ରପୁର ବ୍ଳକ ଆଗରେ ମହିଳାଙ୍କ ଆତ୍ମହତ୍ୟା ଚେତାବନୀ |    (09-May-2026)       ||      ବୁଗୁଡ଼ା ପିପୁଲ୍ସ କଲେଜ ରେ ବିଶ୍ୱ ରେଡ଼ କ୍ରସ ଦିବସ ପାଳିତ |    (09-May-2026)       ||      ସିବିଏସ ପରୀକ୍ଷା ରେ ବ୍ଳକ ଟପ୍ପର ଛାତ୍ରୀ ଙ୍କୁ ଟ୍ରଷ୍ଟ ପକ୍ଷରୁ ସମ୍ବର୍ଦ୍ଧନା |    (09-May-2026)       ||      ବସ, ଟ୍ରକ ମୁହାଁମୁହିଁ ଧକ୍କା, 15 ଆହାତ ଜଣେ ମୃତ ||   (09-May-2026)       ||      କୋଦଳା ଥାନା ପକ୍ଷରୁ "ଜୁଭେଣ୍ଟିକା ` କାର୍ଯ୍ୟକ୍ରମ ଅନୁଷ୍ଠିତ |   (09-May-2026)       ||      ପୁରୁଷୋତ୍ତମପୁର ଥାନା ସହ ସାରାରାଜ୍ୟରେ ଉଦଘାଟିତ ହେଲା "ଜୁଭେଣ୍ଟିକା `କାର୍ଯ୍ୟକ୍ରମ!|    (08-May-2026)       ||      ପୋଲସରା ଥାନାରେ " ଜୁଭେଣ୍ଟିନା ` କାର୍ଯ୍ୟକ୍ରମ ଅନୁଷ୍ଠିତ |    (08-May-2026)       ||      ସଡ଼କ ଦୁର୍ଘଟଣା ରେ ମୃତ ପରିବାର ଙ୍କୁ ଚେକ ପ୍ରଦାନ କଲେ ବ୍ରହ୍ମପୁର ବିଧାୟକ |    (08-May-2026)       ||      ପ୍ରଶାସନ ନ ଶୁଣିବାରୁ ଯୁବକ ମାନେ ନିଜେ କାଳୀ ମନ୍ଦିର କୁ ରାସ୍ତା ତିଆରି କଲେ |    (06-May-2026)       ||      ଦକ୍ଷିଣାଞ୍ଚଳ ରାଜସ୍ବ ପ୍ରଶାସନିକ ଶାସନ ସଂସ୍କାର ସମ୍ପର୍କିତ ବୈଠକ ||   (06-May-2026)       ||      ଅଟୋ ଧକ୍କାରେ ମୋଟର ସାଇକେଲ ଚାଳକ ମୃତ |    (06-May-2026)       ||      ହିଞ୍ଜିଳି ରେ ଧାରଣା ରତ ମହିଳା ଙ୍କୁ ହତ୍ୟା ଘଟଣା ରେ ତୁରନ୍ତ ଅଭିଯୁକ୍ତ କୁ ଗିରଫ ସହଶିଶୁଙ୍କୁ ସହାୟତା ପାଈଁ ମୁଖ୍ୟମନ୍ତ୍ରୀ ଙ୍କୁ ଚିଠି ଲେଖିଲେ ବିରୋଧୀ ଦଳ ନେତା |   (06-May-2026)       ||      ପୋଲସରା ବ୍ଳକ ଟପ୍ପର ଙ୍କୁ ଟ୍ର୍ରଷ୍ଟ ପକ୍ଷରୁ ସମ୍ବର୍ଦ୍ଧନା |    (06-May-2026)       ||      କନ୍ଧ ମାଳ ପୋଲିସ ଦ୍ଵାରା 4ମାସ ମଧ୍ୟରେ 68 ଟନ ଗଞ୍ଜେଇ ସହ 38 ଟି ଗାଡି ଓ 104 ଜଣ ଗିରଫ |    (06-May-2026)       ||      ଦେଶୀ ବନ୍ଧୁକ ତିଆରି କାରଖାନା ରେ ଚଢ଼ାଉକରି ତିନୋଟି ବନ୍ଧୁକ ସହ ଜଣକୁ ଗିରଫ କଲା ତୁମୁଡିବନ୍ଧ ପୋଲିସ |    (06-May-2026)       ||      ଉଦ୍ଭିଦ ବିଜ୍ଞାନସ୍ନାତ କୋତ୍ତର ବିଭାଗ ପକ୍ଷରୁ ବିଦାୟ ସମ୍ବର୍ଦ୍ଧନା ଅନୁଷ୍ଠିତ |    (06-May-2026)       ||      ପ୍ରେମିକ ବାରଣ୍ଡାରେ ଧାରଣା ରେ ବସିଥିବା ପ୍ରେମିକା କୁ ହତ୍ୟା |   (05-May-2026)       ||     

ଗ୍ୟାସ ହାଣ୍ଡି ଫାଟି ଚିକେନ ଦୋକାନୀ ଗୁରୁତର |

19-Dec-2024

ବାଲିଗୁଡା : ଗ୍ୟାସ ହାଣ୍ଡି ଫାଟି ଚିକେନ ଦୋକାନୀ ଗୁରୁତର

         ଓଡିଶ  ଜନମତ ବ୍ୟୁରୋ,

ବାଲିଗୁଡା: ୧୯/୧୨:: ଚିକେନ ଦୋକାନ ଭିତରେ ଗ୍ୟାସ ହାଣ୍ଡି ଫାଟି ଜଣେ ଗୁରୁତର ଏଭଳି ଏକ ଅଭାବନୀୟ ଘଟଣା ଦେଖ‌ିବାକୁ ମିଳିଛି, କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ବାଟାଗୁଡ଼ା ଗ୍ରାମରେ, ସୂଚନା ମୁତାବକ ପ୍ରତ୍ୟେକ ଦିନ ଭଳି ଆଜି ଗୁରୁବାର ଦିନ ମଧ୍ୟ ଚିକେନ୍ ଦୋକାନୀ ରତନ ଦିଗାଲ ଚିକେନ କରିବା ପାଇଁ ପାଣି ଗରମ କରୁଥିବା ବେଳେ ହଠାତ୍ ଗ୍ୟାସ ହାଣ୍ଡି ଫାଟି ଯାଇଥିଲା, କିଛି ବୁଝିବା ଆଗରୁ ଏତେ ବଡ଼ ଦୁର୍ଘଟଣା ଘଟିଛି । ଦୋକାନୀ ଜଣକ ଯଦି ଓ ଗୁରୁତର ଆହତ ହୋଇଛନ୍ତି,  କିନ୍ତୁ ମୃତ୍ୟୁ ମୁଖରୁ ଅଳ୍ପକେ ବର୍ତ୍ତି ଯାଇଛନ୍ତି । ଦୋକାନୀ ଜଣକ ବାଟାଗୁଡା ପଞ୍ଚାୟତ ପାଲୁମକିଆ ଗାଁର ରତନ ଦିଗାଲ ବୋଲି ଜଣାପଡିଛି । ସ୍ଥାନୀୟ ଲୋକେ ସଙ୍ଗେ ସଙ୍ଗେ ଅଟୋ ଯୋଗେ ତାଙ୍କୁ ବାଲିଗୁଡ଼ା ଉପଖଣ୍ଡ ଚିକିତ୍ସାଳୟକୁ ଆଣି ଭର୍ତ୍ତୀ କରାଇ ଥିଲେ । ବର୍ତ୍ତମାନ ସେ ଚିକିତ୍ସିତ ଅବସ୍ଥାରେ ଥ‌ିବା ଜଣାପଡିଛି । ଖବର ପାଇ ବାଲିଗୁଡ଼ା ଅଗ୍ନିଶମ ବାହିନୀ ଘଟଣା ସ୍ଥଳରେ ପହଞ୍ଚି ନିଆଁକୁ ଆୟତ କରିଥିଲା । ବାଲିଗୁଡ଼ା ପୁଲିସ୍ ମଧ୍ୟ ଘଟଣା ସ୍ଥଳରେ ପହଞ୍ଚି କିଭଳି ପରିସ୍ଥିତିରେ ଏଭଳି ଘଟଣା ଘଟିଛି ସେ ନେଇ ତଦନ୍ତ କରୁଥିବା ଜଣାପଡିଛି । ବର୍ତ୍ତମାନ ଏଭଳି ଦୁର୍ଘଟଣା ହେବା ପରେ ଅଞ୍ଚଳର ଭୟର ବାତାବରଣ ସୃଷ୍ଟି ହେଉଛି ।

News Comment

You Might Also Like

BACK TO TOP