Breaking News

ଝାରବନ୍ଧ ର ହିତେଶ୍ବରୀ ଚାକିରି କରିବା ସହ ପାଠ ପଢ଼ା ଏବଂ ନିଟ ରେସଫଳତା |    (03-Oct-2026)       ||      ପାଇକ ମାଳ ଥାନା ପରିସରରେ ଶାରଦୀୟ ଦୁର୍ଗା ପୂଜା ପାଇଁ ଶାନ୍ତି କମିଟି ଗଠିତ |    (03-Oct-2026)       ||      ରଣ ଝାଲୀ ଗ୍ରାମ ପଞ୍ଚାୟତ ରେ ଶିଶୁବିବାହ ନିଷେଧ ଉପରେ ଗ୍ରାମସଭା ଅନୁଷ୍ଠିତ |   (03-Oct-2026)       ||      ଶିକରପାଇ ବିଦ୍ୟାଳୟ ରେ ସାମର୍ଥ ଶିବିର ଅନୁଷ୍ଠିତ ||   (03-Oct-2026)       ||      ଜ୍ଞାନେଶ କୁମରଙ୍କୁ ଗିରଫକରିବା ନେଇ ଇଣ୍ଡିଆ ମେଣ୍ଟ ତରଫରୁ ଏଈ ମାସ 8ତାରିଖ ଓଡିଶା ବନ୍ଦ ଡାକରା |    (03-Oct-2026)       ||      ଜିଲ୍ଲା ସ୍ତରୀୟ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଖୋର୍ଦ୍ଧା ଠାରେ ପାଳିତ |    (02-Oct-2026)       ||      ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ବାଲିଗୁଡା ରେ ପାଳିତ |   (02-Oct-2026)       ||      ଖୋର୍ଦ୍ଧା ବ୍ଳକ ନାଲିପଡ଼ା ଅର୍ଜୁନ ପୁର ଓ ବିଭିନ୍ନ ପଞ୍ଚାୟତ ରେ ସ୍ୱତନ୍ତ୍ର ଗ୍ରାମସଭା ଅନୁଷ୍ଠିତ ||   (02-Oct-2026)       ||      ହାତୀଓଟ, ଓଏ ଭି ର ଜିଲ୍ଲା ସ୍ତରୀୟ "ସ୍ପାର୍କ 2026 ` ପ୍ରତିଯୋଗୀ ତାରେ ସଫଳତା ||   (02-Oct-2026)       ||      ପୋଲସରା ପ୍ରାଥମିକ ଶିକ୍ଷା ସଂଘ ( ପିଷ୍ଟା ) ପକ୍ଷରୁ ସେବା ନିବୃତ ବିଇଓ ଙ୍କୁ ବିଦାୟ ସମ୍ବର୍ଦ୍ଧନା ||   (02-Oct-2026)       ||      ସାଇପ୍ରଭା ଗୁରୁକୁଳ ଠାରେ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ |   (02-Oct-2026)       ||      ଗଞ୍ଜାମ ଜିଲ୍ଲା ଧରାକୋଟ ବ୍ଲକରେ ଭଏସ ଅଫ ମିଡ଼ିଆ ର ନୂତନ କାର୍ଯ୍ୟ କାରି କମିଟି କୁ ଉଦଘାଟନ କଲେ ରାଜ୍ୟ ସଭାପତି |   (02-Oct-2026)       ||      ପଦ୍ମପୁର ମା ବନ ଦୁର୍ଗା ମନ୍ଦିର ରେ ଶାରଦୀୟ ନବରାତ୍ର ଦୁର୍ଗାପୂଜା ଆସନ୍ତା 11ତାରିଖ ରୁ ଆରମ୍ଭ ହେବ ||   (02-Oct-2026)       ||      କଳିଙ୍ଗାୟନ ତୌର୍ୟତ୍ରିକ୍ରମ ବିଶେଷ କାର୍ଯ୍ୟକ୍ରମ ଗାନ୍ଧୀଙ୍କ ଆଦର୍ଶ ରୁ ଆଧୁନିକ ସମାଜ ପର୍ଯ୍ୟନ୍ତ |   (02-Oct-2026)       ||      ଗଞ୍ଜାମ ଜିଲ୍ଲା ସ୍ତରୀୟ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଛତ୍ରପୁର ଠାରେ ପାଳିତ |   (02-Oct-2026)       ||      ଛତ୍ରପୁର ମେଇନ ରୋଡ଼ ରେ ଥିବା ରାଜସ୍ତାନ ମିଠା ଦୋକାନ ରେ ସଟ ସର୍କିଟ ଯୋଗୁଁ ଦୋକାନ ପୋଡ଼ିଗଲା ||   (02-Oct-2026)       ||      ପୁରୁଷୋତ୍ତମପୁର ବ୍ଲକରେ ବିଶ୍ୱ ନାଗରିକ ଦିବସ ପାଳିତ ||   (01-Oct-2026)       ||      72 ତମ ବନ୍ୟପ୍ରାଣୀ ସପ୍ତାହ --2026ପାଳିତ |   (01-Oct-2026)       ||      ଖଲ୍ଲିକୋଟ ରେ ବରିଷ୍ଟ ନାଗରିକ ଦିବସ ପାଳିତ |    (01-Oct-2026)       ||      ବଡ଼ ଡେଙ୍ଗନେଳି ନିକଟରେ ଭୁଶୁଡିଲା କଲଭର୍ଟ |   (01-Oct-2026)       ||     

ପାଇକ ମାଳ ଥାନା ପରିସରରେ ଶାରଦୀୟ ଦୁର୍ଗା ପୂଜା ପାଇଁ ଶାନ୍ତି କମିଟି ଗଠିତ |

03-Oct-2026

ଶାରଦୀୟ ଦୁର୍ଗାପୂଜା ପାଇଁ ଶାନ୍ତି କମିଟି ବୈଠକ
ଓଡିଶା ଜନମତ ବରଗଡ଼ - ମନୋହର ଦାଶ :---
 ଆଗାମୀ ଶାରଦୀୟ ଦୁର୍ଗାପୂଜାକୁ ଶାନ୍ତି, ଶୃଙ୍ଖଳା ଓ ସୌହାର୍ଦ୍ଦ୍ୟପୂର୍ଣ୍ଣ ପରିବେଶରେ ପାଳନ ନେଇ ପଦ୍ମପୁର ଉପଖଣ୍ଡ ପାଇକମାଲ ଥାନା ପରିସରରେ ଶୁକ୍ରବାର ଶାନ୍ତି କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି । ପଦ୍ମପୁର ଏସଡିପିଓ ପାଣ୍ଡବ ଶବରଙ୍କ ସଭାପତିତ୍ୱରେ ଅନୁଷ୍ଠିତ ବୈଠକରେ ପାଇକମାଲ ତହସିଲଦାର ସିନ୍ଧୁସୂତା ପାତ୍ର ମଧ୍ୟ ଯୋଗଦେଇଥିଲେ । ବୈଠକରେ ପୂଜା ସମୟରେ ଶାନ୍ତିଶୃଙ୍ଖଳା ରକ୍ଷା, ଭକ୍ତ ଓ ଶ୍ରଦ୍ଧାଳୁଙ୍କ ସୁବିଧା, ଟ୍ରାଫିକ୍‌ ନିୟନ୍ତ୍ରଣ ଓ ସୁରକ୍ଷିତ ପରିବେଶ ସୃଷ୍ଟି ଉପରେ ଆଲୋଚନା ହୋଇଥିଲା । ନିଜ ନିଜ ଅଞ୍ଚଳରେ ନିୟମାନୁଯାୟୀ ଦୁର୍ଗାପୂଜା ଆୟୋଜନ କରିବା ସହ ଶାନ୍ତିଶୃଙ୍ଖଳା ବଜାୟ ରଖିବାକୁ ପୂଜା କମିଟିଗୁଡ଼ିକୁ ଆହ୍ୱାନ କରାଯାଇଥିଲା । ଥାନାଧିକାରୀ କୈଳାସ ପ୍ରଧାନ ପୂଜା ସମୟରେ ଶାନ୍ତିଶୃଙ୍ଖଳା ରକ୍ଷା ପାଇଁ ପୁଲିସ ପକ୍ଷରୁ ଆବଶ୍ୟକ ସହଯୋଗ ଯୋଗାଇ ଦିଆଯିବ ବୋଲି କହିଥିଲେ । କୌଣସି ଅସୁବିଧା କିମ୍ବା ଆଇନଶୃଙ୍ଖଳା ସମ୍ପର୍କିତ ସମସ୍ୟା ଦେଖାଦେଲେ ନିଜ ହାତକୁ ଆଇନ ନେଇ ନ ଯାଇ ତୁରନ୍ତ ପୁଲିସକୁ ଜଣାଇବାକୁ ସେ ଆହ୍ୱାନ କରିଥିଲେ । ଏସ୍‌ଡିପିଓ ପାଣ୍ଡବ ଶବର ପୂଜାକୁ ଶାନ୍ତିପୂର୍ଣ୍ଣ ଭାବେ ସମ୍ପନ୍ନ କରିବା ପାଇଁ ପୂଜା କମିଟି, ସ୍ଥାନୀୟ ଲୋକ ଓ ପୁଲିସ ମଧ୍ୟରେ ସମନ୍ୱୟ ରହିବା ଆବଶ୍ୟକ ବୋଲି କହିଥିଲେ । ତହସିଲଦାର ସିନ୍ଧୁସୂତା ପାତ୍ର ମଧ୍ୟ ପୂଜା ଆୟୋଜନ ସମୟରେ ପ୍ରଶାସନିକ ନିୟମକାନୁନ ମାନିବା ସହ ସମସ୍ତଙ୍କ ସହଯୋଗରେ ଉତ୍ସବ ପାଳନ କରିବାକୁ ଆହ୍ୱାନ ଦେଇଥିଲେ । ବୈଠକରେ ଜର୍ଜଗଡ଼, ପାଇକମାଲ ଓ ମାଣ୍ଡୋସିଲ ଅଞ୍ଚଳର ବିଭିନ୍ନ ଦୁର୍ଗାପୂଜା କମିଟିର ସଦସ୍ୟ, ବୁଦ୍ଧିଜୀବୀ ଓ ଭଦ୍ରବ୍ୟକ୍ତିମାନେ ଯୋଗଦେଇ ନିଜ ନିଜ ଅଞ୍ଚଳର ପୂଜା ଆୟୋଜନ ସମ୍ପର୍କିତ ବିଷୟ ଉପସ୍ଥାପନ କରିଥିଲେ । ଶେଷରେ ଥାନାଧିକାରୀ ଶ୍ରୀ ପ୍ରଧାନ ଉପସ୍ଥିତ ସମସ୍ତଙ୍କୁ ଧନ୍ୟବାଦ ଜଣାଇଥିଲେ ।

News Comment

You Might Also Like

BACK TO TOP