Breaking News

ଟ୍ରେନ ଧକ୍କାରେ ଟ୍ରାକ ମେନ ର ମୃତ୍ୟୁ ||   (03-Oct-2026)       ||      ସୋରଡ଼ା ମଠ ସାହିର ନିଖୋଜ ଛାତ୍ର ର ମୃତ ଦେହ ଉଦ୍ଧାର ||   (03-Oct-2026)       ||      କୁନୀ ଝିଅର ଆରୋଗ୍ୟ ପାଇଁ ଘରେ, ଘରେ ଛାତ୍ର, ଛାତ୍ରୀ ମାଗୁଛନ୍ତି ଅର୍ଥ |   (03-Oct-2026)       ||      ବରିଷ୍ଠ ଶିକ୍ଷକ ନେତା କାମ ରାଜୁ ମହାରଣା ଆନ୍ତର୍ଜାତୀୟ ବରିଷ୍ଟ ନାଗରିକ ଦିବସ ରେ ସମ୍ବର୍ଦ୍ଧିତ |    (03-Oct-2026)       ||      ଖୋର୍ଦ୍ଧା ବକ୍ସି ଜଗବନ୍ଧୁ ବିଦ୍ୟାଧର ହାଇସ୍କୁଲ ର 125ତମ ବାର୍ଷିକ ସମାରୋହରେ ଯୋଗଦେଲେ ଓଡିଶା ରାଜ୍ୟପାଳ |   (03-Oct-2026)       ||      ଜିଲ୍ଲା ସ୍ତରୀୟ ଗାନ୍ଧୀଓଶାସ୍ତ୍ରୀ ଜୟନ୍ତୀ ବରଗଡ଼ ରେ ମହା ସମାରୋହ ରେ ପାଳିତ ||   (03-Oct-2026)       ||      ଅନସ୍ଲୋ ହାଇସ୍କୁଲ ବିଜ୍ଞାନ ନାଟକ ପ୍ରତିଯୋଗୀ ତାରେ ଗଞ୍ଜାମ ଜିଲ୍ଳାରେ ପ୍ରଥମ ସ୍ଥାନ ପାଇଛି ||   (03-Oct-2026)       ||      ଝାରବନ୍ଧ ର ହିତେଶ୍ବରୀ ଚାକିରି କରିବା ସହ ପାଠ ପଢ଼ା ଏବଂ ନିଟ ରେସଫଳତା |    (03-Oct-2026)       ||      ପାଇକ ମାଳ ଥାନା ପରିସରରେ ଶାରଦୀୟ ଦୁର୍ଗା ପୂଜା ପାଇଁ ଶାନ୍ତି କମିଟି ଗଠିତ |    (03-Oct-2026)       ||      ରଣ ଝାଲୀ ଗ୍ରାମ ପଞ୍ଚାୟତ ରେ ଶିଶୁବିବାହ ନିଷେଧ ଉପରେ ଗ୍ରାମସଭା ଅନୁଷ୍ଠିତ |   (03-Oct-2026)       ||      ଶିକରପାଇ ବିଦ୍ୟାଳୟ ରେ ସାମର୍ଥ ଶିବିର ଅନୁଷ୍ଠିତ ||   (03-Oct-2026)       ||      ଜ୍ଞାନେଶ କୁମରଙ୍କୁ ଗିରଫକରିବା ନେଇ ଇଣ୍ଡିଆ ମେଣ୍ଟ ତରଫରୁ ଏଈ ମାସ 8ତାରିଖ ଓଡିଶା ବନ୍ଦ ଡାକରା |    (03-Oct-2026)       ||      ଜିଲ୍ଲା ସ୍ତରୀୟ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଖୋର୍ଦ୍ଧା ଠାରେ ପାଳିତ |    (02-Oct-2026)       ||      ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ବାଲିଗୁଡା ରେ ପାଳିତ |   (02-Oct-2026)       ||      ଖୋର୍ଦ୍ଧା ବ୍ଳକ ନାଲିପଡ଼ା ଅର୍ଜୁନ ପୁର ଓ ବିଭିନ୍ନ ପଞ୍ଚାୟତ ରେ ସ୍ୱତନ୍ତ୍ର ଗ୍ରାମସଭା ଅନୁଷ୍ଠିତ ||   (02-Oct-2026)       ||      ହାତୀଓଟ, ଓଏ ଭି ର ଜିଲ୍ଲା ସ୍ତରୀୟ "ସ୍ପାର୍କ 2026 ` ପ୍ରତିଯୋଗୀ ତାରେ ସଫଳତା ||   (02-Oct-2026)       ||      ପୋଲସରା ପ୍ରାଥମିକ ଶିକ୍ଷା ସଂଘ ( ପିଷ୍ଟା ) ପକ୍ଷରୁ ସେବା ନିବୃତ ବିଇଓ ଙ୍କୁ ବିଦାୟ ସମ୍ବର୍ଦ୍ଧନା ||   (02-Oct-2026)       ||      ସାଇପ୍ରଭା ଗୁରୁକୁଳ ଠାରେ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ |   (02-Oct-2026)       ||      ଗଞ୍ଜାମ ଜିଲ୍ଲା ଧରାକୋଟ ବ୍ଲକରେ ଭଏସ ଅଫ ମିଡ଼ିଆ ର ନୂତନ କାର୍ଯ୍ୟ କାରି କମିଟି କୁ ଉଦଘାଟନ କଲେ ରାଜ୍ୟ ସଭାପତି |   (02-Oct-2026)       ||      ପଦ୍ମପୁର ମା ବନ ଦୁର୍ଗା ମନ୍ଦିର ରେ ଶାରଦୀୟ ନବରାତ୍ର ଦୁର୍ଗାପୂଜା ଆସନ୍ତା 11ତାରିଖ ରୁ ଆରମ୍ଭ ହେବ ||   (02-Oct-2026)       ||     

ବରିଷ୍ଠ ଶିକ୍ଷକ ନେତା କାମ ରାଜୁ ମହାରଣା ଆନ୍ତର୍ଜାତୀୟ ବରିଷ୍ଟ ନାଗରିକ ଦିବସ ରେ ସମ୍ବର୍ଦ୍ଧିତ |

03-Oct-2026

ଜିଲ୍ଲା ସ୍ତରୀୟ ଅନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସରେ ବରିଷ୍ଠ ଶିକ୍ଷକ ନେତା କାମରାଜୁ ମହାରଣା ସମ୍ବର୍ଦ୍ଧିତ

ଓଡ଼ିଶା ଜନମତ,ଛତ୍ରପୁର,ତା. ୩ / ୧୦,

କେ.ସତ୍ୟନାରାୟଣ ରେଡ୍ଡୀ:-----
ଅନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ ପାଳନ ଅବସରରେ ଗଞ୍ଜାମ ଜିଲ୍ଲା ସ୍ତରୀୟ ଉତ୍ସବ ଛତ୍ରପୁର ସଂସ୍କୃତି ଭବନ ଠାରେ ଅନୁଷ୍ଠିତ ହୋଇଯାଇଛି | ଏହି ଉତ୍ସବରେ ଜିଲ୍ଲାର ବିଭିନ୍ନ ଅଂଚଳରୁ ବରିଷ୍ଠ ନାଗରିକ ମାନେ ଉପସ୍ଥିତ ରହି ବିଭିନ୍ନ କାର୍ଯ୍ୟକ୍ରମ ଉପଭୋଗ କରିଥିଲେ | ବିଭିନ୍ନ କ୍ଷେତ୍ରରେ ପାରଦର୍ଶିତା ଲାଭ କରିଥିବା ବରିଷ୍ଠ ମାନଙ୍କୁ ଜିଲ୍ଲା ପ୍ରଶାସନ ତରଫରୁ ସମ୍ବର୍ଦ୍ଧିତ କରାଯାଇଥିଲା | ଦୀର୍ଘ 39 ବର୍ଷ ଶିକ୍ଷକତା କରି, ରାଜ୍ୟପାଳ ପୁରସ୍କୃତ ଶିକ୍ଷକଙ୍କୁ ସମାଜ ସେବା,ବୃକ୍ଷ ରୋପଣ ମାଧ୍ୟମରେ ପରିବେଶ ସୁରକ୍ଷା,ସଚେତନତା ସୃଷ୍ଟି ପ୍ରଭୃତି ଆଦର୍ଶ କାର୍ଯ୍ୟକ୍ରମ ପାଇଁ ଜିଲ୍ଲା ତରଫରୁ ମାନପତ୍ର ଓ ଉତ୍ତରୀୟ ସହ ସମ୍ବର୍ଦ୍ଧିତ କରାଯାଇଥିଲା | ଏହିଭଳି ଜଣେ ଆଦର୍ଶ ସମାଜ ସେବୀଙ୍କୁ ଜିଲ୍ଲା ତରଫରୁ ସମ୍ବର୍ଦ୍ଧିତ କରାଯାଇଥିବାରୁ କେରାଣ୍ଡିତୋଳା ନାରାୟଣ ପୁର ବରିଷ୍ଠ ନାଗରିଜ ମଞ୍ଚରେ ସଭାପତି ନରହରି ପ୍ରଧାନ, ସମ୍ପାଦକ ପ୍ରକାଶ ଚନ୍ଦ୍ର ପାଣିଗ୍ରାହୀ, ଗଜେନ୍ଦ୍ର ସାହୁ ପ୍ରମୁଖ ଜିଲ୍ଲା ପ୍ରଶାସନକୁ ସାଧୁବାଦ ଜଣାଇବା ସାଙ୍ଗେ ସଂଗେ କାମରାଜୁ ମହାରଣାଙ୍କୁ ଅଭିନନ୍ଦନ ଜଣାଇଛନ୍ତି ।।

News Comment

You Might Also Like

BACK TO TOP