Breaking News

ଝାଡବାଇ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ||   (05-Oct-2026)       ||      ଗରଦ ପୁର ମଧୁବାବୁ ପାଠାଗାର ରେ କବିବର ରାଧାନାଥ ଜୟନ୍ତୀ ପାଳିତ ||   (05-Oct-2026)       ||      ଜିଲ୍ଲା କଂଗ୍ରେସର ପରିବର୍ଦ୍ଧିତ୍ବ କାର୍ଯ୍ୟ କାରିଣୀ ବୈଠକ ଅନୁଷ୍ଠିତ |   (05-Oct-2026)       ||      ବରଗଡ଼ ଜିଲ୍ଲା ରେ ଜିଲ୍ଲପାଳ ଙ୍କ ନିର୍ଦ୍ଧେଶ ରେ ବାଦ ପଡ଼ିଥିବା ଓ ନୂତନ ଯୁବ ଭୋଟର ଙ୍କ ପାଇଁ ସ୍ୱତନ୍ତ୍ର ଅଭିଯାନ ||   (04-Oct-2026)       ||      ବ୍ରହ୍ମପୁର ନିମଖଣ୍ଡି ଥାନା ଅଞ୍ଚଳ ରେ ବନ୍ଧୁର ଆକ୍ରମଣ ରେ ବନ୍ଧୁର ମୃତ୍ୟୁ |    (04-Oct-2026)       ||      ପୋଲମା ବିଦ୍ୟାଳୟ ଛାତ୍ର ସୁଶାନ୍ତ ଙ୍କୁ ଜାତୀୟ ଥ୍ରୋ- ବଲରେ ସ୍ଵର୍ଣ ପଦକ |   (04-Oct-2026)       ||      ଆଲିଜିନିଗୁଡା ଆମ୍ବ ତୋଟା ରେ ବିଜେଡିର ବିଶାଳ ମିଶ୍ରଣ ପର୍ବ |   (04-Oct-2026)       ||      ଛତ୍ରପୁର ଗୋବିନପୁର ସୀତାନଗର ରୁ ଆଠ ଫୁଟିଆ ଅଜଗର ସାପ ଉଦ୍ଦାର |    (04-Oct-2026)       ||      ବିଜେଡିର ସିନିଏର ପେନାଲ ଲିଷ୍ଟ ରେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ |   (04-Oct-2026)       ||      ଟ୍ରେନ ଧକ୍କାରେ ଟ୍ରାକ ମେନ ର ମୃତ୍ୟୁ ||   (03-Oct-2026)       ||      ସୋରଡ଼ା ମଠ ସାହିର ନିଖୋଜ ଛାତ୍ର ର ମୃତ ଦେହ ଉଦ୍ଧାର ||   (03-Oct-2026)       ||      କୁନୀ ଝିଅର ଆରୋଗ୍ୟ ପାଇଁ ଘରେ, ଘରେ ଛାତ୍ର, ଛାତ୍ରୀ ମାଗୁଛନ୍ତି ଅର୍ଥ |   (03-Oct-2026)       ||      ବରିଷ୍ଠ ଶିକ୍ଷକ ନେତା କାମ ରାଜୁ ମହାରଣା ଆନ୍ତର୍ଜାତୀୟ ବରିଷ୍ଟ ନାଗରିକ ଦିବସ ରେ ସମ୍ବର୍ଦ୍ଧିତ |    (03-Oct-2026)       ||      ଖୋର୍ଦ୍ଧା ବକ୍ସି ଜଗବନ୍ଧୁ ବିଦ୍ୟାଧର ହାଇସ୍କୁଲ ର 125ତମ ବାର୍ଷିକ ସମାରୋହରେ ଯୋଗଦେଲେ ଓଡିଶା ରାଜ୍ୟପାଳ |   (03-Oct-2026)       ||      ଜିଲ୍ଲା ସ୍ତରୀୟ ଗାନ୍ଧୀଓଶାସ୍ତ୍ରୀ ଜୟନ୍ତୀ ବରଗଡ଼ ରେ ମହା ସମାରୋହ ରେ ପାଳିତ ||   (03-Oct-2026)       ||      ଅନସ୍ଲୋ ହାଇସ୍କୁଲ ବିଜ୍ଞାନ ନାଟକ ପ୍ରତିଯୋଗୀ ତାରେ ଗଞ୍ଜାମ ଜିଲ୍ଳାରେ ପ୍ରଥମ ସ୍ଥାନ ପାଇଛି ||   (03-Oct-2026)       ||      ଝାରବନ୍ଧ ର ହିତେଶ୍ବରୀ ଚାକିରି କରିବା ସହ ପାଠ ପଢ଼ା ଏବଂ ନିଟ ରେସଫଳତା |    (03-Oct-2026)       ||      ପାଇକ ମାଳ ଥାନା ପରିସରରେ ଶାରଦୀୟ ଦୁର୍ଗା ପୂଜା ପାଇଁ ଶାନ୍ତି କମିଟି ଗଠିତ |    (03-Oct-2026)       ||      ରଣ ଝାଲୀ ଗ୍ରାମ ପଞ୍ଚାୟତ ରେ ଶିଶୁବିବାହ ନିଷେଧ ଉପରେ ଗ୍ରାମସଭା ଅନୁଷ୍ଠିତ |   (03-Oct-2026)       ||      ଶିକରପାଇ ବିଦ୍ୟାଳୟ ରେ ସାମର୍ଥ ଶିବିର ଅନୁଷ୍ଠିତ ||   (03-Oct-2026)       ||     

ଗରଦ ପୁର ମଧୁବାବୁ ପାଠାଗାର ରେ କବିବର ରାଧାନାଥ ଜୟନ୍ତୀ ପାଳିତ ||

05-Oct-2026

ଗରଦପୁର ମଧୁବାବୁ ପାଠାଗାରରେ କବିବର ରାଧାନାଥ ଜୟନ୍ତୀ ପାଳିତ l 
ଓଡିଶା ଜନମତ, କେନ୍ଦ୍ରାପଡ଼ା 
ଜ୍ୟୋତିରଞ୍ଜନ ପଟ୍ଟନାୟକ...ମଧୁବାବୁ ପାଠାଗାର, ଗରଦପୁର ଠାରେ କବିବର ରାଧାନାଥ ରାୟଙ୍କ ଜନ୍ମ ଜୟନ୍ତୀ ମହା ସମାରୋହରେ ପାଳିତ ହୋଇଯାଇଛି। ସଭାପତି ନବଘନ ନାୟକଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ସଭାରେ ମୁଖ୍ୟ ଅତିଥି ଭାବେ ପ୍ରାଧ୍ୟାପକ ନିରୋଦ କୁମାର ଦାସ, ମୁଖ୍ୟ ବକ୍ତା ଭାବେ ଡ଼ ବିଚିତ୍ର ମଞ୍ଜରୀ ତ୍ରିପାଠୀ ଯୋଗଦେଇ କହିଥିଲେ ଯେ, କବିବର ରାଧାନାଥ ପାଶ୍ଚାତ୍ୟ ଓ ପ୍ରାଚ୍ୟ ସାହିତ୍ୟର ମିଳନ ଘଟାଇ ଓଡ଼ିଆ ସାହିତ୍ୟରେ ନୂତନତା ସୃଷ୍ଟି କରିଥିଲେ। ତାଙ୍କର କାବ୍ୟ `କେଦାର ଗୌରୀ`, `ଚିଲିକା` ହେଉଛି ଉତ୍ତମ ଉଦାହରଣ। ବର୍ତମାନ ସମାଜରେ ଯେଉଁ ଅଧୋଗତି ଘଟୁଛି ସେଥିପାଇଁ ଅତୀତକୁ ଭୁଲି ଭବିଷ୍ୟତ ଉପରେ ଚିନ୍ତା ନ କରି କେଵଳ ବର୍ତମାନ ର ସ୍ୱାର୍ଥରେ ବଂଚିବା, ଭାଷାର ମୃତ୍ୟ ଭାବ ବିହୀନ ଆବେଗ ବଢୁଛି l ଏଥିରେ ରୋକ ଲଗାଇବା ପାଇଁ ମହାପୁରୁଷ ମାନଙ୍କ ଇତିହାସ ଓ ଆଦର୍ଶକୁ ଅବଲୋକନ କରିବା ନିହାତି ଆବଶ୍ୟକ କରୁଛି l 
ଏହି ଅବସରରେ କବି ରତ୍ନାକର ବେହେରା, ଗୀତି କବି କୁଞ୍ଜ ବିହାରୀ ପାଣି, ଚାଷୀ କବି ପ୍ରଭାତ ପରିଡା, କବି ହରିହର ପଣ୍ଡା, ସାମ୍ବାଦିକ ସୀତାକାନ୍ତ ନାୟକ, ଶିକ୍ଷାବିତ୍ ପୂର୍ଣ୍ଣଚନ୍ଦ୍ର ପଣ୍ଡା, ପଣ୍ଡିତ ସାରଦା ଶତପଥୀ, ହିନ୍ଦୀ ସାହିତିକ ଉମେଶ ଓଝା, ସମାଜସେବୀ ନରୋତ୍ତମ ପରିଡା, ଘନଶ୍ୟାମ କପ, ଦେବେନ୍ଦ୍ର ପାଣି ଓ ନବାବ ପଣ୍ଡା ପ୍ରମୁଖ ଉପସ୍ଥିତ ଥିଲେ।

News Comment

You Might Also Like

BACK TO TOP