Breaking News

ଝାଡବାଇ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ||   (05-Oct-2026)       ||      ଗରଦ ପୁର ମଧୁବାବୁ ପାଠାଗାର ରେ କବିବର ରାଧାନାଥ ଜୟନ୍ତୀ ପାଳିତ ||   (05-Oct-2026)       ||      ଜିଲ୍ଲା କଂଗ୍ରେସର ପରିବର୍ଦ୍ଧିତ୍ବ କାର୍ଯ୍ୟ କାରିଣୀ ବୈଠକ ଅନୁଷ୍ଠିତ |   (05-Oct-2026)       ||      ବରଗଡ଼ ଜିଲ୍ଲା ରେ ଜିଲ୍ଲପାଳ ଙ୍କ ନିର୍ଦ୍ଧେଶ ରେ ବାଦ ପଡ଼ିଥିବା ଓ ନୂତନ ଯୁବ ଭୋଟର ଙ୍କ ପାଇଁ ସ୍ୱତନ୍ତ୍ର ଅଭିଯାନ ||   (04-Oct-2026)       ||      ବ୍ରହ୍ମପୁର ନିମଖଣ୍ଡି ଥାନା ଅଞ୍ଚଳ ରେ ବନ୍ଧୁର ଆକ୍ରମଣ ରେ ବନ୍ଧୁର ମୃତ୍ୟୁ |    (04-Oct-2026)       ||      ପୋଲମା ବିଦ୍ୟାଳୟ ଛାତ୍ର ସୁଶାନ୍ତ ଙ୍କୁ ଜାତୀୟ ଥ୍ରୋ- ବଲରେ ସ୍ଵର୍ଣ ପଦକ |   (04-Oct-2026)       ||      ଆଲିଜିନିଗୁଡା ଆମ୍ବ ତୋଟା ରେ ବିଜେଡିର ବିଶାଳ ମିଶ୍ରଣ ପର୍ବ |   (04-Oct-2026)       ||      ଛତ୍ରପୁର ଗୋବିନପୁର ସୀତାନଗର ରୁ ଆଠ ଫୁଟିଆ ଅଜଗର ସାପ ଉଦ୍ଦାର |    (04-Oct-2026)       ||      ବିଜେଡିର ସିନିଏର ପେନାଲ ଲିଷ୍ଟ ରେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ |   (04-Oct-2026)       ||      ଟ୍ରେନ ଧକ୍କାରେ ଟ୍ରାକ ମେନ ର ମୃତ୍ୟୁ ||   (03-Oct-2026)       ||      ସୋରଡ଼ା ମଠ ସାହିର ନିଖୋଜ ଛାତ୍ର ର ମୃତ ଦେହ ଉଦ୍ଧାର ||   (03-Oct-2026)       ||      କୁନୀ ଝିଅର ଆରୋଗ୍ୟ ପାଇଁ ଘରେ, ଘରେ ଛାତ୍ର, ଛାତ୍ରୀ ମାଗୁଛନ୍ତି ଅର୍ଥ |   (03-Oct-2026)       ||      ବରିଷ୍ଠ ଶିକ୍ଷକ ନେତା କାମ ରାଜୁ ମହାରଣା ଆନ୍ତର୍ଜାତୀୟ ବରିଷ୍ଟ ନାଗରିକ ଦିବସ ରେ ସମ୍ବର୍ଦ୍ଧିତ |    (03-Oct-2026)       ||      ଖୋର୍ଦ୍ଧା ବକ୍ସି ଜଗବନ୍ଧୁ ବିଦ୍ୟାଧର ହାଇସ୍କୁଲ ର 125ତମ ବାର୍ଷିକ ସମାରୋହରେ ଯୋଗଦେଲେ ଓଡିଶା ରାଜ୍ୟପାଳ |   (03-Oct-2026)       ||      ଜିଲ୍ଲା ସ୍ତରୀୟ ଗାନ୍ଧୀଓଶାସ୍ତ୍ରୀ ଜୟନ୍ତୀ ବରଗଡ଼ ରେ ମହା ସମାରୋହ ରେ ପାଳିତ ||   (03-Oct-2026)       ||      ଅନସ୍ଲୋ ହାଇସ୍କୁଲ ବିଜ୍ଞାନ ନାଟକ ପ୍ରତିଯୋଗୀ ତାରେ ଗଞ୍ଜାମ ଜିଲ୍ଳାରେ ପ୍ରଥମ ସ୍ଥାନ ପାଇଛି ||   (03-Oct-2026)       ||      ଝାରବନ୍ଧ ର ହିତେଶ୍ବରୀ ଚାକିରି କରିବା ସହ ପାଠ ପଢ଼ା ଏବଂ ନିଟ ରେସଫଳତା |    (03-Oct-2026)       ||      ପାଇକ ମାଳ ଥାନା ପରିସରରେ ଶାରଦୀୟ ଦୁର୍ଗା ପୂଜା ପାଇଁ ଶାନ୍ତି କମିଟି ଗଠିତ |    (03-Oct-2026)       ||      ରଣ ଝାଲୀ ଗ୍ରାମ ପଞ୍ଚାୟତ ରେ ଶିଶୁବିବାହ ନିଷେଧ ଉପରେ ଗ୍ରାମସଭା ଅନୁଷ୍ଠିତ |   (03-Oct-2026)       ||      ଶିକରପାଇ ବିଦ୍ୟାଳୟ ରେ ସାମର୍ଥ ଶିବିର ଅନୁଷ୍ଠିତ ||   (03-Oct-2026)       ||     

ଝାଡବାଇ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ||

05-Oct-2026

ଝାଡ଼ ବାଇ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଗାଗନା ପୁର ପ୍ରାଇମେରୀ ସ୍କୁଲ ରେ  ଅନୁଷ୍ଠିତ 

|ଓଡିଶା ଜନ ମତ, ପୁରୁଷୋତ୍ତମପୁର, ଶୁଭଙ୍କର ଦାଶ:---

ପୁରୁଷୋତ୍ତମପୁର ବ୍ଲକ୍ ଅନ୍ତର୍ଗତ ଝାଡବାଇ କ୍ଲଷ୍ଟର   ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ସ୍ଥାନୀୟ ଗାଗନା ପୁର ପ୍ରାଇମେରୀ ସ୍କୁଲ ପରିସରରେ  ପ୍ରଧାନ ଶିକ୍ଷକ ଇ ରମେଶ ଙ୍କ ସଂଯୋଜନା ରେ ଆରମ୍ଭ ହୋଇଥିଲା |ସ୍କୁଲ ସଭାପତି ଅଭିମନ୍ୟୁ ସେଠୀ ଏହାକୁ ଉଦଘାଟନ କରିଥିଲେ | ଏହି କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବେ ପଞ୍ଚାନନ ସେଠୀ, କବିସୂର୍ଯ୍ୟନଗର ଏନଏସି କାର୍ଯ୍ୟ ନିର୍ବାହୀ ଅଧିକାରୀ କୃପାସିନ୍ଧୁ ସ୍ୱାଇଁ,ମୁଖ୍ୟ ବକ୍ତା ଭାବେପୂର୍ବତନ ବିଇଓ ଶ୍ରୀ ହରେକୃଷ୍ଣ ପଣ୍ଡା, ସମ୍ନାନୀତଅତିଥି ଭାବେ ବିଜୟ କୁମାର ବେହେରା,ଦେବରାଜ ବେହେରା, ଏବିଇଓ ଭକ୍ତ ବତ୍ସଳଜାନି, ଯୁଧିଷ୍ଠିର ସାହୁ, ଆଇ ରାମରାଓ,ଶ୍ରୀମତୀ ବିଷ୍ଣୁ ପ୍ରିୟା ମହାରଣା, ପ୍ରଦୀପ କୁମାର ବେହେରା, ଲକ୍ଷ୍ମୀ ନାରାୟଣ ପାତ୍ର,ମଞ୍ଚାସିନ ରହି କାର୍ଯ୍ୟକ୍ରମ ଆରମ୍ଭ କରିଥିଲେ |
ଏଥିରେ କ୍ଲଷ୍ଟର ର ସମସ୍ତ  ବିଦ୍ୟାଳୟ ର  ଛାତ୍ରଛାତ୍ରୀ ଯୋଗଦେଇଥିଲେ।ବିଭିନ୍ନ ପ୍ରକାର ପ୍ରତିଯୋଗିତା ରେ ପ୍ରଥମ,ଦ୍ୱିତୀୟ ଓ ତୃତୀୟ ସ୍ଥାନ ଅଧିକାର କରିଥିବା କୃତୀ ଛାତ୍ର ଛାତ୍ରୀଙ୍କୁ ପୁରସ୍କୃତ କରାଯାଇଥିଲା।ମୁଖ୍ୟ ଆକର୍ଷଣ ଥିଲା ସାଂସ୍କୃତିକ କାର୍ଯ୍ୟକ୍ରମ |
ଏହାକୁ ମୁଖ୍ୟ ଭାବେ  ଭଗବାନ ପାତ୍ର,ରାମୁଲ ପାତ୍ର, କେପୁରୁଷୋତ୍ତମପୁର ଦୋରା, ପ୍ରସାଦ ଦୋରା, ଗଣପତି ନାହାକ, ଚରଣ ବେହେରା, ଦାଶରଥି ପାଇକ, ନୟନ ନାୟକ, ଅଭୟ ତ୍ରିପାଠୀ, ବଂଶୀଧର ବେହେରା ସହଯୋଗ କରିଥିଲେ |  ଏବଂକେ ସାମନ୍ତରା ପୁର ପ୍ରାଇମେରୀ ସ୍କୁଲ ର  ଅକ୍ଷୟ ସାର ସାଂସ୍କୃତିକ କାର୍ଯ୍ୟକୁ ପରିଗାଳନା କରିଥିଲେ | 
ଓ ସେହି ସ୍କୁଲ ର ସମସ୍ତ ଶିକ୍ଷକ, ଶିକ୍ଷୟତ୍ରୀ, ଓଗ୍ରାମବାସୀ, ଯୁବକ ମାନେ ସମ୍ପୂର୍ଣ୍ଣ ସହଯୋଗ କରିଥିଲେ |

News Comment

You Might Also Like

BACK TO TOP