Breaking News

ବାଲି ଚୋରା ଚାଲାଣ ଅଭିଯୋଗ ରେ ପାଇକମାଳ ପୋଲିସ ଦ୍ୱାରା ଜଣକୁ ଗିରଫ ସହ ବାଲି ହାଇୱା ଜବତ କଲା |    (05-Oct-2026)       ||      ଛତ୍ରପୁର ରେ ଅବସର ପ୍ରାପ୍ତ ସହକାରୀ ଯୋଗାଣ ଅଧିକାରୀ ଙ୍କ ଦ୍ୱାଦଶାହ କାର୍ଯ୍ୟ ପାଳିତ |   (05-Oct-2026)       ||      ଝାଡବାଇ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ||   (05-Oct-2026)       ||      ଗରଦ ପୁର ମଧୁବାବୁ ପାଠାଗାର ରେ କବିବର ରାଧାନାଥ ଜୟନ୍ତୀ ପାଳିତ ||   (05-Oct-2026)       ||      ଜିଲ୍ଲା କଂଗ୍ରେସର ପରିବର୍ଦ୍ଧିତ୍ବ କାର୍ଯ୍ୟ କାରିଣୀ ବୈଠକ ଅନୁଷ୍ଠିତ |   (05-Oct-2026)       ||      ବରଗଡ଼ ଜିଲ୍ଲା ରେ ଜିଲ୍ଲପାଳ ଙ୍କ ନିର୍ଦ୍ଧେଶ ରେ ବାଦ ପଡ଼ିଥିବା ଓ ନୂତନ ଯୁବ ଭୋଟର ଙ୍କ ପାଇଁ ସ୍ୱତନ୍ତ୍ର ଅଭିଯାନ ||   (04-Oct-2026)       ||      ବ୍ରହ୍ମପୁର ନିମଖଣ୍ଡି ଥାନା ଅଞ୍ଚଳ ରେ ବନ୍ଧୁର ଆକ୍ରମଣ ରେ ବନ୍ଧୁର ମୃତ୍ୟୁ |    (04-Oct-2026)       ||      ପୋଲମା ବିଦ୍ୟାଳୟ ଛାତ୍ର ସୁଶାନ୍ତ ଙ୍କୁ ଜାତୀୟ ଥ୍ରୋ- ବଲରେ ସ୍ଵର୍ଣ ପଦକ |   (04-Oct-2026)       ||      ଆଲିଜିନିଗୁଡା ଆମ୍ବ ତୋଟା ରେ ବିଜେଡିର ବିଶାଳ ମିଶ୍ରଣ ପର୍ବ |   (04-Oct-2026)       ||      ଛତ୍ରପୁର ଗୋବିନପୁର ସୀତାନଗର ରୁ ଆଠ ଫୁଟିଆ ଅଜଗର ସାପ ଉଦ୍ଦାର |    (04-Oct-2026)       ||      ବିଜେଡିର ସିନିଏର ପେନାଲ ଲିଷ୍ଟ ରେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ |   (04-Oct-2026)       ||      ଟ୍ରେନ ଧକ୍କାରେ ଟ୍ରାକ ମେନ ର ମୃତ୍ୟୁ ||   (03-Oct-2026)       ||      ସୋରଡ଼ା ମଠ ସାହିର ନିଖୋଜ ଛାତ୍ର ର ମୃତ ଦେହ ଉଦ୍ଧାର ||   (03-Oct-2026)       ||      କୁନୀ ଝିଅର ଆରୋଗ୍ୟ ପାଇଁ ଘରେ, ଘରେ ଛାତ୍ର, ଛାତ୍ରୀ ମାଗୁଛନ୍ତି ଅର୍ଥ |   (03-Oct-2026)       ||      ବରିଷ୍ଠ ଶିକ୍ଷକ ନେତା କାମ ରାଜୁ ମହାରଣା ଆନ୍ତର୍ଜାତୀୟ ବରିଷ୍ଟ ନାଗରିକ ଦିବସ ରେ ସମ୍ବର୍ଦ୍ଧିତ |    (03-Oct-2026)       ||      ଖୋର୍ଦ୍ଧା ବକ୍ସି ଜଗବନ୍ଧୁ ବିଦ୍ୟାଧର ହାଇସ୍କୁଲ ର 125ତମ ବାର୍ଷିକ ସମାରୋହରେ ଯୋଗଦେଲେ ଓଡିଶା ରାଜ୍ୟପାଳ |   (03-Oct-2026)       ||      ଜିଲ୍ଲା ସ୍ତରୀୟ ଗାନ୍ଧୀଓଶାସ୍ତ୍ରୀ ଜୟନ୍ତୀ ବରଗଡ଼ ରେ ମହା ସମାରୋହ ରେ ପାଳିତ ||   (03-Oct-2026)       ||      ଅନସ୍ଲୋ ହାଇସ୍କୁଲ ବିଜ୍ଞାନ ନାଟକ ପ୍ରତିଯୋଗୀ ତାରେ ଗଞ୍ଜାମ ଜିଲ୍ଳାରେ ପ୍ରଥମ ସ୍ଥାନ ପାଇଛି ||   (03-Oct-2026)       ||      ଝାରବନ୍ଧ ର ହିତେଶ୍ବରୀ ଚାକିରି କରିବା ସହ ପାଠ ପଢ଼ା ଏବଂ ନିଟ ରେସଫଳତା |    (03-Oct-2026)       ||      ପାଇକ ମାଳ ଥାନା ପରିସରରେ ଶାରଦୀୟ ଦୁର୍ଗା ପୂଜା ପାଇଁ ଶାନ୍ତି କମିଟି ଗଠିତ |    (03-Oct-2026)       ||     

ବାଲି ଚୋରା ଚାଲାଣ ଅଭିଯୋଗ ରେ ପାଇକମାଳ ପୋଲିସ ଦ୍ୱାରା ଜଣକୁ ଗିରଫ ସହ ବାଲି ହାଇୱା ଜବତ କଲା |

05-Oct-2026

ବାଲି ଚାଲାଣ ଅଭିଯୋଗରେ ଜଣେ ଗିରଫ : ବାଲି ବୋଝେଇ ହାଇୱା ଜବତ
ଓଡିଶା ଜନମତ ବରଗଡ଼ - ମନୋହର ଦାଶ
ବାଲି ଚୋରା ଚାଲାଣ ଅଭିଯୋଗରେ ପଦ୍ମପୁର ଉପଖଣ୍ଡ ପାଇକମାଲ ଥାନା ପୁଲିସ ଜଣେ ହାଇୱା ଚାଳକଙ୍କୁ ଗିରଫ କରି ରବିବାର କୋର୍ଟଚାଲାଣ କରିଛି । ଏଥିସହ ବାଲି ବୋଝେଇ ହାଇୱାକୁ ମଧ୍ୟ ପୁଲିସ ଜବତ କରିଛି । ଗିରଫ ଅଭିଯୁକ୍ତ ନୂଆପଡ଼ା ଜିଲ୍ଲା କୋମନା ଥାନା ଅନ୍ତର୍ଗତ ହାତୀସରା ଗାଁର ସୁକ୍ରମ ମାଝୀ (୩୮) ବୋଲି ପୁଲିସ ସୂଚନା ଦେଇଛି । ପୁଲିସ ସୂଚନାନୁଯାୟୀ, ପରସଖୁଣ୍ଡି ଅଙ୍ଗ ନଦୀରୁ ବାଲି ବୋଝେଇ କରି ଏକ ହାଇୱା କୁଦୋଗୁଡ଼ା ଦେଇ ଯାଉଥିଲା । ଏ ସମ୍ପର୍କରେ ପାଇକମାଲ ପୁଲିସ ବିଶ୍ୱସ୍ତ ସୂତ୍ରରୁ ସୂଚନା ପାଇ ଚଢ଼ାଉ କରିଥିଲା । ଚଢ଼ାଉ ସମୟରେ ବାଲି ବୋଝେଇ ହାଇୱାଟିକୁ ଜବତ କରିବା ସହ ଏହାର ଚାଳକ ସୁକ୍ରମଙ୍କୁ ଗିରଫ କରାଯାଇଥିଲା । ଏନେଇ ପାଇକମାଲ ଥାନାରେ କେସ୍‌ ନଂ ୨୬୦/୨୬ ରୁଜୁ ହୋଇଛି । ମାମଲାରେ ବିଏନ୍‌ଏସ୍‌ର ଧାରା ୩୦୩(୨)/୩୧୭(୨) ସହ ଓଡ଼ିଶା ମାଇନର୍‌ ମିନେରାଲ୍‌ସ କନସେସନ୍‌ ରୁଲ୍ସ (ଓଏମ୍‌ଏମ୍‌ସିଆର୍‌)ର ଧାରା ୫୧(୧) (ଆଇଭି) ଅନୁଯାୟୀ ମାମଲା ରୁଜୁ କରାଯାଇଥିବା ପୁଲିସ କହିଛି । ଜବତ ହାଇୱାର ନମ୍ବର ଓଆର୍‌-୦୪-ଏମ୍‌-୯୩୨୮ ବୋଲି ଜଣାପଡ଼ିଛି । ଗିରଫ ସୁକ୍ରମଙ୍କୁ କୋର୍ଟଚାଲାଣ କରା ଯାଇଥିବା ପାଇକମାଲ ଥାନାଧିକାରୀ କୈଳାସ ଚନ୍ଦ୍ର ପ୍ରଧାନ ସୂଚନା ଦେଇଛନ୍ତି ।

News Comment

You Might Also Like

BACK TO TOP