Breaking News

ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||      ଗଞ୍ଜାମ ଜିଲ୍ଲା ର ଯୋଜନା ବୋର୍ଡ ର ସଦସ୍ୟ ଭାବେ ମନୋନୀତ ହେଲେ ସୁଧୀର ସାବତ |   (05-Oct-2026)       ||      ଗୋଳିଆ ପାଣି ଭରସା ରେ ବେତ ବାଡ଼ି ବାସି |    (05-Oct-2026)       ||      କଲଭର୍ଟ ରାସ୍ତାରେ ବିରାଟ ଗର୍ତ୍ତ, ବିପଦ ରେ ସହ ସହ ଛାତ୍ର ଛାତ୍ରୀ,|    (05-Oct-2026)       ||      ସାହିତ୍ୟ ସନ୍ଧ୍ୟାର ନୂତନ କର୍ମକର୍ତ୍ତା ଚୟନ ଓ ସମ୍ପନ୍ନ |   (05-Oct-2026)       ||      ହୃଦରୋଗ ସଚେତନତା ଓ ସ୍ୱାସ୍ଥ୍ୟ ଶିବିର |    (05-Oct-2026)       ||      ବାଲି ଚୋରା ଚାଲାଣ ଅଭିଯୋଗ ରେ ପାଇକମାଳ ପୋଲିସ ଦ୍ୱାରା ଜଣକୁ ଗିରଫ ସହ ବାଲି ହାଇୱା ଜବତ କଲା |    (05-Oct-2026)       ||      ଛତ୍ରପୁର ରେ ଅବସର ପ୍ରାପ୍ତ ସହକାରୀ ଯୋଗାଣ ଅଧିକାରୀ ଙ୍କ ଦ୍ୱାଦଶାହ କାର୍ଯ୍ୟ ପାଳିତ |   (05-Oct-2026)       ||      ଝାଡବାଇ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ||   (05-Oct-2026)       ||      ଗରଦ ପୁର ମଧୁବାବୁ ପାଠାଗାର ରେ କବିବର ରାଧାନାଥ ଜୟନ୍ତୀ ପାଳିତ ||   (05-Oct-2026)       ||      ଜିଲ୍ଲା କଂଗ୍ରେସର ପରିବର୍ଦ୍ଧିତ୍ବ କାର୍ଯ୍ୟ କାରିଣୀ ବୈଠକ ଅନୁଷ୍ଠିତ |   (05-Oct-2026)       ||      ବରଗଡ଼ ଜିଲ୍ଲା ରେ ଜିଲ୍ଲପାଳ ଙ୍କ ନିର୍ଦ୍ଧେଶ ରେ ବାଦ ପଡ଼ିଥିବା ଓ ନୂତନ ଯୁବ ଭୋଟର ଙ୍କ ପାଇଁ ସ୍ୱତନ୍ତ୍ର ଅଭିଯାନ ||   (04-Oct-2026)       ||      ବ୍ରହ୍ମପୁର ନିମଖଣ୍ଡି ଥାନା ଅଞ୍ଚଳ ରେ ବନ୍ଧୁର ଆକ୍ରମଣ ରେ ବନ୍ଧୁର ମୃତ୍ୟୁ |    (04-Oct-2026)       ||      ପୋଲମା ବିଦ୍ୟାଳୟ ଛାତ୍ର ସୁଶାନ୍ତ ଙ୍କୁ ଜାତୀୟ ଥ୍ରୋ- ବଲରେ ସ୍ଵର୍ଣ ପଦକ |   (04-Oct-2026)       ||      ଆଲିଜିନିଗୁଡା ଆମ୍ବ ତୋଟା ରେ ବିଜେଡିର ବିଶାଳ ମିଶ୍ରଣ ପର୍ବ |   (04-Oct-2026)       ||     

କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |

05-Oct-2026

୨୧ ଦିନ ପରେ ଗଜାନନଙ୍କ ବିସର୍ଜନ

୨୧ କିଲୋର ୩ ଲଡୁ ନିଲାମ, ବିଜେତାଙ୍କୁ ମେଲୋଡି ସହ ପଟୁଆର

ଓଡିଶା ଜନମତ ରାୟଗଡା -୫/୧୦, 

କାମେଶ୍ବର କରକରିଆ : ------

ରାୟଗଡ଼ା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ସଦର ରାମ ମନ୍ଦିର ଛକଠାରେ ଚଳିତବର୍ଷ ଗଣେଶ ପୂଜା ଧୁମଧାମରେ ପାଳିତ ହୋଇଛି। ଗତ ୧୪ ତାରିଖରୁ ଆରମ୍ଭ ହୋଇଥିବା ପୂଜା ୨୧ ଦିନ ପରେ ଶେଷ ହୋଇଥିବା ବେଳେ ଶ୍ରୀଗଣେଶଙ୍କ ବିସର୍ଜନ ଉତ୍ସବ ମଧ୍ୟ ଆନନ୍ଦ ଉଲ୍ଲାସରେ ପାଳିତ ହୋଇଥିଲା। ଅଗ୍ରପୂଜ୍ୟ ଶ୍ରୀ ଗଜାନନଙ୍କ ଉଦ୍ଦେଶ୍ୟରେ ପ୍ରାୟ ୨୧ କିଲୋ ଓଜନର ୩ଟି ବିଶାଳ ଲଡୁ ପ୍ରସ୍ତୁତ କରାଯାଇଥିଲା। ଏହି ଲଡୁଗୁଡ଼ିକୁ ଲଟେରୀ ମାଧ୍ୟମରେ ଭକ୍ତଙ୍କ ମଧ୍ୟରେ ବଣ୍ଟନ ପାଇଁ ଟିକେଟ୍‌ ପିଛା ୨୦ ଟଙ୍କା ଧାର୍ଯ୍ୟ କରାଯାଇଥିଲା। ମୋଟ ୧ ହଜାର ଲଟେରୀ କରାଯାଇଥିବା ଜଣାପଡ଼ିଛି। ପରେ ଲଡୁଗୁଡ଼ିକର ନିଲାମ ଅନୁଷ୍ଠିତ ହୋଇଥିଲା। ପ୍ରଥମ ନିଲାମ ବିଜେତା ଭାବେ ସରୋଜ ନନ୍ଦ ଙ୍କ ପୁତ୍ର ଶ୍ରୀଆଂଶୁ ଦ୍ୱିତୀୟ ନିଲାମ ବିଜେତା ଭାବେ ବଳରାମ ବାଗ ଏବଂ ତୃତୀୟ ଲଡୁକୁ ସାଇ କୁମାର ହାସଲ କରିଥିବା ଜଣାପଡ଼ିଛି। ନିଲାମରେ ବିଜେତା ହୋଇଥିବା ବ୍ୟକ୍ତିମାନଙ୍କୁ ନୂଆପଡ଼ାର ନବୀନ ମେଲୋଡି ସହ ସଦର ପରିକ୍ରମା କରାଇ ନିଜ ନିଜ ଘରେ ପହଞ୍ଚାଇ ଦିଆଯାଇଥିଲା। ପରିଶେଷରେ ଗଣେଶ ବିସର୍ଜନ ପର୍ବ ଅନୁଷ୍ଠିତ ହୋଇଥିଲା। ଶ୍ରୀଗଣେଶଙ୍କ ମୂର୍ତ୍ତିକୁ ଶୋଭାଯାତ୍ରାରେ ସଦର ପରିକ୍ରମା କରାଯାଇ ଶିବ ମନ୍ଦିର ନିକଟସ୍ଥ ନାଗାବଳୀ ନଦୀରେ ବିସର୍ଜନ କରାଯାଇଥିଲା। ଏହି ଅବସରରେ ଶ୍ରଦ୍ଧାଳୁଙ୍କ ମଧ୍ୟରେ ଉତ୍ସାହ ଓ ଭକ୍ତିମୟ ପରିବେଶ ସୃଷ୍ଟି ହୋଇଥିଲା।

News Comment

You Might Also Like

BACK TO TOP