Breaking News

ପୋଲସରା ରେ କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ଙ୍କ ବୈଦେହୀ ବିଳାସ କାବ୍ୟର ଲୋକାର୍ପଣ |   (10-May-2026)       ||      ସୁନାଥର ଗ୍ରାମରେ ଗ୍ୟାସ ଟାଙ୍କି ଫାଟି 5ଜଣ ଗୁରୁତର , ବ୍ରହ୍ମ ପୁର ବଡ଼ ମେଡିକାଲ କୁ ସ୍ତାନନ୍ତର |    (10-May-2026)       ||      କଟକ ବନ ଖଣ୍ଡ ଭିଜିଲାନ୍ସ ଦ୍ଵାରା ସଫା ଗ୍ରାମରେ ଚଢ଼ାଉ କରି ଲକ୍ଷଧିକ ଟଙ୍କାର ମୂଲ୍ୟବାନ କାଠ ଜବତ ||   (09-May-2026)       ||      ଏମ୍ବିକେ ଙ୍କୁ ଚାକିରି ରୁ ଛଟେଇ ପ୍ରତିବାଦ ରେ ଛତ୍ରପୁର ବ୍ଳକ ଆଗରେ ମହିଳାଙ୍କ ଆତ୍ମହତ୍ୟା ଚେତାବନୀ |    (09-May-2026)       ||      ବୁଗୁଡ଼ା ପିପୁଲ୍ସ କଲେଜ ରେ ବିଶ୍ୱ ରେଡ଼ କ୍ରସ ଦିବସ ପାଳିତ |    (09-May-2026)       ||      ସିବିଏସ ପରୀକ୍ଷା ରେ ବ୍ଳକ ଟପ୍ପର ଛାତ୍ରୀ ଙ୍କୁ ଟ୍ରଷ୍ଟ ପକ୍ଷରୁ ସମ୍ବର୍ଦ୍ଧନା |    (09-May-2026)       ||      ବସ, ଟ୍ରକ ମୁହାଁମୁହିଁ ଧକ୍କା, 15 ଆହାତ ଜଣେ ମୃତ ||   (09-May-2026)       ||      କୋଦଳା ଥାନା ପକ୍ଷରୁ "ଜୁଭେଣ୍ଟିକା ` କାର୍ଯ୍ୟକ୍ରମ ଅନୁଷ୍ଠିତ |   (09-May-2026)       ||      ପୁରୁଷୋତ୍ତମପୁର ଥାନା ସହ ସାରାରାଜ୍ୟରେ ଉଦଘାଟିତ ହେଲା "ଜୁଭେଣ୍ଟିକା `କାର୍ଯ୍ୟକ୍ରମ!|    (08-May-2026)       ||      ପୋଲସରା ଥାନାରେ " ଜୁଭେଣ୍ଟିନା ` କାର୍ଯ୍ୟକ୍ରମ ଅନୁଷ୍ଠିତ |    (08-May-2026)       ||      ସଡ଼କ ଦୁର୍ଘଟଣା ରେ ମୃତ ପରିବାର ଙ୍କୁ ଚେକ ପ୍ରଦାନ କଲେ ବ୍ରହ୍ମପୁର ବିଧାୟକ |    (08-May-2026)       ||      ପ୍ରଶାସନ ନ ଶୁଣିବାରୁ ଯୁବକ ମାନେ ନିଜେ କାଳୀ ମନ୍ଦିର କୁ ରାସ୍ତା ତିଆରି କଲେ |    (06-May-2026)       ||      ଦକ୍ଷିଣାଞ୍ଚଳ ରାଜସ୍ବ ପ୍ରଶାସନିକ ଶାସନ ସଂସ୍କାର ସମ୍ପର୍କିତ ବୈଠକ ||   (06-May-2026)       ||      ଅଟୋ ଧକ୍କାରେ ମୋଟର ସାଇକେଲ ଚାଳକ ମୃତ |    (06-May-2026)       ||      ହିଞ୍ଜିଳି ରେ ଧାରଣା ରତ ମହିଳା ଙ୍କୁ ହତ୍ୟା ଘଟଣା ରେ ତୁରନ୍ତ ଅଭିଯୁକ୍ତ କୁ ଗିରଫ ସହଶିଶୁଙ୍କୁ ସହାୟତା ପାଈଁ ମୁଖ୍ୟମନ୍ତ୍ରୀ ଙ୍କୁ ଚିଠି ଲେଖିଲେ ବିରୋଧୀ ଦଳ ନେତା |   (06-May-2026)       ||      ପୋଲସରା ବ୍ଳକ ଟପ୍ପର ଙ୍କୁ ଟ୍ର୍ରଷ୍ଟ ପକ୍ଷରୁ ସମ୍ବର୍ଦ୍ଧନା |    (06-May-2026)       ||      କନ୍ଧ ମାଳ ପୋଲିସ ଦ୍ଵାରା 4ମାସ ମଧ୍ୟରେ 68 ଟନ ଗଞ୍ଜେଇ ସହ 38 ଟି ଗାଡି ଓ 104 ଜଣ ଗିରଫ |    (06-May-2026)       ||      ଦେଶୀ ବନ୍ଧୁକ ତିଆରି କାରଖାନା ରେ ଚଢ଼ାଉକରି ତିନୋଟି ବନ୍ଧୁକ ସହ ଜଣକୁ ଗିରଫ କଲା ତୁମୁଡିବନ୍ଧ ପୋଲିସ |    (06-May-2026)       ||      ଉଦ୍ଭିଦ ବିଜ୍ଞାନସ୍ନାତ କୋତ୍ତର ବିଭାଗ ପକ୍ଷରୁ ବିଦାୟ ସମ୍ବର୍ଦ୍ଧନା ଅନୁଷ୍ଠିତ |    (06-May-2026)       ||      ପ୍ରେମିକ ବାରଣ୍ଡାରେ ଧାରଣା ରେ ବସିଥିବା ପ୍ରେମିକା କୁ ହତ୍ୟା |   (05-May-2026)       ||     

ଭୁବନେଶ୍ୱର ରେ ଅଙ୍ଗନୱାଡି କର୍ମୀଙ୍କ ବିଭିର୍ଣ୍ଣ ଦାବି ନେଇ ଧାରଣା |

20-Dec-2024

ବିଭିର୍ଣ୍ଣ ଦାବି ନେଇ   ଭୁବନେଶ୍ୱର ଲୋଏର ପି ଏମଜି ରେଧାରଣା ଦେଇଛନ୍ତି ଅଙ୍ଗନ ୱାଡି କର୍ମୀ  ମାନେ  |

             ଓଡିଶା ଜନମତ ବ୍ୟୁରୋ,

ଭୁବନେଶ୍ୱର ଲୋୟର ପିଏମଜିରେ ଅଙ୍ଗନବାଡି କର୍ମୀଙ୍କ ଗଣଧାରଣା। ସେମାନଙ୍କ ବିଭିର୍ଣ୍ଣ ଦାବି ଯଥା ସେମାନଙ୍କୁ ସରକାରୀ ମାନ୍ୟତା ସାଙ୍ଗକୁ,  ଦରମା ବୃଦ୍ଧି ଦାବିରେ ଏକାଠି ହୋଇଛନ୍ତି ହଜାର ହଜାର ଅଙ୍ଗନବାଡି କର୍ମୀ ଓ ସହାୟିକାମାନେ  | ଦୀର୍ଘ ପଚାଶ ଦଶନ୍ଧି ରୁ ଉର୍ଦ୍ଧ ସମୟ ଧରି କାର୍ଯ୍ୟକରୀ  ଆସୁଥିବା ଅଙ୍ଗନ ୱାଡି  କର୍ମୀ ମାନଙ୍କୁ  ସେମାନଙ୍କ କଠିନ କାର୍ଯ୍ୟ     ବଦଳରେ ଉପଯୁକ୍ତ ପାରିଶ୍ରମିକ ମିକୁ ନଥିବାରୁ, ତାର ପ୍ରତିବାଦ ରେ ଲୋୟର ପିଏମଜିରେ ଅଙ୍ଗନବାଡି କର୍ମୀଙ୍କଗଣଧାରଣାଦେଇଛନ୍ତି | ସରକାରୀ ମାନ୍ୟତା ସାଙ୍ଗକୁ ଦରମା ବୃଦ୍ଧି ଦାବିରେ ଏକାଠି ହୋଇଛନ୍ତି ହଜାର ହଜାର ଅଙ୍ଗନବାଡି କର୍ମୀ ଓ ସହା ୟିକା। ବହିଷ୍କାର ହୋଇଥିବା କର୍ମୀଙ୍କୁ ପୁନନିଯୁକ୍ତି ।ନିର୍ବାଚନ ପୂର୍ବରୁ ସରକାର ଦେଇଥିବା ପ୍ରତିଶ୍ରୁତି ଲାଗୁ କରିବା ପାଇଁ ଦାବି କରି ଆନ୍ଦୋଳନକୁ ଓହ୍ଲାଇଛନ୍ତି। ଏହା ସହ ହଟ କୁକ ମିଲ୍ ପାଇଁ ମୁଣ୍ଡପିଛା ୭ ଟଙ୍କା ୨୦ ପଇସା ସର୍ବମୋଟ ମିଳୁଥିବା ବେଳେ ଏହାର ବୃଦ୍ଧି ପାଇଁ ଦାବି କରାଯାଇଛି। ତେବେ ଏହା ଉପରେ  ଉପମୁଖ୍ୟ ମନ୍ତ୍ରୀ ଥିବା ପ୍ରଭାତୀ ପରିଡା ଙ୍କ :ସୂଚନା ଆନ୍ଦୋ ଳନନକରି ପ୍ରଥମେ ସେମାନେ ଆସି  ମୋ ସଙ୍ଗରେ ଆଲୋ ଚନା  କରନ୍ତୁ ,ତାପରେ କଥା ହେବା  |

News Comment

You Might Also Like

BACK TO TOP