Breaking News

କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ହଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||      ଗଞ୍ଜାମ ଜିଲ୍ଲା ର ଯୋଜନା ବୋର୍ଡ ର ସଦସ୍ୟ ଭାବେ ମନୋନୀତ ହେଲେ ସୁଧୀର ସାବତ |   (05-Oct-2026)       ||      ଗୋଳିଆ ପାଣି ଭରସା ରେ ବେତ ବାଡ଼ି ବାସି |    (05-Oct-2026)       ||      କଲଭର୍ଟ ରାସ୍ତାରେ ବିରାଟ ଗର୍ତ୍ତ, ବିପଦ ରେ ସହ ସହ ଛାତ୍ର ଛାତ୍ରୀ,|    (05-Oct-2026)       ||      ସାହିତ୍ୟ ସନ୍ଧ୍ୟାର ନୂତନ କର୍ମକର୍ତ୍ତା ଚୟନ ଓ ସମ୍ପନ୍ନ |   (05-Oct-2026)       ||      ହୃଦରୋଗ ସଚେତନତା ଓ ସ୍ୱାସ୍ଥ୍ୟ ଶିବିର |    (05-Oct-2026)       ||      ବାଲି ଚୋରା ଚାଲାଣ ଅଭିଯୋଗ ରେ ପାଇକମାଳ ପୋଲିସ ଦ୍ୱାରା ଜଣକୁ ଗିରଫ ସହ ବାଲି ହାଇୱା ଜବତ କଲା |    (05-Oct-2026)       ||      ଛତ୍ରପୁର ରେ ଅବସର ପ୍ରାପ୍ତ ସହକାରୀ ଯୋଗାଣ ଅଧିକାରୀ ଙ୍କ ଦ୍ୱାଦଶାହ କାର୍ଯ୍ୟ ପାଳିତ |   (05-Oct-2026)       ||      ଝାଡବାଇ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ||   (05-Oct-2026)       ||      ଗରଦ ପୁର ମଧୁବାବୁ ପାଠାଗାର ରେ କବିବର ରାଧାନାଥ ଜୟନ୍ତୀ ପାଳିତ ||   (05-Oct-2026)       ||     

ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |

06-Oct-2026

ବୁଡ଼ାଗୁଡ଼ା କ୍ଲଷ୍ଟର ସ୍ତରୀୟ  ଶିଶୁ ମହୋତ୍ସବ ‘ସୁରଭି-୨୦୨୬’ କାର୍ଯ୍ୟକ୍ରମ ଅନୁଷ୍ଠିତ

ଓଡିଶା ଜନମତ ରାୟଗଡ଼ା, ୦୫/୧୦( କାମେଶ୍ୱର କରକରିଆ):-
ରାୟଗଡ଼ା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ବୁଡାଗୁଡ଼ା ପଞ୍ଚାୟତର ପ୍ରାଥମିକ ସେବାଶ୍ରମ ଢେପାଗୁଡା ଠାରେ ବୁଡ଼ାଗୁଡ଼ା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬  ‘ସୁରଭି-୨୦୨୬’ କାର୍ଯ୍ୟକ୍ରମ ମହା ଆଡମ୍ବରରେ ଅନୁଷ୍ଠିତ ହୋଇଯାଇଛି। କ୍ଲଷ୍ଟର ଅଧୀନସ୍ଥ ବିଭିନ୍ନ ବିଦ୍ୟାଳୟର ଛାତ୍ରଛାତ୍ରୀ ଏଥିରେ ସକ୍ରିୟ ଭାବେ ଯୋଗଦେଇ ନିଜର ଲୁକ୍କାୟିତ ପ୍ରତିଭା ପ୍ରଦର୍ଶନ କରିଥିଲେ। କାର୍ଯ୍ୟକ୍ରମରେ କଳା, ସଂସ୍କୃତି, ନୃତ୍ୟ, ସଙ୍ଗୀତ, ଚିତ୍ରାଙ୍କନ, କୁଇଜ୍‌ ଓ ବିଭିନ୍ନ ସୃଜନଶୀଳ ପ୍ରତିଯୋଗିତା ଆୟୋଜିତ ହୋଇଥିଲା। ଛାତ୍ରଛାତ୍ରୀମାନେ ନିଜର ପ୍ରତିଭା ଓ ସୃଜନଶୀଳତାର ପରିଚୟ ଦେଇ ଉପସ୍ଥିତ ଅତିଥି, ଶିକ୍ଷକ ଓ ଅଭିଭାବକ, ଗ୍ରାମବାସୀଙ୍କ ମନ ଜିଣିଥିଲେ। ଏହି ଅବସରରେ ଛାତ୍ରଛାତ୍ରୀଙ୍କ ସୃଜନଶୀଳତା, କଳାତ୍ମକ ଦକ୍ଷତା ଓ ପ୍ରତିଭାର ବିକାଶ ଉପରେ ଗୁରୁତ୍ୱ ଦିଆଯାଇଥିଲା। ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ପ୍ରତିଯୋଗୀଙ୍କୁ ପୁରସ୍କାର ଓ ପ୍ରମାଣପତ୍ର ପ୍ରଦାନ କରାଯାଇଥିଲା। ଉକ୍ତ କାର୍ଯ୍ୟକ୍ରମର ସଫଳ ଆୟୋଜନରେ କ୍ଲଷ୍ଟର ର CRCC ଶ୍ରୀ ବନମାଳୀ ଶବର ,  ମୂଖ୍ୟ ଅତିଥି ଶ୍ରୀଯୁକ୍ତ ସନ୍ତୋଷ କୁମାର ବଛା ଉପ ସଭାପତି ଜିଲ୍ଳା କଳା ଓ ସଂସ୍କୃତି ସଂଘ ରାୟଗଡ଼ା , ସଭାପତି ଶ୍ରୀ ଦେବାଶିଷ ସାମଲ, ମୁଖ୍ୟ ବକ୍ତା ରେବତୀ ସିଟ୍,  ସମ୍ମାନୀତ ଅତିଥି ବିଦ୍ୟାଳୟ ପରିଚାଳନା କମିଟି ଅଧ୍ୟକ୍ଷ ସାରକା ଚିନା  ଏବଂ ସମସ୍ତ ପ୍ରଧାନଶିକ୍ଷକ, ଶିକ୍ଷକ-ଶିକ୍ଷୟିତ୍ରୀ ଓ ସମସ୍ତ ବିଦ୍ୟାଳୟର କର୍ମଚାରୀମାନେ ସକ୍ରିୟ ସହଯୋଗ କରିଥିଲେ। ଆଜିର କାର୍ଯ୍ୟକ୍ରମ କୁ ଶ୍ରୀ ଅମରେଶ ଶେଣ୍ଢ ମଞ୍ଚ ପରିଚାଳନା କରିଥିଲେ। ସମସ୍ତ ଶିକ୍ଷକମାନଙ୍କ ମିଳିତ ପ୍ରୟାସ ଓ ଛାତ୍ରଛାତ୍ରୀଙ୍କ ଉତ୍ସାହ ଯୋଗୁଁ ସମଗ୍ର କାର୍ଯ୍ୟକ୍ରମ ଏକ ସୁନ୍ଦର ଶିକ୍ଷଣୀୟ ଓ ସାଂସ୍କୃତିକ ପରିବେଶ ସୃଷ୍ଟି କରିଥିଲା।

News Comment

You Might Also Like

BACK TO TOP