Breaking News

ପାର୍ଷାଲି ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |   (07-Oct-2026)       ||      ବଡ଼ ଦ୍ୱାର ସାହିରେ ଧୁମ ଧାମ ରେ ସରିଲା ଗଜାନନ ଭସାଣି ଉତ୍ସବ |   (07-Oct-2026)       ||      ପୋଲସରା ପଞ୍ଚାୟତ ସମିତି କାର୍ଯ୍ୟାଳୟ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ ଶିବିର ଅନୁଷ୍ଠିତ |    (07-Oct-2026)       ||      ସାର୍ଵ ଜନୀନ ଦୁର୍ଗାପୂଜା କମିଟିର ସାମ୍ବାଦିକ ସମ୍ମିଳନୀ |    (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||      ଗଞ୍ଜାମ ଜିଲ୍ଲା ର ଯୋଜନା ବୋର୍ଡ ର ସଦସ୍ୟ ଭାବେ ମନୋନୀତ ହେଲେ ସୁଧୀର ସାବତ |   (05-Oct-2026)       ||     

ପୋଲସରା ପଞ୍ଚାୟତ ସମିତି କାର୍ଯ୍ୟାଳୟ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ ଶିବିର ଅନୁଷ୍ଠିତ |

07-Oct-2026

ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର, ମନ୍ତ୍ରୀଙ୍କ ଦ୍ୱାରା ଟ୍ରାଇ ସାଇକେଲ ବଣ୍ଟନ।

ଓଡ଼ିଶା ଜନମତ ପୋଲସରା, ସନ୍ତୋଷ କୁମାର ପଣ୍ଡା 
 ୦୬/୧୦/୨୬ :----

ଆଜି ପୋଲସରା ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର ପଞ୍ଚାୟତ ସମିତି ଦ୍ଵାରା ଆୟୋଜିତ ହୋଇଯାଇଛି। ବ୍ଳକ ଅଧ୍ୟକ୍ଷା କଳ୍ପନା କୁମାରୀ ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିବା ବେଳେ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶଶିଭୂଷଣ ମହାପାତ୍ର କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ। ଉକ୍ତ ଶିବିରକୁ ମୁଖ୍ୟ ଅତିଥି ରୂପେ ମତ୍ସ୍ୟ ଓ ପ୍ରାଣୀସମ୍ପଦ ବିକାଶ କ୍ଷୁଦ୍ର ଓ ଅତି କ୍ଷୁଦ୍ର ମଧ୍ଯମ ଉଦ୍ୟୋଗ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ଯୋଗଦାନ ପୂର୍ବକ ପ୍ରଦୀପ ପ୍ରଜ୍ବଳନ କରି କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ। ସରକାରଙ୍କ ବିଭିନ୍ନ ଯୋଜନା ବିଷୟରେ ଅବଗତ କରାଇବା ସହ ଏହାର ସୁଫଳ କିଭଳି ଭାବେ ନେବେ ତାହାକୁ ନେଇ ଉଦବୋଧନ ଦେଇଥିଲେ।ଏହା ସହିତ ହିତାଧିକାରୀ ଙ୍କୁ ଟ୍ରାଇ ସାଇକେଲ ବଣ୍ଟନ କରି ଭିନ୍ନକ୍ଷମ ମା ଓ ଭାଇ ମାନଙ୍କ ବିଭିନ୍ନ ସମସ୍ୟା ସମ୍ପର୍କରେ ଆଲୋଚନା କରିଥିଲେ। 
ସେବା, ସମ୍ମାନ ଓ ସଶକ୍ତୀକରଣର ଏକ ନିଷ୍ଠାପର ପ୍ରୟାସ।ଯଶସ୍ୱୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଙ୍କ ‘ସବକା ସାଥ୍, ସବକା ବିକାଶ, ସବକା ବିଶ୍ୱାସ’ ମନ୍ତ୍ର ଏବଂ ରାଜ୍ୟର ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଦୂରଦୃଷ୍ଟିସମ୍ପନ୍ନ ନେତୃତ୍ୱରେ ଓଡ଼ିଶା ସରକାର ପ୍ରତ୍ୟେକ ଦିବ୍ୟାଙ୍ଗଙ୍କ ସ୍ୱାବଲମ୍ବନ ଓ ସଶକ୍ତୀକରଣ ପାଇଁ ସଂକଳ୍ପବଦ୍ଧ ବୋଲି ପ୍ରକାଶ କରିଥିଲେ।
ଏହାସହିତ ସ୍ବାସ୍ଥ୍ୟ ଓ ଅନ୍ୟାନ୍ୟ ଶିବିର ଆୟୋଜନ କରାଯାଇ ଲୋକଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରିବା ସହ ଭତ୍ତା,ଆବାସ ଗୃହ,ରାସନ୍ କାର୍ଡ ସହିତ ଅନ୍ୟାନ୍ୟ ଆବେଦନ ଗ୍ରହଣ କରିଥିଲେ। ତହସିଲଦାର ଦୀପ୍ତିମୟୀ ପାତ୍ର, ଉପାଧ୍ୟକ୍ଷ କାହ୍ନୁଚରଣ ପରିଡ଼ା, ଜିଲ୍ଲା ପରିଷଦ ମେମ୍ବର ଝୁନୁ ଦାସ, ସାଂସଦ ପ୍ରତିନିଧି ଶରତ ଚନ୍ଦ୍ର ପାଣିଗ୍ରାହୀ ମଞ୍ଚାସିନ ହୋଇଥିବା ବେଳେ ସରପଞ୍ଚ, ସମିତି ସଭ୍ୟ ସମେତ ବହୁ ଜନପ୍ରତିନିଧି ଉପସ୍ଥିତ ଥିଲେ।

News Comment

You Might Also Like

BACK TO TOP