Breaking News

ସାପକାମୁଡ଼ାରେ ତାଳସର ଗ୍ରାମର ଜଣେ ମହିଳାଙ୍କ ମୃତ୍ୟୁ |   (07-Oct-2026)       ||      70 ତମଜିଲ୍ଲା ସ୍ତରୀୟ ବିଦ୍ୟାଳୟ ସମୂହ ଖୋ, ଖୋ ପ୍ରତିଯୋଗିତା ବେଗୁନିଆପଡା ଠାରେ ଅନୁଷ୍ଠିତ |    (07-Oct-2026)       ||      ଗୋଳାବନ୍ଧ ଆର୍ମି କଲେଜ ପାଖରେ ଯୁବକଙ୍କ ମୃତ ଦେହ ଗଛ ଡ଼ାଳ ରୁ ଉଦ୍ଧାର କଲା ପୋଲିସ |    (07-Oct-2026)       ||      ପାର୍ଷାଲି ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |   (07-Oct-2026)       ||      ବଡ଼ ଦ୍ୱାର ସାହିରେ ଧୁମ ଧାମ ରେ ସରିଲା ଗଜାନନ ଭସାଣି ଉତ୍ସବ |   (07-Oct-2026)       ||      ପୋଲସରା ପଞ୍ଚାୟତ ସମିତି କାର୍ଯ୍ୟାଳୟ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ ଶିବିର ଅନୁଷ୍ଠିତ |    (07-Oct-2026)       ||      ସାର୍ଵ ଜନୀନ ଦୁର୍ଗାପୂଜା କମିଟିର ସାମ୍ବାଦିକ ସମ୍ମିଳନୀ |    (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||     

ସାପକାମୁଡ଼ାରେ ତାଳସର ଗ୍ରାମର ଜଣେ ମହିଳାଙ୍କ ମୃତ୍ୟୁ |

07-Oct-2026

ତାଳସର ଠାରେ ସାପ କାମୁଡ଼ାରେ ମହିଳା ମୃତ l

ଓଡିଶା ଜନମତ, ବେଗୁନିଆପଡା :07/10/26 :

ଭଞ୍ଜ କିଶୋର ମହାରଣା l

ବେଗୁନିଆପଡା ଥାନା ଅନ୍ତର୍ଗତ ତାଳସର ଠାରେ ଆଜି ସକାଳ ସମୟରେ ଏକ ବିଷାକ୍ତ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି l ମୃତଜ ଜଣଙ୍କ ହେଲେ ତାଳସର ଗ୍ରାମର କୃଷ୍ଣ ସ୍ୱାଇଁ ସ୍ତ୍ରୀ ରଞ୍ଜିତା ସ୍ୱାଇଁ (32) l ମୃତ ରଞ୍ଜିତା ଆଜି ସକାଳେ ଧନବିଲକୁ ଯାଇଥିବାବେଳେ ତାଙ୍କୁ ଏକ ବିଷାକ୍ତ ସାପ କାମୁଡ଼ିଥିଲା l ତୁରନ୍ତ ତାଙ୍କୁ ପ୍ରଥମେ ସୁମୁଣ୍ଡଳ ଗୋଷ୍ଟୀ ସ୍ୱାସ୍ଥ୍ୟକେନ୍ଦ୍ର କୁ ଅଣାଯାଇ ପ୍ରାଥମିକ ଚିକିତ୍ସା ପରେ ବ୍ରହ୍ମପୁର MKCG ସ୍ଥାନାନ୍ତର କରାଯାଇଥିଲା l ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ l ଶବ ବ୍ୟବଚ୍ଛେଦ ପରେ ଆଜି ସନ୍ଧ୍ୟାରେ ତାଙ୍କ ଶେଷ କୃତ୍ୟ ସମ୍ପର୍ଣ କରାଯଇଥିଲା l ବେଗୁନିଆପଡା ପୁଲିସ ଏକ ଅପମୃତ୍ୟୁ ମାମଲା ୠଜୁକରି ତଦନ୍ତ ଚଳାଇଛି l

News Comment

You Might Also Like

BACK TO TOP