Breaking News

ପୋଲସରା ରେ କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ଙ୍କ ବୈଦେହୀ ବିଳାସ କାବ୍ୟର ଲୋକାର୍ପଣ |   (10-May-2026)       ||      ସୁନାଥର ଗ୍ରାମରେ ଗ୍ୟାସ ଟାଙ୍କି ଫାଟି 5ଜଣ ଗୁରୁତର , ବ୍ରହ୍ମ ପୁର ବଡ଼ ମେଡିକାଲ କୁ ସ୍ତାନନ୍ତର |    (10-May-2026)       ||      କଟକ ବନ ଖଣ୍ଡ ଭିଜିଲାନ୍ସ ଦ୍ଵାରା ସଫା ଗ୍ରାମରେ ଚଢ଼ାଉ କରି ଲକ୍ଷଧିକ ଟଙ୍କାର ମୂଲ୍ୟବାନ କାଠ ଜବତ ||   (09-May-2026)       ||      ଏମ୍ବିକେ ଙ୍କୁ ଚାକିରି ରୁ ଛଟେଇ ପ୍ରତିବାଦ ରେ ଛତ୍ରପୁର ବ୍ଳକ ଆଗରେ ମହିଳାଙ୍କ ଆତ୍ମହତ୍ୟା ଚେତାବନୀ |    (09-May-2026)       ||      ବୁଗୁଡ଼ା ପିପୁଲ୍ସ କଲେଜ ରେ ବିଶ୍ୱ ରେଡ଼ କ୍ରସ ଦିବସ ପାଳିତ |    (09-May-2026)       ||      ସିବିଏସ ପରୀକ୍ଷା ରେ ବ୍ଳକ ଟପ୍ପର ଛାତ୍ରୀ ଙ୍କୁ ଟ୍ରଷ୍ଟ ପକ୍ଷରୁ ସମ୍ବର୍ଦ୍ଧନା |    (09-May-2026)       ||      ବସ, ଟ୍ରକ ମୁହାଁମୁହିଁ ଧକ୍କା, 15 ଆହାତ ଜଣେ ମୃତ ||   (09-May-2026)       ||      କୋଦଳା ଥାନା ପକ୍ଷରୁ "ଜୁଭେଣ୍ଟିକା ` କାର୍ଯ୍ୟକ୍ରମ ଅନୁଷ୍ଠିତ |   (09-May-2026)       ||      ପୁରୁଷୋତ୍ତମପୁର ଥାନା ସହ ସାରାରାଜ୍ୟରେ ଉଦଘାଟିତ ହେଲା "ଜୁଭେଣ୍ଟିକା `କାର୍ଯ୍ୟକ୍ରମ!|    (08-May-2026)       ||      ପୋଲସରା ଥାନାରେ " ଜୁଭେଣ୍ଟିନା ` କାର୍ଯ୍ୟକ୍ରମ ଅନୁଷ୍ଠିତ |    (08-May-2026)       ||      ସଡ଼କ ଦୁର୍ଘଟଣା ରେ ମୃତ ପରିବାର ଙ୍କୁ ଚେକ ପ୍ରଦାନ କଲେ ବ୍ରହ୍ମପୁର ବିଧାୟକ |    (08-May-2026)       ||      ପ୍ରଶାସନ ନ ଶୁଣିବାରୁ ଯୁବକ ମାନେ ନିଜେ କାଳୀ ମନ୍ଦିର କୁ ରାସ୍ତା ତିଆରି କଲେ |    (06-May-2026)       ||      ଦକ୍ଷିଣାଞ୍ଚଳ ରାଜସ୍ବ ପ୍ରଶାସନିକ ଶାସନ ସଂସ୍କାର ସମ୍ପର୍କିତ ବୈଠକ ||   (06-May-2026)       ||      ଅଟୋ ଧକ୍କାରେ ମୋଟର ସାଇକେଲ ଚାଳକ ମୃତ |    (06-May-2026)       ||      ହିଞ୍ଜିଳି ରେ ଧାରଣା ରତ ମହିଳା ଙ୍କୁ ହତ୍ୟା ଘଟଣା ରେ ତୁରନ୍ତ ଅଭିଯୁକ୍ତ କୁ ଗିରଫ ସହଶିଶୁଙ୍କୁ ସହାୟତା ପାଈଁ ମୁଖ୍ୟମନ୍ତ୍ରୀ ଙ୍କୁ ଚିଠି ଲେଖିଲେ ବିରୋଧୀ ଦଳ ନେତା |   (06-May-2026)       ||      ପୋଲସରା ବ୍ଳକ ଟପ୍ପର ଙ୍କୁ ଟ୍ର୍ରଷ୍ଟ ପକ୍ଷରୁ ସମ୍ବର୍ଦ୍ଧନା |    (06-May-2026)       ||      କନ୍ଧ ମାଳ ପୋଲିସ ଦ୍ଵାରା 4ମାସ ମଧ୍ୟରେ 68 ଟନ ଗଞ୍ଜେଇ ସହ 38 ଟି ଗାଡି ଓ 104 ଜଣ ଗିରଫ |    (06-May-2026)       ||      ଦେଶୀ ବନ୍ଧୁକ ତିଆରି କାରଖାନା ରେ ଚଢ଼ାଉକରି ତିନୋଟି ବନ୍ଧୁକ ସହ ଜଣକୁ ଗିରଫ କଲା ତୁମୁଡିବନ୍ଧ ପୋଲିସ |    (06-May-2026)       ||      ଉଦ୍ଭିଦ ବିଜ୍ଞାନସ୍ନାତ କୋତ୍ତର ବିଭାଗ ପକ୍ଷରୁ ବିଦାୟ ସମ୍ବର୍ଦ୍ଧନା ଅନୁଷ୍ଠିତ |    (06-May-2026)       ||      ପ୍ରେମିକ ବାରଣ୍ଡାରେ ଧାରଣା ରେ ବସିଥିବା ପ୍ରେମିକା କୁ ହତ୍ୟା |   (05-May-2026)       ||     

ଯୋଗାଣ ସହାୟକ ନିଯୁକ୍ତି ରେ ଆଦିବାସୀ ଙ୍କୁ ପ୍ରାଥମିକତା ଦେବା ପାଈଁ ବିଡ଼ିଓ ଙ୍କୁ ଦାବି ପତ୍ର ପ୍ରଦାନ |

20-Dec-2024

ଯୋଗାଣ ସହାୟକ ନିଯୁକ୍ତି କ୍ଷେତ୍ରରେ ଆଦିବାସୀ ଙ୍କୁ ପ୍ରାଥମିକତା ପ୍ରଦାନ ପାଇଁ ଆଦିବାସୀ କନ୍ଧ ସମାଜ ତରଫରୁ ଗୋଷ୍ଟି ଉର୍ଣ୍ଣୟନ ଅଧିକାରୀଙ୍କୁ ଦାବିପତ୍ର ପ୍ରଦାନ,

ଓଡିଶା ଜନମତ  ବ୍ୟୁରୋ,

ବିଷମ କଟକ: ରାୟଗଡ଼ା ଜିଲ୍ଲା ବିଷମ କଟକ ବ୍ଲକ ଦୁକୁମ୍ ପଞ୍ଚାୟତର ଯୋଗାଣ ସହାୟକ ନିଯୁକ୍ତି ନିମନ୍ତେ ଗତ ୩୦.୧୧.୨୪ ତାରିଖରେ ବିଜ୍ଞପ୍ତି ପ୍ରକାଶ ପାଇଥିଲା । ଡୁକୁମ ପଞ୍ଚାୟତ ଏକ ଆଦିବାସି ଅଧ୍ୟୁଷିତ ଅଞ୍ଚଳ ହୋଇଥିବା ଫଳରେ ଆଜି ଡୁକୁମ୍ ପଞ୍ଚାୟତ ଆଦିବାସି କନ୍ଧ ସମାଜ ତରଫରୁ ବିଷମ କଟକ ଗୋଷ୍ଟୀ ଉର୍ଣୟନ ଅଧିକାରୀ ଙ୍କୁ ଏକ ଦାବିପତ୍ର ପ୍ରଦାନ କରାଯାଇଛି । ଦାବି ପତ୍ରରେ ଆଦିବାସୀ କନ୍ଧ ସମାଜ ତରଫରୁ ଉଲ୍ଲେଖ ରହିଛି : ଆମ ଅଞ୍ଚଳ ଗୋଟିଏ ପଞ୍ଚମ ଅନୁସୂଚିତ ଅଞ୍ଚଳ ଅଟେ । ତେଣୁ ଏହି ନିଯୁକ୍ତି ଉପରେ ଆଦିବାସୀ ମାନଙ୍କୁ ପ୍ରଥମେ ପ୍ରାଥମିକତା ଦେବାକୁ ବିନମ୍ର ଅନୁରୋଧ କରୁଅଛୁ । ଆମ ସମାଜ ଶୁଣିବାକୁ ପାଇଲା ଯେ, କିଛି ପ୍ରଭାବ ଶାଳୀ ବ୍ୟକ୍ତି ପଇସା ପତ୍ର କାରବାର କରି ଏହି ପଦବୀ କୁ ହାଟେଇବାକୁ ଚେଷ୍ଟା କରୁଛନ୍ତି । ତେଣୁ ଆପଣଙ୍କୁ ବିନୀତ ଅନୁରୋଧ କରୁଅଛୁ କି ଯେ, ନିରପେକ୍ଷ ଓ ଯୋଗ୍ୟତା ଭିତିରେ ଚୟନ କରାଯାଉ ଯଦି ଏହି ନିଯୁକ୍ତିରେ ଅନିୟମିତତା ସୃଷ୍ଟି ହୁଏ, ତେବେ ଆମେ ବାଧ୍ୟ ହୋଇ ଉପରିସ୍ଥ ପଦାଧୁକାରୀ ଙ୍କୁ ଦୃଷ୍ଟି ଆକର୍ଷଣ କରିବୁ ଏବଂ ବଡ଼ ଧରଣର ଜନ ଆନ୍ଦୋଳନ କରିବାକୁ ବାଧ୍ୟ ହେବୁ ,ଏହି ଦାବି ପତ୍ର ପ୍ରଦାନ ସମୟରେ  ଆଦିବାସୀ କନ୍ଧ ସମାଜ ସଭାପତି ଶ୍ରୀ ଫୁଲ ସାମ୍ବୁକା ,ସମ୍ପାଦକ ରାଜେନ୍ଦ୍ର ମାଣ୍ଡିକା,ପୂର୍ଣଚନ୍ଦ୍ର କୁଲସିକା ,ଜାଗିଲି କୁମ୍ବୁରୁକା ,ଘାସିରାମ ମାଣ୍ଡିଆ କା ,ବିଶ୍ୱନାଥ ପୀଡ଼ିକାକା ,ସୁଶାନ୍ତ ତୁଇକା ,ସୁରେଶ ମିଣିଆକା ପ୍ରମୁଖ ଉପସ୍ଥିତ ରହିଥିଲେ ।

News Comment

You Might Also Like

BACK TO TOP