Breaking News

ଦୁନ୍ଧୁଲି ଗ୍ରାମରେ ଧାନ ଜମିକୁ ନେଇ ଉତେଜନା ||   (29-Nov-2026)       ||      ନାବାଳିକା ମାନଙ୍କୁ ରେଳ ଲାଇନ ନିର୍ମାଣ କାର୍ଯ୍ୟରେ ନିୟୋଜିତ ହେଉଥିବା ଅଭିଯୋଗ |    (29-Nov-2026)       ||      ସୁଳୀ ପଦର ମା ମଙ୍ଗଳା ମନ୍ଦିର ପରିସରରେ ଜିଲ୍ଲା ସ୍ତରୀୟ ପୂଜାରୀ ମହାସଂଘ ରବୈଠକ ଓ ବନ୍ଧୁ ମିଳନ ||   (29-Nov-2026)       ||      ପୋଲସରା ଗୌରୀ ଆମ୍ମା ଯାତ୍ରାରେ ଛାତ୍ର ଛାତ୍ରୀଙ୍କ ସଚେତନତା କାର୍ଯ୍ୟକ୍ରମ ||   (29-Nov-2026)       ||      ଭାମଶିଆଳି ଉଚ୍ଚ ବିଦ୍ୟାଳୟ ରେ ବିଜ୍ଞାନ ମେଳା ଅନୁଷ୍ଠିତ |    (28-Nov-2026)       ||      ପରିବେଶ ସୁରକ୍ଷା ନିମନ୍ତେ ନୂଆଦିଲ୍ଲୀ ରେ ଜାତୀୟ ସମ୍ମିଳନୀ ରେ ସମ୍ମାନିତହେଲେ ବରଗଡ଼ ସାଂସଦ |   (28-Nov-2026)       ||      2026-27,ନିମନ୍ତେ ଜିଲ୍ଲା ସ୍ତରୀୟ ଖରିଫ ଧାନ ସଂଗ୍ରହ କମିଟି ବୈଠକ ଅନୁଷ୍ଠିତ |    (28-Nov-2026)       ||      କାଦୁଅ ପଡା ସରସ୍ବତୀ ଶିଶୁମନ୍ଦିର ର ପ୍ରିୟାଂଶି ପ୍ରିୟଦର୍ଶନୀ ତୃତୀୟ ଶ୍ରେଣୀ ମେଧା ବୃତ୍ତି ତାଲିକାରେ ସଫଳ |   (27-Nov-2026)       ||      ଦାଦନ ଖଟିବାକୁ ତାମିଲନାଡୁ ଯାଇ ସର୍ପା ଘାତ ରେ ଯୁବକ ମୃତ ||   (27-Nov-2026)       ||      ସମ୍ବର ଶିକାର ପାଈଁ ବିଦ୍ୟୁତ ଫାସ ପକାଇ ଦୁଇ ଅଭିଯୁକ୍ତ ଗିରଫ ||   (27-Nov-2026)       ||      ଗୌରୀ ଆମ୍ମା ଯାତ୍ରା ପାଈଁ ଶାନ୍ତି ଶୃଙ୍ଖଳା ଟ୍ରାଫିକ ପାଈଁ ଜନସାଧାରଣ ଙ୍କୁ ପୋଲିସ ର ନିବେଦନ |   (27-Nov-2026)       ||      ଛାୟା ସାମ୍ବାଦିକ ଙ୍କ ଯୋଗୁଁ ନିନ୍ଦିତ ହେଉଛନ୍ତି ପ୍ରକୃତ ସାମ୍ବାଦିକ ||   (26-Nov-2026)       ||      ବର୍ତ୍ତନୀ ଗ୍ରାମ ରେ ରାଜ୍ୟସ୍ତରୀୟ ତ୍ରୀ ଦିବସୀୟ କବାଡି ପ୍ରତିଯୋଗିତା ର ଶୁଭାରମ୍ଭ |    (26-Nov-2026)       ||      ପୂଜାରୀ ବମ୍ବୁ ଗ୍ରାମରେ ସଡକ ନିର୍ମାଣ କାର୍ଯ୍ୟ ଆରମ୍ଭ |   (25-Nov-2026)       ||      ଲିଙ୍ଗ ଭିତିକ ହିଂସା ବିରୋଧରେ 16ଦିନର ଅଭିଯାନ ର ଶୁଭାରମ୍ଭ |    (25-Nov-2026)       ||      ଦେବଗିରି ରେ ଜଗନ୍ନାଥ ମନ୍ଦିର ରେ ଭକ୍ତ ଙ୍କ ପ୍ରବଳ ଭିଡ଼ |    (25-Nov-2026)       ||      ଶୈବ ପୀଠ ଅମରେଶ୍ୱର ଠାରେ କାର୍ତ୍ତିକ ପୁର୍ଣିମା ରେ ଭକ୍ତ ଙ୍କ ପ୍ରବଳ ଜନ ସମାଗମ |    (25-Nov-2026)       ||      ମୁଖ୍ୟମନ୍ତ୍ରୀ ଙ୍କ ଦୟାରେ ଆନିକେଟ ହେଲେ ଉପକୃତ ହେବେ ପୁରୁଷୋତ୍ତମପୁର ଅଞ୍ଚଳ ବାସୀ ||   (24-Nov-2026)       ||      ବଙ୍ଗୋମୁଣ୍ଡା ଅଘଟଣ ପରେ ବରଗଡ଼ ଧନୁଯାତ୍ରା କୁ ହାତୀଚିନ୍ତା |    (24-Nov-2026)       ||      ପୋଖରୀ ପାହାଚ ରେ ଗୋଡ଼ ଖସି ଯିବାରୁ ଯୁବକ ମୃତ |    (24-Nov-2026)       ||     

ପଦ୍ମପୁର ଉପଖଣ୍ଡ କଂଗ୍ରେସ ର ଡାକରା ରେ ସମ୍ପୂର୍ଣ୍ଣ ବନ୍ଦ ||

08-Oct-2026

କଂଗ୍ରେସ ର ବନ୍ଦ ଡାକରାରେ ପଦ୍ମପୁର ଉପଖଣ୍ଡ ସମ୍ପୂର୍ଣ ବନ୍ଦ
ଓଡ଼ିଶା ଜନମତ  ବରଗଡ଼-  ମନୋହର ଦାଶ
କଂଗ୍ରେସ ପକ୍ଷରୁ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକରାରେ ପଦ୍ମପୁର ଉପଖଣ୍ଡ ପଦ୍ମପୁର, ପାଇକମାଲ, ଝାରବନ୍ଧ, ଗାଇସିଲେଟରେ ଆଜି ବନ୍ଦ ଶାନ୍ତିପୂର୍ଣ୍ଣ ଭାବେ ସଫଳ ହୋଇଛି । ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଇସ୍ତଫା ଏବଂ ପାଠ୍ୟପୁସ୍ତକ ତ୍ରୁଟି ପ୍ରସଙ୍ଗରେ ଗଣଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା ଦାବିରେ କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ଦିଆଯାଇଥିଲା । ତେବେ ଏହି ବନ୍ଦ ପାଳନକୁ ଜନସାଧାରଣ ସମର୍ଥନ କରିବାରୁ ପଦ୍ମପୁର, ପାଇକମାଲ, ଝାରବନ୍ଧ, ଗାଇସିଲେଟ ଅଞ୍ଚଳ ଠପ୍‌ ହୋଇପଡ଼ିଛି । ତେବେ ଏହାର ପ୍ରଭାବ ସାଧାରଣ ଜୀବନ ଯାତ୍ରା ଉପରେ ପଡିଛି । ଟ୍ରକ୍‌, ବସ୍‌, ଅଟୋ ଚଳାଚଳ ବନ୍ଦ ଅଖଚକ ବନ୍ଦ ହୋଇଥିବା ବେଳେ ସ୍କୁଲ କଲେଜ ସରକାରୀ ବେସରକାରୀ ଅନୁଷ୍ଠାନ ବ୍ୟାଙ୍କ ବନ୍ଦଗୁଡିକୁ କଂଗ୍ରେସ କର୍ମୀମାନେ ପିକେଟିଙ୍ଗ କରି ବନ୍ଦ କରିଥିଲେ । କିନ୍ତୁ ଜରୁରୀକାଳିନ ସେବା ଜାରି ରହିଛି । ହସ୍ପିଟାଲ, ଆମ୍ବୁଲାନ୍ସ, ଦମକଳ ସେବା, ମେଡିସିନ ଦୋକାନ ଖୋଲା ରହିଛି । ସକାଳ ୬ଟାରୁ ଆରମ୍ଭ ହୋଇଥିବା ବନ୍ଦ ପାଳନ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଚାଲିବ । ବନ୍ଦ ପାଳନ ଯୋଗୁ ବିଭିନ୍ନ ସ୍ଥାନରେ ଦୋକାନ ବଜାର ବନ୍ଦ ସାଙ୍ଗକୁ ବ୍ୟବସାୟିକ ପ୍ରତିଷ୍ଠାନ ଓ ସାଧାରଣ ପରିବହନ ପ୍ରଭାବିତ ହୋଇଛି । ପାଇକମାଲ ମୁଖ୍ୟ ଛକ ଠାରେ ପାଇକମାଲ ବ୍ଲକ କଂଗ୍ରେସ ସଭାପତି ମହେନ୍ଦ୍ର ଖୁଣ୍ଟିଆଙ୍କ ନେତୃତ୍ୱରେ ବନ୍ଦ ପାଳନ ହୋଇଥିବା ବେଳେ ବରିଷ୍ଠ କଂଗ୍ରେସ ନେତା ରାଜ୍ୟ ସାଧାରଣ ସମ୍ପାଦକ ତଥା ପଦ୍ମପୁର ନିର୍ବାଚନ ମଣ୍ଡଳୀ ପର୍ଯ୍ୟବେକ୍ଷକ ବୀରେନ୍ଦ୍ର ନାଥ ପଟ୍ଟନାୟକ ଯୋଗ ଦେଇ କଂଗ୍ରେସ କର୍ମୀ ମାନଙ୍କୁ ଉତ୍ସାହିତ କରିଥିଲେ । ବନ୍ଦ ପଦ୍ମପୁର କଂଗ୍ରେସ ବିଧାୟକ ପ୍ରାଥୀ ଟଙ୍କଧର ସାହୁ, ବିନୋଦ କାଳିଆ, ଗଜରାଜ ସିଂ ପୁଟା, ପ୍ରାଣବନ୍ଧୁ ଦାସ, ମନୋଜ ତ୍ରିବେଦୀ, ବିଜୟା ନନ୍ଦ ପଟ୍ଟନାୟକ, ମୁଜାଫର ହୁସେନ, ଆକାଶ ପାଣିଗ୍ରାହୀ, ବିକାଶ ବହିଦାର, ସନ୍ତୋଷ ପାଣିଗ୍ରାହୀ, ଆଦିତ୍ୟ ପଣ୍ଡା, ଉମାକାନ୍ତ ବାଗ, ପଙ୍କଜ ବାଗ, ଦୟାନନ୍ଦ ଦୀପ ପ୍ରମୁଖ ନେତୃତ୍ୱ ନେଇ ବନ୍ଦ ପାଳନ କରିଥିବା ବେଳେ ମନରମା ଦାସଙ୍କ ନେତୃତ୍ୱରେ ପାଇକମାଲ ଅଞ୍ଚଳ ୫୦ ଜଣ ଯୁବକ ଦଳରେ ସାମିଲ ହୋଇଥିଲା ।

News Comment

You Might Also Like

BACK TO TOP