Breaking News

ଆର ତୁମ୍ବନାଥ ବିଦ୍ୟାପୀଠ ର 63ତମ ପ୍ରତିଷ୍ଠା ଦିବସ ପାଳିତ |    (08-Oct-2026)       ||      ଗଞ୍ଜାମ ଜିଲ୍ଲା ରେ ବନ୍ଦର 80 ପ୍ରତିଶତ ବନ୍ଦ ର ପ୍ରଭାବ ପଡିଛି ||   (08-Oct-2026)       ||      କଂଗ୍ରେସ ର ବନ୍ଦ ର ପ୍ରଭାବ ରେ ବାଲିଗୁଡା ଜନ ଶୂନ୍ୟ |   (08-Oct-2026)       ||      କଲ୍ୟାଣ ପୁର ରେ ଶାନ୍ତି ପୂର୍ଣ୍ଣ 12ଘଣ୍ଟିଆ ବନ୍ଦ ପାଳନ |   (08-Oct-2026)       ||      ବେଗୁନିଆପଡା ରେ କଂଗ୍ରେସ ର ବନ୍ଦ ଡାକରା ର ମିଶ୍ରିତ ପ୍ରଭାବ ଦେଖିବାକୁ ମିଳିଛି ||   (08-Oct-2026)       ||      ପଦ୍ମପୁର ଉପଖଣ୍ଡ କଂଗ୍ରେସ ର ଡାକରା ରେ ସମ୍ପୂର୍ଣ୍ଣ ବନ୍ଦ ||   (08-Oct-2026)       ||      ଶାନ୍ତିନଗର ପୋଖରୀ ରେ ବୁଡି ଦୁଇ ନାବାଳିକା ମୃତ |    (08-Oct-2026)       ||      ମାଝୀଗୁଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହାତ୍ସବ ସୁରଭି ଅନୁଷ୍ଠିତ |    (08-Oct-2026)       ||      ଚାଷୀଙ୍କ ବିଭିନ୍ନ ସମସ୍ୟା ପାଇଁ ମୁଣ୍ଡ ଟେକିଲା ଅଖିଳ ଭାରତୀୟ କୃଷକ ସଂଘଟନ |   (08-Oct-2026)       ||      ନବମ ରାଷ୍ଟ୍ରୀୟ ପୋଷଣ ମାସ-- 2026ଖୋର୍ଦ୍ଧା ଜିଲ୍ଲା ସ୍ତରୀୟ ଅନୁଷ୍ଠିତ |    (08-Oct-2026)       ||      ଖୋର୍ଦ୍ଧା ରେ ସେବା ସଂକଳ୍ପ ପଦଯାତ୍ରା, ଲୋକଙ୍କ ସହ ଯୋଡି ହେବାଜୁ ମୁଖ୍ୟମନ୍ତ୍ରୀ ଙ୍କ ଆହ୍ୱାନ |   (08-Oct-2026)       ||      ଖୋର୍ଦ୍ଧା ରେ ସେବା ସଂକଳ୍ପ ପଦଯାତ୍ରା ରେ ଯୋଡି ହେବାକୁ ମୁଖ୍ୟମନ୍ତ୍ରୀ ଙ୍କ ଆହ୍ୱାନ |   (07-Oct-2026)       ||      17ବର୍ଷରୁ କମ ଫୁଟବଲ ଚୟନ ରେ ଅନିୟମିତତା ନେଇ ଖୋର୍ଦ୍ଧା ଜିଲ୍ଲା ଶିକ୍ଷା ଧିକାରୀଙ୍କୁ ଅଭିଯୋଗ |    (07-Oct-2026)       ||      ପ୍ରକୃତ ମାଲିକ ଙ୍କ ଅଜାଣତ ରେ ଅନ୍ୟ ବ୍ୟକ୍ତିଙ୍କ ନାମରେ ଦଲିଲ |    (07-Oct-2026)       ||      ଖୋର୍ଦ୍ଧା ବ୍ଲଜ ସ୍ତରୀୟ ଯୁବ ସମାବେଶ -2026 କେରଙ୍ଗ ରେ ଅନୁଷ୍ଠିତ |    (07-Oct-2026)       ||      ପୋଲସରା ରେ ବିଜେଡିର "ଜନ ସମ୍ପର୍କ ପଦଯାତ୍ରା ` ଆରମ୍ଭ |    (07-Oct-2026)       ||      ସାପକାମୁଡ଼ାରେ ତାଳସର ଗ୍ରାମର ଜଣେ ମହିଳାଙ୍କ ମୃତ୍ୟୁ |   (07-Oct-2026)       ||      70 ତମଜିଲ୍ଲା ସ୍ତରୀୟ ବିଦ୍ୟାଳୟ ସମୂହ ଖୋ, ଖୋ ପ୍ରତିଯୋଗିତା ବେଗୁନିଆପଡା ଠାରେ ଅନୁଷ୍ଠିତ |    (07-Oct-2026)       ||      ଗୋଳାବନ୍ଧ ଆର୍ମି କଲେଜ ପାଖରେ ଯୁବକଙ୍କ ମୃତ ଦେହ ଗଛ ଡ଼ାଳ ରୁ ଉଦ୍ଧାର କଲା ପୋଲିସ |    (07-Oct-2026)       ||      ପାର୍ଷାଲି ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |   (07-Oct-2026)       ||     

ବେଗୁନିଆପଡା ରେ କଂଗ୍ରେସ ର ବନ୍ଦ ଡାକରା ର ମିଶ୍ରିତ ପ୍ରଭାବ ଦେଖିବାକୁ ମିଳିଛି ||

08-Oct-2026

ବେଗୁନିଆପଡା ବ୍ଲକରେ ଓଡିଶା ବନ୍ଦର ମିଶ୍ରିତ ପ୍ରଭାବ l

ଓଡିଶା ଜନମତ, ବେଗୁନିଆପଡା :08/10/26 :

ଭଞ୍ଜ କିଶୋର ମହାରଣା l

ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଇସ୍ତଫା ଏବଂ ପାଠ୍ୟପୁସ୍ତକ ତ୍ରୁଟି ପ୍ରସଙ୍ଗରେ ଗଣଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା ଦାବିରେ ଆଜି ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ଦିଆଯାଇଥିବା ବନ୍ଦ ଡାକରା ବେଗୁନିଆପଡା ବ୍ଲକରେ ମିଶ୍ରିତ ପ୍ରଭାବ ପଡିଛି l ଆଜି କୋଦଳା ଏନଏସି ତଥା ଆଖପାଖ ଅଞ୍ଚଳରେ ଆଂଶିକ ପ୍ରଭାବ ପଡ଼ିଥିବା ଦେଖାଦେଇଥିଲା l ପେଟ୍ରୋଲ ପମ୍ପ ଏବଂ ଭାରତୀୟ ଷ୍ଟେଟ ବ୍ୟାଙ୍କ ବନ୍ଦ ରହିଥିବା ବେଳେ ଅନ୍ୟାନ୍ୟ ଯାବତୀୟ କାର୍ଯ୍ୟ ଜାରିରହିଥିଲା l କିନ୍ତୁ ଏହାର ବିପରୀତରେ ବେଗୁନିଆପଡା ଅଞ୍ଚଳରେ ଏହାର ପ୍ରଭାବ ଅଧିକ ପଡିଥିଲା l ପ୍ରଦେଶ କଂଗ୍ରେସ କମିଟି ସଦସ୍ୟ ଭବାନୀ ପ୍ରସାଦ ଜେନାଙ୍କ (ବୁଲା) ନେତୃତ୍ୱରେ କଂଗ୍ରେସ କର୍ମୀ ଏବଂ ବାମପନ୍ଥୀ କର୍ମକର୍ତ୍ତା ଯୋଗଦେଇ ଓଡିଶା ବନ୍ଦକୁ ସଫଳ କରିଥିଲେ l ବେଗୁନିଆପଡା ଠାରୁ ଅଙ୍ଗାର ଗାଁ ଯାଏଁ ସମସ୍ତ ସ୍କୁଲ, କଲେଜ, ସରକାରୀ କାର୍ଯ୍ୟାଳୟ, ବ୍ୟାଙ୍କ, ଦୋକାନ ବଜାର, ଯାତ୍ରୀବାହି ବସ, ଟ୍ରକ ଆଦି ଏହାର ପ୍ରଭାବରେ ଆସିଥିଲେ l ଶ୍ରୀ ଜେନାଙ୍କ ତତ୍ୱାବଧାନରେ  କଂଗ୍ରେସ କର୍ମୀ ଦଣ୍ଡପାଣି ମହାରଣା,ପାଣୁ ସାହୁ, କମ୍ୟୁନିଷ୍ଟ ସଦସ୍ୟ ରଘୁନାଥ ସ୍ୱାଇଁ ସମେତ ବହୁସଂଖ୍ୟାରେ କର୍ମୀ ଯୋଗଦେଇ ଇଣ୍ଡିଆନ ଓଭରସିଜ ବ୍ୟାଙ୍କ, ବେଗୁନିଆପଡା ଶାଖା ବନ୍ଦ କରିବା ସହିତ ସରକାରୀ ବିରୋଧୀ ନାରା ଦେଇଥିଲେ l

News Comment

You Might Also Like

BACK TO TOP