Breaking News

ଆର ତୁମ୍ବନାଥ ବିଦ୍ୟାପୀଠ ର 63ତମ ପ୍ରତିଷ୍ଠା ଦିବସ ପାଳିତ |    (08-Oct-2026)       ||      ଗଞ୍ଜାମ ଜିଲ୍ଲା ରେ ବନ୍ଦର 80 ପ୍ରତିଶତ ବନ୍ଦ ର ପ୍ରଭାବ ପଡିଛି ||   (08-Oct-2026)       ||      କଂଗ୍ରେସ ର ବନ୍ଦ ର ପ୍ରଭାବ ରେ ବାଲିଗୁଡା ଜନ ଶୂନ୍ୟ |   (08-Oct-2026)       ||      କଲ୍ୟାଣ ପୁର ରେ ଶାନ୍ତି ପୂର୍ଣ୍ଣ 12ଘଣ୍ଟିଆ ବନ୍ଦ ପାଳନ |   (08-Oct-2026)       ||      ବେଗୁନିଆପଡା ରେ କଂଗ୍ରେସ ର ବନ୍ଦ ଡାକରା ର ମିଶ୍ରିତ ପ୍ରଭାବ ଦେଖିବାକୁ ମିଳିଛି ||   (08-Oct-2026)       ||      ପଦ୍ମପୁର ଉପଖଣ୍ଡ କଂଗ୍ରେସ ର ଡାକରା ରେ ସମ୍ପୂର୍ଣ୍ଣ ବନ୍ଦ ||   (08-Oct-2026)       ||      ଶାନ୍ତିନଗର ପୋଖରୀ ରେ ବୁଡି ଦୁଇ ନାବାଳିକା ମୃତ |    (08-Oct-2026)       ||      ମାଝୀଗୁଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହାତ୍ସବ ସୁରଭି ଅନୁଷ୍ଠିତ |    (08-Oct-2026)       ||      ଚାଷୀଙ୍କ ବିଭିନ୍ନ ସମସ୍ୟା ପାଇଁ ମୁଣ୍ଡ ଟେକିଲା ଅଖିଳ ଭାରତୀୟ କୃଷକ ସଂଘଟନ |   (08-Oct-2026)       ||      ନବମ ରାଷ୍ଟ୍ରୀୟ ପୋଷଣ ମାସ-- 2026ଖୋର୍ଦ୍ଧା ଜିଲ୍ଲା ସ୍ତରୀୟ ଅନୁଷ୍ଠିତ |    (08-Oct-2026)       ||      ଖୋର୍ଦ୍ଧା ରେ ସେବା ସଂକଳ୍ପ ପଦଯାତ୍ରା, ଲୋକଙ୍କ ସହ ଯୋଡି ହେବାଜୁ ମୁଖ୍ୟମନ୍ତ୍ରୀ ଙ୍କ ଆହ୍ୱାନ |   (08-Oct-2026)       ||      ଖୋର୍ଦ୍ଧା ରେ ସେବା ସଂକଳ୍ପ ପଦଯାତ୍ରା ରେ ଯୋଡି ହେବାକୁ ମୁଖ୍ୟମନ୍ତ୍ରୀ ଙ୍କ ଆହ୍ୱାନ |   (07-Oct-2026)       ||      17ବର୍ଷରୁ କମ ଫୁଟବଲ ଚୟନ ରେ ଅନିୟମିତତା ନେଇ ଖୋର୍ଦ୍ଧା ଜିଲ୍ଲା ଶିକ୍ଷା ଧିକାରୀଙ୍କୁ ଅଭିଯୋଗ |    (07-Oct-2026)       ||      ପ୍ରକୃତ ମାଲିକ ଙ୍କ ଅଜାଣତ ରେ ଅନ୍ୟ ବ୍ୟକ୍ତିଙ୍କ ନାମରେ ଦଲିଲ |    (07-Oct-2026)       ||      ଖୋର୍ଦ୍ଧା ବ୍ଲଜ ସ୍ତରୀୟ ଯୁବ ସମାବେଶ -2026 କେରଙ୍ଗ ରେ ଅନୁଷ୍ଠିତ |    (07-Oct-2026)       ||      ପୋଲସରା ରେ ବିଜେଡିର "ଜନ ସମ୍ପର୍କ ପଦଯାତ୍ରା ` ଆରମ୍ଭ |    (07-Oct-2026)       ||      ସାପକାମୁଡ଼ାରେ ତାଳସର ଗ୍ରାମର ଜଣେ ମହିଳାଙ୍କ ମୃତ୍ୟୁ |   (07-Oct-2026)       ||      70 ତମଜିଲ୍ଲା ସ୍ତରୀୟ ବିଦ୍ୟାଳୟ ସମୂହ ଖୋ, ଖୋ ପ୍ରତିଯୋଗିତା ବେଗୁନିଆପଡା ଠାରେ ଅନୁଷ୍ଠିତ |    (07-Oct-2026)       ||      ଗୋଳାବନ୍ଧ ଆର୍ମି କଲେଜ ପାଖରେ ଯୁବକଙ୍କ ମୃତ ଦେହ ଗଛ ଡ଼ାଳ ରୁ ଉଦ୍ଧାର କଲା ପୋଲିସ |    (07-Oct-2026)       ||      ପାର୍ଷାଲି ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |   (07-Oct-2026)       ||     

କଲ୍ୟାଣ ପୁର ରେ ଶାନ୍ତି ପୂର୍ଣ୍ଣ 12ଘଣ୍ଟିଆ ବନ୍ଦ ପାଳନ |

08-Oct-2026

କଲ୍ୟାଣସିଂହପୁର ରେ ଶାନ୍ତିପୂର୍ଣ୍ଣ ୧୨ ଘଣ୍ଟିଆ ବନ୍ଦ ପାଳନ

ଓଡିଶା ଜନମତ ରାୟଗଡା -୮/୧୦,

କାମେଶ୍ୱର କରକରିଆ : ----

 କେନ୍ଦ୍ର ସରକାର ଙ୍କ ଦ୍ୱାରା ପ୍ରଣୀତ ଖଣି ଓ ଖଣିଜ (ଏମ ଏମ ଡ଼ି ଆର )ସଂଶୋଧନ ଆଇନକୁ ପ୍ରତ୍ୟାହାର  ଦାବିରେ ବାମପନ୍ଥୀ, ଅଖିଳ ଭାରତୀୟ କୃଷି ଏବଂ ଗ୍ରାମୀଣ ଶ୍ରମିକ ସଂଘ ଓ କଂଗ୍ରେସ ଦଳ ପକ୍ଷରୁ ୧୨ଘାଣ୍ଟିଆ ଓଡିଶା ବନ୍ଦ ଡାକରା ଦେଇଥିବାରୁ ତାହାର ପ୍ରଭାବରେ ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ରେ ମଧ୍ୟ ବନ୍ଦ ପାଳନ କରାଯାଇଛି। ପ୍ରଦେଶ କଂଗ୍ରେସ କମିଟିର ସଭାପତି ଭକ୍ତ ଦାସ ଙ୍କ ଡାକରାରେ ରାୟଗଡା ଜିଲ୍ଲା ସଭାପତି ଦୁର୍ଗା ପ୍ରସାଦ ପଣ୍ଡା ଙ୍କ ଆହ୍ୱାନ କ୍ରମେ ବ୍ଲକ ସଭାପତି ଚିନ୍ତାଲୀ ନାଗେଶ୍ୱର ରାଓଙ୍କ ନେତୃତ୍ୱରେ ବହୁ କଂଗ୍ରେସ ଦଳର କର୍ମୀ ନେତା ଉପସ୍ଥିତ ରହି ଶାନ୍ତିପୂର୍ଣ୍ଣ  ଭାବେ ବନ୍ଦ ପାଳନ କରିଛନ୍ତି। ରୋଗୀବୁହା, ଅଗ୍ନିଶମ ଜରୁରୀକାଳୀନ ସେବା କୁ ବାଦ ଦେଇ ସ୍କୁଲ, କଲେଜ, ଛୋଟବଡ଼ ଦୋକାନ ବଜାର କାର୍ଯ୍ୟାଳୟ ଗୁଡିକ ସକାଳ ୬ରୁ ସନ୍ଧ୍ୟା ୬ ପର୍ଯ୍ୟନ୍ତ ବନ୍ଦ ରହିଥିଲା। ଓଡିଶା ଆଦର୍ଶ ବିଦ୍ୟାଳୟ ରେ  ଅଧବାର୍ଷିକ ପରୀକ୍ଷା ମଧ୍ୟ ଆଜି ସ୍ଥଗିତ କରାଯାଇଛି।ଏଥିରେ ସାଂସଦ ପ୍ରତିନିଧି କୁମାରସ୍ୱାମୀ କୌଶଲ୍ୟା, ବିଧାୟକ ପ୍ରତିନିଧି ପ୍ରଶାନ୍ତ ନନ୍ଦ କୌଶଲ୍ୟା, ଦଳୀୟ ସରପଞ୍ଚ ଗୌତମ ବାର୍ଲି,ସିପି ଆଇଏମ ଏଲ  ରାମଚାନ୍ଦ୍ର ପ୍ରସ୍କା, ଚୈତନ୍ୟ ଗରଡ଼ିଆ, ରଘୁ ବାଗ୍ରୀୟା,ଶିକରପାଇର ଏସି ସେଲର ଜିଲ୍ଲା ଉପସଭାପତି (ବୁଡୁ) ଚିତ୍ତରଞ୍ଜନ ଗାଣ୍ଟା, ଲାଡୀ ଶଙ୍କର, କନ୍ଧପାଣି ପ୍ରହଲ୍ଲାଦ , ଗେମ୍ବାଲି ତିରୁମୂଳା ପ୍ରମୁଖ ଉପସ୍ଥିତ ରହିଥିଲେ। କଲ୍ୟାଣସିଂହପୁର ଓ ଶିକରପାଇ ଛକ ଠାରେ ବାଉଁଶ ବାନ୍ଧି  ବନ୍ଦ ପାଳନ କରାଯାଇଛି।

News Comment

You Might Also Like

BACK TO TOP