Breaking News

ପୋଲସରା ରେ ବିଜେଡିର" ଜନ ସମ୍ପର୍କ ପଦଯାତ୍ରା " ଆରମ୍ଭ |   (08-Oct-2026)       ||      ସିଂହପୁର ରେ ନୁଆଁ ମଲ୍ଟି କେୟାର ପ୍ଲସ କ୍ଲିନିକ ଉଦଘାଟିତ |   (08-Oct-2026)       ||      ଆଇନ ଶୃଙ୍ଖଳା ସ୍ଥିତି ପାଇଁ ଉପଜିଲ୍ଲାପାଳ ଙ୍କ ଖରସ୍ରୋତା ମହାବିଦ୍ୟାଳୟ ପରିଦର୍ଶନ ||    (08-Oct-2026)       ||      ଆର ତୁମ୍ବନାଥ ବିଦ୍ୟାପୀଠ ର 63ତମ ପ୍ରତିଷ୍ଠା ଦିବସ ପାଳିତ |    (08-Oct-2026)       ||      ଗଞ୍ଜାମ ଜିଲ୍ଲା ରେ ବନ୍ଦର 80 ପ୍ରତିଶତ ବନ୍ଦ ର ପ୍ରଭାବ ପଡିଛି ||   (08-Oct-2026)       ||      କଂଗ୍ରେସ ର ବନ୍ଦ ର ପ୍ରଭାବ ରେ ବାଲିଗୁଡା ଜନ ଶୂନ୍ୟ |   (08-Oct-2026)       ||      କଲ୍ୟାଣ ପୁର ରେ ଶାନ୍ତି ପୂର୍ଣ୍ଣ 12ଘଣ୍ଟିଆ ବନ୍ଦ ପାଳନ |   (08-Oct-2026)       ||      ବେଗୁନିଆପଡା ରେ କଂଗ୍ରେସ ର ବନ୍ଦ ଡାକରା ର ମିଶ୍ରିତ ପ୍ରଭାବ ଦେଖିବାକୁ ମିଳିଛି ||   (08-Oct-2026)       ||      ପଦ୍ମପୁର ଉପଖଣ୍ଡ କଂଗ୍ରେସ ର ଡାକରା ରେ ସମ୍ପୂର୍ଣ୍ଣ ବନ୍ଦ ||   (08-Oct-2026)       ||      ଶାନ୍ତିନଗର ପୋଖରୀ ରେ ବୁଡି ଦୁଇ ନାବାଳିକା ମୃତ |    (08-Oct-2026)       ||      ମାଝୀଗୁଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହାତ୍ସବ ସୁରଭି ଅନୁଷ୍ଠିତ |    (08-Oct-2026)       ||      ଚାଷୀଙ୍କ ବିଭିନ୍ନ ସମସ୍ୟା ପାଇଁ ମୁଣ୍ଡ ଟେକିଲା ଅଖିଳ ଭାରତୀୟ କୃଷକ ସଂଘଟନ |   (08-Oct-2026)       ||      ନବମ ରାଷ୍ଟ୍ରୀୟ ପୋଷଣ ମାସ-- 2026ଖୋର୍ଦ୍ଧା ଜିଲ୍ଲା ସ୍ତରୀୟ ଅନୁଷ୍ଠିତ |    (08-Oct-2026)       ||      ଖୋର୍ଦ୍ଧା ରେ ସେବା ସଂକଳ୍ପ ପଦଯାତ୍ରା, ଲୋକଙ୍କ ସହ ଯୋଡି ହେବାଜୁ ମୁଖ୍ୟମନ୍ତ୍ରୀ ଙ୍କ ଆହ୍ୱାନ |   (08-Oct-2026)       ||      ଖୋର୍ଦ୍ଧା ରେ ସେବା ସଂକଳ୍ପ ପଦଯାତ୍ରା ରେ ଯୋଡି ହେବାକୁ ମୁଖ୍ୟମନ୍ତ୍ରୀ ଙ୍କ ଆହ୍ୱାନ |   (07-Oct-2026)       ||      17ବର୍ଷରୁ କମ ଫୁଟବଲ ଚୟନ ରେ ଅନିୟମିତତା ନେଇ ଖୋର୍ଦ୍ଧା ଜିଲ୍ଲା ଶିକ୍ଷା ଧିକାରୀଙ୍କୁ ଅଭିଯୋଗ |    (07-Oct-2026)       ||      ପ୍ରକୃତ ମାଲିକ ଙ୍କ ଅଜାଣତ ରେ ଅନ୍ୟ ବ୍ୟକ୍ତିଙ୍କ ନାମରେ ଦଲିଲ |    (07-Oct-2026)       ||      ଖୋର୍ଦ୍ଧା ବ୍ଲଜ ସ୍ତରୀୟ ଯୁବ ସମାବେଶ -2026 କେରଙ୍ଗ ରେ ଅନୁଷ୍ଠିତ |    (07-Oct-2026)       ||      ପୋଲସରା ରେ ବିଜେଡିର "ଜନ ସମ୍ପର୍କ ପଦଯାତ୍ରା ` ଆରମ୍ଭ |    (07-Oct-2026)       ||      ସାପକାମୁଡ଼ାରେ ତାଳସର ଗ୍ରାମର ଜଣେ ମହିଳାଙ୍କ ମୃତ୍ୟୁ |   (07-Oct-2026)       ||     

ସିଂହପୁର ରେ ନୁଆଁ ମଲ୍ଟି କେୟାର ପ୍ଲସ କ୍ଲିନିକ ଉଦଘାଟିତ |

08-Oct-2026

ସିଂହପୁରରେ ନୂଆ ମଲ୍ଟି କେୟାର ପ୍ଲସ୍ କ୍ଲିନିକ୍ ଉଦ୍‌ଘାଟିତ |

ଓଡିଶା ଜନ ମତ,ବିଂଝାରପୁର , ୮।୧୦,

ପ୍ରଦୀପ କୁମାର ମଲ୍ଲିକ: ------

ଯାଜପୁର ଜିଲ୍ଲା ବିଂଝାରପୁର ବ୍ଲକ୍ ଅନ୍ତର୍ଗତ ସିଂହପୁର କଲେଜ ରୋଡ୍‌ସ୍ଥିତ ପାତ୍ର ଭବନରେ ନୂତନ ମଲ୍ଟି କେୟାର ପ୍ଲସ୍ କ୍ଲିନିକ୍ ଉଦ୍‌ଘାଟିତ ହୋଇଛି। ଅଞ୍ଚଳବାସୀଙ୍କୁ ଗୁଣାତ୍ମକ ଓ ସୁଲଭ ସ୍ୱାସ୍ଥ୍ୟସେବା ଯୋଗାଇବା ଲକ୍ଷ୍ୟରେ ଏହି କ୍ଲିନିକ୍ ଆରମ୍ଭ କରାଯାଇଛି। କ୍ଲିନିକ୍‌ରେ ବିଭିନ୍ନ ରୋଗର ଚିକିତ୍ସା ଓ ପରାମର୍ଶ ପାଇଁ କଟକ ଓ ଭୁବନେଶ୍ୱରରୁ ଅଭିଜ୍ଞ ଡାକ୍ତରମାନେ ଆସି ରୋଗୀଙ୍କୁ ପରାମର୍ଶ ପ୍ରଦାନ କରିବେ। ଏହାସହ ରୋଗ ନିରୂପଣ ଓ ଚିକିତ୍ସା ସୁବିଧାକୁ ସହଜ କରିବା ପାଇଁ ଡିଜିଟାଲ ଏକ୍ସ-ରେ, ଫିଜିଓଥେରାପି ଏବଂ ରକ୍ତ ନମୁନା ସଂଗ୍ରହ ଭଳି ବିଭିନ୍ନ ସେବା ଉପଲବ୍ଧ ରହିଛି।
କ୍ଲିନିକ୍‌ରେ ରୋଗୀଙ୍କ ସୁବିଧାକୁ ପ୍ରାଥମିକତା ଦିଆଯିବା ସହ ରକ୍ତ ପରୀକ୍ଷା ଓ ଅନ୍ୟାନ୍ୟ ନିଦାନମୂଳକ ପରୀକ୍ଷା ସୁଲଭ ମୂଲ୍ୟରେ କରାଯିବ ବୋଲି ମାଲିକ ମନୋଜ କୁମାର ଜେନା କହିଛନ୍ତି। ଏଥିସହ ଔଷଧରେ ସର୍ବାଧିକ ୧୫ ପ୍ରତିଶତ ପର୍ଯ୍ୟନ୍ତ ରିହାତି ଦିଆଯାଉଥିବା ସେ ସୂଚନା ଦେଇଛନ୍ତି।
ସିଂହପୁର ଓ ଏହାର ଆଖପାଖ ଅଞ୍ଚଳର ଲୋକଙ୍କୁ ନିକଟରେ ବିଭିନ୍ନ ସ୍ୱାସ୍ଥ୍ୟସେବା ଯୋଗାଇବା ସହ ଚିକିତ୍ସା ପାଇଁ ଦୂରସ୍ଥ ସହର ଉପରେ ନିର୍ଭରଶୀଳତା କମାଇବା ଏହି କ୍ଲିନିକ୍‌ର ଅନ୍ୟତମ ଉଦ୍ଦେଶ୍ୟ ବୋଲି ଜଣାପଡ଼ିଛି।

News Comment

You Might Also Like

BACK TO TOP