Breaking News

ପୋଲସରା ରେ କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ଙ୍କ ବୈଦେହୀ ବିଳାସ କାବ୍ୟର ଲୋକାର୍ପଣ |   (10-May-2026)       ||      ସୁନାଥର ଗ୍ରାମରେ ଗ୍ୟାସ ଟାଙ୍କି ଫାଟି 5ଜଣ ଗୁରୁତର , ବ୍ରହ୍ମ ପୁର ବଡ଼ ମେଡିକାଲ କୁ ସ୍ତାନନ୍ତର |    (10-May-2026)       ||      କଟକ ବନ ଖଣ୍ଡ ଭିଜିଲାନ୍ସ ଦ୍ଵାରା ସଫା ଗ୍ରାମରେ ଚଢ଼ାଉ କରି ଲକ୍ଷଧିକ ଟଙ୍କାର ମୂଲ୍ୟବାନ କାଠ ଜବତ ||   (09-May-2026)       ||      ଏମ୍ବିକେ ଙ୍କୁ ଚାକିରି ରୁ ଛଟେଇ ପ୍ରତିବାଦ ରେ ଛତ୍ରପୁର ବ୍ଳକ ଆଗରେ ମହିଳାଙ୍କ ଆତ୍ମହତ୍ୟା ଚେତାବନୀ |    (09-May-2026)       ||      ବୁଗୁଡ଼ା ପିପୁଲ୍ସ କଲେଜ ରେ ବିଶ୍ୱ ରେଡ଼ କ୍ରସ ଦିବସ ପାଳିତ |    (09-May-2026)       ||      ସିବିଏସ ପରୀକ୍ଷା ରେ ବ୍ଳକ ଟପ୍ପର ଛାତ୍ରୀ ଙ୍କୁ ଟ୍ରଷ୍ଟ ପକ୍ଷରୁ ସମ୍ବର୍ଦ୍ଧନା |    (09-May-2026)       ||      ବସ, ଟ୍ରକ ମୁହାଁମୁହିଁ ଧକ୍କା, 15 ଆହାତ ଜଣେ ମୃତ ||   (09-May-2026)       ||      କୋଦଳା ଥାନା ପକ୍ଷରୁ "ଜୁଭେଣ୍ଟିକା ` କାର୍ଯ୍ୟକ୍ରମ ଅନୁଷ୍ଠିତ |   (09-May-2026)       ||      ପୁରୁଷୋତ୍ତମପୁର ଥାନା ସହ ସାରାରାଜ୍ୟରେ ଉଦଘାଟିତ ହେଲା "ଜୁଭେଣ୍ଟିକା `କାର୍ଯ୍ୟକ୍ରମ!|    (08-May-2026)       ||      ପୋଲସରା ଥାନାରେ " ଜୁଭେଣ୍ଟିନା ` କାର୍ଯ୍ୟକ୍ରମ ଅନୁଷ୍ଠିତ |    (08-May-2026)       ||      ସଡ଼କ ଦୁର୍ଘଟଣା ରେ ମୃତ ପରିବାର ଙ୍କୁ ଚେକ ପ୍ରଦାନ କଲେ ବ୍ରହ୍ମପୁର ବିଧାୟକ |    (08-May-2026)       ||      ପ୍ରଶାସନ ନ ଶୁଣିବାରୁ ଯୁବକ ମାନେ ନିଜେ କାଳୀ ମନ୍ଦିର କୁ ରାସ୍ତା ତିଆରି କଲେ |    (06-May-2026)       ||      ଦକ୍ଷିଣାଞ୍ଚଳ ରାଜସ୍ବ ପ୍ରଶାସନିକ ଶାସନ ସଂସ୍କାର ସମ୍ପର୍କିତ ବୈଠକ ||   (06-May-2026)       ||      ଅଟୋ ଧକ୍କାରେ ମୋଟର ସାଇକେଲ ଚାଳକ ମୃତ |    (06-May-2026)       ||      ହିଞ୍ଜିଳି ରେ ଧାରଣା ରତ ମହିଳା ଙ୍କୁ ହତ୍ୟା ଘଟଣା ରେ ତୁରନ୍ତ ଅଭିଯୁକ୍ତ କୁ ଗିରଫ ସହଶିଶୁଙ୍କୁ ସହାୟତା ପାଈଁ ମୁଖ୍ୟମନ୍ତ୍ରୀ ଙ୍କୁ ଚିଠି ଲେଖିଲେ ବିରୋଧୀ ଦଳ ନେତା |   (06-May-2026)       ||      ପୋଲସରା ବ୍ଳକ ଟପ୍ପର ଙ୍କୁ ଟ୍ର୍ରଷ୍ଟ ପକ୍ଷରୁ ସମ୍ବର୍ଦ୍ଧନା |    (06-May-2026)       ||      କନ୍ଧ ମାଳ ପୋଲିସ ଦ୍ଵାରା 4ମାସ ମଧ୍ୟରେ 68 ଟନ ଗଞ୍ଜେଇ ସହ 38 ଟି ଗାଡି ଓ 104 ଜଣ ଗିରଫ |    (06-May-2026)       ||      ଦେଶୀ ବନ୍ଧୁକ ତିଆରି କାରଖାନା ରେ ଚଢ଼ାଉକରି ତିନୋଟି ବନ୍ଧୁକ ସହ ଜଣକୁ ଗିରଫ କଲା ତୁମୁଡିବନ୍ଧ ପୋଲିସ |    (06-May-2026)       ||      ଉଦ୍ଭିଦ ବିଜ୍ଞାନସ୍ନାତ କୋତ୍ତର ବିଭାଗ ପକ୍ଷରୁ ବିଦାୟ ସମ୍ବର୍ଦ୍ଧନା ଅନୁଷ୍ଠିତ |    (06-May-2026)       ||      ପ୍ରେମିକ ବାରଣ୍ଡାରେ ଧାରଣା ରେ ବସିଥିବା ପ୍ରେମିକା କୁ ହତ୍ୟା |   (05-May-2026)       ||     

ଦଣ୍ଡପଦର ଆଦର୍ଶ ବିଦ୍ୟାଳୟ ରେ ବାର୍ଷିକ କ୍ରୀଡା ଅନୁଷ୍ଠିତ |

20-Dec-2024

ଓଡିଶା ଆଦର୍ଶ ବିଦ୍ୟାଳୟରେ ବାର୍ଷିକ କ୍ରୀଡା                                    ଉତ୍ସବଉଦଯାପିତ,

ଓଡିଶା  ଜନମତ  ବ୍ୟୁରୋ,

ବାଲିଗୁଡା, ୨୦/୧୨:  କନ୍ଧମାଳ ଜିଲ୍ଲା ବାଲିଗୁଡା ଦଣ୍ଡପଦର ସ୍ଥିତ ଓଡିଶା ଆଦର୍ଶ ବିଦ୍ୟାଳୟ ପରିସରରେ ଦୁଇଦିନ ଧରି ବାର୍ଷିକ କ୍ରୀଡା ଉତ୍ସବ ଆୟୋଜିତ ହେବାପରେ ଉଦଯାପିତ ହୋଇଯାଇଛି l ପ୍ରଥମ ଦିନ ଉଦଘାଟନ ଉତ୍ସବରେ ବିଦ୍ୟାଳୟର ଅଧ୍ୟକ୍ଷା ସୁଶ୍ରୀ ଇତିଶ୍ରୀ ସାହୁ ଦୀପ ଧୂପ ପ୍ରଜ୍ଜଳନ କରି କ୍ରୀଡା ଉତ୍ସବଜୁ ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ l ଦ୍ୱିତୀୟ ତଥା ଉଦଯାପନୀ ଉତ୍ସବରେ ସ୍ଥାନୀୟ ବିଏସଏଫର ୧୩୬ ବାଟାଲିଆନ କ୍ୟାମ୍ପ ସେକଣ୍ଡ ଅଫିସର ପରାଗ ଦେଓ ଗୁପ୍ତା ମୁଖ୍ୟ ଅତିଥି ଭାବେ ଯୋଗଦେଇ ଛାତ୍ରଛାତ୍ରୀ ମାନଙ୍କୁ କ୍ରୀଡା ସମ୍ପର୍କୀୟ ବିଭିନ୍ନ ବିଷୟରେ ବୁଝାଇବା ସହ ଉତ୍ସାହିତ କରିଥିଲେ । ୩୨ ଗୋଟି ଦୌଡକୁଦ ପ୍ରତିଯୋଗିତାରେ ପ୍ରାୟ ୩୦୦ ଛାତ୍ରଛାତ୍ରୀ ଅଂଶ ଗ୍ରହଣ କରିଥିବା ବେଳେ ଏଥିରେ କୃତିତ୍ୱ ଲାଭ କରିଥିବା ପ୍ରତିଯୋଗୀ ମାନଙ୍କୁ ଅତିଥି ମାନଙ୍କ ଦ୍ୱାରା ପୁରସ୍କୃତ କରାଯାଇଥିଲା। ଏହି ଦୁଇ ଦିନିଆ କ୍ରୀଡା ପ୍ରତିଯୋଗିତାରେ ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟତ୍ରୀ ଓ କର୍ମଚାରୀ ଉପସ୍ଥିତ ରହି ପରିଚାଳନାରେ ସହଯୋଗ କରିଥିଲେ l

News Comment

You Might Also Like

BACK TO TOP