Breaking News

ଗଞ୍ଜାମରେ ମାଷ୍ଟର ଟ୍ରେନର ପାଇଁ, ଜିଲ୍ଲା ସ୍ତରୀୟ ତାଲିମ ଶିବିର |   (09-Oct-2026)       ||      ସେବା ସଂକଳ୍ପ ଅଭିଯାନ -2026 ଅନୁଷ୍ଠିତ ||   (09-Oct-2026)       ||      ଚିକିଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -2026 ଅନୁଷ୍ଠିତ ||   (09-Oct-2026)       ||      କୋଦଳା ଲକ୍ଷ୍ମୀ ନାରାୟଣ ସ୍ନାତକ ମହାବିଦ୍ୟାଳୟ ରେ ନିର୍ବାଚନ ପାଇଁ 17ଜଣଙ୍କ ନାମାଙ୍କନ ପତ୍ର ଦାଖଲ |    (09-Oct-2026)       ||      ବିପୁଳ ପରିମାଣ ର ଗଞ୍ଜେଇ ଜବତ, ଦୁଇ ଅଭିଯୁକ୍ତ ଗିରଫ |   (09-Oct-2026)       ||      ଟାଟାବେଞ୍ଜ ଛକ ସ୍ଥିତ ଏକ ଲଜରୁ ସେକ୍ସ ରାକେଟ କୁ ଠାବ କଲା ବୈଦ୍ୟନାଥ ପୁର ପୋଲିସ |   (09-Oct-2026)       ||      ଅବକାରୀ ବିଭାଗ ଗନ୍ଧ ମର୍ଦ୍ଦନ ରେ ଚଢ଼ାଉ କରି ମଦ ସହ 4000ଲିଟର ମହୁଲ ପୋଚ ଜବତ |    (09-Oct-2026)       ||      କଂଗ୍ରେସ ର ଓଡିଶା ବନ୍ଦର ଡାକରା ରଘୁନାଥ ପୁର ବ୍ଲକରେ ପ୍ରଭାବ ପଡିଲା ||   (09-Oct-2026)       ||      ପୋଲସରା ରେ ବିଜେଡିର" ଜନ ସମ୍ପର୍କ ପଦଯାତ୍ରା " ଆରମ୍ଭ |   (08-Oct-2026)       ||      ସିଂହପୁର ରେ ନୁଆଁ ମଲ୍ଟି କେୟାର ପ୍ଲସ କ୍ଲିନିକ ଉଦଘାଟିତ |   (08-Oct-2026)       ||      ଆଇନ ଶୃଙ୍ଖଳା ସ୍ଥିତି ପାଇଁ ଉପଜିଲ୍ଲାପାଳ ଙ୍କ ଖରସ୍ରୋତା ମହାବିଦ୍ୟାଳୟ ପରିଦର୍ଶନ ||    (08-Oct-2026)       ||      ଆର ତୁମ୍ବନାଥ ବିଦ୍ୟାପୀଠ ର 63ତମ ପ୍ରତିଷ୍ଠା ଦିବସ ପାଳିତ |    (08-Oct-2026)       ||      ଗଞ୍ଜାମ ଜିଲ୍ଲା ରେ ବନ୍ଦର 80 ପ୍ରତିଶତ ବନ୍ଦ ର ପ୍ରଭାବ ପଡିଛି ||   (08-Oct-2026)       ||      କଂଗ୍ରେସ ର ବନ୍ଦ ର ପ୍ରଭାବ ରେ ବାଲିଗୁଡା ଜନ ଶୂନ୍ୟ |   (08-Oct-2026)       ||      କଲ୍ୟାଣ ପୁର ରେ ଶାନ୍ତି ପୂର୍ଣ୍ଣ 12ଘଣ୍ଟିଆ ବନ୍ଦ ପାଳନ |   (08-Oct-2026)       ||      ବେଗୁନିଆପଡା ରେ କଂଗ୍ରେସ ର ବନ୍ଦ ଡାକରା ର ମିଶ୍ରିତ ପ୍ରଭାବ ଦେଖିବାକୁ ମିଳିଛି ||   (08-Oct-2026)       ||      ପଦ୍ମପୁର ଉପଖଣ୍ଡ କଂଗ୍ରେସ ର ଡାକରା ରେ ସମ୍ପୂର୍ଣ୍ଣ ବନ୍ଦ ||   (08-Oct-2026)       ||      ଶାନ୍ତିନଗର ପୋଖରୀ ରେ ବୁଡି ଦୁଇ ନାବାଳିକା ମୃତ |    (08-Oct-2026)       ||      ମାଝୀଗୁଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହାତ୍ସବ ସୁରଭି ଅନୁଷ୍ଠିତ |    (08-Oct-2026)       ||      ଚାଷୀଙ୍କ ବିଭିନ୍ନ ସମସ୍ୟା ପାଇଁ ମୁଣ୍ଡ ଟେକିଲା ଅଖିଳ ଭାରତୀୟ କୃଷକ ସଂଘଟନ |   (08-Oct-2026)       ||     

ଚିକିଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -2026 ଅନୁଷ୍ଠିତ ||

09-Oct-2026

ଖଲ୍ଲିକୋଟ : ​ଚିକିଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟଠାରେ କ୍ଲଷ୍ଟର ସ୍ତରୀୟ ସୁରଭି-୨୬ ଅନୁଷ୍ଠିତ |

ଓଡିଶା ଜନ ମତ ବ୍ୟୁରୋ,

​ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟ ବ୍ଲକ ଅନ୍ତର୍ଗତ ସାମାଜିକ ସାଂସ୍କୃତିକ ପୀଠସ୍ଥଳୀ ଚିକିଲି ସ୍ଥିତ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ପ୍ରଧାନଶିକ୍ଷକ ଶ୍ରୀଯୁକ୍ତ ଗଣେଶ ଚନ୍ଦ୍ର ଶବରଙ୍କ ସଭାପତିତ୍ୱରେ କ୍ଲଷ୍ଟର ସ୍ତରୀୟ ସୁରଭି-୨୦୨୬ କାର୍ଯ୍ୟକ୍ରମ ଆନୁଷ୍ଠାନିକ ଭାବେ ଅନୁଷ୍ଠିତ ହୋଇଯାଇଛି । ଚିକିଲି କ୍ଲଷ୍ଟର ସିଆରସିସି ନିରଞ୍ଜନ ଗୁରୁଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଖଲ୍ଲିକୋଟ ବ୍ଲକ ଅଧ୍ୟକ୍ଷା ଶ୍ରୀମତୀ କୁମାରୀ ଦାସ, ମୁଖ୍ୟବକ୍ତା ଅବସରପ୍ରାପ୍ତ ଏବିଇଓ ଶ୍ରୀଯୁକ୍ତ ନିରଞ୍ଜନ ସାହୁ ଯୋଗଦେଇ ଛାତ୍ରଛାତ୍ରୀ ମାନଙ୍କୁ ଉତ୍ସାହିତ କରିବା ସହିତ  ଶିଶୁ ମହୋତ୍ସବ ସୁରଭି -୨୦୨୬ କାର୍ଯ୍ୟକ୍ରମର ସଫଳତା କାମନା ସହ ଶୁଭେଚ୍ଛା ଶୁଭ ଅଭିନନ୍ଦନ ଜଣାଇଥିଲେ । ଏହି ସୁରଭି କାର୍ଯ୍ୟକ୍ରମରେ ୧୨ ଗୋଟି ବିଦ୍ୟାଳୟର ୧୬୦ ଜଣ ପ୍ରତିଯୋଗୀ ନିଜ ନିଜର ପ୍ରତିଭା ପ୍ରଦର୍ଶନ କରିଥିଲେ । ଏହି କାର୍ଯ୍ୟକ୍ରମରେ ସମ୍ମାନୀତ ଅତିଥି ଭାବେ ଖଲ୍ଲିକୋଟ ବ୍ଲକ ଏବିଇଓ ସୁଶାନ୍ତ କୁମାର ନାୟକ,  ବିଦ୍ୟାଳୟ ପରିଚାଳନା କମିଟି ସଭାପତି ଶ୍ରୀଯୁକ୍ତ ସୁରେନ୍ଦ୍ର ଖୁଣ୍ଟିଆ, ସାମ୍ବାଦିକ ତଥା ସମାଜସେବୀ ଶ୍ରୀଯୁକ୍ତ ଅଶୋକ କୁମାର ତ୍ରିପାଠୀ, ଯୁବ ସାହିତ୍ୟିକ ତଥା କନକା କ୍ଲଷ୍ଟର ସି ଆର ସି ସି  ଡକ୍ଟର ଦ୍ୱାରିକା ନାଥ ମହାରଣା , କୋମଣ୍ଡ ଉଚ୍ଚ ବିଦ୍ୟାଳୟର ପ୍ରଧାନଶିକ୍ଷକ ତାରିଣୀ ଚନ୍ଦ୍ର ସାହୁ, ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ପ୍ରମୋଦ କୁମାର ପ୍ରଧାନ, ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ କୁମୁଦ ଚନ୍ଦ୍ର ବେହେରା, ସେହିପରି ଟିକିଲି କ୍ଲଷ୍ଟରର ସମସ୍ତ ପ୍ରଧାନ ଶିକ୍ଷକ ପ୍ରମୁଖ ଯୋଗଦେଇ ଛାତ୍ରଛାତ୍ରୀଙ୍କ ଉଜ୍ଜ୍ୱଳମୟ ଭବିଷ୍ୟତ ପାଇଁ ଆଶୀର୍ବାଦ ପ୍ରଦାନ କରିଥିଲେ । ଏହି କାର୍ଯ୍ୟକ୍ରମରେ ଶିକ୍ଷକ ଗୋକୁଳ ନାୟକ, ସୁଶାନ୍ତ କୁମାର ଗୌଡ଼, ଆଶିଷ କୁମାର ମହାପାତ୍ର ମଞ୍ଚ ପରିଚାଳନା କାର୍ଯ୍ୟ ତୁଲାଇଥିଲେ । ଟିକିଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ତଥା କ୍ଲଷ୍ଟରର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ସୁରଭି କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ ।

ରିପୋର୍ଟ:-
ଡକ୍ଟର ଦ୍ବାରିକାନାଥ ମହାରଣା
ଖଲ୍ଲିକୋଟ, ଗଞ୍ଜାମ

News Comment

You Might Also Like

BACK TO TOP