Breaking News

ଗଞ୍ଜାମରେ ମାଷ୍ଟର ଟ୍ରେନର ପାଇଁ, ଜିଲ୍ଲା ସ୍ତରୀୟ ତାଲିମ ଶିବିର |   (09-Oct-2026)       ||      ସେବା ସଂକଳ୍ପ ଅଭିଯାନ -2026 ଅନୁଷ୍ଠିତ ||   (09-Oct-2026)       ||      ଚିକିଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -2026 ଅନୁଷ୍ଠିତ ||   (09-Oct-2026)       ||      କୋଦଳା ଲକ୍ଷ୍ମୀ ନାରାୟଣ ସ୍ନାତକ ମହାବିଦ୍ୟାଳୟ ରେ ନିର୍ବାଚନ ପାଇଁ 17ଜଣଙ୍କ ନାମାଙ୍କନ ପତ୍ର ଦାଖଲ |    (09-Oct-2026)       ||      ବିପୁଳ ପରିମାଣ ର ଗଞ୍ଜେଇ ଜବତ, ଦୁଇ ଅଭିଯୁକ୍ତ ଗିରଫ |   (09-Oct-2026)       ||      ଟାଟାବେଞ୍ଜ ଛକ ସ୍ଥିତ ଏକ ଲଜରୁ ସେକ୍ସ ରାକେଟ କୁ ଠାବ କଲା ବୈଦ୍ୟନାଥ ପୁର ପୋଲିସ |   (09-Oct-2026)       ||      ଅବକାରୀ ବିଭାଗ ଗନ୍ଧ ମର୍ଦ୍ଦନ ରେ ଚଢ଼ାଉ କରି ମଦ ସହ 4000ଲିଟର ମହୁଲ ପୋଚ ଜବତ |    (09-Oct-2026)       ||      କଂଗ୍ରେସ ର ଓଡିଶା ବନ୍ଦର ଡାକରା ରଘୁନାଥ ପୁର ବ୍ଲକରେ ପ୍ରଭାବ ପଡିଲା ||   (09-Oct-2026)       ||      ପୋଲସରା ରେ ବିଜେଡିର" ଜନ ସମ୍ପର୍କ ପଦଯାତ୍ରା " ଆରମ୍ଭ |   (08-Oct-2026)       ||      ସିଂହପୁର ରେ ନୁଆଁ ମଲ୍ଟି କେୟାର ପ୍ଲସ କ୍ଲିନିକ ଉଦଘାଟିତ |   (08-Oct-2026)       ||      ଆଇନ ଶୃଙ୍ଖଳା ସ୍ଥିତି ପାଇଁ ଉପଜିଲ୍ଲାପାଳ ଙ୍କ ଖରସ୍ରୋତା ମହାବିଦ୍ୟାଳୟ ପରିଦର୍ଶନ ||    (08-Oct-2026)       ||      ଆର ତୁମ୍ବନାଥ ବିଦ୍ୟାପୀଠ ର 63ତମ ପ୍ରତିଷ୍ଠା ଦିବସ ପାଳିତ |    (08-Oct-2026)       ||      ଗଞ୍ଜାମ ଜିଲ୍ଲା ରେ ବନ୍ଦର 80 ପ୍ରତିଶତ ବନ୍ଦ ର ପ୍ରଭାବ ପଡିଛି ||   (08-Oct-2026)       ||      କଂଗ୍ରେସ ର ବନ୍ଦ ର ପ୍ରଭାବ ରେ ବାଲିଗୁଡା ଜନ ଶୂନ୍ୟ |   (08-Oct-2026)       ||      କଲ୍ୟାଣ ପୁର ରେ ଶାନ୍ତି ପୂର୍ଣ୍ଣ 12ଘଣ୍ଟିଆ ବନ୍ଦ ପାଳନ |   (08-Oct-2026)       ||      ବେଗୁନିଆପଡା ରେ କଂଗ୍ରେସ ର ବନ୍ଦ ଡାକରା ର ମିଶ୍ରିତ ପ୍ରଭାବ ଦେଖିବାକୁ ମିଳିଛି ||   (08-Oct-2026)       ||      ପଦ୍ମପୁର ଉପଖଣ୍ଡ କଂଗ୍ରେସ ର ଡାକରା ରେ ସମ୍ପୂର୍ଣ୍ଣ ବନ୍ଦ ||   (08-Oct-2026)       ||      ଶାନ୍ତିନଗର ପୋଖରୀ ରେ ବୁଡି ଦୁଇ ନାବାଳିକା ମୃତ |    (08-Oct-2026)       ||      ମାଝୀଗୁଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହାତ୍ସବ ସୁରଭି ଅନୁଷ୍ଠିତ |    (08-Oct-2026)       ||      ଚାଷୀଙ୍କ ବିଭିନ୍ନ ସମସ୍ୟା ପାଇଁ ମୁଣ୍ଡ ଟେକିଲା ଅଖିଳ ଭାରତୀୟ କୃଷକ ସଂଘଟନ |   (08-Oct-2026)       ||     

ଗଞ୍ଜାମରେ ମାଷ୍ଟର ଟ୍ରେନର ପାଇଁ, ଜିଲ୍ଲା ସ୍ତରୀୟ ତାଲିମ ଶିବିର |

09-Oct-2026

ଗଞ୍ଜାମରେ ମାଷ୍ଟର ଟ୍ରେନରଙ୍କ ପାଇଁ ଜିଲ୍ଲାସ୍ତରୀୟ ତାଲିମ ଶିବିର

ସ୍ୱଚ୍ଛ ଓ ନିର୍ଭୁଲ ଭୋଟର ତାଲିକା ପ୍ରସ୍ତୁତି ଉପରେ ଗୁରୁତ୍ୱ 

ଓଡିଶା ଜନ ମତ, ହିଞ୍ଜିଳି, କୃଷ୍ଣ ଚନ୍ଦ୍ର ସାମନ୍ତରା ;----

ଛତ୍ରପୁର, ୦୯/୧୦: ଆସନ୍ତା ୨୦୨୭ ମସିହାରେ ହେବାକୁ ଥିବା ପଞ୍ଚାୟତ ଓ ପୌର ନିର୍ବାଚନ ପୂର୍ବରୁ ସ୍ୱଚ୍ଛ ଓ ନିର୍ଭୁଲ ଭୋଟର ତାଲିକା ପ୍ରସ୍ତୁତି ଲକ୍ଷ୍ୟରେ ଗଞ୍ଜାମ ଜିଲ୍ଲାର ମାଷ୍ଟର ଟ୍ରେନରମାନଙ୍କ ପାଇଁ ଆଜି ଛତ୍ରପୁରସ୍ଥିତ ଋଷିକୁଲ୍ୟା ସମ୍ମିଳନୀ କକ୍ଷରେ ଜିଲ୍ଲାସ୍ତରୀୟ ତାଲିମ ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରେ ୱାର୍ଡଭିତ୍ତିକ ଭୋଟର ତାଲିକା ପ୍ରସ୍ତୁତି ପାଇଁ ଘରକୁ ଘର ସର୍ବେକ୍ଷଣର ପ୍ରକ୍ରିୟା ଓ ଏହାର ଗୁରୁତ୍ୱ ସମ୍ପର୍କରେ ତାଲିମ ଦିଆଯାଇଥିଲା।
ଏହି ଅବସରରେ ଅତିରିକ୍ତ ଜିଲ୍ଲାପାଳ ସଚ୍ଚିଦାନନ୍ଦ ନାୟକ ଘରକୁ ଘର ସର୍ବେକ୍ଷଣ ମାଧ୍ୟମରେ ଭୋଟର ତାଲିକାକୁ ସ୍ୱଚ୍ଛ, ସଠିକ୍ ଓ ତ୍ରୁଟିମୁକ୍ତ କରିବା ଉପରେ ଗୁରୁତ୍ୱାରୋପ କରିଥିଲେ। ପ୍ରତ୍ୟେକ ଯୋଗ୍ୟ ଭୋଟର ଯେପରି ନିଜର ମତଦାନ ଅଧିକାର ସାବ୍ୟସ୍ତ କରିପାରିବେ, ତାହା ସୁନିଶ୍ଚିତ କରିବା ହିଁ ଏହି ସର୍ବେକ୍ଷଣର ମୂଳ ଉଦ୍ଦେଶ୍ୟ ବୋଲି ଅତିରିକ୍ତ ଜିଲ୍ଲାପାଳ ଦେବଦତ୍ତ ପଣ୍ଡା କହିଥିଲେ। ଅକ୍ଟୋବର ୨୬ ତାରିଖରୁ ନଭେମ୍ବର ୭ ତାରିଖ ପର୍ଯ୍ୟନ୍ତ ଘରକୁ ଘର ସର୍ବେକ୍ଷଣ କାର୍ଯ୍ୟକ୍ରମ ଚାଲିବ। ଏହି ସମୟ ମଧ୍ୟରେ ପ୍ରତ୍ୟେକ ଘରକୁ ଯାଇ ସଠିକ୍ ତଥ୍ୟ ସଂଗ୍ରହ କରିବା ସହ ଯୋଗ୍ୟ ଭୋଟରଙ୍କ ନାମ ତାଲିକାରେ ସଠିକ୍ ଭାବେ ସ୍ଥାନିତ ହେବା ନିଶ୍ଚିତ କରିବାକୁ ସେ ମାଷ୍ଟର ଟ୍ରେନରମାନଙ୍କୁ ପରାମର୍ଶ ଦେଇଥିଲେ।
ତାଲିମ ଶିବିରରେ ଜିଲ୍ଲା ପଞ୍ଚାୟତ ଅଧିକାରୀ ପ୍ରହଲ୍ଲାଦ ପ୍ରଧାନଙ୍କ ସମେତ ଗୋଷ୍ଠୀ ଉନ୍ନୟନ ଅଧିକାରୀ, ସହକାରୀ ଗୋଷ୍ଠୀ ଉନ୍ନୟନ ଅଧିକାରୀ, ପୌରସଂସ୍ଥାର କାର୍ଯ୍ୟନିର୍ବାହୀ ଅଧିକାରୀ, ସହକାରୀ କମିଶନର, ମାଷ୍ଟର ଟ୍ରେନର ଓ ଅନ୍ୟାନ୍ୟ ଅଧିକାରୀ ଯୋଗ ଦେଇଥିଲେ। 

News Comment

You Might Also Like

BACK TO TOP