Breaking News

ଲଉଡ଼ିଦର୍ହା କୁମାର ପୂର୍ଣ୍ଣିମା ପାଇଁ ସମନ୍ୱୟ ବୈଠକ ଅନୁଷ୍ଠିତ |   (10-Oct-2026)       ||      ଖଲ୍ଲିକୋଟ ପୋଲିସ ଦ୍ୱାରା ଖୋଜାପଲ୍ଲୀ ଚିତ୍ରସେନ ଜେନା ହତ୍ୟାକାଣ୍ଡ ର ଜଣେ ଆସମୀ ଗିରଫ |   (10-Oct-2026)       ||      ପାଇକମାଳ ମାଉସୀ ମା ମନ୍ଦିର ଠାରେ ଗାୟତ୍ରୀ ଯଜ୍ଞ ପାଇଁ ପ୍ରସ୍ତୁତି ବୈଠକ ||   (10-Oct-2026)       ||      ଉତ୍କଳ ମଣୀ ଗୋପବନ୍ଧୁ ଦାଶ ଙ୍କ ଜୟନ୍ତୀ କରୁଣା କାନ୍ତି ଉଚ୍ଚମାଧ୍ୟମିକ ବିଦ୍ୟାଳୟ ରେ ପାଳିତ ||   (10-Oct-2026)       ||      2026-ମଥୁରା କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ ||   (10-Oct-2026)       ||      NGO ବର୍ଗରେଗ୍ଲୋବାଲ ସଷ୍ଟେନେବିଲିଟି ଆୱାର୍ଡ ପାଇଁ ISRD ଜାତୀୟ ସ୍ତର ରେ ପୁରସ୍କୃତ ||   (10-Oct-2026)       ||      NGO ବର୍ଗରେଗ୍ଲୋବାଲ ସଷ୍ଟେନେବିଲିଟି ଆୱାର୍ଡ ପାଇଁ ISRD ଜାତୀୟ ସ୍ତର ରେ ପୁରସ୍କୃତ ||   (10-Oct-2026)       ||      କଂଗ୍ରେସ ପକ୍ଷରୁ ଗଣତନ୍ତ୍ର ବଞ୍ଚାଅ ନ୍ୟୟ ପଥେ ପଦଯାତ୍ରା ରଘୁନାଥ ପୁର ବ୍ଲକରେ ଅନୁଷ୍ଠିତ |   (10-Oct-2026)       ||      ଗଞ୍ଜାମ ଜିଲ୍ଲା ପାଳ ଛତ୍ରପୁର ବ୍ଳକର 5ଟି ପଞ୍ଚାୟତ କୁ ଟିବି ମୁକ୍ତ ଘୋଷଣା କଲେ |   (10-Oct-2026)       ||      ଗଞ୍ଜାମ ଜିଲ୍ଳାରେ ଧାନ ଫସଲ ରେ ରୋଗ ପୋକ ଲାଗି ବ୍ୟାପକ କ୍ଷତି |    (10-Oct-2026)       ||      ଶ୍ରୀମତୀ ସାଢ଼ି ଶାରଦା ରେଡ୍ଡୀ ଛତ୍ରପୁର ବ୍ଳକ ଅଧକ୍ଷା ଦାୟିତ୍ୱରେ ରହିଲେ |    (10-Oct-2026)       ||      ଶିକର ପାଇରେ ଭୈରବ ବାଲିଯାତ୍ରା, ନିଆଁ ମାଡି ମାନସିକ ପୁର୍ଣ କଲେ ଶ୍ରଦ୍ଧାଳୁ |   (09-Oct-2026)       ||      ତାରା ତାରିଣୀ କଲେଜ ରେ 24ଜଣଙ୍କ ନାମାଙ୍କନ ମଧ୍ୟରୁ ଜଣଙ୍କ ନାକଚ ||   (09-Oct-2026)       ||      ଅଙ୍ଗନ ୱାଡି କେନ୍ଦ୍ର ର ଅବ୍ୟବସ୍ଥା ସାମ୍ନାକୁ ଆଣିଲେ ସାମ୍ବାଦିକ ଙ୍କୁ ଧମକ ||   (09-Oct-2026)       ||      ଦୁଇ ଯୁବକଙ୍କ ମଧ୍ୟରେ ବଚସା ରୁ ଚୁରାମାଡ଼ ଜଣେ ମୃତ, ଜଣେ ଗୁରୁତର |    (09-Oct-2026)       ||      ସଭାପତି ଭାବେ ନିର୍ଦ୍ୱନ୍ଦ୍ୱ ରେ ବିଜୟୀ ହେଲେ ଖୋର୍ଦ୍ଧା ମହିଳା ମହାବିଦ୍ୟାଳୟ ର ସରସ୍ବତୀ ସାହୁ |   (09-Oct-2026)       ||      ବେଲଗୁଣ୍ଠା ରେ ବେଆଇନ ବନ୍ଧୁକ ଜବତ, ଜଣେ ଗିରଫ |    (09-Oct-2026)       ||      ଗଞ୍ଜାମରେ ମାଷ୍ଟର ଟ୍ରେନର ପାଇଁ, ଜିଲ୍ଲା ସ୍ତରୀୟ ତାଲିମ ଶିବିର |   (09-Oct-2026)       ||      ସେବା ସଂକଳ୍ପ ଅଭିଯାନ -2026 ଅନୁଷ୍ଠିତ ||   (09-Oct-2026)       ||      ଚିକିଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -2026 ଅନୁଷ୍ଠିତ ||   (09-Oct-2026)       ||     

ବେଲଗୁଣ୍ଠା ରେ ବେଆଇନ ବନ୍ଧୁକ ଜବତ, ଜଣେ ଗିରଫ |

09-Oct-2026

ବେଲଗୁଣ୍ଠାରେ ବେଆଇନ ବନ୍ଧୁକ ଜବତ, ଜଣେ ଗିରଫ, 

ଓଡିଶା ଜନ ମତ, ବ୍ରହ୍ମପୁର, 

କୈଳାଶ ଚନ୍ଦ୍ର ଚୌଧୁରୀ;-------
ଗଞ୍ଜାମ ଜିଲ୍ଲା ବେଲଗୁଣ୍ଠା ଥାନା ପୁଲିସ ଗୁଡ଼ିପଲ୍ଲୀ ଗ୍ରାମ ନିକଟରେ ଚଢ଼ାଉ କରି ଦୁଇଟି ଦେଶୀ ବନ୍ଧୁକ ସମେତ ଗୁଳି ଓ ଅନ୍ୟାନ୍ୟ ସାମଗ୍ରୀ ଜବତ କରିବା ସହ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ହେଲେ ତନରଡ଼ା ଗ୍ରାମ ରୋଡ଼ ସାହିର ରାଜେଶ କୁମାର ବେହେରା।ପୁଲିସ ସୂତ୍ରରୁ ପ୍ରକାଶ ଯେ, ଶୁକ୍ରବାର ଦିନ ବେଲଗୁଣ୍ଠା ଥାନାର ଏସ୍‌ଆଇ ସୁକାନ୍ତ କୁମାର ପ୍ରଧାନଙ୍କ ନେତୃତ୍ୱରେ ଏକ ପୁଲିସ ଟିମ୍ ତନରଡ଼ା, ନୂଆଗାଁ ଓ ଧୁମଛାଇ ଅଞ୍ଚଳରେ ପାଟ୍ରୋଲିଂ କରୁଥିଲ ବେଳେ ଏହି ସମୟରେ ରାଜେଶ କୁମାର ବେହେରା ବେଆଇନ ଭାବେ ଅସ୍ତ୍ରଶସ୍ତ୍ର ରଖିଥିବା ନେଇ ପୁଲିସକୁ ସୂଚନା ମିଳିଥିଲା। ଏହାପରେ ପୁଲିସ ଗୁଡ଼ିପଲ୍ଲୀ ଗ୍ରାମ ନିକଟସ୍ଥ ଏକ ଘରେ ଚଢ଼ାଉ କରିଥିଲା।ଚଢ଼ାଉ ସମୟରେ ଅଭିଯୁକ୍ତ ଦେଶୀନଳୀ ବନ୍ଧୁକ ସଫା କରୁଥିବା ବେଳେ ପୁଲିସ ତାଙ୍କୁ କାବୁ କରିଥିଲେ। ତଲାସି ବେଳେ ଆଉ ଗୋଟିଏ ଦେଶୀ ପିସ୍ତଲ, ୧୧ଟି ଛରା ଓ ଗୋଟିଏ ରାମ୍‌ରଡ୍‌ ଜବତ କରାଯାଇଛି। ଅସ୍ତ୍ରଶସ୍ତ୍ର ରଖିବା ସମ୍ପର୍କରେ ସେ କୌଣସି ବୈଧ ଲାଇସେନ୍ସ ଦେଖାଇପାରି ନଥିବା ପୁଲିସ କହିଛନ୍ତି।ଅଭିଯୁକ୍ତ ବନ୍ୟଜନ୍ତୁ ଶିକାର କରିବା ସହ ମାଂସ, ଶିଙ୍ଗ ଓ ଚମଡ଼ାର ବେଆଇନ ବ୍ୟବସାୟରେ ସମ୍ପୃକ୍ତ ଥିବା ପୁଲିସ ନିକଟରେ ସ୍ୱୀକାର କରିଥିବା ଏତଲାରେ ଉଲ୍ଲେଖ ରହିଛି। ଏହି ଘଟଣାରେ ବେଲଗୁଣ୍ଠା ଥାନାରେ କେସ୍ ନଂ ୫୫୯/୨୦୨୬, ଅସ୍ତ୍ର ଆଇନର ଧାରା ୨୫(୧-ବି)(ଏ) ଅନୁଯାୟୀ ମାମଲା ରୁଜୁ ହୋଇଛି। ଗିରଫ ଅଭିଯୁକ୍ତଙ୍କୁ ଭଞ୍ଜନଗର ଏସ୍‌ଡିଜେଏମ୍‌ ଅଦାଲତକୁ ଚାଲାଣ କରାଯାଇଛି। ଏସ୍‌ଆଇ ସବ୍ୟସାଚୀ ପରିଡ଼ା ଘଟଣାର ତଦନ୍ତ କରୁଛନ୍ତି।

News Comment

You Might Also Like

BACK TO TOP