Breaking News

ପୋଲସରା ରେ କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ଙ୍କ ବୈଦେହୀ ବିଳାସ କାବ୍ୟର ଲୋକାର୍ପଣ |   (10-May-2026)       ||      ସୁନାଥର ଗ୍ରାମରେ ଗ୍ୟାସ ଟାଙ୍କି ଫାଟି 5ଜଣ ଗୁରୁତର , ବ୍ରହ୍ମ ପୁର ବଡ଼ ମେଡିକାଲ କୁ ସ୍ତାନନ୍ତର |    (10-May-2026)       ||      କଟକ ବନ ଖଣ୍ଡ ଭିଜିଲାନ୍ସ ଦ୍ଵାରା ସଫା ଗ୍ରାମରେ ଚଢ଼ାଉ କରି ଲକ୍ଷଧିକ ଟଙ୍କାର ମୂଲ୍ୟବାନ କାଠ ଜବତ ||   (09-May-2026)       ||      ଏମ୍ବିକେ ଙ୍କୁ ଚାକିରି ରୁ ଛଟେଇ ପ୍ରତିବାଦ ରେ ଛତ୍ରପୁର ବ୍ଳକ ଆଗରେ ମହିଳାଙ୍କ ଆତ୍ମହତ୍ୟା ଚେତାବନୀ |    (09-May-2026)       ||      ବୁଗୁଡ଼ା ପିପୁଲ୍ସ କଲେଜ ରେ ବିଶ୍ୱ ରେଡ଼ କ୍ରସ ଦିବସ ପାଳିତ |    (09-May-2026)       ||      ସିବିଏସ ପରୀକ୍ଷା ରେ ବ୍ଳକ ଟପ୍ପର ଛାତ୍ରୀ ଙ୍କୁ ଟ୍ରଷ୍ଟ ପକ୍ଷରୁ ସମ୍ବର୍ଦ୍ଧନା |    (09-May-2026)       ||      ବସ, ଟ୍ରକ ମୁହାଁମୁହିଁ ଧକ୍କା, 15 ଆହାତ ଜଣେ ମୃତ ||   (09-May-2026)       ||      କୋଦଳା ଥାନା ପକ୍ଷରୁ "ଜୁଭେଣ୍ଟିକା ` କାର୍ଯ୍ୟକ୍ରମ ଅନୁଷ୍ଠିତ |   (09-May-2026)       ||      ପୁରୁଷୋତ୍ତମପୁର ଥାନା ସହ ସାରାରାଜ୍ୟରେ ଉଦଘାଟିତ ହେଲା "ଜୁଭେଣ୍ଟିକା `କାର୍ଯ୍ୟକ୍ରମ!|    (08-May-2026)       ||      ପୋଲସରା ଥାନାରେ " ଜୁଭେଣ୍ଟିନା ` କାର୍ଯ୍ୟକ୍ରମ ଅନୁଷ୍ଠିତ |    (08-May-2026)       ||      ସଡ଼କ ଦୁର୍ଘଟଣା ରେ ମୃତ ପରିବାର ଙ୍କୁ ଚେକ ପ୍ରଦାନ କଲେ ବ୍ରହ୍ମପୁର ବିଧାୟକ |    (08-May-2026)       ||      ପ୍ରଶାସନ ନ ଶୁଣିବାରୁ ଯୁବକ ମାନେ ନିଜେ କାଳୀ ମନ୍ଦିର କୁ ରାସ୍ତା ତିଆରି କଲେ |    (06-May-2026)       ||      ଦକ୍ଷିଣାଞ୍ଚଳ ରାଜସ୍ବ ପ୍ରଶାସନିକ ଶାସନ ସଂସ୍କାର ସମ୍ପର୍କିତ ବୈଠକ ||   (06-May-2026)       ||      ଅଟୋ ଧକ୍କାରେ ମୋଟର ସାଇକେଲ ଚାଳକ ମୃତ |    (06-May-2026)       ||      ହିଞ୍ଜିଳି ରେ ଧାରଣା ରତ ମହିଳା ଙ୍କୁ ହତ୍ୟା ଘଟଣା ରେ ତୁରନ୍ତ ଅଭିଯୁକ୍ତ କୁ ଗିରଫ ସହଶିଶୁଙ୍କୁ ସହାୟତା ପାଈଁ ମୁଖ୍ୟମନ୍ତ୍ରୀ ଙ୍କୁ ଚିଠି ଲେଖିଲେ ବିରୋଧୀ ଦଳ ନେତା |   (06-May-2026)       ||      ପୋଲସରା ବ୍ଳକ ଟପ୍ପର ଙ୍କୁ ଟ୍ର୍ରଷ୍ଟ ପକ୍ଷରୁ ସମ୍ବର୍ଦ୍ଧନା |    (06-May-2026)       ||      କନ୍ଧ ମାଳ ପୋଲିସ ଦ୍ଵାରା 4ମାସ ମଧ୍ୟରେ 68 ଟନ ଗଞ୍ଜେଇ ସହ 38 ଟି ଗାଡି ଓ 104 ଜଣ ଗିରଫ |    (06-May-2026)       ||      ଦେଶୀ ବନ୍ଧୁକ ତିଆରି କାରଖାନା ରେ ଚଢ଼ାଉକରି ତିନୋଟି ବନ୍ଧୁକ ସହ ଜଣକୁ ଗିରଫ କଲା ତୁମୁଡିବନ୍ଧ ପୋଲିସ |    (06-May-2026)       ||      ଉଦ୍ଭିଦ ବିଜ୍ଞାନସ୍ନାତ କୋତ୍ତର ବିଭାଗ ପକ୍ଷରୁ ବିଦାୟ ସମ୍ବର୍ଦ୍ଧନା ଅନୁଷ୍ଠିତ |    (06-May-2026)       ||      ପ୍ରେମିକ ବାରଣ୍ଡାରେ ଧାରଣା ରେ ବସିଥିବା ପ୍ରେମିକା କୁ ହତ୍ୟା |   (05-May-2026)       ||     

ବାଲିଗୁଡା ଥାନା କୁଟିକିଆ ଅଞ୍ଚଳ ରୁ 120 ଏକର ଗଞ୍ଜେଇ ଗଛ ନଷ୍ଟ କଲା ପୋଲିସ |

20-Dec-2024

କୁଟିକିଆ ଅଞ୍ଚଳରୁ ୧୨୦ ଏକର ଗଞ୍ଜେଇ ଗଛ ନଷ୍ଟ,

           ଓଡିଶା ଜନମତ  ବ୍ୟୁରୋ

ବାଲିଗୁଡ଼ା,୨୦/୧୨:  କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ଅନ୍ତର୍ଗତ କୁଟିକିଆ ଜଙ୍ଗଲ ଅଞ୍ଚଳରେ ବେଆଇନ ଭାବେ ଲଗା ଯାଇଥିବା ଗଞ୍ଜେଇ ଗଛକୁ ଅବକାରୀ ବିଭାଗ ସହ ମିଳିତ ସହଯୋଗରେ ବାଲିଗୁଡ଼ା ପୋଲିସ ଦ୍ବାରା ଗଞ୍ଜେଇ ଚାଷ ନଷ୍ଟ କରା ଯାଇଛି। ସମ୍ପୂର୍ଣ୍ଣ ବେଆଇନ ଗଞ୍ଜେଇ ଚାଷ ଉପରେ ରୋକ ଲଗାଇବାକୁ ପୋଲିସ ବିଭାଗ ଅହରହ ଅଭିଯାନ ଚଳାଇ ଥିଲେ ମଧ୍ୟ ଗଞ୍ଜେଇ ଚାଷ ବଢିବାରେ ଲାଗି ଥିବା ଦେଖିବାକୁ ମିଳିଛି। ହେଲେ ଏ ନେଇ ପୋଲିସ ବିଶ୍ଵସ୍ତ ସୂତ୍ରରୁ ଖବର ପାଇ କୁଟିକିଆ ପଞ୍ଚାୟତ ଅଞ୍ଚଳରୁ ବାଲିଗୁଡ଼ା ଥାନା ଅଧିକାରୀ ସୁଶାନ୍ତ କୁମାର ସାହୁଙ୍କ ନେତୃତ୍ୱରେ ପୋଲିସ ଦଳ ସମେତ ଅବକାରୀ ଓ ଜଙ୍ଗଲ ବିଭାଗ ସଦଳବଳେ ଚଢଉ କରି ପ୍ରାୟ ୧୨୦ ଏକର ଜଙ୍ଗଲ ଜମିରେ ଚାଷ ହୋଇଥିବା ଗଞ୍ଜେଇର ଆନୁମାନିକ ମୂଲ୍ୟ ଏକ କୋଟି ଟଙ୍କାର ବେଆଇନ ଗଞ୍ଜେଇ ଗଛ ସବୁ କାଟି ପୋଡି ନଷ୍ଟ କରି ଦିଆଯାଇଛି। ଏ ସକ୍ରାନ୍ତରେ କେହି ଗିରଫ ହୋଇ ନଥିବା ବେଳେ ବାଲିଗୁଡ଼ା ଥାନାରେ ୩୨୭/୨୪ ରେ ଏକ ଏନଡିପିଏସ ମାମଲା ରୁଜୁ ହୋଇଥିବା ଥାନା ଅଧିକାରୀ ଶ୍ରୀ ସାହୁ ପ୍ରକାଶ କରିଛନ୍ତି। ଉକ୍ତ ଗଞ୍ଜେଇ ଚାଷ ପୋଡ଼ି କାର୍ଯ୍ୟରେ ବାଲିଗୁଡ଼ା ତହସିଲଦାର ଦୀପ୍ତି ପ୍ରକାଶ ବେହେରା ମାଜିଷ୍ଟ୍ରେଟ ଭାବେ ଯୋଗ ଦେଇଥିଲେ।

News Comment

You Might Also Like

BACK TO TOP