Breaking News

ଭୈରବ ବାଲିଯାତ୍ରା ରେ ଛୁରୀ ମାଡ଼ କରିଥିବା 2ଅଭିଯୁକ୍ତ କୁ କୋର୍ଟ ଚାଲାଣ |   (11-Oct-2026)       ||      ମୃତକ ଙ୍କ ପରିବାର କୁ ସମବେଦନା ଜଣାଇବା ସହ ଦଳୀୟ କର୍ମୀଙ୍କ ସ୍ୱାସ୍ଥ୍ୟ ବସ୍ଥା ବୁଝିଲେ ବିଷମ କଟକ ବିଧାୟକ |   (11-Oct-2026)       ||      ଅସୁର କ୍ଷିତ ପ୍ରାଥମିକ ବିଦ୍ୟାଳୟ ପାଲଟିଛି ଅସମାଜିକ ବ୍ୟକ୍ତିଙ୍କ ଆଡ୍ଡା ସ୍ଥଳୀ ||   (11-Oct-2026)       ||      ବଜ୍ର କାପ୍ତା ଖପୁରି ବିକ୍ରିବେଳେ ତିନି ଜଣଙ୍କୁ ଗିରଫ କଲା ବନ ଭିଭାଗ |   (11-Oct-2026)       ||      କୁମାରୀ ପାରିରେ ବିଜେପିର ମାଗଣା ସ୍ୱାସ୍ଥ୍ୟ ଶିବିର ରେ ବିଧାୟକ ନିଜ ସ୍ୱାସ୍ଥ୍ୟ ପରୀକ୍ଷା କଲେ |   (11-Oct-2026)       ||      ସାତନଳ ଠାରେ "ସ୍ୱଛତ୍ତ୍ୱ ରୁ ଦିବ୍ୟତ୍ବ ` ଏବଂ ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଠିତ |    (11-Oct-2026)       ||      ଖୋର୍ଦ୍ଧା ଜିଲ୍ଲା ସାମ୍ବାଦିକ ୟୁନିୟନ ର ସାଧାରଣ ପରିଷଦ ବୈଠକ ଅନୁଷ୍ଠିତ ||   (11-Oct-2026)       ||      ରଙ୍ଗେଲ ଗୁଣ୍ଡା ମସ୍ତ୍ୟ ବିଜ୍ଞାନ ମହା ବିଦ୍ୟାଳୟ ରେ ଛାତ୍ର, ଛାତ୍ରୀ ଙ୍କ ନିମନ୍ତେ ସାମଗ୍ରୀକ ବିକାଶ କାର୍ଯ୍ୟକ୍ରମ |   (11-Oct-2026)       ||      ଦୁର୍ଗା ପୂଜାରେ ନୁଆଁ ଚମକ, ପଦ୍ମପୁର ରାଜବାଟି ରେ ସାଢ଼େ 6କେଜି ରୁପାରେ ତିଆରି ମୁକୁଟ ପିନ୍ଧିବେ ଦେବୀ |   (11-Oct-2026)       ||      ଲଉଡ଼ିଦର୍ହା କୁମାର ପୂର୍ଣ୍ଣିମା ପାଇଁ ସମନ୍ୱୟ ବୈଠକ ଅନୁଷ୍ଠିତ |   (10-Oct-2026)       ||      ଖଲ୍ଲିକୋଟ ପୋଲିସ ଦ୍ୱାରା ଖୋଜାପଲ୍ଲୀ ଚିତ୍ରସେନ ଜେନା ହତ୍ୟାକାଣ୍ଡ ର ଜଣେ ଆସମୀ ଗିରଫ |   (10-Oct-2026)       ||      ପାଇକମାଳ ମାଉସୀ ମା ମନ୍ଦିର ଠାରେ ଗାୟତ୍ରୀ ଯଜ୍ଞ ପାଇଁ ପ୍ରସ୍ତୁତି ବୈଠକ ||   (10-Oct-2026)       ||      ଉତ୍କଳ ମଣୀ ଗୋପବନ୍ଧୁ ଦାଶ ଙ୍କ ଜୟନ୍ତୀ କରୁଣା କାନ୍ତି ଉଚ୍ଚମାଧ୍ୟମିକ ବିଦ୍ୟାଳୟ ରେ ପାଳିତ ||   (10-Oct-2026)       ||      2026-ମଥୁରା କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ ||   (10-Oct-2026)       ||      NGO ବର୍ଗରେଗ୍ଲୋବାଲ ସଷ୍ଟେନେବିଲିଟି ଆୱାର୍ଡ ପାଇଁ ISRD ଜାତୀୟ ସ୍ତର ରେ ପୁରସ୍କୃତ ||   (10-Oct-2026)       ||      NGO ବର୍ଗରେଗ୍ଲୋବାଲ ସଷ୍ଟେନେବିଲିଟି ଆୱାର୍ଡ ପାଇଁ ISRD ଜାତୀୟ ସ୍ତର ରେ ପୁରସ୍କୃତ ||   (10-Oct-2026)       ||      କଂଗ୍ରେସ ପକ୍ଷରୁ ଗଣତନ୍ତ୍ର ବଞ୍ଚାଅ ନ୍ୟୟ ପଥେ ପଦଯାତ୍ରା ରଘୁନାଥ ପୁର ବ୍ଲକରେ ଅନୁଷ୍ଠିତ |   (10-Oct-2026)       ||      ଗଞ୍ଜାମ ଜିଲ୍ଲା ପାଳ ଛତ୍ରପୁର ବ୍ଳକର 5ଟି ପଞ୍ଚାୟତ କୁ ଟିବି ମୁକ୍ତ ଘୋଷଣା କଲେ |   (10-Oct-2026)       ||      ଗଞ୍ଜାମ ଜିଲ୍ଳାରେ ଧାନ ଫସଲ ରେ ରୋଗ ପୋକ ଲାଗି ବ୍ୟାପକ କ୍ଷତି |    (10-Oct-2026)       ||      ଶ୍ରୀମତୀ ସାଢ଼ି ଶାରଦା ରେଡ୍ଡୀ ଛତ୍ରପୁର ବ୍ଳକ ଅଧକ୍ଷା ଦାୟିତ୍ୱରେ ରହିଲେ |    (10-Oct-2026)       ||     

କୁମାରୀ ପାରିରେ ବିଜେପିର ମାଗଣା ସ୍ୱାସ୍ଥ୍ୟ ଶିବିର ରେ ବିଧାୟକ ନିଜ ସ୍ୱାସ୍ଥ୍ୟ ପରୀକ୍ଷା କଲେ |

11-Oct-2026

ବିଜେପି ପକ୍ଷରୁ କୁମାରିପାରି ଠାରେ ମାଗଣା ସ୍ୱାସ୍ଥ୍ୟସେବା ଶିବିର l

ଓଡିଶା ଜନମତ, ବେଗୁନିଆପଡା : 11/10/26 :

ଭଞ୍ଜ କିଶୋର ମହାରଣା l

ଗଞ୍ଜାମ ଜିଲ୍ଲା ବେଗୁନିଆପଡା ବ୍ଲକ ଅନ୍ତର୍ଗତ କୁମ୍ଭାରଗାଁ ପଞ୍ଚାୟତର କୁମାରିପାରି କଲ୍ୟାଣ ମଣ୍ଡପ ଠାରେ ରବିବାର ଦିନ ଭାରତୀୟ ଜନତା ପାର୍ଟି ଆନୁକୂଲ୍ୟରେ ଯଶସ୍ବୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ 25 ବର୍ଷର ଜନସେବା ଓ ସୁଶାସନ ପକ୍ଷ ପାଳନ ଅବସରରେ ମେଗା ସ୍ୱାସ୍ଥ୍ୟସେବା ଶିବିର ଅନୁଷ୍ଠିତ ହୋଇଯାଇଛି l ଅଙ୍ଗାରଗାଁ ବିଜେପି ମଣ୍ଡଳ ପକ୍ଷରୁ ଆୟୋଜିତ ଏହି ଶିବିରରେ କବିସୂର୍ଯ୍ୟନଗର ବିଧାୟକ ପ୍ରତାପ ଚନ୍ଦ୍ର ନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଉଦଘାଟନ କରିଥିଲେ l ଉକ୍ତ ଶିବିରରେ କୋଦଳା ଗୋଷ୍ଠୀ ସ୍ଵାସ୍ତ୍ୟକେନ୍ଦ୍ର, ସୁମଣ୍ଡଳ ଗୋଷ୍ଟୀ ସ୍ୱାସ୍ଥ୍ୟକେନ୍ଦ୍ର ଏବଂ ରାହାଡ଼ ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ର ଟିମ ସହାୟତାରେ 550 ରୁ ଉର୍ଦ୍ଧ ଲୋକଙ୍କ ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇ ଆବଶ୍ୟକୀୟ ପରାମର୍ଶ ଦିଆଯାଇଥିଲା l ଶିବିରରେ ଅଙ୍ଗାରଗାଁ ମଣ୍ଡଳର ଯୁବ ସଂଗଠକ ସତୀଶ ରଞ୍ଜନ ତାରିଣୀ,ସମସ୍ତ ସରପଞ୍ଚ, ସମିତି ସଭ୍ୟ, ବିଜେପି କାର୍ଯ୍ୟକର୍ତା ଯୋଗଦେଇ ସହଯୋଗ କରିଥିଲେ l ଉକ୍ତ କାର୍ଯ୍ୟକ୍ରମ ସୁଚାରୁ ରୂପେ ସମ୍ପନ୍ନ ହୋଇଥିବାରୁ ବିଧାୟକ ଶ୍ରୀ ନାୟକ ସମସ୍ତଙ୍କୁ ଭୁରିଭୁରି ପ୍ରଶଂସା କରିଥିଲେ l

News Comment

You Might Also Like

BACK TO TOP