Breaking News

ପୋଲସରା ରେ କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ଙ୍କ ବୈଦେହୀ ବିଳାସ କାବ୍ୟର ଲୋକାର୍ପଣ |   (10-May-2026)       ||      ସୁନାଥର ଗ୍ରାମରେ ଗ୍ୟାସ ଟାଙ୍କି ଫାଟି 5ଜଣ ଗୁରୁତର , ବ୍ରହ୍ମ ପୁର ବଡ଼ ମେଡିକାଲ କୁ ସ୍ତାନନ୍ତର |    (10-May-2026)       ||      କଟକ ବନ ଖଣ୍ଡ ଭିଜିଲାନ୍ସ ଦ୍ଵାରା ସଫା ଗ୍ରାମରେ ଚଢ଼ାଉ କରି ଲକ୍ଷଧିକ ଟଙ୍କାର ମୂଲ୍ୟବାନ କାଠ ଜବତ ||   (09-May-2026)       ||      ଏମ୍ବିକେ ଙ୍କୁ ଚାକିରି ରୁ ଛଟେଇ ପ୍ରତିବାଦ ରେ ଛତ୍ରପୁର ବ୍ଳକ ଆଗରେ ମହିଳାଙ୍କ ଆତ୍ମହତ୍ୟା ଚେତାବନୀ |    (09-May-2026)       ||      ବୁଗୁଡ଼ା ପିପୁଲ୍ସ କଲେଜ ରେ ବିଶ୍ୱ ରେଡ଼ କ୍ରସ ଦିବସ ପାଳିତ |    (09-May-2026)       ||      ସିବିଏସ ପରୀକ୍ଷା ରେ ବ୍ଳକ ଟପ୍ପର ଛାତ୍ରୀ ଙ୍କୁ ଟ୍ରଷ୍ଟ ପକ୍ଷରୁ ସମ୍ବର୍ଦ୍ଧନା |    (09-May-2026)       ||      ବସ, ଟ୍ରକ ମୁହାଁମୁହିଁ ଧକ୍କା, 15 ଆହାତ ଜଣେ ମୃତ ||   (09-May-2026)       ||      କୋଦଳା ଥାନା ପକ୍ଷରୁ "ଜୁଭେଣ୍ଟିକା ` କାର୍ଯ୍ୟକ୍ରମ ଅନୁଷ୍ଠିତ |   (09-May-2026)       ||      ପୁରୁଷୋତ୍ତମପୁର ଥାନା ସହ ସାରାରାଜ୍ୟରେ ଉଦଘାଟିତ ହେଲା "ଜୁଭେଣ୍ଟିକା `କାର୍ଯ୍ୟକ୍ରମ!|    (08-May-2026)       ||      ପୋଲସରା ଥାନାରେ " ଜୁଭେଣ୍ଟିନା ` କାର୍ଯ୍ୟକ୍ରମ ଅନୁଷ୍ଠିତ |    (08-May-2026)       ||      ସଡ଼କ ଦୁର୍ଘଟଣା ରେ ମୃତ ପରିବାର ଙ୍କୁ ଚେକ ପ୍ରଦାନ କଲେ ବ୍ରହ୍ମପୁର ବିଧାୟକ |    (08-May-2026)       ||      ପ୍ରଶାସନ ନ ଶୁଣିବାରୁ ଯୁବକ ମାନେ ନିଜେ କାଳୀ ମନ୍ଦିର କୁ ରାସ୍ତା ତିଆରି କଲେ |    (06-May-2026)       ||      ଦକ୍ଷିଣାଞ୍ଚଳ ରାଜସ୍ବ ପ୍ରଶାସନିକ ଶାସନ ସଂସ୍କାର ସମ୍ପର୍କିତ ବୈଠକ ||   (06-May-2026)       ||      ଅଟୋ ଧକ୍କାରେ ମୋଟର ସାଇକେଲ ଚାଳକ ମୃତ |    (06-May-2026)       ||      ହିଞ୍ଜିଳି ରେ ଧାରଣା ରତ ମହିଳା ଙ୍କୁ ହତ୍ୟା ଘଟଣା ରେ ତୁରନ୍ତ ଅଭିଯୁକ୍ତ କୁ ଗିରଫ ସହଶିଶୁଙ୍କୁ ସହାୟତା ପାଈଁ ମୁଖ୍ୟମନ୍ତ୍ରୀ ଙ୍କୁ ଚିଠି ଲେଖିଲେ ବିରୋଧୀ ଦଳ ନେତା |   (06-May-2026)       ||      ପୋଲସରା ବ୍ଳକ ଟପ୍ପର ଙ୍କୁ ଟ୍ର୍ରଷ୍ଟ ପକ୍ଷରୁ ସମ୍ବର୍ଦ୍ଧନା |    (06-May-2026)       ||      କନ୍ଧ ମାଳ ପୋଲିସ ଦ୍ଵାରା 4ମାସ ମଧ୍ୟରେ 68 ଟନ ଗଞ୍ଜେଇ ସହ 38 ଟି ଗାଡି ଓ 104 ଜଣ ଗିରଫ |    (06-May-2026)       ||      ଦେଶୀ ବନ୍ଧୁକ ତିଆରି କାରଖାନା ରେ ଚଢ଼ାଉକରି ତିନୋଟି ବନ୍ଧୁକ ସହ ଜଣକୁ ଗିରଫ କଲା ତୁମୁଡିବନ୍ଧ ପୋଲିସ |    (06-May-2026)       ||      ଉଦ୍ଭିଦ ବିଜ୍ଞାନସ୍ନାତ କୋତ୍ତର ବିଭାଗ ପକ୍ଷରୁ ବିଦାୟ ସମ୍ବର୍ଦ୍ଧନା ଅନୁଷ୍ଠିତ |    (06-May-2026)       ||      ପ୍ରେମିକ ବାରଣ୍ଡାରେ ଧାରଣା ରେ ବସିଥିବା ପ୍ରେମିକା କୁ ହତ୍ୟା |   (05-May-2026)       ||     

ବୁଗୁଡ଼ା ଅଞ୍ଚକ ରେ ଲଗାଣ ବର୍ଷା ରେ କଟା ଧାନ ଫସଲ ନଷ୍ଟ |

20-Dec-2024

ଝିପିଝିପି ବର୍ଷାରେ କଟା ଧାନ ହେଲା ଓଦା , ବଢିଲା ଚାଷୀଙ୍କ ଚିନ୍ତା 

        ଓଡିଶ    ଜନମତ   ବ୍ୟୁରୋ,

ବୁଗୁଡ଼ା : ତା ୨୦/୧୨/୨୪ :  ପୂର୍ବରୁ ପ୍ରକାଶିତ ପାଣିପାଗ ବିଭାଗର ସୂଚନା ମୁତାବକ ବୁଗୁଡ଼ା ଅଞ୍ଚଳରେ ଶୁକ୍ରବାର ସକାଳୁ ଝିପିଝିପି ବର୍ଷା ଆରମ୍ଭ ହୋଇଯାଇଛି । ଗୁରୁବାର ଦିନଠାରୁ ପାଗ ମେଘୁଆ ରହିଥିବା ବେଳେ ଆଜିର ଲଗାଣ ବର୍ଷାରେ ଧାନ ଓ ପରିବା ଫସଲ ନଷ୍ଟ ହେବାର ଆଶଙ୍କା ଦେଖାଦେଇଛି । 
ଦିନ ସାରା ଲଗାଣ ଝିପିଝିପି ବର୍ଷା ଫଳରେ ଅନେକ ଚାଷ ଜମିରେ କଟା ଧାନ ସବୁ ଓଦା ହୋଇଯାଇଥିବା ମଧ୍ୟ ଦେଖିବାକୁ ମିଳିଛି  ।  ଚଳିତ ବର୍ଷ ବର୍ଷାର ଅଭାବରୁ ଚାଷ କାର୍ଯ୍ୟ ବିଳମ୍ବରେ ଆରମ୍ଭ ହୋଇଥିଲା  । ତଥାପି ବାଘୁଆ ଜଳଭଣ୍ଡାରରୁ ଜଳ ଯୋଗାଣ ସାଙ୍ଗକୁ ଆବଶ୍ୟକ ବେଳେ ବର୍ଷା ହୋଇଥିବାରୁ ଚଳିତ ବର୍ଷ ଭଲ ଫସଲ ହୋଇଥିଲା । ଏବେ କେତେକ ଚାଷୀ ଧାନ ଫସଲ କାଟି ଖଳାରେ ଜମାକରି ରଖିଛନ୍ତି ଏବଂ ଅନେକ ଚାଷୀ ଧାନକୁ କାଟି ଜମିରେ ରଖିଥିବା ବେଳେ ଏଇ ଲଗାଣ ଝିପିଝିପି ବର୍ଷା ଯୋଗୁଁ ତାହା ଓଦା ହୋଇଯାଇଛି  । ଏହି ବର୍ଷାର ପ୍ରଭାବରେ ଚଳିତ ବର୍ଷ ବୁଗୁଡ଼ା ଅଞ୍ଚଳରେ ହଜାର ହଜାର ହେକ୍ଟର ଜମିରେ ହୋଇଥିବା ଧାନ ଓ ପରିବା ଫସଲ ନଷ୍ଟ ହେବାର ଆଶଙ୍କା ଯୋଗୁଁ ଚାଷୀ ଚିନ୍ତାରେ ପଡିଥିବା ଜଣାଯାଇଛି । ଅନ୍ଯପକ୍ଷରେ ଦିନସାରା  କୋହଲା ପାଗ ସହ ଝିପିଝିପି ବର୍ଷା ହେତୁ ସାଧାରଣ ଜୀବନଯାତ୍ରା ମଧ୍ୟ ପ୍ରଭାବିତ ହୋଇଥିବା ଦେଖିବାକୁ ମିଳିଛି।

News Comment

You Might Also Like

BACK TO TOP