Breaking News

ବୁଗୁଡ଼ା ପିପୁଲସ ହାଇସ୍କୁଲ ର 1992 ମାଟ୍ରିକ ବ୍ୟାଚ ଛାତ୍ର ଙ୍କ ପ୍ରଥମ ବନ୍ଧୁ ମିଳନ |    (22-Dec-2024)       ||      ଖଲ୍ଲିକୋଟ କନକା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ |    (22-Dec-2024)       ||      ଲଗାଣ ବର୍ଷା ରେ ଚାଷୀ ବେହାଲ |    (21-Dec-2024)       ||      ପାଟ ଖଣ୍ଡା ପବ୍ଲିକ ସ୍କୁଲ ରେ 27ତମ ବାର୍ଷିକ କ୍ରୀଡା ଉଦଯାପିତ |   (21-Dec-2024)       ||      ବାଲିଗୁଡା କାଳୀ ମନ୍ଦିର ଠାରେ ଜଳିଗଲା କ୍ରିଷ୍ଣା ଘରୋଇ ବସ |    (21-Dec-2024)       ||      ଅଦିନିଆ ଲଗାଣ ବର୍ଷାରେ ଭିଜିଲା ଚାଷୀଙ୍କ କଟା ଧାନ, ଚିନ୍ତାରେ ଚାଷୀ |    (21-Dec-2024)       ||      କେନ୍ଦ୍ରୀୟ ବିଦ୍ୟାଳୟ ପ୍ରତିଷ୍ଠା ପାଇଁ ଶିକ୍ଷା ମନ୍ତ୍ରୀ ଙ୍କ ପାଖରେ ଦାବୀ କଲେ ଆସ୍କା ସାଂସଦ |   (21-Dec-2024)       ||      ଲୋକସଭା ର ସରିଲା ଶୀତ ଅଧିବେଶନ ||   (21-Dec-2024)       ||      ଉତ୍ତମ ସେବା ପାଈଁ ଜରଡ଼ା ଥାନା ଷ୍ଟାଫ ଏସପି ଙ୍କ ଠାରୁ ସମ୍ବର୍ଦ୍ଧିତ ||   (20-Dec-2024)       ||      ବୁଗୁଡ଼ା ଅଞ୍ଚକ ରେ ଲଗାଣ ବର୍ଷା ରେ କଟା ଧାନ ଫସଲ ନଷ୍ଟ |    (20-Dec-2024)       ||      ବାଲିଗୁଡା ଥାନା କୁଟିକିଆ ଅଞ୍ଚଳ ରୁ 120 ଏକର ଗଞ୍ଜେଇ ଗଛ ନଷ୍ଟ କଲା ପୋଲିସ |   (20-Dec-2024)       ||      ଜିଲ୍ଲା ଶିକ୍ଷା ବିଭାଗ ର ଜିଲ୍ଲା ପ୍ରକଳ୍ପ ପରିଚାଳନା ବିଭାଗ ର ବୈଠକ ଅନୁଷ୍ଠିତ |   (20-Dec-2024)       ||      ଦଣ୍ଡପଦର ଆଦର୍ଶ ବିଦ୍ୟାଳୟ ରେ ବାର୍ଷିକ କ୍ରୀଡା ଅନୁଷ୍ଠିତ |    (20-Dec-2024)       ||      ପୁରୁଷୋତ୍ତମପୁର ଏନଏସି ବୈଠକ ହଲ ରେ ସପ୍ତମ କାଉନ ସିଲ ବୈଠକ ଅନୁଷ୍ଠିତ |    (20-Dec-2024)       ||      ଯୋଗାଣ ସହାୟକ ନିଯୁକ୍ତି ରେ ଆଦିବାସୀ ଙ୍କୁ ପ୍ରାଥମିକତା ଦେବା ପାଈଁ ବିଡ଼ିଓ ଙ୍କୁ ଦାବି ପତ୍ର ପ୍ରଦାନ |    (20-Dec-2024)       ||      ଅଦିନିଆ ବର୍ଷାଯୋଗୁଁ ପାଚିଲା ଧାନ ଚାଷ କ୍ଷତିଗ୍ରସ | ଚିନ୍ତାରେ ଚାଷୀ |    (20-Dec-2024)       ||      ଭୁବନେଶ୍ୱର ରେ ଅଙ୍ଗନୱାଡି କର୍ମୀଙ୍କ ବିଭିର୍ଣ୍ଣ ଦାବି ନେଇ ଧାରଣା |    (20-Dec-2024)       ||      ଦୁଈ ଦିନିଆ ଓଡିଶା ଗ୍ରସ୍ତ ରେ ଆସୁଛନ୍ତି ଅମିତଶାହା |    (20-Dec-2024)       ||      ଆସ୍କା ସୂତାକଳ ର ଭାଗ୍ୟ ବଦକି ବକି???   (19-Dec-2024)       ||      ମୌଳିକ ସୁବିଧାରୁ ବଞ୍ଚିତ ମୋହନ ଗୁଡା ଗାଁ ଲୋକେ |    (19-Dec-2024)       ||     

ଉତ୍ତମ ସେବା ପାଈଁ ଜରଡ଼ା ଥାନା ଷ୍ଟାଫ ଏସପି ଙ୍କ ଠାରୁ ସମ୍ବର୍ଦ୍ଧିତ ||

20-Dec-2024

*ଉତ୍ତମ ଏବଂ ଉତ୍ସର୍ଗୀକୃତ ସେବା ପାଇଁ ଜରଡ଼ା ଥାନା ଷ୍ଟାଫ ସମ୍ବର୍ଦ୍ଧିତ*,

          ଓଡିଶା ଜନମତ  ବ୍ୟୁରୋ,

ବ୍ରହ୍ମପୁର ପୋଲିସ ଜିଲ୍ଲା ଅନ୍ତର୍ଗତ ଜରଡା ଥାନାରେ କାର୍ଯ୍ୟରତ ପୋଲିସ କର୍ମଚାରି ମାନଙ୍କ ଉତ୍ତମ କାର୍ଯ୍ୟ ଏବଂ ଉତ୍ସର୍ଗୀକୃତ ସେବା ସର୍ବୋପରି ସିରିଜ ଚୋରିର ଫର୍ଦାଫାଶ ରେ ଗୁରୁତ୍ୱପୂର୍ଣ ଭୂମିକା ପାଇଁ ଜରଡ଼ା ଥାନାର  ପାଞ୍ଚ ଜଣ ଗୃହରକ୍ଷୀ, ଜଣେ ଏସ ଆଇ ଏବଂ ଦୁଇଜଣ ଏ ଏସ ଆଇ ବ୍ରହ୍ମପୁର ଏସ ପି ଙ୍କ ଦ୍ୱାରା ସମ୍ବର୍ଦ୍ଧିତ ହୋଇଛନ୍ତି।ଉକ୍ତ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମ ରେ ଆରକ୍ଷୀ ଅଧିକ୍ଷକଙ୍କ ସମତେ ଚିକିଟି SDPO, ଜରଡା ଥାନା ଅଧିକାରୀ ଙ୍କ ସମେତ ବହୁ ପୋଲିସ ଅଧିକାରୀ ଉପସ୍ଥିତ ଥିଲେ। ଏହି ସମ୍ବର୍ଦ୍ଧନା କାର୍ଯ୍ୟକ୍ରମ ଦ୍ବାରା ପୋଲିସ କର୍ମଚାରିମାନଙ୍କ ମନୋବଳ ବୃଦ୍ଧି କରିପାରିବ ବୋଲି ବୁଦ୍ଧିଜୀବୀ ମହଲରେ ଆଲୋଚିତ ହେଉଛି।

News Comment

You Might Also Like

BACK TO TOP