Breaking News

କବିସୂର୍ଯ୍ୟ ନଗରନିର୍ବାଚନ ମଣ୍ଡଳି ବିଜୁ ଜନତା ଦଳ ସକ୍ରିୟ |    (13-Oct-2026)       ||      ଦାରିଙ୍ଗବାଡି ରେ ଚୋରି ଓ ଅପରାଧୀର ଗୁମର ଖୋଲିବ ସିସି ଟିଭି |   (13-Oct-2026)       ||      ବର୍ତ୍ତିନି ଆଞ୍ଚଳିକ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି --2026 ଅନୁଷ୍ଠିତ |   (13-Oct-2026)       ||      ଗଜଲକ୍ଷ୍ମୀ ପୂଜା ପାଇଁ ଶିକର ପାଇ ରେ ଶୁଭ ଖୁଣ୍ଟି ସ୍ଥାପନ |    (13-Oct-2026)       ||      ସାମ୍ବାଦିକ ମାନଙ୍କୁ ଧମକ ଦେବ ଅଭିଯୋଗ ରେ ଏସପି ଙ୍କୁ ସ୍ମାରକ ପତ୍ର ଦେଲେ ସାମ୍ବାଦିକ ମାନେ |    (13-Oct-2026)       ||      ତାଳ ପଡା ନୋଡାଲ ଉଚ୍ଚ ବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -2026ଅନୁଷ୍ଠିତ |   (13-Oct-2026)       ||      ମିଷ୍ଟ ଭାସି ପରୋପକାରୀ ମଦନ ମୋହନ ଜେନାଙ୍କ ପରଲୋକ ||   (13-Oct-2026)       ||      ପାସପୋର୍ଟ କରିବାରେ ଅପରାଧୀ ସକ୍ରିୟ ଉଚ୍ଚ ସ୍ତରୀୟ ତଦନ୍ତ ଦାବି |   (13-Oct-2026)       ||      ଗଞ୍ଜେଇ ଜବତ ସହ ତିନି ଜଣଙ୍କୁ କୋର୍ଟ ଚାଲାଣ କଲା ହିଞ୍ଜିଳି ପୋଲିସ |    (12-Oct-2026)       ||      ବସ କଣ୍ଡକ୍ଟର କୁ ମରଣା ନ୍ତକ ଆକ୍ରମଣ, ଗୁରୁତର ଅବସ୍ଥାରେମେଡିକାଲ ରେ ଭର୍ତ୍ତି |   (12-Oct-2026)       ||      ନାଇଟ ଶୋର ଦାଣ୍ଡିଆ ନୃତ୍ୟ ରେ ନାଚିଲେ ଦର୍ଶକ |   (12-Oct-2026)       ||      ଫୋଟ ଗ୍ରାଫର ଅଶୋକ ରଥ ନେସନ ବିଲଡର ଆୱାର୍ଡ ରେ ସାମ୍ନାନୀତ |   (12-Oct-2026)       ||      ଦିଗାପଡା --ଢାମଣାଖୋଲ ରାସ୍ତା ଭିତ୍ତି ପ୍ରସ୍ତର ସ୍ଥାପନ କଲେ ବିଧାୟକ |   (12-Oct-2026)       ||      କେବେ ସୁଧୁରିବ ଡେ଼ମା ଗୁଡ଼ି ରାସ୍ତା, ଏବେବି ଭାରରେ ବୁହା ହେଉଛନ୍ତି ରୋଗୀ |    (12-Oct-2026)       ||      10ଦଫା ଦାବି ନେଇ ଗର୍ଜିଲେ ଅଙ୍ଗନୱାଡି କର୍ମୀ ଓ ସହାୟିକା |    (12-Oct-2026)       ||      ପୋଲସରା ପଞ୍ଚାୟତ ସମିତି ରେ ଜିଲ୍ଲପାଳ ଓ ଏସପି ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ |    (12-Oct-2026)       ||      ବେଲକଣା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଅନୁଷ୍ଠିତ |   (12-Oct-2026)       ||      ବରଗଡ଼ ରେ ରାଜ୍ୟପାଳ ଙ୍କ ଦ୍ୱାରା ବୋଇଁ ସୁକନ୍ୟା କାର୍ଯ୍ୟକ୍ରମ ଅନୁଷ୍ଠିତ |    (12-Oct-2026)       ||      ଭୈରବ ବାଲିଯାତ୍ରା ରେ ଛୁରୀ ମାଡ଼ କରିଥିବା 2ଅଭିଯୁକ୍ତ କୁ କୋର୍ଟ ଚାଲାଣ |   (11-Oct-2026)       ||      ମୃତକ ଙ୍କ ପରିବାର କୁ ସମବେଦନା ଜଣାଇବା ସହ ଦଳୀୟ କର୍ମୀଙ୍କ ସ୍ୱାସ୍ଥ୍ୟ ବସ୍ଥା ବୁଝିଲେ ବିଷମ କଟକ ବିଧାୟକ |   (11-Oct-2026)       ||     

କବିସୂର୍ଯ୍ୟ ନଗରନିର୍ବାଚନ ମଣ୍ଡଳି ବିଜୁ ଜନତା ଦଳ ସକ୍ରିୟ |

13-Oct-2026

କବିସୂର୍ଯ୍ୟନଗର ନିର୍ବାଚନ ମଣ୍ଡଳୀ  ବିଜୁ ଜନତା ଦଳ ସକ୍ରିୟ l ବେଗୁନିଆପଡା 45 ନଂ ଜୋନରେ ବିଜେଡିର ଜନସମ୍ପର୍କ ବାଇକ ଶୋଭାଯାତ୍ରା l

ଓଡିଶା ଜନମତ, ବେଗୁନିଆପଡା :13/10/26 :

ଭଞ୍ଜ କିଶୋର ମହାରଣା l

କବିସୂର୍ଯ୍ୟନଗର ନିର୍ବାଚନ ମଣ୍ଡଳୀରେ ବିଜୁ ଜନତା ଦଳର ସକ୍ରିୟତା ଦେଖିବାକୁ ମିଳିଛି l  ବିଜେଡି ସଂଗଠନକୁ ସୃଦୁଡ଼ କରିବା ଉଦେଶ୍ୟରେ ଗଞ୍ଜାମ ଜିଲ୍ଲା ବେଗୁନିଆପଡା ବ୍ଲକ ଅନ୍ତର୍ଗତ 45 ନଂ ଜିଲ୍ଲା ପରିଷଦ ଜୋନରେ ଆଜି ବିଜେଡି ପକ୍ଷରୁ ବାଇକ ଯୋଗେ ଜନ ସମ୍ପର୍କ ଶୋଭାଯାତ୍ରା ଅନୁଷ୍ଠିତ ହୋଇଛି l ରାଜ୍ୟ ବିଜେଡି ମହିଳା ସମ୍ପାଦିକା ତଥା ବିଜୁ ଶ୍ରମିକ ସାମୁଖ୍ୟ ରାଜ୍ୟ ଉପସଭାପତି ଏବଂ ରାଜ୍ୟ ବିଜେଡି ମୁଖପାତ୍ର ତଥା ଆସିକା ସାଂସଦ ପାର୍ଥୀନୀ ଶ୍ରୀମତୀ ରଞ୍ଜିତା ସାହୁ ଏବଂ ବରିଷ୍ଠ ବିଜେଡି ନେତା ତଥା କୋଦଳା ଏନଏସି ପୂର୍ବତନ ନଗରପାଳ ହରପ୍ରସାଦ ସାହୁଙ୍କ ନେତୃତ୍ୱରେ ବହୁ ସଂଖ୍ୟାରେ ବିଜେଡି କର୍ମୀ ଯୋଗଦେଇ ଏକ ମୋଟର ସାଇକେଲ ଶୋଭାଯାତ୍ରାରେ ବେଗୁନିଆପଡ଼ା ସ୍ଥିତ ସିଦ୍ଧେଶ୍ଵର ମନ୍ଦିର ପରିସରରୁ ବାହାରି ବେଗୁନିଆପଡ଼ା ବଜାର ଦେଇ ଖଣ୍ଡିଆନଈ ପଞ୍ଚାୟତ, କେ ବରିଡ଼ା ପଞ୍ଚାୟତ, ଏସ୍ ଛଚିନା ପଞ୍ଚାୟତ, ଚନ୍ଦନପୁର ପଞ୍ଚାୟତ, ଚିଙ୍ଗୁଡ଼ିଖୋଲ ଓ ମର୍ଦ୍ଦକୋଟ ପଞ୍ଚାୟତର ବିଭିନ୍ନ ଗ୍ରାମ ପରିକ୍ରମା କରି ଲୋକଙ୍କୁ ସଚେତନ କରାଯାଇଛି। କାର୍ଯ୍ୟକ୍ରମରେ ବିଭିନ୍ନ ପଞ୍ଚାୟତର ନେତା ଓ କର୍ମୀମାନେ ସାମିଲ ହୋଇ ବିଜେପି ସରକାରର ବିଫଳତାକୁ ନେଇ ବର୍ଷିବା ସହ ନବୀନ ସରକାରଙ୍କ ପୂର୍ବ ଯୋଜନା ଗୁଡିକ ସଂପର୍କରେ ଲୋକଙ୍କୁ ସଚେତନ କରାଇଥିଲେ। ପଦଯାତ୍ରା ସମୟରେ ଡବଲ ଇଞ୍ଜିନ ସରକାରର ବିଫଳତାକୁ ପ୍ରତି ଘରେ ଘରେ ପହଞ୍ଚାଇ ଲୋକଙ୍କୁ ସଚେତନ କରିବା ଲକ୍ଷ୍ୟ ରହିଥିବା କହିଛନ୍ତି ବିଜେଡି ନେତ୍ରୀ ତଥା ରାଜ୍ୟ ବିଜେଡ଼ି ମୁଖପାତ୍ର ରଞ୍ଜିତା ସାହୁ। ସେହିପରି ଲୋକ ହେଉଛନ୍ତି ଆମର ବଳ, ଲୋକେ ଆମ ସହ ଅଛନ୍ତି, ନବୀନ ବାବୁଙ୍କ ନୀତି ଆଦର୍ଶ ସହ ଅଛନ୍ତି ବୋଲି କହିଛନ୍ତି ବରିଷ୍ଠ ନେତା ହରପ୍ରସାଦ ସାହୁ। ଏହି ଅବସରରେ ପ୍ରାୟ 500 ମୋଟର ସାଇକେଲ ଶୋଭାଯାତ୍ରାରେ ପରିକ୍ରମା କରିଥିବା ଦେଖିବାକୁ ମିଳିଛି l

News Comment

You Might Also Like

BACK TO TOP