Breaking News

ପଦ୍ମପୁର ପିଏମ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ କୁ ଉଚ୍ଚ ଶିକ୍ଷା ଅଧିକାରୀ ଙ୍କ ପରିଦର୍ଶନ ||   (15-Oct-2026)       ||      ପୋଲସରା ଏ 1 - ଗ୍ରେଡ଼ ଆଶାଇ ଛାତ୍ର, ଛାତ୍ରୀ ଙ୍କ ଦୁଇ ଦିବସିୟ ଦକ୍ଷତା ବୃଦ୍ଧି କର୍ମଶାଳା ଅନୁଷ୍ଠିତ |   (14-Oct-2026)       ||      ଗୁରୁଜଙ୍ଗ ଏମ ପି ଏଲ -1-କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ "ସୁରଭି `ଅନୁଷ୍ଠିତ ||   (14-Oct-2026)       ||      ଚୋରା ଚାଲାଣ ବେଳେ ବାଲି, ମୋରମ ବୋଝେଇ 7ଗୋଟି ଗାଡି ଜବତ ଓ ଡ୍ରାଇଭର ଗିରଫ ||   (14-Oct-2026)       ||      ବିଦ୍ୟୁତ ଆଘାତରେ ଚାଷୀର ମୃତ୍ୟୁ |    (14-Oct-2026)       ||      କବିସୂର୍ଯ୍ୟ ନଗରନିର୍ବାଚନ ମଣ୍ଡଳି ବିଜୁ ଜନତା ଦଳ ସକ୍ରିୟ |    (13-Oct-2026)       ||      ଦାରିଙ୍ଗବାଡି ରେ ଚୋରି ଓ ଅପରାଧୀର ଗୁମର ଖୋଲିବ ସିସି ଟିଭି |   (13-Oct-2026)       ||      ବର୍ତ୍ତିନି ଆଞ୍ଚଳିକ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି --2026 ଅନୁଷ୍ଠିତ |   (13-Oct-2026)       ||      ଗଜଲକ୍ଷ୍ମୀ ପୂଜା ପାଇଁ ଶିକର ପାଇ ରେ ଶୁଭ ଖୁଣ୍ଟି ସ୍ଥାପନ |    (13-Oct-2026)       ||      ସାମ୍ବାଦିକ ମାନଙ୍କୁ ଧମକ ଦେବ ଅଭିଯୋଗ ରେ ଏସପି ଙ୍କୁ ସ୍ମାରକ ପତ୍ର ଦେଲେ ସାମ୍ବାଦିକ ମାନେ |    (13-Oct-2026)       ||      ତାଳ ପଡା ନୋଡାଲ ଉଚ୍ଚ ବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -2026ଅନୁଷ୍ଠିତ |   (13-Oct-2026)       ||      ମିଷ୍ଟ ଭାସି ପରୋପକାରୀ ମଦନ ମୋହନ ଜେନାଙ୍କ ପରଲୋକ ||   (13-Oct-2026)       ||      ପାସପୋର୍ଟ କରିବାରେ ଅପରାଧୀ ସକ୍ରିୟ ଉଚ୍ଚ ସ୍ତରୀୟ ତଦନ୍ତ ଦାବି |   (13-Oct-2026)       ||      ଗଞ୍ଜେଇ ଜବତ ସହ ତିନି ଜଣଙ୍କୁ କୋର୍ଟ ଚାଲାଣ କଲା ହିଞ୍ଜିଳି ପୋଲିସ |    (12-Oct-2026)       ||      ବସ କଣ୍ଡକ୍ଟର କୁ ମରଣା ନ୍ତକ ଆକ୍ରମଣ, ଗୁରୁତର ଅବସ୍ଥାରେମେଡିକାଲ ରେ ଭର୍ତ୍ତି |   (12-Oct-2026)       ||      ନାଇଟ ଶୋର ଦାଣ୍ଡିଆ ନୃତ୍ୟ ରେ ନାଚିଲେ ଦର୍ଶକ |   (12-Oct-2026)       ||      ଫୋଟ ଗ୍ରାଫର ଅଶୋକ ରଥ ନେସନ ବିଲଡର ଆୱାର୍ଡ ରେ ସାମ୍ନାନୀତ |   (12-Oct-2026)       ||      ଦିଗାପଡା --ଢାମଣାଖୋଲ ରାସ୍ତା ଭିତ୍ତି ପ୍ରସ୍ତର ସ୍ଥାପନ କଲେ ବିଧାୟକ |   (12-Oct-2026)       ||      କେବେ ସୁଧୁରିବ ଡେ଼ମା ଗୁଡ଼ି ରାସ୍ତା, ଏବେବି ଭାରରେ ବୁହା ହେଉଛନ୍ତି ରୋଗୀ |    (12-Oct-2026)       ||      10ଦଫା ଦାବି ନେଇ ଗର୍ଜିଲେ ଅଙ୍ଗନୱାଡି କର୍ମୀ ଓ ସହାୟିକା |    (12-Oct-2026)       ||     

ପଦ୍ମପୁର ପିଏମ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ କୁ ଉଚ୍ଚ ଶିକ୍ଷା ଅଧିକାରୀ ଙ୍କ ପରିଦର୍ଶନ ||

15-Oct-2026

ପଦ୍ମପୁର ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟକୁ ଉଚ୍ଚ ଶିକ୍ଷା ଅଧିକାରୀଙ୍କ ପରିଦର୍ଶନ

ଓଡ଼ିଶା ଜନମତ ବରଗଡ଼ - ମନୋହର ଦାଶ :----

ପଦ୍ମପୁର ସ୍ଥିତ ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟକୁ ତାରିଖ ୧୪ ଅକ୍ଟୋବର ୨୦୨୬ ଦିନ ଶିକ୍ଷା ବିଭାଗର ଉଚ୍ଚପଦସ୍ଥ ଅଧିକାରୀମାନେ ପରିଦର୍ଶନ କରିଥିଲେ । ଏହି ପରିଦର୍ଶନରେ ଓଡ଼ିଶା ମାଧ୍ୟମିକ ଶିକ୍ଷା ବିଭାଗର ଯୁଗ୍ମ ନିର୍ଦ୍ଦେଶିକା ଫୁଲମଣି ମୁର୍ମୁ, ମାଧ୍ୟମିକ ଶିକ୍ଷା ପରିଷଦ, ଓଡ଼ିଶାର ଉପସଚିବ କଳ୍ପନା ହାଁସଦା, ଅତାବିରାର ଗୋଷ୍ଠୀ ଶିକ୍ଷା ଅଧିକାରୀ ମିଶ୍ରାଣି କୁମ୍ଭାର, ବରଗଡ଼ର ପେଡାଗୋଜି ସଂଯୋଜିକା ପୁଷ୍ପାଞ୍ଜଳି ଦାସ, ଆଇଇ ସଂଯୋଜକ ରାଜେନ୍ଦ୍ର ପ୍ରସାଦ ମହାନ୍ତି ଯୋଗ ଦେଇଥିଲେ । ପରିଦର୍ଶନ ସମୟରେ ଅଧିକାରୀମାନେ ବିଦ୍ୟାଳୟର ଶୈକ୍ଷିକ ପରିବେଶ, ଶିକ୍ଷାଦାନ ପ୍ରଣାଳୀ, ଛାତ୍ରୀମାନଙ୍କ ଶୈକ୍ଷିକ ଅଗ୍ରଗତି ଏବଂ ବିଦ୍ୟାଳୟରେ ଉପଲବ୍ଧ ଶିକ୍ଷଣୀୟ ସୁବିଧାସୁଯୋଗ ସମ୍ପର୍କରେ ଅବଲୋକନ କରିଥିଲେ । ଏଥିସହ ଶିକ୍ଷାର ଗୁଣାତ୍ମକମାନ ବୃଦ୍ଧି, ଶିକ୍ଷାଦାନକୁ ଅଧିକ ପ୍ରଭାବଶାଳୀ କରିବା ଏବଂ ଛାତ୍ରୀମାନଙ୍କ ସର୍ବାଙ୍ଗୀଣ ବିକାଶ ଦିଗରେ ଆଲୋଚନା କରାଯାଇଥିଲା । ଗୋଷ୍ଠୀ ଶିକ୍ଷା ଅଧିକାରୀ, ରାଜ ବୋରାସମ୍ବର ଲୋକନାଥ ଭୋଇ, ଗୋଷ୍ଠୀ ଶିକ୍ଷା ଅଧିକାରୀ ପାଇକମାଳ ଶୁଭମ କୁମାର ପତି, ବିଦ୍ୟାଳୟର ଭାରପ୍ରାପ୍ତ ପ୍ରଧାନଶିକ୍ଷକ ଗୋପାଳଜୀ ପ୍ରସାଦ ପାଣିଗ୍ରାହୀ ଅଧିକାରୀମାନଙ୍କୁ ସ୍ୱାଗତ କରିବା ସହ ବିଦ୍ୟାଳୟର ବିଭିନ୍ନ ଶୈକ୍ଷିକ କାର୍ଯ୍ୟକ୍ରମ ଓ ଉନ୍ନୟନ ମୂଳକ ପଦକ୍ଷେପ ସମ୍ପର୍କରେ ଅବଗତ କରାଇଥିଲେ । ଅଧିକାରୀ ମାନଙ୍କ ଏହି ପରିଦର୍ଶନ ବିଦ୍ୟାଳୟର ଶୈକ୍ଷିକ ଉନ୍ନତି ଏବଂ ଗୁଣାତ୍ମକ ଶିକ୍ଷାର ପ୍ରସାର ଦିଗରେ ଉତ୍ସାହଜନକ ହେବ ବୋଲି ଆଶା ପ୍ରକାଶ କରାଯାଇଛି ।

News Comment

You Might Also Like

BACK TO TOP