Breaking News

ତାରାତାରିଣୀ ମହାବିଦ୍ୟାଳୟ ରେ ସଭାପତି ଭାବେ    (15-Oct-2026)       ||      ପୂଜାରୀ ଗୁଡାରେ ବ୍ଳକ ସ୍ତରୀୟ ଶିଶୁ ମହୋତ୍ସସୁରଭି -2026 ଅନୁଷ୍ଠିତ ||ବ    (15-Oct-2026)       ||      ସ୍ୱଚ୍ଛ ଓ ତ୍ରୁଟି ଶୂନ୍ୟ ଭୋଟର ତାଲିକା ପଞ୍ଚାୟତ ନିର୍ବାଚନ ପୂର୍ବରୁ ପ୍ରସ୍ତୁତି ପାଇଁ ତାଲିମ ଅନୁଷ୍ଠିତ |   (15-Oct-2026)       ||      ଶିଶୁ ମହୋତ୍ସବ ସୁରଭି କାର୍ଯ୍ୟକ୍ରମ ଚଢ଼େୟା ପଡା ଠାରେ ଅନୁଷ୍ଠିତ |   (15-Oct-2026)       ||      ବେଗୁନିଆପଡା ବିଜେପି ମଣ୍ଡଳ ତରଫରୁ ରକ୍ତଦାନ ଶିବିର ଅନୁଷ୍ଠିତ |   (15-Oct-2026)       ||      ପୋଲସରା ବିଜ୍ଞାନ ମହାବିଦ୍ୟାଳୟ ରେ ଛାତ୍ର ସଂସଦ ନିର୍ବାଚନ ଫଳ ଘୋଷିତ |   (15-Oct-2026)       ||      ମିଳିତ ଉଦ୍ୟଗୋ ରେ ଖଲ୍ଲିକୋଟ ରେଡକ୍ଟର ଅବଦୁଲ କଲାମ ଙ୍କ 95ତମ ଜୟନ୍ତୀ ପାଳିତ |   (15-Oct-2026)       ||      ବହୁଦିନର ଦାବିକୁ ସାକାର କଲେ ଖଲ୍ଲିକୋଟ ଏନଏସି ଅଧିକାରୀ ଜଗନ୍ନାଥ ମଦିର ରେ ଆଠଗୋଟି ଏଲଇଡ଼ି ଲାଇଟ ଲଗାଇ |    (15-Oct-2026)       ||      ବରଗଡ଼ ରେ ନୂତନ ଭୋଟର ପଞ୍ଜିକରଣ ପାଇଁ 4,014 ଆବେଦନ ଗ୍ରହଣ ||   (15-Oct-2026)       ||      ପଦ୍ମପୁର ପିଏମ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ କୁ ଉଚ୍ଚ ଶିକ୍ଷା ଅଧିକାରୀ ଙ୍କ ପରିଦର୍ଶନ ||   (15-Oct-2026)       ||      ପୋଲସରା ଏ 1 - ଗ୍ରେଡ଼ ଆଶାଇ ଛାତ୍ର, ଛାତ୍ରୀ ଙ୍କ ଦୁଇ ଦିବସିୟ ଦକ୍ଷତା ବୃଦ୍ଧି କର୍ମଶାଳା ଅନୁଷ୍ଠିତ |   (14-Oct-2026)       ||      ଗୁରୁଜଙ୍ଗ ଏମ ପି ଏଲ -1-କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ "ସୁରଭି `ଅନୁଷ୍ଠିତ ||   (14-Oct-2026)       ||      ଚୋରା ଚାଲାଣ ବେଳେ ବାଲି, ମୋରମ ବୋଝେଇ 7ଗୋଟି ଗାଡି ଜବତ ଓ ଡ୍ରାଇଭର ଗିରଫ ||   (14-Oct-2026)       ||      ବିଦ୍ୟୁତ ଆଘାତରେ ଚାଷୀର ମୃତ୍ୟୁ |    (14-Oct-2026)       ||      କବିସୂର୍ଯ୍ୟ ନଗରନିର୍ବାଚନ ମଣ୍ଡଳି ବିଜୁ ଜନତା ଦଳ ସକ୍ରିୟ |    (13-Oct-2026)       ||      ଦାରିଙ୍ଗବାଡି ରେ ଚୋରି ଓ ଅପରାଧୀର ଗୁମର ଖୋଲିବ ସିସି ଟିଭି |   (13-Oct-2026)       ||      ବର୍ତ୍ତିନି ଆଞ୍ଚଳିକ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି --2026 ଅନୁଷ୍ଠିତ |   (13-Oct-2026)       ||      ଗଜଲକ୍ଷ୍ମୀ ପୂଜା ପାଇଁ ଶିକର ପାଇ ରେ ଶୁଭ ଖୁଣ୍ଟି ସ୍ଥାପନ |    (13-Oct-2026)       ||      ସାମ୍ବାଦିକ ମାନଙ୍କୁ ଧମକ ଦେବ ଅଭିଯୋଗ ରେ ଏସପି ଙ୍କୁ ସ୍ମାରକ ପତ୍ର ଦେଲେ ସାମ୍ବାଦିକ ମାନେ |    (13-Oct-2026)       ||      ତାଳ ପଡା ନୋଡାଲ ଉଚ୍ଚ ବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -2026ଅନୁଷ୍ଠିତ |   (13-Oct-2026)       ||     

ସ୍ୱଚ୍ଛ ଓ ତ୍ରୁଟି ଶୂନ୍ୟ ଭୋଟର ତାଲିକା ପଞ୍ଚାୟତ ନିର୍ବାଚନ ପୂର୍ବରୁ ପ୍ରସ୍ତୁତି ପାଇଁ ତାଲିମ ଅନୁଷ୍ଠିତ |

15-Oct-2026

ପଞ୍ଚାୟତ ନିର୍ବାଚନ ପୂର୍ବରୁ ସ୍ୱଚ୍ଛ ଓ ତ୍ରୁଟିଶୂନ୍ୟ ଭୋଟର ତାଲିକା ପ୍ରସ୍ତୁତି ପାଇଁ ତାଲିମ ଅନୁଷ୍ଠିତ |

ଓଡିଶା ଜନମତ ରାୟଗଡ଼ା, ୧୪/୧୦,

 କାମେଶ୍ୱର କରକରିଆ :------

ରାୟଗଡ ବ୍ଲକ ସଦଭାବନା ଗୃହରେ ଦୁଇଦିନ ଧରି ବୁଥ ସ୍ତରୀୟ ଅଧିକାରୀ, ଗ୍ରାମ ପଞ୍ଚାୟତ ସ୍ତରୀୟ ସୂପରଭାଇଜର ଏବଂ ସର୍ଭେ ଦଳଙ୍କ ତାଲିମ ଅନୁଷ୍ଠିତ ହୋଇଯାଇଛି । ଆଗାମୀ ତ୍ରି ସ୍ତରୀୟ ପଞ୍ଚାୟତ ନିମନ୍ତେ ରାଜ୍ୟ ନିର୍ବାଚନ କମିଶନ ୱାର୍ଡ ୱାରି ଭୋଟର ତାଲିକା ପ୍ରସ୍ତୁତି ଆରମ୍ଭ କରିଛନ୍ତି । ରାୟଗଡ ଜିଲ୍ଲାରେ ଏହି ପ୍ରକ୍ରିୟା ଅକ୍ଟୋବର  ଛବିଶି ତାରିଖରୁ ଆରମ୍ଭ ହେବ । ସର୍ଭେ ଦଳ ଘରକୁ ଘର ବୁଲି ଏହା ପ୍ରସ୍ତୁତ କରିବେ । ପ୍ରତି ୱାର୍ଡର ଭୋଟର ଗୋଟିଏ ଘର ନମ୍ୱରରେ   ଯୋଡ଼ିହେବା ସହ ନୂତନ ଓ ବାଦ ପଡ଼ିଥିବା ଭୋଟର ଚିହ୍ନଟ ହେବେ ।  ଫଳରେ ସମସ୍ତ ଯୋଗ୍ୟ ଭୋଟର ସ୍ଥାନିତ ହେବା ସହ ଅଯୋଗ୍ୟ ଭୋଟର ବାଦ୍ ପଡ଼ିବେ ।  ଜିଲ୍ଲା ସ୍ତରରେ ଏଥିପାଇଁ ଅକ୍ଟୋବର ସାତ ତାରିଖରେ ତାଲିମ ପ୍ରଦାନ କରାଯାଇଥିଲା । 
ବିଡ଼ିଓ ସୁଜିତ କୁମାର ମିଶ୍ର, ଏ ବିଡ଼ିଓ କାଳୁ ଚରଣ ନାୟକ, ଜିପିଡିଓ ସ୍ମୃତିରେଖା ନାୟକ, ପିଇଓ ସୁନୀଲ ବ୍ରହ୍ମା ଓ ପ୍ରଧାନ ଶିକ୍ଷକ ନିଳାଞ୍ଚଳ ମିଶ୍ର ସମ୍ବଳ ବ୍ୟକ୍ତି ଭାବରେ ତାଲିମ ପ୍ରଦାନ କରିଥିଲେ ।
ରାୟଗଡ ବ୍ଲକର ମୋଟ ଏକ ଶହ ଅନତିରିଶି ଗୋଟି ବିଧାନସଭା ବୁଥ ନିମନ୍ତେ ପ୍ରତି ବୁଥ ପାଇଁ ଗୋଟିଏ ଲେଖାଏଁ ସର୍ଭେ ଦଳ ଗଠନ କରାଯାଇ  ତାଲିମ ପ୍ରଦାନ କରାଯାଇଥିଲା ।  ଦୁଇଦିନ ଧରି ଚାରୋଟି ପର୍ଯ୍ୟାୟରେ ଏହି ତାଲିମ ପ୍ରଦାନ କରାଯାଇଥିଲା । ଏହି ସର୍ଭେ ଦଳ ରାୟଗଡ ବ୍ଲକର ମୋଟ ତିନି ଶହ ସତେଇଶି ଗୋଟି ୱାର୍ଡ ନିମନ୍ତେ ୱାର୍ଡ ସ୍ତରୀୟ ଭୋଟର ତାଲିକା ପ୍ରସ୍ତୁତ କରିବେ ବୋଲି ବିଡ଼ିଓ ସୁଜିତ କୁମାର ମିଶ୍ର ପ୍ରକାଶ କରିଛନ୍ତି ।

News Comment

You Might Also Like

BACK TO TOP