Breaking News

ମହିଳାଙ୍କ ଆର୍ଥିକ ସଶକ୍ତି କରଣ ନିମନ୍ତେ ଛତୁ ଚାଷ ତାଲିମ ଓ କର୍ମଶାଳା ଅନୁଷ୍ଠିତ |    (16-Oct-2026)       ||      ଆବାସିକ ସେବାଶ୍ରମ ପାର୍ସାଲିର ପ୍ରଧାନ ସେବକ ଙ୍କୁ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା |    (16-Oct-2026)       ||      4ପରିବାର ର 9ବଖରା ଘର ଭୟାବହ ଅଗ୍ନି କାଣ୍ଡରେ ଭଶ୍ମିଭୁତ |    (16-Oct-2026)       ||      ସେବା ସଂକଳ୍ପ ଅଭିଯାନ ଅନ୍ତର୍ଗତ ଦିବ୍ୟାଙ୍ଗ ସହାୟତା କାର୍ଯ୍ୟକ୍ରମ |    (16-Oct-2026)       ||      ତାରାତାରିଣୀ ମହାବିଦ୍ୟାଳୟ ରେ ସଭାପତି ଭାବେ ଜିତେନ୍ଦ୍ର କୁମାର ପଣ୍ଡା ଓ ଉପସଭାପତି ହେଲେ ଶୁଭଙ୍କର ସାହୁ |    (15-Oct-2026)       ||      ପୂଜାରୀ ଗୁଡାରେ ବ୍ଳକ ସ୍ତରୀୟ ଶିଶୁ ମହୋତ୍ସସୁରଭି -2026 ଅନୁଷ୍ଠିତ ||ବ    (15-Oct-2026)       ||      ସ୍ୱଚ୍ଛ ଓ ତ୍ରୁଟି ଶୂନ୍ୟ ଭୋଟର ତାଲିକା ପଞ୍ଚାୟତ ନିର୍ବାଚନ ପୂର୍ବରୁ ପ୍ରସ୍ତୁତି ପାଇଁ ତାଲିମ ଅନୁଷ୍ଠିତ |   (15-Oct-2026)       ||      ଶିଶୁ ମହୋତ୍ସବ ସୁରଭି କାର୍ଯ୍ୟକ୍ରମ ଚଢ଼େୟା ପଡା ଠାରେ ଅନୁଷ୍ଠିତ |   (15-Oct-2026)       ||      ବେଗୁନିଆପଡା ବିଜେପି ମଣ୍ଡଳ ତରଫରୁ ରକ୍ତଦାନ ଶିବିର ଅନୁଷ୍ଠିତ |   (15-Oct-2026)       ||      ପୋଲସରା ବିଜ୍ଞାନ ମହାବିଦ୍ୟାଳୟ ରେ ଛାତ୍ର ସଂସଦ ନିର୍ବାଚନ ଫଳ ଘୋଷିତ |   (15-Oct-2026)       ||      ମିଳିତ ଉଦ୍ୟଗୋ ରେ ଖଲ୍ଲିକୋଟ ରେଡକ୍ଟର ଅବଦୁଲ କଲାମ ଙ୍କ 95ତମ ଜୟନ୍ତୀ ପାଳିତ |   (15-Oct-2026)       ||      ବହୁଦିନର ଦାବିକୁ ସାକାର କଲେ ଖଲ୍ଲିକୋଟ ଏନଏସି ଅଧିକାରୀ ଜଗନ୍ନାଥ ମଦିର ରେ ଆଠଗୋଟି ଏଲଇଡ଼ି ଲାଇଟ ଲଗାଇ |    (15-Oct-2026)       ||      ବରଗଡ଼ ରେ ନୂତନ ଭୋଟର ପଞ୍ଜିକରଣ ପାଇଁ 4,014 ଆବେଦନ ଗ୍ରହଣ ||   (15-Oct-2026)       ||      ପଦ୍ମପୁର ପିଏମ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ କୁ ଉଚ୍ଚ ଶିକ୍ଷା ଅଧିକାରୀ ଙ୍କ ପରିଦର୍ଶନ ||   (15-Oct-2026)       ||      ପୋଲସରା ଏ 1 - ଗ୍ରେଡ଼ ଆଶାଇ ଛାତ୍ର, ଛାତ୍ରୀ ଙ୍କ ଦୁଇ ଦିବସିୟ ଦକ୍ଷତା ବୃଦ୍ଧି କର୍ମଶାଳା ଅନୁଷ୍ଠିତ |   (14-Oct-2026)       ||      ଗୁରୁଜଙ୍ଗ ଏମ ପି ଏଲ -1-କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ "ସୁରଭି `ଅନୁଷ୍ଠିତ ||   (14-Oct-2026)       ||      ଚୋରା ଚାଲାଣ ବେଳେ ବାଲି, ମୋରମ ବୋଝେଇ 7ଗୋଟି ଗାଡି ଜବତ ଓ ଡ୍ରାଇଭର ଗିରଫ ||   (14-Oct-2026)       ||      ବିଦ୍ୟୁତ ଆଘାତରେ ଚାଷୀର ମୃତ୍ୟୁ |    (14-Oct-2026)       ||      କବିସୂର୍ଯ୍ୟ ନଗରନିର୍ବାଚନ ମଣ୍ଡଳି ବିଜୁ ଜନତା ଦଳ ସକ୍ରିୟ |    (13-Oct-2026)       ||      ଦାରିଙ୍ଗବାଡି ରେ ଚୋରି ଓ ଅପରାଧୀର ଗୁମର ଖୋଲିବ ସିସି ଟିଭି |   (13-Oct-2026)       ||     

ଆବାସିକ ସେବାଶ୍ରମ ପାର୍ସାଲିର ପ୍ରଧାନ ସେବକ ଙ୍କୁ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା |

16-Oct-2026

ଆବାସିକ ସେବାଶ୍ରମ ପାର୍ସାଲିର ପ୍ରଧାନ ସେବକଙ୍କୁ ଅବସରକାଳୀନ ବିଦାୟ ସମ୍ବର୍ଦ୍ଧନା

ଶିକ୍ଷକ, ଶିକ୍ଷୟିତ୍ରୀ ଓ ଛାତ୍ରଛାତ୍ରୀଙ୍କ ପକ୍ଷରୁ ଭାବବିହ୍ୱଳ ବିଦାୟ

ଓଡିଶା ଜନମତ ରାୟଗଡ଼ା, ୧୪/୧୦( କାମେଶ୍ୱର କରକରିଆ):- ରାୟଗଡ଼ା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ୍‌ ଅନ୍ତର୍ଗତ ପାର୍ସାଲି ଆବାସିକ ସେବାଶ୍ରମର ପ୍ରଧାନ ସେବକ ଶ୍ରୀ ଚନ୍ଦ୍ରସେନ ଶ୍ରୀରାମଙ୍କ ଅବସରକାଳୀନ ବିଦାୟ ସମ୍ବର୍ଦ୍ଧନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି। ଦୀର୍ଘଦିନ ଧରି ଶିକ୍ଷା ଓ ଛାତ୍ରଛାତ୍ରୀଙ୍କ ସେବାରେ ନିଜକୁ ନିୟୋଜିତ କରିଥିବା ଶ୍ରୀରାମଙ୍କୁ ଏହି ଅବସରରେ ଶିକ୍ଷକ, ଶିକ୍ଷୟିତ୍ରୀ ଓ ଛାତ୍ରୀମାନଙ୍କ ପକ୍ଷରୁ ଭାବବିହ୍ୱଳ ବିଦାୟ ଦିଆଯାଇଥିଲା। ଏହି ସଭାରେ ମୁଖ୍ୟ ଅତିଥି ଭାବେ ବ୍ଲକ୍‌ ସମ୍ପ୍ରସାରଣ ଅଧିକାରୀ ଶ୍ରୀ ଚନ୍ଦନଦାସ ବାଙ୍ଗାରି ଯୋଗଦେଇଥିବା ବେଳେ ଏସ୍‌ଏମ୍‌ସି ସଭାପତି ଶ୍ରୀ ମୁନା ସିକକା ଓ ଭାରପ୍ରାପ୍ତ ପ୍ରଧାନ ସେବିକା ଶ୍ରୀମତୀ ଅଞ୍ଜଳି ନାଚିକା ମଞ୍ଚାସୀନ ଥିଲେ। ପ୍ରାରମ୍ଭରେ ସେବାଶ୍ରମର ଶିକ୍ଷକ ଓ ଶିକ୍ଷୟିତ୍ରୀମାନେ ପୁଷ୍ପଗୁଚ୍ଛ ପ୍ରଦାନ କରି ଶ୍ରୀରାମଙ୍କୁ ସ୍ୱାଗତ ଜଣାଇଥିଲେ। ପରେ ସେବାଶ୍ରମର ଛାତ୍ରୀମାନେ ବିଦାୟକାଳୀନ ସଙ୍ଗୀତ ପରିବେଷଣ କରିଥିଲେ। ଏହି କାର୍ଯ୍ୟକ୍ରମରେ ଅବସରପ୍ରାପ୍ତ ପ୍ରଧାନ ସେବକ ଶ୍ରୀରାମଙ୍କ ପରିବାର ସଦସ୍ୟ ମଧ୍ୟ ଉପସ୍ଥିତ ଥିଲେ। ସଭାରେ ଶିକ୍ଷକ ଶ୍ରୀ ଆରକ୍ଷିତ କୌଶଲ୍ୟା, ଶ୍ରୀ ବୀରେନ୍ଦ୍ର କୌଶଲ୍ୟା, ଶ୍ରୀ ଚନ୍ଦ୍ରଶେଖର କାଡ୍ରାକା ଓ ଭାରପ୍ରାପ୍ତ ପ୍ରଧାନ ସେବିକା ଶ୍ରୀମତୀ ଅଞ୍ଜଳି ନାଚିକା ଶ୍ରୀରାମଙ୍କ କାର୍ଯ୍ୟଦକ୍ଷତା, ଶିକ୍ଷା ପ୍ରତି ନିଷ୍ଠା ଓ ଛାତ୍ରଛାତ୍ରୀଙ୍କ ପ୍ରତି ତାଙ୍କର ଅବଦାନ ସମ୍ପର୍କରେ ନିଜ ନିଜର ମତ ରଖିଥିଲେ। ତାଙ୍କର କର୍ମମୟ ଜୀବନ ଅନ୍ୟ ଶିକ୍ଷକମାନଙ୍କ ପାଇଁ ପ୍ରେରଣାଦାୟକ ବୋଲି ମତ ପ୍ରକାଶ ପାଇଥିଲା। ମୁଖ୍ୟ ଅତିଥି ଶ୍ରୀ ଚନ୍ଦନଦାସ ବାଙ୍ଗାରି ନିଜ ଅଭିଭାଷଣରେ ଶିକ୍ଷାଦାନ ସହିତ ଛାତ୍ରଛାତ୍ରୀଙ୍କ ଉତ୍ତମ ଚରିତ୍ର ଗଠନ ଓ କର୍ତ୍ତବ୍ୟନିଷ୍ଠା ଉପରେ ଗୁରୁତ୍ୱାରୋପ କରିଥିଲେ। ଅବସରପ୍ରାପ୍ତ ପ୍ରଧାନ ସେବକ ଶ୍ରୀରାମ ମଧ୍ୟ ସେବାଶ୍ରମର ଛାତ୍ରଛାତ୍ରୀଙ୍କୁ ଶିକ୍ଷାର ମହତ୍ତ୍ୱ ଓ ଜୀବନରେ କର୍ତ୍ତବ୍ୟ ପାଳନର ଆବଶ୍ୟକତା ସମ୍ପର୍କରେ ବୁଝାଇଥିଲେ। ଏଥିସହ ଶିକ୍ଷକ ଓ ଶିକ୍ଷୟିତ୍ରୀମାନଙ୍କୁ ନିଜ କର୍ତ୍ତବ୍ୟକୁ ସେବା ମନୋଭାବ ନେଇ ସମ୍ପାଦନ କରିବାକୁ ପରାମର୍ଶ ଦେଇଥିଲେ।
ଶେଷରେ ସେବାଶ୍ରମର ସମସ୍ତ ଶିକ୍ଷକ, ଶିକ୍ଷୟିତ୍ରୀ, ଏଏନ୍‌ଏମ୍‌, ସିସିଏ ଓ ଏଲ୍‌ସିସିଏଙ୍କ ସହଯୋଗରେ କାର୍ଯ୍ୟକ୍ରମ ସମ୍ପନ୍ନ ହୋଇଥିଲା। ଶ୍ରୀରାମଙ୍କ ଅବସର ଅବସରରେ ତାଙ୍କର ଦୀର୍ଘଦିନର ସେବା ଓ ଅବଦାନକୁ ମନେ ପକାଇ ସମସ୍ତେ ତାଙ୍କର ସୁସ୍ଥ, ସୁଖମୟ ଓ ଶାନ୍ତିପୂର୍ଣ୍ଣ ଅବସର ଜୀବନ କାମନା କରିଥିଲେ।

News Comment

You Might Also Like

BACK TO TOP