Breaking News

ସର୍ପ ଦଂଶନ ଯୋଗୁଁ ଯୁବ ଚାଷୀ ମୃତ ||   (16-Oct-2026)       ||      ଚମାଖଣ୍ଡି ହାଇସ୍କୁଲ ସାମ୍ନା ରେ ଦୁର୍ଘଟଣାରେ ଜଣେ ମୃତ ସହିତ 10ରୁ ଅଧିକ ବ୍ୟକ୍ତି ଆହାତ ||   (16-Oct-2026)       ||      ବେଢ଼ ଉଚ୍ଚ ବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -26 ଅନୁଷ୍ଠିତ |   (16-Oct-2026)       ||      ସମଲ ଉଚ୍ଚବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -2026 ଅନୁଷ୍ଠିତ |   (16-Oct-2026)       ||      ଛାତ୍ର ସଂସଦ ନିର୍ବାଚନ ରେ କୋଦଳା କଲେଜରେ ବିଜେଡି ଛାତ୍ର ଙ୍କ ବାଜିମାତ |   (16-Oct-2026)       ||      ମହିଳାଙ୍କ ଆର୍ଥିକ ସଶକ୍ତି କରଣ ନିମନ୍ତେ ଛତୁ ଚାଷ ତାଲିମ ଓ କର୍ମଶାଳା ଅନୁଷ୍ଠିତ |    (16-Oct-2026)       ||      ଆବାସିକ ସେବାଶ୍ରମ ପାର୍ସାଲିର ପ୍ରଧାନ ସେବକ ଙ୍କୁ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା |    (16-Oct-2026)       ||      4ପରିବାର ର 9ବଖରା ଘର ଭୟାବହ ଅଗ୍ନି କାଣ୍ଡରେ ଭଶ୍ମିଭୁତ |    (16-Oct-2026)       ||      ସେବା ସଂକଳ୍ପ ଅଭିଯାନ ଅନ୍ତର୍ଗତ ଦିବ୍ୟାଙ୍ଗ ସହାୟତା କାର୍ଯ୍ୟକ୍ରମ |    (16-Oct-2026)       ||      ତାରାତାରିଣୀ ମହାବିଦ୍ୟାଳୟ ରେ ସଭାପତି ଭାବେ ଜିତେନ୍ଦ୍ର କୁମାର ପଣ୍ଡା ଓ ଉପସଭାପତି ହେଲେ ଶୁଭଙ୍କର ସାହୁ |    (15-Oct-2026)       ||      ପୂଜାରୀ ଗୁଡାରେ ବ୍ଳକ ସ୍ତରୀୟ ଶିଶୁ ମହୋତ୍ସସୁରଭି -2026 ଅନୁଷ୍ଠିତ ||ବ    (15-Oct-2026)       ||      ସ୍ୱଚ୍ଛ ଓ ତ୍ରୁଟି ଶୂନ୍ୟ ଭୋଟର ତାଲିକା ପଞ୍ଚାୟତ ନିର୍ବାଚନ ପୂର୍ବରୁ ପ୍ରସ୍ତୁତି ପାଇଁ ତାଲିମ ଅନୁଷ୍ଠିତ |   (15-Oct-2026)       ||      ଶିଶୁ ମହୋତ୍ସବ ସୁରଭି କାର୍ଯ୍ୟକ୍ରମ ଚଢ଼େୟା ପଡା ଠାରେ ଅନୁଷ୍ଠିତ |   (15-Oct-2026)       ||      ବେଗୁନିଆପଡା ବିଜେପି ମଣ୍ଡଳ ତରଫରୁ ରକ୍ତଦାନ ଶିବିର ଅନୁଷ୍ଠିତ |   (15-Oct-2026)       ||      ପୋଲସରା ବିଜ୍ଞାନ ମହାବିଦ୍ୟାଳୟ ରେ ଛାତ୍ର ସଂସଦ ନିର୍ବାଚନ ଫଳ ଘୋଷିତ |   (15-Oct-2026)       ||      ମିଳିତ ଉଦ୍ୟଗୋ ରେ ଖଲ୍ଲିକୋଟ ରେଡକ୍ଟର ଅବଦୁଲ କଲାମ ଙ୍କ 95ତମ ଜୟନ୍ତୀ ପାଳିତ |   (15-Oct-2026)       ||      ବହୁଦିନର ଦାବିକୁ ସାକାର କଲେ ଖଲ୍ଲିକୋଟ ଏନଏସି ଅଧିକାରୀ ଜଗନ୍ନାଥ ମଦିର ରେ ଆଠଗୋଟି ଏଲଇଡ଼ି ଲାଇଟ ଲଗାଇ |    (15-Oct-2026)       ||      ବରଗଡ଼ ରେ ନୂତନ ଭୋଟର ପଞ୍ଜିକରଣ ପାଇଁ 4,014 ଆବେଦନ ଗ୍ରହଣ ||   (15-Oct-2026)       ||      ପଦ୍ମପୁର ପିଏମ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ କୁ ଉଚ୍ଚ ଶିକ୍ଷା ଅଧିକାରୀ ଙ୍କ ପରିଦର୍ଶନ ||   (15-Oct-2026)       ||      ପୋଲସରା ଏ 1 - ଗ୍ରେଡ଼ ଆଶାଇ ଛାତ୍ର, ଛାତ୍ରୀ ଙ୍କ ଦୁଇ ଦିବସିୟ ଦକ୍ଷତା ବୃଦ୍ଧି କର୍ମଶାଳା ଅନୁଷ୍ଠିତ |   (14-Oct-2026)       ||     

ଚମାଖଣ୍ଡି ହାଇସ୍କୁଲ ସାମ୍ନା ରେ ଦୁର୍ଘଟଣାରେ ଜଣେ ମୃତ ସହିତ 10ରୁ ଅଧିକ ବ୍ୟକ୍ତି ଆହାତ ||

16-Oct-2026

ଭୟଙ୍କର ଦୁର୍ଘଟଣା, ଜଣେ ମୃତ ୧୦ ରୁ ଅଧିକ ଆହତ।

ଓଡିଶା ଜନ ମତ, ବ୍ରହ୍ମପୁର, କୈଳାଶ ଚନ୍ଦ୍ର ଚୌଧୁରୀ :---

ଗଞ୍ଜାମ ଜିଲ୍ଲା ଚମାଖଣ୍ଡି ଥାନା ଅନ୍ତର୍ଗତ ଚମାଖଣ୍ଡି ଛକ ଜାତୀୟ ରାଜପଥ ଉପରେ ଛତ୍ରପୁର ଅଭିମୁଖି ଏକ କାର୍ ଗୋଟିଏ ଟ୍ରକ କୁ ଧକ୍କା ଫଳରେ ଦୁଇଟି ଯାକ ଗାଡ଼ି ନିୟନ୍ତ୍ରଣ ହରାଇ କିଛି ମୋଟରସାଇକେଲ ଓ ଗୋଟିଏ ସାଇକେଲ ଉପରେ ଚଢ଼ିଯାଇ ଥିଲା। ଯାହା ଫଳରେ ସବୁ ମୋଟରସାଇକେଲ ଓ ସାଇକେଲ ଗାଡ଼ି ତଳେ ଚାପି ହୋଇ ଯାଇଥିଲା ଓ ଏହି ଦୁର୍ଘଟଣା ରେ ଛତ୍ରପୁର ଟ୍ରେଜେରି କାର୍ଯ୍ୟାଳୟ କର୍ମଚାରୀ ରୋଜାଲିନ ମିଶ୍ର ଙ୍କ ମୃତ୍ୟୁ ଘଟିଛି ଓ ସେହି କାର୍ଯ୍ୟାଳୟ କର୍ମଚାରୀ ଟି କ୍ରିଷ୍ଣା ଙ୍କ ସମେତ ନିକଟସ୍ଥ ଗ୍ରାମର କୃଷ୍ଣଚନ୍ଦ୍ର ବିଷୋୟୀ,ରୋଷନ ନାହାକ, ଲକ୍ଷ୍ମୀଧର ଗୌଡ଼, ପ୍ରଭାକର ନାୟକ, ଲିପ୍ସା ରାଣୀ ଓ ମୋହନ ଚନ୍ଦ୍ର ଙ୍କ ସହ ଉତ୍ତରପ୍ରଦେଶ ର ବିନୋଦ କୁମାର ଓ ବିକାଶ ରାଜପୁତ ପ୍ରମୁଖ ଗୁରୁତର ଅବସ୍ଥାରେ ବ୍ରହ୍ମପୁର ବଡ଼ ଡ଼ାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି ଓ ଅନ୍ୟ ଦୁଇ ଜଣ ଯୋଶୱନ୍ତ ରେଡ଼ି ଓ ଚନ୍ଦନ ରାଉଳ ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି ହୋଇଛନ୍ତି। ଦୁର୍ଘଟଣା ପରେ ଅଞ୍ଚଳ ବାସୀ ଜାତୀୟ ରାଜପଥ ଅବରୋଧ କରି ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ତତକ୍ଷଣାତ୍ ଗଞ୍ଜାମ ଏସ୍ ପି ହରିଶ୍ ବିଷି,ଛତ୍ରପୁର ବିଧାୟକ କୃଷ୍ଣ ନାୟକ, ପୁର୍ବତନ ବିଧାୟକ ନାରାୟଣ ରେଡ୍ଡୀ ଘଟଣାସ୍ଥଳରେ ପହଞ୍ଚି ବିକ୍ଷୋଭକାରି ମାନଙ୍କୁ ବୁଝାସୁଝା କରିବା ପରେ ରାସ୍ତା ଅବରୋଧ ପ୍ରତ୍ୟାହୃତ କରିଥିଲେ ‌।

News Comment

You Might Also Like

BACK TO TOP