Breaking News

ବୁଗୁଡ଼ା ପିପୁଲସ ହାଇସ୍କୁଲ ର 1992 ମାଟ୍ରିକ ବ୍ୟାଚ ଛାତ୍ର ଙ୍କ ପ୍ରଥମ ବନ୍ଧୁ ମିଳନ |    (22-Dec-2024)       ||      ଖଲ୍ଲିକୋଟ କନକା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ |    (22-Dec-2024)       ||      ଲଗାଣ ବର୍ଷା ରେ ଚାଷୀ ବେହାଲ |    (21-Dec-2024)       ||      ପାଟ ଖଣ୍ଡା ପବ୍ଲିକ ସ୍କୁଲ ରେ 27ତମ ବାର୍ଷିକ କ୍ରୀଡା ଉଦଯାପିତ |   (21-Dec-2024)       ||      ବାଲିଗୁଡା କାଳୀ ମନ୍ଦିର ଠାରେ ଜଳିଗଲା କ୍ରିଷ୍ଣା ଘରୋଇ ବସ |    (21-Dec-2024)       ||      ଅଦିନିଆ ଲଗାଣ ବର୍ଷାରେ ଭିଜିଲା ଚାଷୀଙ୍କ କଟା ଧାନ, ଚିନ୍ତାରେ ଚାଷୀ |    (21-Dec-2024)       ||      କେନ୍ଦ୍ରୀୟ ବିଦ୍ୟାଳୟ ପ୍ରତିଷ୍ଠା ପାଇଁ ଶିକ୍ଷା ମନ୍ତ୍ରୀ ଙ୍କ ପାଖରେ ଦାବୀ କଲେ ଆସ୍କା ସାଂସଦ |   (21-Dec-2024)       ||      ଲୋକସଭା ର ସରିଲା ଶୀତ ଅଧିବେଶନ ||   (21-Dec-2024)       ||      ଉତ୍ତମ ସେବା ପାଈଁ ଜରଡ଼ା ଥାନା ଷ୍ଟାଫ ଏସପି ଙ୍କ ଠାରୁ ସମ୍ବର୍ଦ୍ଧିତ ||   (20-Dec-2024)       ||      ବୁଗୁଡ଼ା ଅଞ୍ଚକ ରେ ଲଗାଣ ବର୍ଷା ରେ କଟା ଧାନ ଫସଲ ନଷ୍ଟ |    (20-Dec-2024)       ||      ବାଲିଗୁଡା ଥାନା କୁଟିକିଆ ଅଞ୍ଚଳ ରୁ 120 ଏକର ଗଞ୍ଜେଇ ଗଛ ନଷ୍ଟ କଲା ପୋଲିସ |   (20-Dec-2024)       ||      ଜିଲ୍ଲା ଶିକ୍ଷା ବିଭାଗ ର ଜିଲ୍ଲା ପ୍ରକଳ୍ପ ପରିଚାଳନା ବିଭାଗ ର ବୈଠକ ଅନୁଷ୍ଠିତ |   (20-Dec-2024)       ||      ଦଣ୍ଡପଦର ଆଦର୍ଶ ବିଦ୍ୟାଳୟ ରେ ବାର୍ଷିକ କ୍ରୀଡା ଅନୁଷ୍ଠିତ |    (20-Dec-2024)       ||      ପୁରୁଷୋତ୍ତମପୁର ଏନଏସି ବୈଠକ ହଲ ରେ ସପ୍ତମ କାଉନ ସିଲ ବୈଠକ ଅନୁଷ୍ଠିତ |    (20-Dec-2024)       ||      ଯୋଗାଣ ସହାୟକ ନିଯୁକ୍ତି ରେ ଆଦିବାସୀ ଙ୍କୁ ପ୍ରାଥମିକତା ଦେବା ପାଈଁ ବିଡ଼ିଓ ଙ୍କୁ ଦାବି ପତ୍ର ପ୍ରଦାନ |    (20-Dec-2024)       ||      ଅଦିନିଆ ବର୍ଷାଯୋଗୁଁ ପାଚିଲା ଧାନ ଚାଷ କ୍ଷତିଗ୍ରସ | ଚିନ୍ତାରେ ଚାଷୀ |    (20-Dec-2024)       ||      ଭୁବନେଶ୍ୱର ରେ ଅଙ୍ଗନୱାଡି କର୍ମୀଙ୍କ ବିଭିର୍ଣ୍ଣ ଦାବି ନେଇ ଧାରଣା |    (20-Dec-2024)       ||      ଦୁଈ ଦିନିଆ ଓଡିଶା ଗ୍ରସ୍ତ ରେ ଆସୁଛନ୍ତି ଅମିତଶାହା |    (20-Dec-2024)       ||      ଆସ୍କା ସୂତାକଳ ର ଭାଗ୍ୟ ବଦକି ବକି???   (19-Dec-2024)       ||      ମୌଳିକ ସୁବିଧାରୁ ବଞ୍ଚିତ ମୋହନ ଗୁଡା ଗାଁ ଲୋକେ |    (19-Dec-2024)       ||     

ବାଲିଗୁଡା କାଳୀ ମନ୍ଦିର ଠାରେ ଜଳିଗଲା କ୍ରିଷ୍ଣା ଘରୋଇ ବସ |

21-Dec-2024

ବାଲିଗୁଡା କାଳୀ ମନ୍ଦିର ଠାରେ ଜଳିଗଲା ଘରୋଇ ବସ କ୍ରିଷ୍ଣା,

               ଓଡିଶା  ଜନମତ  ବ୍ୟୁରୋ ,

ବାଲିଗୁଡ଼ା: ୨୧/୧୨:  କନ୍ଧମାଳ ଜିଲ୍ଲା ବାଲିଗୁଡା ମେଡିକାଲ ସମ୍ମୁଖ ଗଳି ତଥା ଥାନା ଓ କାଳୀ ମନ୍ଦିର ନିକଟରେ ଶନିବାର ଅପରାହ୍ନରେ ହୁତୁହୁତୁ ହୋଇ ଜଳିଗଲା ଘରୋଇ ବସ୍ କ୍ରିଷ୍ଣା । ଖବରପାଇ ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିବା ବେଳେ ବସଟିରଭିତର ପାଖ ସମ୍ପୂର୍ଣ୍ଣ ପୋଡି ଯାଇଥିବା ବେଳେ ବାହାର ର ମଧ୍ୟ ଅଧିକାଂଶ ଭାଗ ପୋଡ଼ି ନଷ୍ଟ ହୋଇ ଯାଇଥିବା ଜଣାପଡ଼ିଛି । ସୂଚନା ପ୍ରକାରେ ଦୀର୍ଘ ୪ମାସ ହେବ ଘରୋଇ ଯାତ୍ରୀ ବାହୀ ବସ କ୍ରିଷ୍ଣା ନଂ. ଓଆର-୧୮-ବି-୧୦୩୪ ଟି ରୁଟରେ ନଯାଇ ପଣସପଡି ଯିବା ରାସ୍ତା କଡ଼ରେ ଠିଆ ହୋଇ ରହିଥିଲା । ତେବେ ଦୀର୍ଘ ଦିନ ଧରି ରାସ୍ତା କଡରେ ଠିଆ ହୋଇଥିବା ବସରେ କିଭଳି ନିଆଁ ଲାଗିଲା ସେନେଇ ଏଯାବତ୍ କୌଣସି ସ୍ପଷ୍ଟ ସୂଚନା ମିଳିପାରିନାହିଁ । ସେପଟେ କେଉଁ କାରଣରୁ ବସରେ ନିଆଁ ଲାଗିଲା ସେନେଇ ବାଲିଗୁଡ଼ା ପୋଲିସ୍ ତଦନ୍ତ ଆରମ୍ଭ କରିଥିବା ଜଣାପଡ଼ିଛି ।

News Comment

You Might Also Like

BACK TO TOP