Breaking News

ନିଜ ଗାଁ କୁ ଫେରିଲା ମୃତ ଦେହ ଦାଦନ ଖଟିବାକୁ ଯାଇ ଶବ ହୋଈ ଫେରିଲେ |   (18-Oct-2026)       ||      ଖଲ୍ଲିକୋଟ ବ୍ଳକ କଂଗ୍ରେସ ର କର୍ମକର୍ତ୍ତା ଓ ନେତୃତ୍ୱ ମଣ୍ଡଳୀ ଙ୍କ ସମୀକ୍ଷା ବୈଠକ ||   (18-Oct-2026)       ||      କହ୍ନେଇ ପୁର ଠାରେ ଆଞ୍ଚଳିକ ସାଧନ କେନ୍ଦ୍ର ସ୍ତରୀୟ ଶିଶୁ ମହାତ୍ସବ "ସୁରଭି -26`ଅନୁଷ୍ଠିତ |   (18-Oct-2026)       ||      ଖଲ୍ଲିକୋଟ ମାର୍ଦରାଜ ବଂଶର ପ୍ରତିଷ୍ଠିତ ଦେବୀ ମା ବହୁତି ଙ୍କ ପୀଠରେ ନବରାତ୍ରି ମହୋତ୍ସବ |   (18-Oct-2026)       ||      ଟ୍ରାଫିକ ସମସ୍ୟା ର ସମାଧାନ ପାଈଁ ପଦ୍ମପୁର ରେ ପୋଲିସ ଓ ଓକିଲ ସଙ୍ଘର ଆଲୋଚନା |   (18-Oct-2026)       ||      ରାୟଗଡା ଜିଲ୍ଲା 326ନଂ ଜାତୀୟ ରାଜପଥ ଗୁମ୍ମା ଘାଟିରେ ଭୟଙ୍କର ସଡ଼କ ଦୁର୍ଘଟଣା |   (17-Oct-2026)       ||      ଦୁର୍ଗାପୂଜା ପାଇଁ ଉତ୍ସବ ମୁଖର ଓ ଚଳ ଚଞ୍ଚଳ କଲ୍ୟାଣସିଂହ ପୁର ସହର |    (17-Oct-2026)       ||      ହିଞ୍ଜିଳି କଲେଜ ଗଣ୍ଡଗୋଳ କୁ ନେଇ ବିଜେଡିର ଥାନା ଆଗରେ ଧାରଣା ||   (17-Oct-2026)       ||      ସରସ୍ବତୀ ଶିଶୁମନ୍ଦିର ରେ ଅଭିଭାବକ ଓ ଅଭିଭାବିକା ଙ୍କ ବୈଠକ ଅନୁଷ୍ଠିତ |    (17-Oct-2026)       ||      କେଶପୁର ଠାରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -26 ଅନୁଷ୍ଠିତ ||   (16-Oct-2026)       ||      ହତ୍ୟା ମାମଲାରେ କୋଦଳା ଅତିରିକ୍ତ ଦୌରାଜଜ ଙ୍କ ଅଦାଲତ ରେ ଦୁଇ ଅଭିଯୁକ୍ତ ଦୋଷୀ ସାବ୍ୟସ୍ତ |    (16-Oct-2026)       ||      ଅଶାନ୍ତ ହିଞ୍ଜିଳି କଲେଜ କ୍ୟାମ୍ପସ, ଶପଥ ଗ୍ରହଣ ପୂର୍ବରୁ ଦୁଇଗୋଷ୍ଟି ଛାତ୍ର ମୁହାଁମୁହିଁ ||   (16-Oct-2026)       ||      10.754 କିଲୋ ଗଞ୍ଜେଇ ଜବତ ଘଟଣାରେ ତଦନ୍ତ କଲା କ୍ରାଇମ ବ୍ରାଞ୍ଚ    (16-Oct-2026)       ||      ପୋକ ସାଲୁବାଲୂ ଚାଉଳରେ ରନ୍ଧା ହେଉଛି ପିଲାଙ୍କ ମଧ୍ୟାହ୍ନ ଭୋଜନ |   (16-Oct-2026)       ||      ପୋଲସରା ରେ ବ୍ଳକ ସ୍ତରୀୟ ପୋଷଣ ମାସ-- 26 କାର୍ଯ୍ୟକ୍ରମ ଅନୁଷ୍ଠିତ |   (16-Oct-2026)       ||      ରାୟଗଡା ଜିଲ୍ଳାର ବିକାଶ ମୂଳକ ପ୍ରକଳ୍ପ ର ସମୀକ୍ଷା କଲେ ହସ୍ତତନ୍ତ ବୟନ ବିଭାଗ କମିଶନର |    (16-Oct-2026)       ||      ରାୟଗଡା ଜିଲ୍ଳାରେ ଜିଲ୍ଲା ସ୍ତରୀୟ ପୋଷଣ ମାହ ପାଳନ |   (16-Oct-2026)       ||      ରାୟଗଡା ଜିଲ୍ଲା ରେ ଜିଲ୍ଲା ସ୍ତରୀୟ ପୋଷଣ ମାହ ପାଳନ |   (16-Oct-2026)       ||      ସର୍ପ ଦଂଶନ ଯୋଗୁଁ ଯୁବ ଚାଷୀ ମୃତ ||   (16-Oct-2026)       ||      ଚମାଖଣ୍ଡି ହାଇସ୍କୁଲ ସାମ୍ନା ରେ ଦୁର୍ଘଟଣାରେ ଜଣେ ମୃତ ସହିତ 10ରୁ ଅଧିକ ବ୍ୟକ୍ତି ଆହାତ ||   (16-Oct-2026)       ||     

କହ୍ନେଇ ପୁର ଠାରେ ଆଞ୍ଚଳିକ ସାଧନ କେନ୍ଦ୍ର ସ୍ତରୀୟ ଶିଶୁ ମହାତ୍ସବ "ସୁରଭି -26`ଅନୁଷ୍ଠିତ |

18-Oct-2026

କହ୍ନେଇପୁର ଠାରେ ଆଞ୍ଚଳିକ ସାଧନ କେନ୍ଦ୍ର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି–୨୦୨୬’ ଅନୁଷ୍ଠିତ |

ଓଡିଶା  ଜନମତ,,ମାଧବ ବେହେରା,ଖଲ୍ଲିକୋଟ,, 18/10 :----
ଖଲ୍ଲିକୋଟ ବ୍ଲକ ଅନ୍ତର୍ଗତ କହ୍ନେଇପୁର ସ୍ଥିତ ରାମ ଚନ୍ଦ୍ର ମର୍ଦରାଜ ଉଚ୍ଚ  ବିଦ୍ୟାଳୟ ପରିସରରେ ଆଞ୍ଚଳିକ ସାଧନ କେନ୍ଦ୍ର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି - ୨୦୨୬’ପ୍ରଧାନ ଶିକ୍ଷକ ଲଡ଼ୁ କିଶୋର ଜାଲିଙ୍କ ସଭାପତିତ୍ୱରେ ଉତ୍ସାହ ଓ ଉଦ୍ଦୀପନାର ସହିତ ଅନୁଷ୍ଠିତ ହୋଇଯାଇଛି। କହ୍ନେଇପୁର କ୍ଲଷ୍ଟର ଆଞ୍ଚଳିକ ସାଧନ ସଂଯୋଜିକା ଲିପନ ପଣ୍ଡାଙ୍କ ସଂଯୋଜନାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ସରପଞ୍ଚ ପ୍ରକାଶ ସାସମଲ ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବରେ ଏ ବି ଇ ଓ ସୁଶାନ୍ତ କୁମାର ନାୟକ,କିଶୋର ଚନ୍ଦ୍ର ଘାସି,ସାମ୍ବାଦିକ ତଥା ସମାଜସେବୀ ଅଶୋକ କୁମାର ତ୍ରିପାଠୀ,ବିଦ୍ୟାଳୟ ପରିଚାଳନା କମିଟି କର୍ମକର୍ତ୍ତା ଓ କ୍ଲଷ୍ଟରର ସମସ୍ତ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଓ ଶିକ୍ଷୟତ୍ରୀ ଯୋଗ ଦେଇଥିଲେ।ଏହି ଶିଶୁ ମହୋତ୍ସବରେ ଆଞ୍ଚଳିକ ସାଧନ କେନ୍ଦ୍ର ଅଧୀନ ୧୧ ଟି ବିଦ୍ୟାଳୟର ୧୧୦ ଜଣ ଛାତ୍ରଛାତ୍ରୀ ଯୋଗଦେଇ ନିଜର ଲୁକ୍କାୟିତ ପ୍ରତିଭା ପ୍ରଦର୍ଶନ କରିଥିଲେ। ବକ୍ତୃତା, ଚିତ୍ରାଙ୍କନ, ସୃଜନଶୀଳ ଲେଖନ, ସଙ୍ଗୀତ, ନୃତ୍ୟ ଓ ବିଭିନ୍ନ ସୃଜନାତ୍ମକ ପ୍ରତିଯୋଗିତାରେ କୁନି କୁନି ପ୍ରତିଭାମାନେ ଅଂଶଗ୍ରହଣ କରିଥିଲେ।କାର୍ଯ୍ୟକ୍ରମରେ  ଶିକ୍ଷକ,ଶିକ୍ଷୟିତ୍ରୀ ଅଭିଭାବକ ଓ ଅତିଥିମାନେ ଯୋଗଦେଇ ଛାତ୍ରଛାତ୍ରୀଙ୍କୁ ଉତ୍ସାହିତ କରିଥିଲେ। ଶିକ୍ଷା ସହିତ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଥିବା କଳା, ସାହିତ୍ୟ, ସଂସ୍କୃତି ଓ ସୃଜନଶୀଳ ପ୍ରତିଭାର ବିକାଶ ପାଇଁ ‘ସୁରଭି’ ଏକ ଉତ୍ତମ ମଞ୍ଚ ବୋଲି ଅତିଥିମାନେ ମତପ୍ରକାଶ କରିଥିଲେ।ପ୍ରତିଯୋଗିତାରେ କୃତୀ ଛାତ୍ରଛାତ୍ରୀମାନଙ୍କୁ ପୁରସ୍କାର ଓ ପ୍ରମାଣପତ୍ର ପ୍ରଦାନ କରାଯାଇଥିଲା। ଶେଷରେ ଆୟୋଜକଙ୍କ ପକ୍ଷରୁ ସମସ୍ତ ଅତିଥି, ଶିକ୍ଷକ-ଶିକ୍ଷୟିତ୍ରୀ, ଅଭିଭାବକ ଓ ଛାତ୍ରଛାତ୍ରୀଙ୍କୁ ଧନ୍ୟବାଦ ଅର୍ପଣ କରାଯାଇଥିଲା।

News Comment

You Might Also Like

BACK TO TOP