Breaking News

କଟକ ବନ ଖଣ୍ଡ ଭିଜିଲାନ୍ସ ଦ୍ଵାରା ସଫା ଗ୍ରାମରେ ଚଢ଼ାଉ କରି ଲକ୍ଷଧିକ ଟଙ୍କାର ମୂଲ୍ୟବାନ କାଠ ଜବତ ||   (09-May-2026)       ||      ଏମ୍ବିକେ ଙ୍କୁ ଚାକିରି ରୁ ଛଟେଇ ପ୍ରତିବାଦ ରେ ଛତ୍ରପୁର ବ୍ଳକ ଆଗରେ ମହିଳାଙ୍କ ଆତ୍ମହତ୍ୟା ଚେତାବନୀ |    (09-May-2026)       ||      ବୁଗୁଡ଼ା ପିପୁଲ୍ସ କଲେଜ ରେ ବିଶ୍ୱ ରେଡ଼ କ୍ରସ ଦିବସ ପାଳିତ |    (09-May-2026)       ||      ସିବିଏସ ପରୀକ୍ଷା ରେ ବ୍ଳକ ଟପ୍ପର ଛାତ୍ରୀ ଙ୍କୁ ଟ୍ରଷ୍ଟ ପକ୍ଷରୁ ସମ୍ବର୍ଦ୍ଧନା |    (09-May-2026)       ||      ବସ, ଟ୍ରକ ମୁହାଁମୁହିଁ ଧକ୍କା, 15 ଆହାତ ଜଣେ ମୃତ ||   (09-May-2026)       ||      କୋଦଳା ଥାନା ପକ୍ଷରୁ "ଜୁଭେଣ୍ଟିକା ` କାର୍ଯ୍ୟକ୍ରମ ଅନୁଷ୍ଠିତ |   (09-May-2026)       ||      ପୁରୁଷୋତ୍ତମପୁର ଥାନା ସହ ସାରାରାଜ୍ୟରେ ଉଦଘାଟିତ ହେଲା "ଜୁଭେଣ୍ଟିକା `କାର୍ଯ୍ୟକ୍ରମ!|    (08-May-2026)       ||      ପୋଲସରା ଥାନାରେ " ଜୁଭେଣ୍ଟିନା ` କାର୍ଯ୍ୟକ୍ରମ ଅନୁଷ୍ଠିତ |    (08-May-2026)       ||      ସଡ଼କ ଦୁର୍ଘଟଣା ରେ ମୃତ ପରିବାର ଙ୍କୁ ଚେକ ପ୍ରଦାନ କଲେ ବ୍ରହ୍ମପୁର ବିଧାୟକ |    (08-May-2026)       ||      ପ୍ରଶାସନ ନ ଶୁଣିବାରୁ ଯୁବକ ମାନେ ନିଜେ କାଳୀ ମନ୍ଦିର କୁ ରାସ୍ତା ତିଆରି କଲେ |    (06-May-2026)       ||      ଦକ୍ଷିଣାଞ୍ଚଳ ରାଜସ୍ବ ପ୍ରଶାସନିକ ଶାସନ ସଂସ୍କାର ସମ୍ପର୍କିତ ବୈଠକ ||   (06-May-2026)       ||      ଅଟୋ ଧକ୍କାରେ ମୋଟର ସାଇକେଲ ଚାଳକ ମୃତ |    (06-May-2026)       ||      ହିଞ୍ଜିଳି ରେ ଧାରଣା ରତ ମହିଳା ଙ୍କୁ ହତ୍ୟା ଘଟଣା ରେ ତୁରନ୍ତ ଅଭିଯୁକ୍ତ କୁ ଗିରଫ ସହଶିଶୁଙ୍କୁ ସହାୟତା ପାଈଁ ମୁଖ୍ୟମନ୍ତ୍ରୀ ଙ୍କୁ ଚିଠି ଲେଖିଲେ ବିରୋଧୀ ଦଳ ନେତା |   (06-May-2026)       ||      ପୋଲସରା ବ୍ଳକ ଟପ୍ପର ଙ୍କୁ ଟ୍ର୍ରଷ୍ଟ ପକ୍ଷରୁ ସମ୍ବର୍ଦ୍ଧନା |    (06-May-2026)       ||      କନ୍ଧ ମାଳ ପୋଲିସ ଦ୍ଵାରା 4ମାସ ମଧ୍ୟରେ 68 ଟନ ଗଞ୍ଜେଇ ସହ 38 ଟି ଗାଡି ଓ 104 ଜଣ ଗିରଫ |    (06-May-2026)       ||      ଦେଶୀ ବନ୍ଧୁକ ତିଆରି କାରଖାନା ରେ ଚଢ଼ାଉକରି ତିନୋଟି ବନ୍ଧୁକ ସହ ଜଣକୁ ଗିରଫ କଲା ତୁମୁଡିବନ୍ଧ ପୋଲିସ |    (06-May-2026)       ||      ଉଦ୍ଭିଦ ବିଜ୍ଞାନସ୍ନାତ କୋତ୍ତର ବିଭାଗ ପକ୍ଷରୁ ବିଦାୟ ସମ୍ବର୍ଦ୍ଧନା ଅନୁଷ୍ଠିତ |    (06-May-2026)       ||      ପ୍ରେମିକ ବାରଣ୍ଡାରେ ଧାରଣା ରେ ବସିଥିବା ପ୍ରେମିକା କୁ ହତ୍ୟା |   (05-May-2026)       ||      କୋଦଳା ମେଡିକାଲ ସମସ୍ୟା କୁ ନେଇ ସ୍ୱାଭିମାନ ମଞ୍ଚ ପକ୍ଷରୁ ସତ୍ୟ ଗ୍ରହ |    (05-May-2026)       ||      `ମଧୁମେହ ସଚେତନତା ଓ ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ `   (05-May-2026)       ||     

ପାଟ ଖଣ୍ଡା ପବ୍ଲିକ ସ୍କୁଲ ରେ 27ତମ ବାର୍ଷିକ କ୍ରୀଡା ଉଦଯାପିତ |

21-Dec-2024

ପାଟ୍ଟଖଣ୍ଡା ପବ୍ଲିକ ସ୍କୁଲର ୨୭ ତମ ବାର୍ଷିକ କ୍ରୀଡା ଉତ୍ସବ ଉଦଯାପିତ ,

                ଓଡିଶା ଜନମତ ବ୍ୟୁରୋ,,

ବାଲିଗୁଡା,୨୧/୧୨:  କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ପାଟ୍ଟଖଣ୍ଡା ପବ୍ଲିକ ସ୍କୁଲର ୨୭ ତମ ବାର୍ଷିକ କ୍ରୀଡା ଉତ୍ସବ ଦୁଇଦିନ ଧରି ବିଦ୍ୟାଳୟ ପରିସରରେ ମହାସମା ରୋହ ରେ ପାଳିତ ହୋଇଯାଇଛି l ପ୍ରଥମ ତଥା ଉଦଘାଟନ ଉତ୍ସବରେ ମୁଖ୍ୟ ଅତିଥି ଭାବେ ବିଦ୍ୟାଳୟ ପରିଚାଳନା କମିଟି ସମ୍ପାଦକ ସେଖ ସାଦିକ ଯୋଗ ଦେଇ କ୍ରୀଡା ପତାକା ଦେଖାଇ ଶୁଭ ଉଦଘାଟନ କରିଥିଲେ l ଦ୍ୱିତୀୟ ତଥା କ୍ରୀଡାର ଉଦଯାପନୀ ଦିବସରେ ସ୍ଥାନୀୟ ତହସିଲଦାର ଦୀପ୍ତି ରଞ୍ଜନ ବେହେରା, ସିଆରସିସି ସୌଦାମିନୀ ସାହୁ ପ୍ରମୁଖ ଅତିଥି ଭାବେ ଯୋଗ ଦେଇ ଶିକ୍ଷା ଓ କ୍ରୀଡା ସମ୍ପର୍କିତ ବିଭିନ୍ନ ଉଦାହରଣ ଦେଇ ଉପସ୍ଥିତ ଛାତ୍ରଛାତ୍ରୀ ଙ୍କୁ ସମ୍ୟକ ସୂଚନା ଦେଇ ଉତ୍ସାହିତ କରିଥିଲେ l ବିଦ୍ୟାଳୟର ଅଧ୍ୟକ୍ଷ କୃଷ୍ଣଚନ୍ଦ୍ର ମହାପାତ୍ର ଅତିଥି ମାନଙ୍କର ପରିଚୟ ପ୍ରଦାନ କରି କ୍ରୀଡା ଉତ୍ସବର ମହତ୍ୱ ସମ୍ପର୍କରେ ଉଦବୋଧନ ଦେଇଥିଲେ l କ୍ରୀଡାର ବିଭିନ୍ନ କ୍ଷେତ୍ରରେ ପାରଦର୍ଶିତା ଲାଭ କରିଥିବା  ଛାତ୍ରଛାତ୍ରୀ ମାନଙ୍କୁ ଅତିଥି ମାନଙ୍କ ଦ୍ୱାରା ପୁରସ୍କୃତ କରାଯାଇଥିଲା l ବିଦ୍ୟାଳୟର ଶିକ୍ଷୟିତ୍ରୀ ଭବାନୀ  ଦେବୀ ମଞ୍ଚ ପରିଚାଳନା କରିଥିବା ବେଳେ ଶିକ୍ଷୟିତ୍ରୀ ସ୍ମିତାରାଣୀ ବେହେରା ଧନ୍ୟବାଦ ଅର୍ପଣ କରିଥିଲେ l ଏହି ଦୁଇ ଦିନିଆ କ୍ରୀଡା ଉତ୍ସବରେ ବିଦ୍ୟାଳୟ ର ସମସ୍ତ କାର୍ଯ୍ୟକର୍ତ୍ତା ଓ ଅଭିଭାବକ ଅଭିଭାବିକା ମାନେ ଉପସ୍ଥିତ ରହି ପରିଚାଳନାରେ ସହଯୋଗ କରିଥିଲେ l

News Comment

You Might Also Like

BACK TO TOP