Breaking News

କଟକ ବନ ଖଣ୍ଡ ଭିଜିଲାନ୍ସ ଦ୍ଵାରା ସଫା ଗ୍ରାମରେ ଚଢ଼ାଉ କରି ଲକ୍ଷଧିକ ଟଙ୍କାର ମୂଲ୍ୟବାନ କାଠ ଜବତ ||   (09-May-2026)       ||      ଏମ୍ବିକେ ଙ୍କୁ ଚାକିରି ରୁ ଛଟେଇ ପ୍ରତିବାଦ ରେ ଛତ୍ରପୁର ବ୍ଳକ ଆଗରେ ମହିଳାଙ୍କ ଆତ୍ମହତ୍ୟା ଚେତାବନୀ |    (09-May-2026)       ||      ବୁଗୁଡ଼ା ପିପୁଲ୍ସ କଲେଜ ରେ ବିଶ୍ୱ ରେଡ଼ କ୍ରସ ଦିବସ ପାଳିତ |    (09-May-2026)       ||      ସିବିଏସ ପରୀକ୍ଷା ରେ ବ୍ଳକ ଟପ୍ପର ଛାତ୍ରୀ ଙ୍କୁ ଟ୍ରଷ୍ଟ ପକ୍ଷରୁ ସମ୍ବର୍ଦ୍ଧନା |    (09-May-2026)       ||      ବସ, ଟ୍ରକ ମୁହାଁମୁହିଁ ଧକ୍କା, 15 ଆହାତ ଜଣେ ମୃତ ||   (09-May-2026)       ||      କୋଦଳା ଥାନା ପକ୍ଷରୁ "ଜୁଭେଣ୍ଟିକା ` କାର୍ଯ୍ୟକ୍ରମ ଅନୁଷ୍ଠିତ |   (09-May-2026)       ||      ପୁରୁଷୋତ୍ତମପୁର ଥାନା ସହ ସାରାରାଜ୍ୟରେ ଉଦଘାଟିତ ହେଲା "ଜୁଭେଣ୍ଟିକା `କାର୍ଯ୍ୟକ୍ରମ!|    (08-May-2026)       ||      ପୋଲସରା ଥାନାରେ " ଜୁଭେଣ୍ଟିନା ` କାର୍ଯ୍ୟକ୍ରମ ଅନୁଷ୍ଠିତ |    (08-May-2026)       ||      ସଡ଼କ ଦୁର୍ଘଟଣା ରେ ମୃତ ପରିବାର ଙ୍କୁ ଚେକ ପ୍ରଦାନ କଲେ ବ୍ରହ୍ମପୁର ବିଧାୟକ |    (08-May-2026)       ||      ପ୍ରଶାସନ ନ ଶୁଣିବାରୁ ଯୁବକ ମାନେ ନିଜେ କାଳୀ ମନ୍ଦିର କୁ ରାସ୍ତା ତିଆରି କଲେ |    (06-May-2026)       ||      ଦକ୍ଷିଣାଞ୍ଚଳ ରାଜସ୍ବ ପ୍ରଶାସନିକ ଶାସନ ସଂସ୍କାର ସମ୍ପର୍କିତ ବୈଠକ ||   (06-May-2026)       ||      ଅଟୋ ଧକ୍କାରେ ମୋଟର ସାଇକେଲ ଚାଳକ ମୃତ |    (06-May-2026)       ||      ହିଞ୍ଜିଳି ରେ ଧାରଣା ରତ ମହିଳା ଙ୍କୁ ହତ୍ୟା ଘଟଣା ରେ ତୁରନ୍ତ ଅଭିଯୁକ୍ତ କୁ ଗିରଫ ସହଶିଶୁଙ୍କୁ ସହାୟତା ପାଈଁ ମୁଖ୍ୟମନ୍ତ୍ରୀ ଙ୍କୁ ଚିଠି ଲେଖିଲେ ବିରୋଧୀ ଦଳ ନେତା |   (06-May-2026)       ||      ପୋଲସରା ବ୍ଳକ ଟପ୍ପର ଙ୍କୁ ଟ୍ର୍ରଷ୍ଟ ପକ୍ଷରୁ ସମ୍ବର୍ଦ୍ଧନା |    (06-May-2026)       ||      କନ୍ଧ ମାଳ ପୋଲିସ ଦ୍ଵାରା 4ମାସ ମଧ୍ୟରେ 68 ଟନ ଗଞ୍ଜେଇ ସହ 38 ଟି ଗାଡି ଓ 104 ଜଣ ଗିରଫ |    (06-May-2026)       ||      ଦେଶୀ ବନ୍ଧୁକ ତିଆରି କାରଖାନା ରେ ଚଢ଼ାଉକରି ତିନୋଟି ବନ୍ଧୁକ ସହ ଜଣକୁ ଗିରଫ କଲା ତୁମୁଡିବନ୍ଧ ପୋଲିସ |    (06-May-2026)       ||      ଉଦ୍ଭିଦ ବିଜ୍ଞାନସ୍ନାତ କୋତ୍ତର ବିଭାଗ ପକ୍ଷରୁ ବିଦାୟ ସମ୍ବର୍ଦ୍ଧନା ଅନୁଷ୍ଠିତ |    (06-May-2026)       ||      ପ୍ରେମିକ ବାରଣ୍ଡାରେ ଧାରଣା ରେ ବସିଥିବା ପ୍ରେମିକା କୁ ହତ୍ୟା |   (05-May-2026)       ||      କୋଦଳା ମେଡିକାଲ ସମସ୍ୟା କୁ ନେଇ ସ୍ୱାଭିମାନ ମଞ୍ଚ ପକ୍ଷରୁ ସତ୍ୟ ଗ୍ରହ |    (05-May-2026)       ||      `ମଧୁମେହ ସଚେତନତା ଓ ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ `   (05-May-2026)       ||     

ଖଲ୍ଲିକୋଟ କନକା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ |

22-Dec-2024

କନକା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ ସପ୍ତମ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ,

               ଓଡିଶା   ଜନମତ  ବ୍ୟୁରୋ, 

ଖଲ୍ଲିକୋଟ ବ୍ଲକ୍ ଅନ୍ତର୍ଗତ କନକା କ୍ଲଷ୍ଟର ଅଧୀନସ୍ଥ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ , କନକା ଠାରେ ଆନୁଷ୍ଠାନିକ ରୀତିରେ ସପ୍ତମ କ୍ଲଷ୍ଟର ସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ ଦେବରାଜ ଗୈାଡ ପ୍ରଦୀପ ପ୍ରଜ୍ଜ୍ୱଳନ କରି ବୈଠକର ଶୁଭ ଉଦ୍ଘାଟନ କରିଥିଲା ବେଳେ ଶିକ୍ଷକ ନିର୍ବାସନ ନାୟକ, ଏ. ନରସିଂହ ରେଡ୍ଡୀ ଶ୍ରୀଜଗନ୍ନାଥଙ୍କ ଉଦ୍ଦେଶ୍ୟରେ ଭଜନ ପରିବେଷଣ କରିଥିଲେ । ବୈଠକର ପ୍ରାରମ୍ଭରେ ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ଡକ୍ଟର ଦ୍ବାରିକାନାଥ ମହାରଣା ବୈଠକରେ ଉପସ୍ଥିତ ଶିକ୍ଷକ ଶିକ୍ଷୟିତ୍ରୀଙ୍କୁ ସ୍ୱାଗତ ଜଣାଇ ପ୍ରତ୍ୟେକ ମାସରେ ଅନୁଷ୍ଠିତ ବୈଠକର ଆବଶ୍ୟକତା ସମ୍ପର୍କରେ ବକ୍ତବ୍ୟ ପ୍ରଦାନ କରିଥିଲେ । କେନ୍ଦ୍ର ସଂଯୋଜକ ଡକ୍ଟର ମହାରଣା ଚଳିତ ଡିସେମ୍ବର ମାସର ଶୈକ୍ଷିକ କ୍ୟାଲେଣ୍ଡର, ମୈ।ଳିକ ସାକ୍ଷରତା, ସଂଖ୍ୟା ଜ୍ଞାନ, ଏକକ ଶ୍ରେଣୀ, ବହୁ ଶ୍ରେଣୀ ପରିଚାଳନା, ପାଠ୍ୟ ଯୋଜନା, ଭାଷା ଶିକ୍ଷଣ ଆଦି ବହୁବିଧ ଦିଗ ସମ୍ପର୍କରେ ସମବେତ ପ୍ରଧାନ ଶିକ୍ଷକ/ ଶିକ୍ଷୟିତ୍ରୀ, ଏଫ୍. ଏଲ୍. ଏନ୍. ଶିକ୍ଷକ ଶିକ୍ଷୟିତ୍ରୀଙ୍କ   ସମ୍ମୁଖରେ   ପ୍ରଶିକ୍ଷଣ ପ୍ରଦାନ ସହିତ ଆଲୋଚନା କରିଥିଲେ । କ୍ଲଷ୍ଟରରେ କାର୍ଯ୍ୟରତ  ଶିକ୍ଷକ ଦେବରାଜ ଗୈାଡ, ପ୍ରଫୁଲ୍ଲ ଶବର, ନିରଞ୍ଜନ ପଣ୍ଡା, ଦେବରାଜ ଜାନି, କୃଷ୍ଣ ପ୍ରସାଦ ନାୟକ, ସୁରଥ ଦାସ, ଏ. ନିରଞ୍ଜନ ରେଡ୍ଡୀ, ସୈାମେନ୍ଦ୍ର ମୁଣ୍ଡା, ସୁନୀଲ କୁମାର ବାଡତ୍ୟା, ନିର୍ବାସନ ନାୟକ , ଏକାଦଶୀ ବେହେରା, ଶିକ୍ଷୟିତ୍ରୀ ଶ୍ରୀମତୀ ଲକ୍ଷ୍ମୀପ୍ରିୟା ପ୍ରଧାନ, ବିଦ୍ୟୁତ୍ ପ୍ରଭା ନାୟକ, ସତ୍ୟଭାମା ଦେବତା, ସବିତା ସ୍ୱାଇଁ ପ୍ରମୁଖ  ଯୋଗଦେଇଥିଲେ ।

News Comment

You Might Also Like

BACK TO TOP