Breaking News

କାଲିମେଘି ପଞ୍ଚାୟତ ରେ ବିକାଶରେ ବାଧକ ସାଜିଛି ରାଜ ନୈତିକ ତିକ୍ତତା |    (24-Oct-2026)       ||      ଅଜଣା ଟ୍ରାକ ଧକ୍କା ରେ ପ୍ରଥମ ବର୍ଷ ନର୍ସିଂ ଛାତ୍ର ମୃତ |   (24-Oct-2026)       ||      ପୋଲମା ପଞ୍ଚାୟତ ରେ ନିଜେପିର ପ୍ରଥମଶକ୍ତି କେନ୍ଦ୍ର କାର୍ଯ୍ୟାଳୟ ଉଦଘାଟିତ |    (24-Oct-2026)       ||      ସାମ୍ବାବ୍ୟ ବାତ୍ୟାକୁ ନେଇ ରାୟଗଡା ଜିଲ୍ଲା ପ୍ରଶାସନ ତରଫରୁ ଆଗୁଆ ପ୍ରସ୍ତୁତି ||   (24-Oct-2026)       ||      ବିଜେପୁର ରେ ନାବାଳିକାକୁ ହତ୍ୟା ଅଭିଯୋଗ, ପୋଖରୀ କୂଳରୁ ମୃତ ଦେହ ଉଦ୍ଧାର ||   (24-Oct-2026)       ||      ପିସିସି ସଦସ୍ୟ ଙ୍କ ଦ୍ୱାରା ଶ୍ରମିକ କାର୍ଡ ବଣ୍ଟନ |   (24-Oct-2026)       ||      ଗଞ୍ଜାମ ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ଭାବ୍ୟ ବାତ୍ୟା କୁ ନେଇ ଆଗୁଆ ପ୍ରସ୍ତୁତି ||   (24-Oct-2026)       ||      ଦଶହରା ପରେ ମା ଦୁର୍ଗା ଙ୍କୁ ଭକ୍ତି ପୂର୍ଣ୍ଣ ବିଦାୟ ଦେଲେ ଶ୍ରଦ୍ଧାଳୁ ଓ ଆୟୋଜକ ||   (23-Oct-2026)       ||      ସିଙ୍ଗାରି ଅଞ୍ଚଳର 300ରୂ ଉର୍ଦ୍ଧ କର୍ମୀ ଓସମର୍ଥକ ବିଜେପିରେ ମିଶିଲେ ||   (23-Oct-2026)       ||      ରକ୍ତ ହୀନତା ଯୋଗୁଁ ଜଣେ 20ବର୍ଷୀୟା ଯୁକ୍ତ ତିନିର ଛାତ୍ରୀଙ୍କ ମୃତ୍ୟୁ ||   (23-Oct-2026)       ||      ପୋଲିସ ଓ ବରିଷ୍ଟ ନାଗରିକ ଙ୍କ ସହଯୋଗ ରେ ଜନ ସାଧାରଣ ଙ୍କୁ ନେଇ ସାମନ୍ୱୟ ବୈଠକ ଅନୁଷ୍ଠିତ |    (23-Oct-2026)       ||      ବେଗୁନିଆପଡା 46 ନଂ ଜୋନ ରେ ବିଜେଡିର ବାଇକ ଶୋଭାଯାତ୍ରା |   (23-Oct-2026)       ||      ବିଜେପିର ଜନ ସମ୍ପର୍କ ପଦଯାତ୍ରା ବଡ଼ ଖଇର ଖମା ପଞ୍ଚାୟତ ରେ ଅନୁଷ୍ଠିତ |   (23-Oct-2026)       ||      କୃଷ୍ଣ ଚନ୍ଦ୍ର ଆରୁଖ ସ୍ମୃତି ସମ୍ମାନ ପାଇଲେ ସାହିତ୍ୟିକ ଧର୍ମା ନନ୍ଦ ମହାରଣା |    (23-Oct-2026)       ||      ଗାଡି ଆଲୁଅରେ ହେଉଛି ଶବ ସତ୍କାର, ବିକାଶର ବିଚିତ୍ର ଚିତ୍ର ||   (23-Oct-2026)       ||      କଳିଙ୍ଗାୟାନ ତୌର୍ଯ୍ୟତ୍ରୀକମ୍ ର ବରମୁଣ୍ଡା ଦୁର୍ଗାପୂଜା ମହୋତ୍ସବ ରେ ନୃତ୍ୟ ପରିବେଷଣ |   (23-Oct-2026)       ||      କଟକ ଫୁଲ ନଖରା ନିକଟରେ ସଡ଼କ ଦୁର୍ଘଟଣା ରେ ଯୁବ ଆଥ ଲେଟିକ ଙ୍କ ମୃତ୍ୟୁ ||   (23-Oct-2026)       ||      ଛତ୍ରପୁର ଜିଲ୍ଲପାଳ ଙ୍କ କାର୍ଯ୍ୟାଳୟ ଠାରେ 2027ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ପ୍ରସ୍ତୁତି ବୈଠକ |    (22-Oct-2026)       ||      ସରକାରୀ ଜାଗାକୁ ଜବରଦଖଲ କରିଥିବା ବ୍ୟକ୍ତିଙ୍କୁ ଉଛେଦ କେବେ |    (22-Oct-2026)       ||      ଟିଭିକେ ନେତା ବିଜୟ ପରେ ଆଉଜଣେ ଷ୍ଟାର ରାଜନୀତି ଗଢିବେ ଧନୁଷ ||   (22-Oct-2026)       ||     

ବିଜେପୁର ରେ ନାବାଳିକାକୁ ହତ୍ୟା ଅଭିଯୋଗ, ପୋଖରୀ କୂଳରୁ ମୃତ ଦେହ ଉଦ୍ଧାର ||

24-Oct-2026

ବିଜେପୁରରେ ନାବାଳକକୁ ହତ୍ୟା ଅଭିଯୋଗ : ପୋଖରୀ କୂଳରୁ ମୃତଦେହ ଉଦ୍ଧାର
ଓଡିଶା ଜନମତ ବରଗଡ଼ - ମନୋହର ଦାଶ

ବରଗଡ଼ ଜିଲ୍ଲା ବିଜେପୁର ଥାନା ଅନ୍ତର୍ଗତ କର୍ଣ୍ଣପା ଗ୍ରାମରେ ଜଣେ ସାତ ବର୍ଷର ଶିଶୁକୁ ନିର୍ମମ ଭାବେ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି । ମୃତ ଶିଶୁଜଣକ ହେଉଛନ୍ତି ରାଜିନ୍ଦ୍ର ଭୂଏଙ୍କ ପୁଅ ଆଶିଷ ଭୂଏ । ମିଳିଥିବା ସୂଚନା ଅନୁଯାୟୀ, ଗତ ୨୧ ତାରିଖ ଅପରାହ୍ନ ପ୍ରାୟ ୨ଟାରେ ଆଶିଷ ଖାଇସାରି ଖେଳିବାକୁ ଯାଇ ଆଉ ଘରକୁ ଫେରିନଥିଲେ । ବହୁ ଖୋଜାଖୋଜି ପରେ ପରିବାର ଲୋକେ ବିଜେପୁର ଥାନାରେ ଏକ ନିଖୋଜ ଏତଲା ଦେଇଥିଲେ । ତେବେ ୨୨ ତାରିଖ ରାତି ପ୍ରାୟ ୧୦ରୁ ୧୧ଟା ମଧ୍ୟରେ ଗାଁ ପୋଖରୀ ପାଖରେ ଆଶିଷଙ୍କ ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଥିଲା । ଶରୀରରେ ଗଭୀର ଆଘାତ ଚିହ୍ନ ସହ ରକ୍ତ ଲାଗିଥିବାରୁ ଏହା ଏକ ଯୋଜନାବଦ୍ଧ ହତ୍ୟାକାଣ୍ଡ ବୋଲି ଗ୍ରାମବାସୀ ଅଭିଯୋଗ କରିଛନ୍ତି । ଖବର ପାଇ ବିଜେପୁର ପୋଲିସ ଓ ସାଇଣ୍ଟିଫିକ୍ ଟିମ୍ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିବା ସହ ବରଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ବ୍ୟବଚ୍ଛେଦ ପାଇଁ ପଠାଇଛନ୍ତି । ଏହି ସନ୍ଦେହଜନକ ହତ୍ୟାକାଣ୍ଡ ଘଟଣାରେ ପୋଲିସ ସ୍ଥାନୀୟ ଜଣେ ୧୪ ବର୍ଷର ବାଳକ ଓ ତାଙ୍କ ବାପା-ମା’ଙ୍କୁ ଥାନାରେ ଅଟକ ରଖି ପଚରାଉଚୁରା ଚଳାଇଛି । ହତ୍ୟାକାଣ୍ଡର ପ୍ରକୃତ କାରଣ ଏପର୍ଯ୍ୟନ୍ତ ଅସ୍ପଷ୍ଟ ରହିଥିବା ବେଳେ ତୁରନ୍ତ ଦୋଷୀଙ୍କୁ ଗିରଫ କରି କଠୋର ଦଣ୍ଡ ଦେବାକୁ ମୃତ ଶିଶୁଙ୍କ କାକା ଦାବି କରିଛନ୍ତି । ଏହି ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ତୀବ୍ର ଉତ୍ତେଜନା ଓ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି ।

News Comment

You Might Also Like

BACK TO TOP