Breaking News

କାଲିମେଘି ପଞ୍ଚାୟତ ରେ ବିକାଶରେ ବାଧକ ସାଜିଛି ରାଜ ନୈତିକ ତିକ୍ତତା |    (24-Oct-2026)       ||      ଅଜଣା ଟ୍ରାକ ଧକ୍କା ରେ ପ୍ରଥମ ବର୍ଷ ନର୍ସିଂ ଛାତ୍ର ମୃତ |   (24-Oct-2026)       ||      ପୋଲମା ପଞ୍ଚାୟତ ରେ ନିଜେପିର ପ୍ରଥମଶକ୍ତି କେନ୍ଦ୍ର କାର୍ଯ୍ୟାଳୟ ଉଦଘାଟିତ |    (24-Oct-2026)       ||      ସାମ୍ବାବ୍ୟ ବାତ୍ୟାକୁ ନେଇ ରାୟଗଡା ଜିଲ୍ଲା ପ୍ରଶାସନ ତରଫରୁ ଆଗୁଆ ପ୍ରସ୍ତୁତି ||   (24-Oct-2026)       ||      ବିଜେପୁର ରେ ନାବାଳିକାକୁ ହତ୍ୟା ଅଭିଯୋଗ, ପୋଖରୀ କୂଳରୁ ମୃତ ଦେହ ଉଦ୍ଧାର ||   (24-Oct-2026)       ||      ପିସିସି ସଦସ୍ୟ ଙ୍କ ଦ୍ୱାରା ଶ୍ରମିକ କାର୍ଡ ବଣ୍ଟନ |   (24-Oct-2026)       ||      ଗଞ୍ଜାମ ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ଭାବ୍ୟ ବାତ୍ୟା କୁ ନେଇ ଆଗୁଆ ପ୍ରସ୍ତୁତି ||   (24-Oct-2026)       ||      ଦଶହରା ପରେ ମା ଦୁର୍ଗା ଙ୍କୁ ଭକ୍ତି ପୂର୍ଣ୍ଣ ବିଦାୟ ଦେଲେ ଶ୍ରଦ୍ଧାଳୁ ଓ ଆୟୋଜକ ||   (23-Oct-2026)       ||      ସିଙ୍ଗାରି ଅଞ୍ଚଳର 300ରୂ ଉର୍ଦ୍ଧ କର୍ମୀ ଓସମର୍ଥକ ବିଜେପିରେ ମିଶିଲେ ||   (23-Oct-2026)       ||      ରକ୍ତ ହୀନତା ଯୋଗୁଁ ଜଣେ 20ବର୍ଷୀୟା ଯୁକ୍ତ ତିନିର ଛାତ୍ରୀଙ୍କ ମୃତ୍ୟୁ ||   (23-Oct-2026)       ||      ପୋଲିସ ଓ ବରିଷ୍ଟ ନାଗରିକ ଙ୍କ ସହଯୋଗ ରେ ଜନ ସାଧାରଣ ଙ୍କୁ ନେଇ ସାମନ୍ୱୟ ବୈଠକ ଅନୁଷ୍ଠିତ |    (23-Oct-2026)       ||      ବେଗୁନିଆପଡା 46 ନଂ ଜୋନ ରେ ବିଜେଡିର ବାଇକ ଶୋଭାଯାତ୍ରା |   (23-Oct-2026)       ||      ବିଜେପିର ଜନ ସମ୍ପର୍କ ପଦଯାତ୍ରା ବଡ଼ ଖଇର ଖମା ପଞ୍ଚାୟତ ରେ ଅନୁଷ୍ଠିତ |   (23-Oct-2026)       ||      କୃଷ୍ଣ ଚନ୍ଦ୍ର ଆରୁଖ ସ୍ମୃତି ସମ୍ମାନ ପାଇଲେ ସାହିତ୍ୟିକ ଧର୍ମା ନନ୍ଦ ମହାରଣା |    (23-Oct-2026)       ||      ଗାଡି ଆଲୁଅରେ ହେଉଛି ଶବ ସତ୍କାର, ବିକାଶର ବିଚିତ୍ର ଚିତ୍ର ||   (23-Oct-2026)       ||      କଳିଙ୍ଗାୟାନ ତୌର୍ଯ୍ୟତ୍ରୀକମ୍ ର ବରମୁଣ୍ଡା ଦୁର୍ଗାପୂଜା ମହୋତ୍ସବ ରେ ନୃତ୍ୟ ପରିବେଷଣ |   (23-Oct-2026)       ||      କଟକ ଫୁଲ ନଖରା ନିକଟରେ ସଡ଼କ ଦୁର୍ଘଟଣା ରେ ଯୁବ ଆଥ ଲେଟିକ ଙ୍କ ମୃତ୍ୟୁ ||   (23-Oct-2026)       ||      ଛତ୍ରପୁର ଜିଲ୍ଲପାଳ ଙ୍କ କାର୍ଯ୍ୟାଳୟ ଠାରେ 2027ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ପ୍ରସ୍ତୁତି ବୈଠକ |    (22-Oct-2026)       ||      ସରକାରୀ ଜାଗାକୁ ଜବରଦଖଲ କରିଥିବା ବ୍ୟକ୍ତିଙ୍କୁ ଉଛେଦ କେବେ |    (22-Oct-2026)       ||      ଟିଭିକେ ନେତା ବିଜୟ ପରେ ଆଉଜଣେ ଷ୍ଟାର ରାଜନୀତି ଗଢିବେ ଧନୁଷ ||   (22-Oct-2026)       ||     

ଅଜଣା ଟ୍ରାକ ଧକ୍କା ରେ ପ୍ରଥମ ବର୍ଷ ନର୍ସିଂ ଛାତ୍ର ମୃତ |

24-Oct-2026

ଅଜଣା ଟ୍ରକ୍‌ ଧକ୍କାରେ ପ୍ରଥମ ବର୍ଷ ନର୍ସିଂ ଛାତ୍ର ମୃତ

୧୮ବର୍ଷୀୟ ଅଜୟଙ୍କ ଅକାଳ ମୃତ୍ୟୁ, ଧକ୍କା ଦେଇ ପଳାଇଲା ଟ୍ରକ୍‌

ଓଡିଶା ଜନମତ ରାୟଗଡା, ୨୪/୧୦ (କାମେଶ୍ୱର କରକରିଆ):- ରାୟଗଡ଼ା ଜିଲ୍ଲା ବିଷମକଟକ ଥାନା ଅନ୍ତର୍ଗତ ଚାଟିକଣାସ୍ଥିତ ଡିକେଡିଏ କାର୍ଯ୍ୟାଳୟ ନିକଟରେ ନୂତନ ନିର୍ମାଣାଧୀନ ପାଣିଟାଙ୍କି ସମ୍ମୁଖରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ନର୍ସିଂ ଛାତ୍ରଙ୍କ ମୃତ୍ୟୁ ହୋଇଛି। ମୃତ ଛାତ୍ର ଜଣକ କଲ୍ୟାଣସିଂହପୁର ବ୍ଲକ ସେରିଗୁମା ପଞ୍ଚାୟତ ଅନ୍ତର୍ଗତ ବରିପାଇ ଗ୍ରାମର ରାମଚନ୍ଦ୍ର ବେନିଆଙ୍କ ପୁଅ ଅଜୟ ବେନିଆ (୧୮) ବୋଲି ଜଣାପଡ଼ିଛି। ତାଙ୍କ ଅକାଳ ମୃତ୍ୟୁରେ ପରିବାର ଓ ଅଞ୍ଚଳବାସୀଙ୍କ ମଧ୍ୟରେ ଶୋକର ଛାୟା ଖେଳିଯାଇଛି। ସୂଚନା ଅନୁଯାୟୀ  ଅଜୟ ବିଷମକଟକରୁ ନିଜ ଗାଁ ଅଭିମୁଖେ ବାଇକ୍‌ ଯୋଗେ ଫେରୁଥିବା ବେଳେ ଚାଟିକଣା ଡିକେଡିଏ କାର୍ଯ୍ୟାଳୟ ନିକଟ ନୂତନ ପାଣିଟାଙ୍କି ସମ୍ମୁଖରେ ଏକ ଅଜଣା ଟ୍ରକ୍‌ ତାଙ୍କ ବାଇକ୍‌କୁ ଧକ୍କା ଦେଇଥିଲା। ଧକ୍କା ଏତେ ଜୋର୍‌ଦାର ଥିଲା ଯେ ଅଜୟ ଘଟଣାସ୍ଥଳରେ ହିଁ ପ୍ରାଣ ହରାଇଥିଲେ। ଦୁର୍ଘଟଣା ଘଟାଇବା ପରେ ଟ୍ରକ୍‌ଟି ଘଟଣାସ୍ଥଳରୁ ପଳାଇଯାଇଥିବା ସୂଚନା ମିଳିଛି। ମୃତ ଅଜୟ ଖ୍ରୀଷ୍ଟିଆନ ମେଡିକାଲରେ ବି.ଏସ୍‌ସି ନର୍ସିଂ ପ୍ରଥମ ବର୍ଷର ଛାତ୍ର ଥିଲେ। ତାଙ୍କ ବାଇକ୍‌ର ପଞ୍ଜୀକରଣ ନମ୍ବର ଓଡି ୦୭ ପି ୪୬୬୩ ବୋଲି ଜଣାପଡ଼ିଛି। ଘଟଣା ସମ୍ପର୍କରେ ଖବର ପାଇ ବିଷମକଟକ ପୋଲିସ ପହଞ୍ଚି ମୃତଦେହ ଜବତ କରିଥିଲା। ପରେ ମୃତଦେହକୁ ବିଷମକଟକ ଖ୍ରୀଷ୍ଟିଆନ ହସ୍ପିଟାଲ ପରିସରରେ ଥିବା ସବାଗାରରେ  ରଖାଯାଇଛି। ଆସନ୍ତାକାଲି ଶବ ବ୍ୟବଚ୍ଛେଦ ପରେ ମୃତଦେହ ପରିବାରବର୍ଗଙ୍କୁ ହସ୍ତାନ୍ତର କରାଯିବ ବୋଲି ସୂଚନା ମିଳିଛି। ଅନ୍ୟପକ୍ଷରେ ଏହି ଦୁର୍ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ସୃଷ୍ଟି ହେବା ସହ ରାସ୍ତା ଅବରୋଧ ହୋଇଥିବା କୁହାଯାଉଛି। ଦୁର୍ଘଟଣା ଘଟାଇଥିବା ଅଜଣା ଟ୍ରକ୍‌କୁ ଚିହ୍ନଟ କରିବା ସହ ଚାଳକଙ୍କୁ ଧରିବା ପୋଲିସ ପାଇଁ ଏବେ ଚ୍ୟାଲେଞ୍ଜ ହୋଇଛି। ଘଟଣାର ପ୍ରକୃତ କାରଣ ଓ ଅନ୍ୟାନ୍ୟ ତଥ୍ୟ ଜାଣିବା ପାଇଁ ପୋଲିସ ପକ୍ଷରୁ ତଦନ୍ତ ଜାରି ରହିଛି।

News Comment

You Might Also Like

BACK TO TOP