Breaking News

ସମବାୟ ମନ୍ତ୍ରୀ ଦେଲେ ସୂଚନା, ଧାନ ନଷ୍ଟ ହେଲେ ଚାଷୀ ଙ୍କୁ ମିଳିବ କ୍ଷତି ପୂରଣ |    (22-Dec-2024)       ||      ଅଦିନିଆ ବର୍ଷା ପାଣି ପଶି କଟାଯାଇଥିବା ଧାନ, ପରିବାଚାଷ କ୍ଷତିଗ୍ରସ୍ତ |    (22-Dec-2024)       ||      ପୁରୁଷୋତ୍ତମପୁର ସରସ୍ବତୀ ଶିଶୁମନ୍ଦିର ରେ ଜାତୀୟ ଗଣିତ ଦିବସ ଓ ମାତୃ କର୍ମଶାଳା ଅନୁଷ୍ଠିତ |    (22-Dec-2024)       ||      ବୁଗୁଡ଼ା ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ର 27ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ |    (22-Dec-2024)       ||      ବୁଗୁଡ଼ା ନିୟୁ ଏରା ପବ୍ଲିକ ସ୍କୁଲ ରେ ବାର୍ଷିକ କ୍ରୀଡା ଅନୁଷ୍ଠିତ |   (22-Dec-2024)       ||      ବୁଗୁଡ଼ା ପିପୁଲସ ହାଇସ୍କୁଲ ର 1992 ମାଟ୍ରିକ ବ୍ୟାଚ ଛାତ୍ର ଙ୍କ ପ୍ରଥମ ବନ୍ଧୁ ମିଳନ |    (22-Dec-2024)       ||      ଖଲ୍ଲିକୋଟ କନକା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ |    (22-Dec-2024)       ||      ଲଗାଣ ବର୍ଷା ରେ ଚାଷୀ ବେହାଲ |    (21-Dec-2024)       ||      ପାଟ ଖଣ୍ଡା ପବ୍ଲିକ ସ୍କୁଲ ରେ 27ତମ ବାର୍ଷିକ କ୍ରୀଡା ଉଦଯାପିତ |   (21-Dec-2024)       ||      ବାଲିଗୁଡା କାଳୀ ମନ୍ଦିର ଠାରେ ଜଳିଗଲା କ୍ରିଷ୍ଣା ଘରୋଇ ବସ |    (21-Dec-2024)       ||      ଅଦିନିଆ ଲଗାଣ ବର୍ଷାରେ ଭିଜିଲା ଚାଷୀଙ୍କ କଟା ଧାନ, ଚିନ୍ତାରେ ଚାଷୀ |    (21-Dec-2024)       ||      କେନ୍ଦ୍ରୀୟ ବିଦ୍ୟାଳୟ ପ୍ରତିଷ୍ଠା ପାଇଁ ଶିକ୍ଷା ମନ୍ତ୍ରୀ ଙ୍କ ପାଖରେ ଦାବୀ କଲେ ଆସ୍କା ସାଂସଦ |   (21-Dec-2024)       ||      ଲୋକସଭା ର ସରିଲା ଶୀତ ଅଧିବେଶନ ||   (21-Dec-2024)       ||      ଉତ୍ତମ ସେବା ପାଈଁ ଜରଡ଼ା ଥାନା ଷ୍ଟାଫ ଏସପି ଙ୍କ ଠାରୁ ସମ୍ବର୍ଦ୍ଧିତ ||   (20-Dec-2024)       ||      ବୁଗୁଡ଼ା ଅଞ୍ଚକ ରେ ଲଗାଣ ବର୍ଷା ରେ କଟା ଧାନ ଫସଲ ନଷ୍ଟ |    (20-Dec-2024)       ||      ବାଲିଗୁଡା ଥାନା କୁଟିକିଆ ଅଞ୍ଚଳ ରୁ 120 ଏକର ଗଞ୍ଜେଇ ଗଛ ନଷ୍ଟ କଲା ପୋଲିସ |   (20-Dec-2024)       ||      ଜିଲ୍ଲା ଶିକ୍ଷା ବିଭାଗ ର ଜିଲ୍ଲା ପ୍ରକଳ୍ପ ପରିଚାଳନା ବିଭାଗ ର ବୈଠକ ଅନୁଷ୍ଠିତ |   (20-Dec-2024)       ||      ଦଣ୍ଡପଦର ଆଦର୍ଶ ବିଦ୍ୟାଳୟ ରେ ବାର୍ଷିକ କ୍ରୀଡା ଅନୁଷ୍ଠିତ |    (20-Dec-2024)       ||      ପୁରୁଷୋତ୍ତମପୁର ଏନଏସି ବୈଠକ ହଲ ରେ ସପ୍ତମ କାଉନ ସିଲ ବୈଠକ ଅନୁଷ୍ଠିତ |    (20-Dec-2024)       ||      ଯୋଗାଣ ସହାୟକ ନିଯୁକ୍ତି ରେ ଆଦିବାସୀ ଙ୍କୁ ପ୍ରାଥମିକତା ଦେବା ପାଈଁ ବିଡ଼ିଓ ଙ୍କୁ ଦାବି ପତ୍ର ପ୍ରଦାନ |    (20-Dec-2024)       ||     

ବୁଗୁଡ଼ା ନିୟୁ ଏରା ପବ୍ଲିକ ସ୍କୁଲ ରେ ବାର୍ଷିକ କ୍ରୀଡା ଅନୁଷ୍ଠିତ |

22-Dec-2024

ନିୟୁ ଏରା ପବ୍ଲିକ୍ ସ୍କୁଲର ବାର୍ଷିକ କ୍ରୀଡା  ଉତ୍ସବ ଅନୁଷ୍ଠିତ,

        ଓଡିଶା ଜନମତ  ବ୍ୟୁରୋ,,

ବୁଗୁଡ଼ା  :ତା୨୨/୧୨/୨୪ : ସ୍ଥାନୀୟ ନିୟୁ ଏରା ପବ୍ଲିକ୍ ସ୍କୁଲର ତ୍ରିଦିବସୀୟ ବାର୍ଷିକ କ୍ରୀଡା ଉତ୍ସବ ଉଦଘାଟିତ ହୋଇଯାଇଛି ।  ସ୍କୁଲ ଉପା ଧ୍ୟକ୍ଷ ଅନିରୁଦ୍ଧ ଗୌଡ଼ ଙ୍କପୌର ହିତ୍ୟରେ ଅନୁଷ୍ଠିତ ଉକ୍ତ କାର୍ଯ୍ୟ କ୍ରମରେ ଅତିଥି ଭାବେ ବୁଗୁଡ଼ା ମିଡ଼ିଆ କ୍ଳବ୍ ସଭାପତି ଅନୀଲ ପଟ୍ଟନାୟକ ଯୋଗଦେଇ ପ୍ରତିଯୋଗୀଙ୍କୁ ମାର୍ଗ ଦର୍ଶନ ସହ ଉତ୍ସାହିତ କରିଥିଲେ । ବିଦ୍ୟାଳୟର ସ୍କାଉଟ ଛାତ୍ରଛାତ୍ରୀ ବଳଦେବ ମନ୍ଦିରରୁ କ୍ରୀଡାଜ୍ଯୋତି ଆଣି ପହଞ୍ଚିବା ପରେ ମୁଖ୍ଯ ଅତିଥି ଙ୍କ ଦ୍ଵାରା କ୍ରୀଡା ପତାକା ଉତ୍ତୋଳନ ସହ ପ୍ରତିଯୋଗୀ ଙ୍କ ଶପଥ ପାଠ କରାଯାଇ ଥିଲା । ଏ ଅବସରରେ ଦୌଡ, ଲଙ୍ଗଜମ୍ପ୍, ହାଇଜମ୍ପ୍, ସ୍କିପିଙ୍ଗ୍, ସଟପୁଟ୍ ଥ୍ରୋ, ଡିସକ୍ସ୍ ଥ୍ରୋ, ମ୍ୟୁଜିକ୍ ଚେୟାର୍, ତ୍ରିପଲ୍ ଜମ୍ପ ଆଦି ପ୍ରତି ଯୋଗିତା ଅନୁଷ୍ଠିତ ହୋଇ କୃତି ପ୍ରତିଯୋଗୀଙ୍କୁ ଚୟନ କରାଯାଇଥିଲା । କ୍ରୀଡା ପ୍ରମୁଖ ବୈଷ୍ଣବ ଚରଣ ଦାଶଙ୍କ ତତ୍ତ୍ୱାବଧାନରେ ଆୟୋଜିତ କ୍ରୀଡା ପ୍ରତିଯୋଗିତା ଗୁଡିକୁ ସିମାଞ୍ଚଳ ଦାଶ, ରୁଦ୍ର ପ୍ରତାପ ପ୍ରଧାନ, ନାରାୟଣ ସେଠୀ, ସୁଦିପ୍ତା କୁମାରୀ ମିଶ୍ର,ନମିତା ପଟ୍ଟନାୟକ, ସୋନମ୍ ଦାଶ, କବିତା ସେଠୀ, ସୁନୀତା ପଟ୍ଟନାୟକ, ରୋଜାଲିନ ସ୍ବାଇଁ, ଜ୍ୟୋତ୍ସ୍ନା ମହାରଣା, ଅଦିତି ପୋଲାଇ, ରମାଦେବୀ ତ୍ରିପାଠୀ, ଶିଳ୍ପା ମହାନ୍ତି, ଶୁଭଶ୍ରୀ ଜେନା, ଶିବାନୀ ସେଠୀ, , ମିନତୀ ବିଷୋୟୀ ପ୍ରମୁଖ ଶିକ୍ଷକ-ଶିକ୍ଷୟିତ୍ରୀ ମାନେ ପରିଚାଳନା କରିଥିଲେ ।

News Comment

You Might Also Like

BACK TO TOP