Breaking News

କୋଦଳା ଏନଏସି ଅଞ୍ଚଳ ରେ ଧନ ଦାତ୍ରୀ ମା ଗଜଲକ୍ଷ୍ମୀ ଙ୍କ ପୂଜା ||   (26-Oct-2026)       ||      ମାଝୀ ଗୁଡା ଜୁଆ ଆଡ୍ଡାରେ ପୋଲିସି ର ଚଢ଼ାଉ, 4ଯୁଆଡ଼ି ସହ ଟଙ୍କା, ମୋବାଇଲ ଓ ବାଇକ ଜବତ ||   (26-Oct-2026)       ||      ପାଇକମାଳ ବିଡ଼ିଓ ଙ୍କ ବିରୁଦ୍ଧରେ ମାଡ଼ ଅଭିଯୋଗ ରେ ଉଭୟ ପକ୍ଷରୁ ଥାନରେ ମାମଲା ରୁଜୁ ||   (26-Oct-2026)       ||      ରାଜବୋଡା ସମ୍ବର ପଞ୍ଚାୟତ ସମିତି କାର୍ଯ୍ୟାଳୟରେ ଜିଲ୍ଲା ପାଳ ଙ୍କ ଅଭିଯୋଗ ଶୁଣାଣି |   (26-Oct-2026)       ||      ଦୁର୍ନୀତି ନିବାରଣ ତଥା ସାଧୁତାର ଶପଥ ପାଠ କରାଗଲା ବରଗଡ ଜିଲ୍ଳାର ସମସ୍ତ କାର୍ଯ୍ୟାଳୟ ରେ |    (26-Oct-2026)       ||      ପାଇକ ମାଳ ବ୍ଲକରେ ବିଜେଡିବର ଜନ ସମ୍ପର୍କ ପଦଯାତ୍ରା ଅନୁଷ୍ଠିତ |   (26-Oct-2026)       ||      ହଳଦିଆ ପଦର ଓଭର ବ୍ରିଜ ରେ ପିଛା ଛାଡ଼ୁନି ଦୁର୍ଘଟଣା |   (26-Oct-2026)       ||      ଡ଼ାଇକି ଛକ ନିକଟରେ ଅଟୋ ବାଇକ ଧକ୍କା ||   (25-Oct-2026)       ||      ବର୍ଷା ଯୋଗୁଁ ସୋମବାରେ ଖୋଲିବାକୁ ଥିବା କଳିଙ୍ଗ ଘାଟି ରାସ୍ତା କିଛିଦିନ ପରେ ଖୋଲିବ    (25-Oct-2026)       ||      ନିଜ ପିଲାଙ୍କ ବିଷୟ ରେ ଏକ ଅଲଗା କଥା କହିଲେ ତୁକାରାମ ମୁଣ୍ଡେ |    (25-Oct-2026)       ||      ଆର ଏଣ୍ଡ ବି ର ନିର୍ବାହୀ ଯନ୍ତ୍ରୀ ତପନ ସେଠୀ ଭିଜିଲାନ୍ସ ରେ ଧରା ପଡିଲେ ||   (25-Oct-2026)       ||      "ସାବୁତ ନିଯୋଗ ଇଷ୍ଟେଟ ଚେସ ବ୍ୟାଟଲ ସିଜନ -1ରେ ପୁରୀରେ ଶୁଭମ ରଥ ଚାମ୍ପିୟାନ |   (25-Oct-2026)       ||      ମହିଳା ସ୍ୱୟଂ ସହାୟିକା ଗୋଷ୍ଟି ର ନୂତନ ଷ୍ଟେସେନେରୀ ଦୋକାନ କୁ ଉଦଘାଟନ କଲେ ବ୍ରହ୍ମପୁର ମେୟର |   (25-Oct-2026)       ||      ବାୟୁସେନା କର୍ମଚାରୀ ଙ୍କ ସଡ଼କ ଦୁର୍ଘଟଣା ରେ ମୃତ୍ୟୁ |    (25-Oct-2026)       ||      "ୱାନ ଷ୍ଟେସନ ୱାନ ପ୍ରଡକ୍ଟ ` ଷ୍ଟଲ କୁ ରାୟଗଡା ରେଳ ଷ୍ଟେସନ ରେ ଉଦଘାଟିତ |   (25-Oct-2026)       ||      କାଲିମେଘି ପଞ୍ଚାୟତ ରେ ବିକାଶରେ ବାଧକ ସାଜିଛି ରାଜ ନୈତିକ ତିକ୍ତତା |    (24-Oct-2026)       ||      ଅଜଣା ଟ୍ରାକ ଧକ୍କା ରେ ପ୍ରଥମ ବର୍ଷ ନର୍ସିଂ ଛାତ୍ର ମୃତ |   (24-Oct-2026)       ||      ପୋଲମା ପଞ୍ଚାୟତ ରେ ନିଜେପିର ପ୍ରଥମଶକ୍ତି କେନ୍ଦ୍ର କାର୍ଯ୍ୟାଳୟ ଉଦଘାଟିତ |    (24-Oct-2026)       ||      ସାମ୍ବାବ୍ୟ ବାତ୍ୟାକୁ ନେଇ ରାୟଗଡା ଜିଲ୍ଲା ପ୍ରଶାସନ ତରଫରୁ ଆଗୁଆ ପ୍ରସ୍ତୁତି ||   (24-Oct-2026)       ||      ବିଜେପୁର ରେ ନାବାଳିକାକୁ ହତ୍ୟା ଅଭିଯୋଗ, ପୋଖରୀ କୂଳରୁ ମୃତ ଦେହ ଉଦ୍ଧାର ||   (24-Oct-2026)       ||     

ରାଜବୋଡା ସମ୍ବର ପଞ୍ଚାୟତ ସମିତି କାର୍ଯ୍ୟାଳୟରେ ଜିଲ୍ଲା ପାଳ ଙ୍କ ଅଭିଯୋଗ ଶୁଣାଣି |

26-Oct-2026

ରାଜବୋଡ଼ାସମ୍ବରରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି

୩୨ଟି ଅଭିଯୋଗର ଶୁଣାଣି ଓ ତୁରନ୍ତ ସମାଧାନ ପାଇଁ ନିର୍ଦ୍ଦେଶ

ଓଡିଶା ଜନମତ ବରଗଡ଼ - ମନୋହର ପଞ୍ଚାୟତ ସମିତି କାର୍ଯ୍ୟାଳୟ ରେ ଜିଲ୍ଲା ପାଳ ଙ୍କ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||ଦାଶ

ରାଜବୋଡ଼ାସମ୍ବର ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଏକ ଜନ ଅଭିଯୋଗ ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରେ ଜମି ବିବାଦ, ବାସଗୃହ, ଉଚ୍ଛେଦ ସମସ୍ୟା, ବିଦ୍ୟୁତ୍ ଯୋଗାଣ,  ରାସନ କାର୍ଡ, ବାର୍ଦ୍ଧକ୍ୟ ଓ ଭିନ୍ନକ୍ଷମ ଭତ୍ତା, ରାସ୍ତା ନିର୍ମାଣ ଏବଂ କୃଷି ସମ୍ବନ୍ଧୀୟ ସମସ୍ୟା ନେଇ ସମୁଦାୟ ୩୨ ଗୋଟି ଅଭିଯୋଗ ଆସିଥିଲା। ଏଥିମଧ୍ୟରୁ ୨୮ ଗୋଟି ବ୍ୟକ୍ତିଗତ ଏବଂ ୪ ଗୋଟି ସାମୂହିକ ଅଭିଯୋଗ ରହିଥିଲା। ଆସିଥିବା ସମସ୍ତ ସମସ୍ୟାଗୁଡ଼ିକର ତୁରନ୍ତ ସମାଧାନ କରିବା ପାଇଁ ଜିଲ୍ଲାପାଳ ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

ଏହି ଅବସରରେ ଦୁର୍ନୀତି ନିବାରଣ ସପ୍ତାହ ପାଳନର ଶୁଭାରମ୍ଭ ନିମନ୍ତେ ଜିଲ୍ଲାପାଳ ଓ ଅନ୍ୟ ଅଧିକାରୀଗଣ ଶପଥ ପାଠ କରିଥିଲେ।

ଜିଲ୍ଲାପାଳ ଶ୍ରୀ ଆଦିତ୍ୟ ଗୋୟଲଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଶିବିରରେ ଆରକ୍ଷୀ ଅଧିକ୍ଷକ ଶ୍ରୀ ରବୀନ୍ଦ୍ରନାଥ ଶତପଥି, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ଶ୍ରୀ ଲଲାଟ କୁମାର ଲୁହା, ପଦ୍ମପୁର ଅତିରିକ୍ତ ଜିଲ୍ଲାପାଳ ଶ୍ରୀମତୀ ସରୋଜିନୀ ପ୍ରସନ୍ କୁଲୁ, ପଦ୍ମପୁର ଉପଜିଲ୍ଲାପାଳ ଶ୍ରୀ ହେମସାଗର ଭୋଇ, ଉପଖଣ୍ଡ ଆରକ୍ଷୀ ଅଧିକାରୀ ପାଣ୍ଡବ ଶବର, ଗୋଷ୍ଠୀ ଉନ୍ନୟନ ଅଧିକାରୀ ମନୋଜ କୁମାର ଦେବତା ପ୍ରମୁଖ ଉପସ୍ଥିତ ରହି ଜନସାଧାରଣଙ୍କ ସମସ୍ୟା ଶୁଣିଥିଲେ।

News Comment

You Might Also Like

BACK TO TOP