Breaking News

ଅର୍ଣ୍ଣବ ବାତ୍ୟାକୁ ନେଇ କଲ୍ୟାଣ ସିଂହପୁର ପ୍ରଶାସନ ର ସତର୍କ ଅବଲମ୍ବନ |   (27-Oct-2026)       ||      ହିଞ୍ଜିଳି କାଟୁ ପୌର ପରିଷଦ ର ବାତ୍ୟା ବେଳେ ଡ୍ରେନେଜ ସଫେଇ କୁ ନେଇ ଅସନ୍ତୋଷ |    (27-Oct-2026)       ||      ଗଜପତି ରେ ବାତ୍ୟା ଅର୍ଣ୍ଣବ ର ମୁକାବିଲା ପାଇଁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରୁଜ ଙ୍କ ସ୍ଥିତି ସମୀକ୍ଷା |   (27-Oct-2026)       ||      ସୋରଡ଼ା ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ପରିସରରେ ପୂର୍ବ ଛାତ୍ର ଏକତ୍ରୀ କରଣ ବୈଠକ ||   (27-Oct-2026)       ||      ପାରମ୍ପରିକ କଉଡ଼ି ଖେଳ ପ୍ରତିଯୋଗିତା କୁମାର ପୂର୍ଣମୀରେ ମୁଦୁପୁର ପଞ୍ଚାୟତ ରେ ଅନୁଷ୍ଠିତ ||   (27-Oct-2026)       ||      ଧନ ଦାତ୍ରୀ ମା ଗଜଲକ୍ଷ୍ମୀ ଙ୍କ ପୂଜା ରଘୁନାଥ ପୁର ବ୍ଳକର ବିଭିନ୍ନ ସ୍ଥାନରେ ଚାଲିଛି ||   (27-Oct-2026)       ||      ବ୍ଳକ ପ୍ରଶାସନ ତରଫରୁ ସମ୍ଭାବ୍ୟ ବାତ୍ୟାକୁ ନେଇ 40ଜଣଙ୍କୁ ସ୍ଥାନାନ୍ତର |    (27-Oct-2026)       ||      ପୋଖରୀ ଗାଡ଼ ୱାଲ ନିର୍ମାଣ କୁ ନେଇ ବିବାଦ ||   (27-Oct-2026)       ||      ଜାତୀୟ ଏକତା ଦିବସରେ ସ୍ୱତନ୍ତ୍ର ଟ୍ରେନରେ ଏକତା ନଗର କୁ ଯାତ୍ରା କଲେ 150ରୁ ଉର୍ଦ୍ଧ ନାଗରିକ |    (27-Oct-2026)       ||      ସମ୍ଭାବ୍ୟ ବାତ୍ୟା"ଅର୍ଣ୍ଣବ `ମୁକାବିଲା ପାଇଁ ଗଞ୍ଜାମ ପ୍ରଶାସନର ପ୍ରସ୍ତୁତି ସମୀକ୍ଷା    (27-Oct-2026)       ||      ଭସାଣି ଯାତ୍ରା ସହ ସମପନା ହେଲା ଲଉଡ଼ି ଦର୍ହା ରେ କୁମାର ପୂର୍ଣ୍ଣିମା ରାବଣ ପୋଡି ||   (27-Oct-2026)       ||      ଗଞ୍ଜାମ ଜିଲ୍ଲପାଳ ଓ ପୋର୍ଟ କର୍ତ୍ତୃପକ୍ଷ ଙ୍କ ଆର୍ଯ୍ୟପଲୀ ଜେଟି ଓ ଗୋପାଳ ପୁର ବାତ୍ୟା ଆଶ୍ରୟ ସ୍ତଳ ପରିଦର୍ଶନ କଲେ |   (27-Oct-2026)       ||      ଭକ୍ତିମୟ ପରିବେଶ ରେ ଗଣ୍ଡଳା ଗ୍ରାମରେ ମା ଗଜଲକ୍ଷ୍ମୀ ଙ୍କ ପୂଜା ଅନୁଷ୍ଠିତ |    (27-Oct-2026)       ||      କୋଦଳା ଏନଏସି ଅଞ୍ଚଳ ରେ ଧନ ଦାତ୍ରୀ ମା ଗଜଲକ୍ଷ୍ମୀ ଙ୍କ ପୂଜା ||   (26-Oct-2026)       ||      ମାଝୀ ଗୁଡା ଜୁଆ ଆଡ୍ଡାରେ ପୋଲିସି ର ଚଢ଼ାଉ, 4ଯୁଆଡ଼ି ସହ ଟଙ୍କା, ମୋବାଇଲ ଓ ବାଇକ ଜବତ ||   (26-Oct-2026)       ||      ପାଇକମାଳ ବିଡ଼ିଓ ଙ୍କ ବିରୁଦ୍ଧରେ ମାଡ଼ ଅଭିଯୋଗ ରେ ଉଭୟ ପକ୍ଷରୁ ଥାନରେ ମାମଲା ରୁଜୁ ||   (26-Oct-2026)       ||      ରାଜବୋଡା ସମ୍ବର ପଞ୍ଚାୟତ ସମିତି କାର୍ଯ୍ୟାଳୟରେ ଜିଲ୍ଲା ପାଳ ଙ୍କ ଅଭିଯୋଗ ଶୁଣାଣି |   (26-Oct-2026)       ||      ଦୁର୍ନୀତି ନିବାରଣ ତଥା ସାଧୁତାର ଶପଥ ପାଠ କରାଗଲା ବରଗଡ ଜିଲ୍ଳାର ସମସ୍ତ କାର୍ଯ୍ୟାଳୟ ରେ |    (26-Oct-2026)       ||      ପାଇକ ମାଳ ବ୍ଲକରେ ବିଜେଡିବର ଜନ ସମ୍ପର୍କ ପଦଯାତ୍ରା ଅନୁଷ୍ଠିତ |   (26-Oct-2026)       ||      ହଳଦିଆ ପଦର ଓଭର ବ୍ରିଜ ରେ ପିଛା ଛାଡ଼ୁନି ଦୁର୍ଘଟଣା |   (26-Oct-2026)       ||     

ପାଇକମାଳ ବିଡ଼ିଓ ଙ୍କ ବିରୁଦ୍ଧରେ ମାଡ଼ ଅଭିଯୋଗ ରେ ଉଭୟ ପକ୍ଷରୁ ଥାନରେ ମାମଲା ରୁଜୁ ||

26-Oct-2026

ପାଇକମାଲ ବିଡିଓଙ୍କ ବିରୋଧରେ ମାଡ଼ ଅଭିଯୋଗ : ଥାନାରେ ଉଭୟ ପକ୍ଷରୁ ମାମଲା ରୁଜୁ | 

ଓଡିଶା ଜନମତ ବରଗଡ଼ - ମନୋହର ଦାଶ:----

ସରକାରୀ କାର୍ଯ୍ୟାଳୟରେ ଅଭିଯୋଗକୁ ନେଇ ତୁମୁଳ କାଣ୍ଡ । ଅଭିଯୋଗକାରୀ ଓ ବିଡିଓଙ୍କ ମଧ୍ୟରେ ମାଡ଼ପିଟ୍‌ ଅଭିଯୋଗକୁ ନେଇ ପାଇକମାଲ ଅଞ୍ଚଳରେ ଚାଞ୍ଚଲ୍ୟ । ଘଟଣାକୁ ନେଇ ଉଭୟ ପକ୍ଷ ପାଇକମାଲ ଥାନାରେ ଏତଲା ଦେଇଥିବାବେଳେ ପୁଲିସ ଦୁଇଟି ପୃଥକ୍‌ ମାମଲା ରୁଜୁ କରିଛି । ସୂଚନା ଅନୁସାରେ, ବରଗଡ଼ ଜିଲ୍ଲା ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ ପାଇକମାଲ ବ୍ଲକ କାର୍ଯ୍ୟାଳୟକୁ ସୋମବାର ସକାଳେ ଜର୍ଜଗଡ଼ ଗ୍ରାମର ଗୌରାଙ୍ଗଚରଣ ଦାସ ଯାଇଥିଲେ । ବ୍ଲକ କାର୍ଯ୍ୟାଳୟରେ ପ୍ରକ୍ସି କର୍ମଚାରୀ କାର୍ଯ୍ୟ କରୁଥିବା ଏବଂ ଏହାଦ୍ୱାରା ସରକାରୀ ରାଜକୋଷର କ୍ଷତି ହେଉଥିବା ଅଭିଯୋଗ ନେଇ ସେ ବିଡିଓ ପ୍ରଫୁଲ୍ଲ କୁମାର ଓଦୁଙ୍କୁ ଲିଖିତ ଅଭିଯୋଗପତ୍ର ଦେବାକୁ ଯାଇଥିଲେ । ଅଭିଯୋଗପତ୍ର ପ୍ରଦାନ ପରେ ବିଡିଓ ଓ ଗୌରାଙ୍ଗଚରଣଙ୍କ ମଧ୍ୟରେ ପାଟିତୁଣ୍ଡ ହୋଇଥିଲା । ଏହି ସମୟରେ ବିଡିଓ ତାଙ୍କୁ ମାଡ଼ ମାରିବା ସହ ଦୁର୍ବ୍ୟବହାର କରିଥିବା ଗୌରାଙ୍ଗଚରଣ ଅଭିଯୋଗ କରିଛନ୍ତି । ଏନେଇ ସେ ପାଇକମାଲ ଥାନାରେ ଏତଲା ଦେବା ପରେ ପୁଲିସ କେସ୍‌ ନମ୍ବର ୨୭୮/୨୦୨୬ରେ ବିଡିଓଙ୍କ ବିରୋଧରେ ମାମଲା ରୁଜୁ କରିଛି । ଅନ୍ୟପକ୍ଷରେ, ଗୌରାଙ୍ଗଚରଣ ଦାସ ତାଙ୍କୁ ମାଡ଼ ମାରିବା ସହ ଦୁର୍ବ୍ୟବହାର କରିଥିବା ନେଇ ବିଡିଓ ପ୍ରଫୁଲ୍ଲ କୁମାର ଓଦୁ ମଧ୍ୟ ପାଇକମାଲ ଥାନାରେ ପାଲଟା ଅଭିଯୋଗ କରିଛନ୍ତି । ଏହାକୁ ଆଧାର କରି ପୁଲିସ କେସ୍‌ ନମ୍ବର ୨୭୯/୨୦୨୬ରେ ଆଉ ଏକ ମାମଲା ରୁଜୁ କରିଛି ।

News Comment

You Might Also Like

BACK TO TOP