Breaking News

ଗଜପତି ରେ ବାତ୍ୟା ଅର୍ଣ୍ଣବ ର ମୁକାବିଲା ପାଇଁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରୁଜ ଙ୍କ ସ୍ଥିତି ସମୀକ୍ଷା |   (27-Oct-2026)       ||      ସୋରଡ଼ା ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ପରିସରରେ ପୂର୍ବ ଛାତ୍ର ଏକତ୍ରୀ କରଣ ବୈଠକ ||   (27-Oct-2026)       ||      ପାରମ୍ପରିକ କଉଡ଼ି ଖେଳ ପ୍ରତିଯୋଗିତା କୁମାର ପୂର୍ଣମୀରେ ମୁଦୁପୁର ପଞ୍ଚାୟତ ରେ ଅନୁଷ୍ଠିତ ||   (27-Oct-2026)       ||      ଧନ ଦାତ୍ରୀ ମା ଗଜଲକ୍ଷ୍ମୀ ଙ୍କ ପୂଜା ରଘୁନାଥ ପୁର ବ୍ଳକର ବିଭିନ୍ନ ସ୍ଥାନରେ ଚାଲିଛି ||   (27-Oct-2026)       ||      ବ୍ଳକ ପ୍ରଶାସନ ତରଫରୁ ସମ୍ଭାବ୍ୟ ବାତ୍ୟାକୁ ନେଇ 40ଜଣଙ୍କୁ ସ୍ଥାନାନ୍ତର |    (27-Oct-2026)       ||      ପୋଖରୀ ଗାଡ଼ ୱାଲ ନିର୍ମାଣ କୁ ନେଇ ବିବାଦ ||   (27-Oct-2026)       ||      ଜାତୀୟ ଏକତା ଦିବସରେ ସ୍ୱତନ୍ତ୍ର ଟ୍ରେନରେ ଏକତା ନଗର କୁ ଯାତ୍ରା କଲେ 150ରୁ ଉର୍ଦ୍ଧ ନାଗରିକ |    (27-Oct-2026)       ||      ସମ୍ଭାବ୍ୟ ବାତ୍ୟା"ଅର୍ଣ୍ଣବ `ମୁକାବିଲା ପାଇଁ ଗଞ୍ଜାମ ପ୍ରଶାସନର ପ୍ରସ୍ତୁତି ସମୀକ୍ଷା    (27-Oct-2026)       ||      ଭସାଣି ଯାତ୍ରା ସହ ସମପନା ହେଲା ଲଉଡ଼ି ଦର୍ହା ରେ କୁମାର ପୂର୍ଣ୍ଣିମା ରାବଣ ପୋଡି ||   (27-Oct-2026)       ||      ଗଞ୍ଜାମ ଜିଲ୍ଲପାଳ ଓ ପୋର୍ଟ କର୍ତ୍ତୃପକ୍ଷ ଙ୍କ ଆର୍ଯ୍ୟପଲୀ ଜେଟି ଓ ଗୋପାଳ ପୁର ବାତ୍ୟା ଆଶ୍ରୟ ସ୍ତଳ ପରିଦର୍ଶନ କଲେ |   (27-Oct-2026)       ||      ଭକ୍ତିମୟ ପରିବେଶ ରେ ଗଣ୍ଡଳା ଗ୍ରାମରେ ମା ଗଜଲକ୍ଷ୍ମୀ ଙ୍କ ପୂଜା ଅନୁଷ୍ଠିତ |    (27-Oct-2026)       ||      କୋଦଳା ଏନଏସି ଅଞ୍ଚଳ ରେ ଧନ ଦାତ୍ରୀ ମା ଗଜଲକ୍ଷ୍ମୀ ଙ୍କ ପୂଜା ||   (26-Oct-2026)       ||      ମାଝୀ ଗୁଡା ଜୁଆ ଆଡ୍ଡାରେ ପୋଲିସି ର ଚଢ଼ାଉ, 4ଯୁଆଡ଼ି ସହ ଟଙ୍କା, ମୋବାଇଲ ଓ ବାଇକ ଜବତ ||   (26-Oct-2026)       ||      ପାଇକମାଳ ବିଡ଼ିଓ ଙ୍କ ବିରୁଦ୍ଧରେ ମାଡ଼ ଅଭିଯୋଗ ରେ ଉଭୟ ପକ୍ଷରୁ ଥାନରେ ମାମଲା ରୁଜୁ ||   (26-Oct-2026)       ||      ରାଜବୋଡା ସମ୍ବର ପଞ୍ଚାୟତ ସମିତି କାର୍ଯ୍ୟାଳୟରେ ଜିଲ୍ଲା ପାଳ ଙ୍କ ଅଭିଯୋଗ ଶୁଣାଣି |   (26-Oct-2026)       ||      ଦୁର୍ନୀତି ନିବାରଣ ତଥା ସାଧୁତାର ଶପଥ ପାଠ କରାଗଲା ବରଗଡ ଜିଲ୍ଳାର ସମସ୍ତ କାର୍ଯ୍ୟାଳୟ ରେ |    (26-Oct-2026)       ||      ପାଇକ ମାଳ ବ୍ଲକରେ ବିଜେଡିବର ଜନ ସମ୍ପର୍କ ପଦଯାତ୍ରା ଅନୁଷ୍ଠିତ |   (26-Oct-2026)       ||      ହଳଦିଆ ପଦର ଓଭର ବ୍ରିଜ ରେ ପିଛା ଛାଡ଼ୁନି ଦୁର୍ଘଟଣା |   (26-Oct-2026)       ||      ଡ଼ାଇକି ଛକ ନିକଟରେ ଅଟୋ ବାଇକ ଧକ୍କା ||   (25-Oct-2026)       ||      ବର୍ଷା ଯୋଗୁଁ ସୋମବାରେ ଖୋଲିବାକୁ ଥିବା କଳିଙ୍ଗ ଘାଟି ରାସ୍ତା କିଛିଦିନ ପରେ ଖୋଲିବ    (25-Oct-2026)       ||     

ଧନ ଦାତ୍ରୀ ମା ଗଜଲକ୍ଷ୍ମୀ ଙ୍କ ପୂଜା ରଘୁନାଥ ପୁର ବ୍ଳକର ବିଭିନ୍ନ ସ୍ଥାନରେ ଚାଲିଛି ||

27-Oct-2026

ରଘୁନାଥପୁର ବ୍ଲକ ର ବିଭିନ୍ନ ସ୍ଥାନରେ ଧନଦାତ୍ରୀ ଙ୍କ ପୂଜା  l 

ଓଡିଶା ଜନମତ,ଜଗତସିଂହପୁର
ଜ୍ୟୋତିରଞ୍ଜନ ପଟ୍ଟନାୟକ....
ଜଗତସିଂହପୁର ଜିଲ୍ଲା ରଘୁନାଥପୁର ବ୍ଲକର ବିଭିନ୍ନ ସ୍ଥାନରେ ମା ଧନଦାତ୍ରୀ ଙ୍କ ପୂଜା ପାଳିତ ହେଉଛି l ଏହି ବ୍ଲକର ତରିକୁନ୍ଦ, ଜୟଷୋଳ, ଗରୁଆଳ, ସାନତିହଡା, ପଣ୍ଡିଆସାହି, ଗୋଠିଣା, ଚାନ୍ଦପୁର, ଗୁଆଳିପୁର, ଅଢେଇକୁଳ, ପଣ୍ଡାଛକ, କ୍ଷେତ୍ରପାଳ, ଖରଦାସାହି, ତେଲିସାହି,  ସାଦେଇପୁର, ଅୟର, ସମଙ୍ଗ, ରେଢ଼ୁଆ, ତଅଂରା, ଚିକିଣିଆ, ତାରପୁର, ପୁରୁଣା ବସନ୍ତ, ପୂରଣ ଓଡ଼ପଡ଼ା ଓ ରଘୁନାଥପୁର ଆଦି ବିଭିନ୍ନ ସ୍ଥାନରେ ଗଜଲକ୍ଷ୍ମୀଙ୍କ ପୂଜା ବେଶ ଆନନ୍ଦ ଉଲ୍ଲାସରେ ପାଳିତ ହେଉଛି । ଏହି ଅବସରରେ ରବିବାର କଳସ ଯାତ୍ରା ଓ ମା’ଙ୍କ ଚକ୍ଷୁଦାନ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା ବେଳେ ସୋମବାର ଦିନ ସମସ୍ତ  ମଣ୍ଡପରେ ବଡପୂଜା  ଅନୁଷ୍ଠିତ ହୋଇଥିଲା l କେତେକ ମଣ୍ଡପ ମାନଙ୍କ ରେ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ସାଙ୍ଗକୁ ଆଲୋକ ସଜାରେ ମାଙ୍କ ମଣ୍ଡପ ବେଶ ମନଲୋଭା ହୋଇଛି। ପ୍ରତ୍ୟେକ ମଣ୍ଡପକୁ ଦର୍ଶନ ପାଇଁ ଭକ୍ତ ଶ୍ରଦ୍ଧାଳୁଙ୍କ ଭିଡ଼ ଜମୁଥିବାର  ଦେଖିବାକୁ ମିଳିଛି। କେତେକ ମଣ୍ଡପ ମାନଙ୍କରେ ସନ୍ଧ୍ୟା ବେଳକୁ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ହେବାର ଥିଲେ ଵି  " ଅର୍ଣ୍ଣବ " ପ୍ରଭାବ  କାଳ ହୋଇଯାଇଛି l ସେହିପରି ବିଭିନ୍ନ ମଣ୍ଡପ ମାନଙ୍କରେ ଭକ୍ତ, ଶ୍ରଦ୍ଧାଳୁ ମାନଙ୍କ ପାଇଁ ଖୋଲା ଯାଇଥିବା ଜଳଖିଆ ଦୋକାନ,  ଷ୍ଟେସନାରୀ ଦୋକାନ ଗୁଡିକ ଵି ବ୍ୟବସାୟ କରିବାରେ ମାନ୍ଦା ପଡିଗଲା ପରି ମନେ ହେଉଛି l କେତେକ ମଣ୍ଡପରେ ମାଙ୍କୁ ୫ ଦିନରେ ମେଲାଣି ଦେବାକୁ ଥିବାବେଳେ କିଛି ମଣ୍ଡପ ରେ ୭ ଦିନରେ ମେଲାଣି ଦେବେବୋଲି କର୍ମକର୍ତା ସୂଚନା ଦେଇଛନ୍ତି।

News Comment

You Might Also Like

BACK TO TOP