Breaking News

କଟକ ବନ ଖଣ୍ଡ ଭିଜିଲାନ୍ସ ଦ୍ଵାରା ସଫା ଗ୍ରାମରେ ଚଢ଼ାଉ କରି ଲକ୍ଷଧିକ ଟଙ୍କାର ମୂଲ୍ୟବାନ କାଠ ଜବତ ||   (09-May-2026)       ||      ଏମ୍ବିକେ ଙ୍କୁ ଚାକିରି ରୁ ଛଟେଇ ପ୍ରତିବାଦ ରେ ଛତ୍ରପୁର ବ୍ଳକ ଆଗରେ ମହିଳାଙ୍କ ଆତ୍ମହତ୍ୟା ଚେତାବନୀ |    (09-May-2026)       ||      ବୁଗୁଡ଼ା ପିପୁଲ୍ସ କଲେଜ ରେ ବିଶ୍ୱ ରେଡ଼ କ୍ରସ ଦିବସ ପାଳିତ |    (09-May-2026)       ||      ସିବିଏସ ପରୀକ୍ଷା ରେ ବ୍ଳକ ଟପ୍ପର ଛାତ୍ରୀ ଙ୍କୁ ଟ୍ରଷ୍ଟ ପକ୍ଷରୁ ସମ୍ବର୍ଦ୍ଧନା |    (09-May-2026)       ||      ବସ, ଟ୍ରକ ମୁହାଁମୁହିଁ ଧକ୍କା, 15 ଆହାତ ଜଣେ ମୃତ ||   (09-May-2026)       ||      କୋଦଳା ଥାନା ପକ୍ଷରୁ "ଜୁଭେଣ୍ଟିକା ` କାର୍ଯ୍ୟକ୍ରମ ଅନୁଷ୍ଠିତ |   (09-May-2026)       ||      ପୁରୁଷୋତ୍ତମପୁର ଥାନା ସହ ସାରାରାଜ୍ୟରେ ଉଦଘାଟିତ ହେଲା "ଜୁଭେଣ୍ଟିକା `କାର୍ଯ୍ୟକ୍ରମ!|    (08-May-2026)       ||      ପୋଲସରା ଥାନାରେ " ଜୁଭେଣ୍ଟିନା ` କାର୍ଯ୍ୟକ୍ରମ ଅନୁଷ୍ଠିତ |    (08-May-2026)       ||      ସଡ଼କ ଦୁର୍ଘଟଣା ରେ ମୃତ ପରିବାର ଙ୍କୁ ଚେକ ପ୍ରଦାନ କଲେ ବ୍ରହ୍ମପୁର ବିଧାୟକ |    (08-May-2026)       ||      ପ୍ରଶାସନ ନ ଶୁଣିବାରୁ ଯୁବକ ମାନେ ନିଜେ କାଳୀ ମନ୍ଦିର କୁ ରାସ୍ତା ତିଆରି କଲେ |    (06-May-2026)       ||      ଦକ୍ଷିଣାଞ୍ଚଳ ରାଜସ୍ବ ପ୍ରଶାସନିକ ଶାସନ ସଂସ୍କାର ସମ୍ପର୍କିତ ବୈଠକ ||   (06-May-2026)       ||      ଅଟୋ ଧକ୍କାରେ ମୋଟର ସାଇକେଲ ଚାଳକ ମୃତ |    (06-May-2026)       ||      ହିଞ୍ଜିଳି ରେ ଧାରଣା ରତ ମହିଳା ଙ୍କୁ ହତ୍ୟା ଘଟଣା ରେ ତୁରନ୍ତ ଅଭିଯୁକ୍ତ କୁ ଗିରଫ ସହଶିଶୁଙ୍କୁ ସହାୟତା ପାଈଁ ମୁଖ୍ୟମନ୍ତ୍ରୀ ଙ୍କୁ ଚିଠି ଲେଖିଲେ ବିରୋଧୀ ଦଳ ନେତା |   (06-May-2026)       ||      ପୋଲସରା ବ୍ଳକ ଟପ୍ପର ଙ୍କୁ ଟ୍ର୍ରଷ୍ଟ ପକ୍ଷରୁ ସମ୍ବର୍ଦ୍ଧନା |    (06-May-2026)       ||      କନ୍ଧ ମାଳ ପୋଲିସ ଦ୍ଵାରା 4ମାସ ମଧ୍ୟରେ 68 ଟନ ଗଞ୍ଜେଇ ସହ 38 ଟି ଗାଡି ଓ 104 ଜଣ ଗିରଫ |    (06-May-2026)       ||      ଦେଶୀ ବନ୍ଧୁକ ତିଆରି କାରଖାନା ରେ ଚଢ଼ାଉକରି ତିନୋଟି ବନ୍ଧୁକ ସହ ଜଣକୁ ଗିରଫ କଲା ତୁମୁଡିବନ୍ଧ ପୋଲିସ |    (06-May-2026)       ||      ଉଦ୍ଭିଦ ବିଜ୍ଞାନସ୍ନାତ କୋତ୍ତର ବିଭାଗ ପକ୍ଷରୁ ବିଦାୟ ସମ୍ବର୍ଦ୍ଧନା ଅନୁଷ୍ଠିତ |    (06-May-2026)       ||      ପ୍ରେମିକ ବାରଣ୍ଡାରେ ଧାରଣା ରେ ବସିଥିବା ପ୍ରେମିକା କୁ ହତ୍ୟା |   (05-May-2026)       ||      କୋଦଳା ମେଡିକାଲ ସମସ୍ୟା କୁ ନେଇ ସ୍ୱାଭିମାନ ମଞ୍ଚ ପକ୍ଷରୁ ସତ୍ୟ ଗ୍ରହ |    (05-May-2026)       ||      `ମଧୁମେହ ସଚେତନତା ଓ ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ `   (05-May-2026)       ||     

ପୁରୁଷୋତ୍ତମପୁର ସରସ୍ବତୀ ଶିଶୁମନ୍ଦିର ରେ ଜାତୀୟ ଗଣିତ ଦିବସ ଓ ମାତୃ କର୍ମଶାଳା ଅନୁଷ୍ଠିତ |

22-Dec-2024

ସରସ୍ବତୀ  ଶିଶୁ ମନ୍ଦିର ରେଜାତୀୟ ଗଣିତ ଦିବସ ଓ ମାତୃ କର୍ମଶାଳା ଅନୁଷ୍ଠିତ,

                 ଓଡିଶା   ଜନମତ   ବ୍ୟୁରୋ,, 

ପୁରୁଷୋତ୍ତମପୁର ତା -୨୨/୧୨/୨୪ ସରସ୍ବତୀ ଶିଶୁ ମନ୍ଦିର ପରିସରରେ  ଜାତୀୟ ଗଣିତ ଦିବସ ଓ ମାତୃ କର୍ମଶାଳା ପାଳିତ ହୋଇ ଯାଇଛି |ଏହି ଉତ୍ସବ ରେ ବିଦ୍ୟାଳୟର ପ୍ରଧାନଆଚାର୍ଯ୍ୟ ଶ୍ରୀଯୁକ୍ତ ନିରଞ୍ଜନ ଡାକୁଆଙ୍କ ତତ୍ତ୍ବ|ବଧାନ ରେ ସନ୍ତୋଷ କୁମାର ପଣ୍ଡା ପରିଚାଳନା କରିଥିଲେ |ଶ୍ରୀମତୀ ପ୍ରମୋଦିନୀ ସାହୁ ଅତିଥିଙ୍କ ପରିଚୟ ପ୍ରଦାନ କରିଥିଲେ |ଆଜିର ଏହି ଉତ୍ସବ ରେ ଶ୍ରୀଯୁକ୍ତ ପ୍ରଶ୍ନଜୀତ ଦାସ  ଦୀପପ୍ରଜ୍ଜଳନ କରି ଆଜିର ଗଣିତ ଦିବସ ବିଷୟରେ କିଛି କଥା  କହିଥିଲେ ଓ ଗଣିତଶିକ୍ଷା କୁ ଆମର ଦୈନଦିନ ଜିବନରେ କିପରି ଉପଯୋଗ କରାଯାଇପା ପାଇପାରିବ ସୁନ୍ଦର ବରେ ଉପସ୍ଥାପନା କରିଥିଲେ | | ଅଷ୍ଟମ ଶ୍ରେଣୀ ର ଭଉଣୀ ସିମରନ ପାତ୍ର ଗଣିତଜ୍ଞ ଶ୍ରୀନିବାସ ରାମାନୁଜନଙ୍କ ଜୀବନୀ ବିଷୟରେ କହିଥିଲେ |ଏହି ଉତ୍ସବ ରେ ଗଣିତ ପ୍ରତିଯୋଗିତା ରେ ଭାଗ ନେଇଥ‌ିବା କୃତୀଶିଶୁ ଭାଇ ଓ ଭଉଣୀଙ୍କୁ ପୁରସ୍କାର ବିତରଣ ସମ୍ପାଦକ ଶ୍ରୀଯୁକ୍ତ ସୁଶାନ୍ତ କୁମାର ବେହେରା ଓ ଅତିଥୂଙ୍କ ଦ୍ବାରା କରାଯାଇଥୁଲା ପରିଶେଷରେ ର ଶ୍ରୀଯୁକ୍ତ ଭଗବାନ ପାଢ଼ୀ ଧନ୍ୟବାଦ ଅର୍ପଣ କରିଥିଲେ |ସେହିପରି ମାତୃକର୍ମଶାଳା ରେ ମୁଖ୍ୟ ଅତିଥ୍‌ ଭାବରେ ରାମହରୀ ନଗର ଶିଶୁ ବିଦ୍ୟା ମନ୍ଦିର ର ଶିଶୁବାଟିକା ପ୍ରମୁଖ ଶ୍ରୀଯୁକ୍ତ ରାମ ପ୍ରସାଦ ମହାଁନ୍ତି ଓ ପରିଚାଳନା ସମିତିର ଯୁଗ୍ମସମ୍ପାଦକ ଶ୍ରୀଯୁକ୍ତ ଅକ୍ଷୟ କୁମାର ବେହେରା, ପୁରୁଷୋତ୍ତମପୁର କାନକା କ୍ଲଷ୍ଟରର ସି. ଆର. ସି. ସି ଶ୍ରୀଯୁକ୍ତ ହେମନୁ କୁମାର ବେହେରା ଓ ବିଦ୍ୟାଳୟର ପ୍ରଧାନଆଚାର୍ଯ୍ୟ ଶ୍ରୀଯୁକ୍ତ ନିରଞ୍ଜନ ଡାକୁଆ ଉପସ୍ଥିତ ହୋଇଥିଲେ |ଏହି କାର୍ଯ୍ୟକ୍ରମକୁ ଶ୍ରୀମତୀ ଶର୍ମିଷ୍ଠା କୁମାରୀ ନାୟକ ପରିଚାଳନା କରିଥିଲେ ଓ ଶ୍ରୀମତୀ କବିତା କୁମାରୀ ସାହୁ ଅତିଥ୍‌ଙ୍କ ପରିଚୟ ପ୍ରଦାନ କରିଥିଲେ | ଅତିଥି ଶିଶୁ ଭାଇ ଭଉଣୀ କିପରି ଜୀବନ ରେ ଉନ୍ନତି କରିପାରିବେ ଓ ମା ମାନଙ୍କ ଦାୟିତ୍ବ କଣ ତାହାକୁ ଅତି ସୁନ୍ଦର ଭାବରେ ପ୍ରଦାନ କରିଥିଲେ |ବହୁ ସଂଖ୍ୟା ରେ ମାଆ ମାନେ ଯୋଗଦାନ କରିଥିଲେ ଓ ବିଦ୍ୟାଳୟ ର ସମସ୍ତ ଗୁରୁଜୀ ଗୁରୁମା ସହଯୋଗ କରିଥିଲେ | ମାଆ ମାନେ କିଛି ନୂତନ କଥା ଶିଖୁଥିଲେ ପରିଶେଷରେ ଶ୍ରୀମତୀ ପ୍ରଜ୍ଞା ରାଣୀ ପଟ୍ଟନାୟକ ଧନ୍ୟବାଦ ଅର୍ପଣ କରିଥିଲେ | ପ୍ରସାଦ ସେବନ ପରେ ମାଆ ମାନେ ନିଜ ଘରକୁ ପ୍ରତ୍ୟାବର୍ତ୍ତନ କରିଥିଲେ |

News Comment

You Might Also Like

BACK TO TOP