Breaking News

ସୁଳୀ ପଦର ମା ମଙ୍ଗଳା ମନ୍ଦିର ପରିସରରେ ଜିଲ୍ଲା ସ୍ତରୀୟ ପୂଜାରୀ ମହାସଂଘ ରବୈଠକ ଓ ବନ୍ଧୁ ମିଳନ ||   (29-Nov-2026)       ||      ପୋଲସରା ଗୌରୀ ଆମ୍ମା ଯାତ୍ରାରେ ଛାତ୍ର ଛାତ୍ରୀଙ୍କ ସଚେତନତା କାର୍ଯ୍ୟକ୍ରମ ||   (29-Nov-2026)       ||      ଭାମଶିଆଳି ଉଚ୍ଚ ବିଦ୍ୟାଳୟ ରେ ବିଜ୍ଞାନ ମେଳା ଅନୁଷ୍ଠିତ |    (28-Nov-2026)       ||      ପରିବେଶ ସୁରକ୍ଷା ନିମନ୍ତେ ନୂଆଦିଲ୍ଲୀ ରେ ଜାତୀୟ ସମ୍ମିଳନୀ ରେ ସମ୍ମାନିତହେଲେ ବରଗଡ଼ ସାଂସଦ |   (28-Nov-2026)       ||      2026-27,ନିମନ୍ତେ ଜିଲ୍ଲା ସ୍ତରୀୟ ଖରିଫ ଧାନ ସଂଗ୍ରହ କମିଟି ବୈଠକ ଅନୁଷ୍ଠିତ |    (28-Nov-2026)       ||      କାଦୁଅ ପଡା ସରସ୍ବତୀ ଶିଶୁମନ୍ଦିର ର ପ୍ରିୟାଂଶି ପ୍ରିୟଦର୍ଶନୀ ତୃତୀୟ ଶ୍ରେଣୀ ମେଧା ବୃତ୍ତି ତାଲିକାରେ ସଫଳ |   (27-Nov-2026)       ||      ଦାଦନ ଖଟିବାକୁ ତାମିଲନାଡୁ ଯାଇ ସର୍ପା ଘାତ ରେ ଯୁବକ ମୃତ ||   (27-Nov-2026)       ||      ସମ୍ବର ଶିକାର ପାଈଁ ବିଦ୍ୟୁତ ଫାସ ପକାଇ ଦୁଇ ଅଭିଯୁକ୍ତ ଗିରଫ ||   (27-Nov-2026)       ||      ଗୌରୀ ଆମ୍ମା ଯାତ୍ରା ପାଈଁ ଶାନ୍ତି ଶୃଙ୍ଖଳା ଟ୍ରାଫିକ ପାଈଁ ଜନସାଧାରଣ ଙ୍କୁ ପୋଲିସ ର ନିବେଦନ |   (27-Nov-2026)       ||      ଛାୟା ସାମ୍ବାଦିକ ଙ୍କ ଯୋଗୁଁ ନିନ୍ଦିତ ହେଉଛନ୍ତି ପ୍ରକୃତ ସାମ୍ବାଦିକ ||   (26-Nov-2026)       ||      ବର୍ତ୍ତନୀ ଗ୍ରାମ ରେ ରାଜ୍ୟସ୍ତରୀୟ ତ୍ରୀ ଦିବସୀୟ କବାଡି ପ୍ରତିଯୋଗିତା ର ଶୁଭାରମ୍ଭ |    (26-Nov-2026)       ||      ପୂଜାରୀ ବମ୍ବୁ ଗ୍ରାମରେ ସଡକ ନିର୍ମାଣ କାର୍ଯ୍ୟ ଆରମ୍ଭ |   (25-Nov-2026)       ||      ଲିଙ୍ଗ ଭିତିକ ହିଂସା ବିରୋଧରେ 16ଦିନର ଅଭିଯାନ ର ଶୁଭାରମ୍ଭ |    (25-Nov-2026)       ||      ଦେବଗିରି ରେ ଜଗନ୍ନାଥ ମନ୍ଦିର ରେ ଭକ୍ତ ଙ୍କ ପ୍ରବଳ ଭିଡ଼ |    (25-Nov-2026)       ||      ଶୈବ ପୀଠ ଅମରେଶ୍ୱର ଠାରେ କାର୍ତ୍ତିକ ପୁର୍ଣିମା ରେ ଭକ୍ତ ଙ୍କ ପ୍ରବଳ ଜନ ସମାଗମ |    (25-Nov-2026)       ||      ମୁଖ୍ୟମନ୍ତ୍ରୀ ଙ୍କ ଦୟାରେ ଆନିକେଟ ହେଲେ ଉପକୃତ ହେବେ ପୁରୁଷୋତ୍ତମପୁର ଅଞ୍ଚଳ ବାସୀ ||   (24-Nov-2026)       ||      ବଙ୍ଗୋମୁଣ୍ଡା ଅଘଟଣ ପରେ ବରଗଡ଼ ଧନୁଯାତ୍ରା କୁ ହାତୀଚିନ୍ତା |    (24-Nov-2026)       ||      ପୋଖରୀ ପାହାଚ ରେ ଗୋଡ଼ ଖସି ଯିବାରୁ ଯୁବକ ମୃତ |    (24-Nov-2026)       ||      ଅଟୋ ଓଲଟି ବାରୁ 4ଜଣ ଙ୍କ ମଧ୍ୟରୁ ମେଡିକାଲ ରେ ଜଣେ ମୃତ |    (24-Nov-2026)       ||      ଅର୍ଣ୍ଣବ ବର୍ଷା ରେ କ୍ଷତିଗ୍ରସ୍ତ ଚାଷୀଙ୍କ ଚାଷ ଜମିକୁ ଆଜି ବୁଲି ଦେଖିଲେ ||   (23-Nov-2026)       ||     

ବିଜେଡି ଓ କଂଗ୍ରେସ ର ଶତାଧିକ କର୍ମୀ ମାଝୀଗୁଡା ବିଜେପିରେ ଯୋଗ ଦେଲେ |

05-Nov-2026

ବିଜେପିରେ ମିଶିଲେ ବିଜେଡି ଓ କଂଗ୍ରେସର ଶତାଧିକ କର୍ମୀ

ମାଝୀଗୁଡ଼ା ମଣ୍ଡଳର ବାବୁନଗୁଡ଼ାରେ ମିଶ୍ରଣ ପର୍ବ, ଉତ୍ତରୀୟ ଓ ପୁଷ୍ପଗୁଚ୍ଛ ଦେଇ ନୂତନ କର୍ମୀଙ୍କୁ ସ୍ୱାଗତ

ଓଡିଶା ଜନମତ ରାୟଗଡା, ୦୫/୧୧ (କାମେଶ୍ୱର କରକରିଆ): ରାୟଗଡ଼ା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ମାଝୀଗୁଡ଼ା ମଣ୍ଡଳ ଭାରତୀୟ ଜନତା ପାର୍ଟି ପକ୍ଷରୁ ସୁନାଖଣ୍ଡି ପଞ୍ଚାୟତର ବାବୁନଗୁଡ଼ା ଗ୍ରାମଠାରେ ଏକ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି। ଏଥିରେ ବିଜେଡି ଓ କଂଗ୍ରେସ ଦଳ ଛାଡ଼ି ମାଝୀଗୁଡ଼ା ଓ ପଲମା ଅଞ୍ଚଳର ଶତାଧିକ କର୍ମୀ ଆନୁଷ୍ଠାନିକ ଭାବେ ବିଜେପିରେ ସାମିଲ ହୋଇଛନ୍ତି। ମାଝୀଗୁଡ଼ା ମଣ୍ଡଳ ସଭାପତି ଅନିଲ କୁମାର ଜାଡ଼ିଙ୍କ ନେତୃତ୍ୱରେ ଆୟୋଜିତ ଏହି ମିଶ୍ରଣ ପର୍ବରେ ମଣ୍ଡଳର ବରିଷ୍ଠ ପଦାଧିକାରୀ ଓ ଦଳୀୟ କାର୍ଯ୍ୟକର୍ତ୍ତାମାନେ ଯୋଗଦେଇଥିଲେ। ଅନ୍ୟ ଦଳରୁ ଆସିଥିବା ନୂତନ କର୍ମୀମାନଙ୍କୁ ଉତ୍ତରୀୟ ଓ ପୁଷ୍ପଗୁଚ୍ଛ ପ୍ରଦାନ କରି ଦଳକୁ ସ୍ୱାଗତ କରାଯାଇଥିଲା। ନୂତନ ଭାବେ ଦଳରେ ସାମିଲ ହୋଇଥିବା କର୍ମୀମାନେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ବିକାଶମୂଳକ ନୀତି ଏବଂ ରାଜ୍ୟ ସରକାରଙ୍କ ଜନକଲ୍ୟାଣମୂଳକ ଯୋଜନାରେ ଅନୁପ୍ରାଣିତ ହୋଇ ବିଜେପିରେ ଯୋଗ ଦେଇଥିବା ପ୍ରକାଶ କରିଛନ୍ତି। ତୃଣମୂଳ ସ୍ତରରେ ଦଳୀୟ ସଂଗଠନକୁ ସୁଦୃଢ଼ କରିବା ସହ ଅଞ୍ଚଳର ବିକାଶମୂଳକ କାର୍ଯ୍ୟରେ ସହଯୋଗ କରିବା ସେମାନଙ୍କ ଲକ୍ଷ୍ୟ ବୋଲି ଜଣାଇଛନ୍ତି। ଏହି ମିଶ୍ରଣ ପର୍ବ ଫଳରେ ମାଝୀଗୁଡ଼ା ମଣ୍ଡଳ ସମେତ ପଲମା ଓ ସୁନାଖଣ୍ଡି ଅଞ୍ଚଳରେ ଦଳୀୟ ସଂଗଠନରେ ନୂତନ କର୍ମୀଙ୍କ ଯୋଗଦାନକୁ ନେଇ ଦଳୀୟ ନେତୃବୃନ୍ଦ ଉତ୍ସାହ ପ୍ରକାଶ କରିଥିବା ବେଳେ ଆଗାମୀ ଦିନରେ ସଂଗଠନକୁ ତୃଣମୂଳ ସ୍ତରରେ ଅଧିକ ସକ୍ରିୟ କରିବା ଉପରେ ଗୁରୁତ୍ୱ ଦିଆଯାଇଥିଲା।

News Comment

You Might Also Like

BACK TO TOP