Breaking News

ନାବାଳିକା ମାନଙ୍କୁ ରେଳ ଲାଇନ ନିର୍ମାଣ କାର୍ଯ୍ୟରେ ନିୟୋଜିତ ହେଉଥିବା ଅଭିଯୋଗ |    (29-Nov-2026)       ||      ସୁଳୀ ପଦର ମା ମଙ୍ଗଳା ମନ୍ଦିର ପରିସରରେ ଜିଲ୍ଲା ସ୍ତରୀୟ ପୂଜାରୀ ମହାସଂଘ ରବୈଠକ ଓ ବନ୍ଧୁ ମିଳନ ||   (29-Nov-2026)       ||      ପୋଲସରା ଗୌରୀ ଆମ୍ମା ଯାତ୍ରାରେ ଛାତ୍ର ଛାତ୍ରୀଙ୍କ ସଚେତନତା କାର୍ଯ୍ୟକ୍ରମ ||   (29-Nov-2026)       ||      ଭାମଶିଆଳି ଉଚ୍ଚ ବିଦ୍ୟାଳୟ ରେ ବିଜ୍ଞାନ ମେଳା ଅନୁଷ୍ଠିତ |    (28-Nov-2026)       ||      ପରିବେଶ ସୁରକ୍ଷା ନିମନ୍ତେ ନୂଆଦିଲ୍ଲୀ ରେ ଜାତୀୟ ସମ୍ମିଳନୀ ରେ ସମ୍ମାନିତହେଲେ ବରଗଡ଼ ସାଂସଦ |   (28-Nov-2026)       ||      2026-27,ନିମନ୍ତେ ଜିଲ୍ଲା ସ୍ତରୀୟ ଖରିଫ ଧାନ ସଂଗ୍ରହ କମିଟି ବୈଠକ ଅନୁଷ୍ଠିତ |    (28-Nov-2026)       ||      କାଦୁଅ ପଡା ସରସ୍ବତୀ ଶିଶୁମନ୍ଦିର ର ପ୍ରିୟାଂଶି ପ୍ରିୟଦର୍ଶନୀ ତୃତୀୟ ଶ୍ରେଣୀ ମେଧା ବୃତ୍ତି ତାଲିକାରେ ସଫଳ |   (27-Nov-2026)       ||      ଦାଦନ ଖଟିବାକୁ ତାମିଲନାଡୁ ଯାଇ ସର୍ପା ଘାତ ରେ ଯୁବକ ମୃତ ||   (27-Nov-2026)       ||      ସମ୍ବର ଶିକାର ପାଈଁ ବିଦ୍ୟୁତ ଫାସ ପକାଇ ଦୁଇ ଅଭିଯୁକ୍ତ ଗିରଫ ||   (27-Nov-2026)       ||      ଗୌରୀ ଆମ୍ମା ଯାତ୍ରା ପାଈଁ ଶାନ୍ତି ଶୃଙ୍ଖଳା ଟ୍ରାଫିକ ପାଈଁ ଜନସାଧାରଣ ଙ୍କୁ ପୋଲିସ ର ନିବେଦନ |   (27-Nov-2026)       ||      ଛାୟା ସାମ୍ବାଦିକ ଙ୍କ ଯୋଗୁଁ ନିନ୍ଦିତ ହେଉଛନ୍ତି ପ୍ରକୃତ ସାମ୍ବାଦିକ ||   (26-Nov-2026)       ||      ବର୍ତ୍ତନୀ ଗ୍ରାମ ରେ ରାଜ୍ୟସ୍ତରୀୟ ତ୍ରୀ ଦିବସୀୟ କବାଡି ପ୍ରତିଯୋଗିତା ର ଶୁଭାରମ୍ଭ |    (26-Nov-2026)       ||      ପୂଜାରୀ ବମ୍ବୁ ଗ୍ରାମରେ ସଡକ ନିର୍ମାଣ କାର୍ଯ୍ୟ ଆରମ୍ଭ |   (25-Nov-2026)       ||      ଲିଙ୍ଗ ଭିତିକ ହିଂସା ବିରୋଧରେ 16ଦିନର ଅଭିଯାନ ର ଶୁଭାରମ୍ଭ |    (25-Nov-2026)       ||      ଦେବଗିରି ରେ ଜଗନ୍ନାଥ ମନ୍ଦିର ରେ ଭକ୍ତ ଙ୍କ ପ୍ରବଳ ଭିଡ଼ |    (25-Nov-2026)       ||      ଶୈବ ପୀଠ ଅମରେଶ୍ୱର ଠାରେ କାର୍ତ୍ତିକ ପୁର୍ଣିମା ରେ ଭକ୍ତ ଙ୍କ ପ୍ରବଳ ଜନ ସମାଗମ |    (25-Nov-2026)       ||      ମୁଖ୍ୟମନ୍ତ୍ରୀ ଙ୍କ ଦୟାରେ ଆନିକେଟ ହେଲେ ଉପକୃତ ହେବେ ପୁରୁଷୋତ୍ତମପୁର ଅଞ୍ଚଳ ବାସୀ ||   (24-Nov-2026)       ||      ବଙ୍ଗୋମୁଣ୍ଡା ଅଘଟଣ ପରେ ବରଗଡ଼ ଧନୁଯାତ୍ରା କୁ ହାତୀଚିନ୍ତା |    (24-Nov-2026)       ||      ପୋଖରୀ ପାହାଚ ରେ ଗୋଡ଼ ଖସି ଯିବାରୁ ଯୁବକ ମୃତ |    (24-Nov-2026)       ||      ଅଟୋ ଓଲଟି ବାରୁ 4ଜଣ ଙ୍କ ମଧ୍ୟରୁ ମେଡିକାଲ ରେ ଜଣେ ମୃତ |    (24-Nov-2026)       ||     

ରଘୁନାଥ ପୁର ବ୍ଲକରେ ମସ୍ଥ୍ୟ ଓ ପ୍ରାଣୀ ସମ୍ପଦ ମେଳା ଅନୁଷ୍ଠିତ |

05-Nov-2026

ରଘୁନାଥପୁର ବ୍ଲକରେ ମତ୍ସ୍ୟ ଓ ପ୍ରାଣୀସମ୍ପଦ ମେଳା ଉତ୍ସବ l 

ଓଡିଶା ଜନମତ, ଜଗତସିଂହପୁର 
ଜ୍ୟୋତିରଞ୍ଜନ ପଟ୍ଟନାୟକ,

 ଜଗତସିଂହପୁର ଜିଲ୍ଲା ରଘୁନାଥପୁର ବ୍ଲକ କାର୍ଯ୍ୟାଳୟ  ପରିସରରେ ମତ୍ସ୍ୟ ଓ ପ୍ରାଣୀସମ୍ପଦ ବିଭାଗ ମେଳା ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ଜଗତସିଂହପୁର ସାଂସଦ ବିଭୂପ୍ରସାଦ ତରାଇ , ସମ୍ମାନିତ ଅତିଥି ଭାବେ ତିର୍ତ୍ତୋଲ ବିଧାୟକ  ରମାକାନ୍ତ ଭୋଇ, ଜିଲ୍ଲା ମସ୍ଚ୍ୟ ଅଧିକାରୀ ଅଜୟ କୁମାର ବସ୍ତିଆ, ଜିଲ୍ଲା ଅତିରିକ୍ତ  ପଶୁ ଚିକିତ୍ସା ଅଧିକାରୀ ଡ଼ଃ ଯଦୁନାଥ ପରିଡା ପ୍ରମୁଖ ଯୋଗଦେଇ ସରକାରଙ୍କ ଦ୍ୱାରା ପ୍ରଦତ୍ତ ବିଭିନ୍ନ ଜନ କଲ୍ୟାଣ ଯୋଜନା ରେ ସାମିଲ ହୋଇ ଲାଭବାନ ହେବାକୁ ପରାମର୍ଶ ଦେଇଥିଲେ l ରଘୁନାଥପୁର ବିଡିଓ ପ୍ରିତିଶ ଭୋଳ ଙ୍କ ଅଧକ୍ଷତାରେ ଅନୁଷ୍ଠିତ ଏହି ସରକାରୀ କାର୍ଯ୍ୟକ୍ରମ ରେ ବ୍ଲକ ସହକାରୀ ପ୍ରାଣୀ ଚିକିତ୍ସା ଅଧିକାରୀ ଲକ୍ଷ୍ମୀପ୍ରିୟା ପାଣିଗ୍ରାହୀ ମଞ୍ଚ ପରିଚାଳନା କରିଥିବା ବେଳେ ଭ୍ରାମ୍ୟମାଣ ପ୍ରାଣୀ ଚିକିତ୍ସକ ଈପସିତା ନନ୍ଦ ଅତିଥିମାନଙ୍କ ପରିଚୟ ପ୍ରଦାନ କରିଥିଲେ l ରଘୁନାଥପୁର ବ୍ଲକ ର ସମସ୍ତ କର୍ମଚାରୀମାନେ ଏଥିରେ ସାମିଲ ଥିବା ବେଳେ ବ୍ଲକ ପ୍ରାଣୀ ଚିକିତ୍ସା ଅଧିକାରୀ ଡ଼ଃ ଚିନ୍ମୟ କୁମାର ସାହୁ, ଅତିରିକ୍ତ ପ୍ରାଣୀ ଚିକିତ୍ସା ଅଧିକାରୀ ପ୍ରତିଥି ପ୍ରିୟଦର୍ଶି ଓ ଅନ୍ୟ ସମସ୍ତ ଏଲ. ଆଇ ମାନେ ବାହାରେ ବୁଲୁଥିବାର ଦୃଶ୍ୟ ଏକ ରୋଚକ ମୋଡ ନେଇଥିଲା l ଏପରିକି ରଘୁନାଥପୁର ବ୍ଲକ ଅଧକ୍ଷା, ଉପାଧ୍ୟକ୍ଷ, ବହୁ ସରପଞ୍ଚ ଓ ସମିତି ସଭ୍ୟ ମାନଙ୍କୁ ଦେଖିବାକୁ ମିଳିନଥିଲା ଯେଉଁଥିପାଇଁ ସରକାରୀ କାର୍ଯ୍ୟକ୍ରମ ଟି ଫିକା ପଡ଼ିଗଲା ପରି ଲାଗୁଥିଲା l ଏହି ଅବସରରେ ବିଭିନ୍ନ ବିଭାଗ ପକ୍ଷରୁ ୧୦ଟି ଷ୍ଟଲ ଖୋଲାଯାଇଥିବା ବେଳେ ଚାଷୀ ଙ୍କ ସଂଖ୍ୟା କମ ଥିବାରୁ ଏହା ଫଳପ୍ରଦ ହୋଇପାରିନଥିଲା l

News Comment

You Might Also Like

BACK TO TOP