Breaking News

କଟକ ବନ ଖଣ୍ଡ ଭିଜିଲାନ୍ସ ଦ୍ଵାରା ସଫା ଗ୍ରାମରେ ଚଢ଼ାଉ କରି ଲକ୍ଷଧିକ ଟଙ୍କାର ମୂଲ୍ୟବାନ କାଠ ଜବତ ||   (09-May-2026)       ||      ଏମ୍ବିକେ ଙ୍କୁ ଚାକିରି ରୁ ଛଟେଇ ପ୍ରତିବାଦ ରେ ଛତ୍ରପୁର ବ୍ଳକ ଆଗରେ ମହିଳାଙ୍କ ଆତ୍ମହତ୍ୟା ଚେତାବନୀ |    (09-May-2026)       ||      ବୁଗୁଡ଼ା ପିପୁଲ୍ସ କଲେଜ ରେ ବିଶ୍ୱ ରେଡ଼ କ୍ରସ ଦିବସ ପାଳିତ |    (09-May-2026)       ||      ସିବିଏସ ପରୀକ୍ଷା ରେ ବ୍ଳକ ଟପ୍ପର ଛାତ୍ରୀ ଙ୍କୁ ଟ୍ରଷ୍ଟ ପକ୍ଷରୁ ସମ୍ବର୍ଦ୍ଧନା |    (09-May-2026)       ||      ବସ, ଟ୍ରକ ମୁହାଁମୁହିଁ ଧକ୍କା, 15 ଆହାତ ଜଣେ ମୃତ ||   (09-May-2026)       ||      କୋଦଳା ଥାନା ପକ୍ଷରୁ "ଜୁଭେଣ୍ଟିକା ` କାର୍ଯ୍ୟକ୍ରମ ଅନୁଷ୍ଠିତ |   (09-May-2026)       ||      ପୁରୁଷୋତ୍ତମପୁର ଥାନା ସହ ସାରାରାଜ୍ୟରେ ଉଦଘାଟିତ ହେଲା "ଜୁଭେଣ୍ଟିକା `କାର୍ଯ୍ୟକ୍ରମ!|    (08-May-2026)       ||      ପୋଲସରା ଥାନାରେ " ଜୁଭେଣ୍ଟିନା ` କାର୍ଯ୍ୟକ୍ରମ ଅନୁଷ୍ଠିତ |    (08-May-2026)       ||      ସଡ଼କ ଦୁର୍ଘଟଣା ରେ ମୃତ ପରିବାର ଙ୍କୁ ଚେକ ପ୍ରଦାନ କଲେ ବ୍ରହ୍ମପୁର ବିଧାୟକ |    (08-May-2026)       ||      ପ୍ରଶାସନ ନ ଶୁଣିବାରୁ ଯୁବକ ମାନେ ନିଜେ କାଳୀ ମନ୍ଦିର କୁ ରାସ୍ତା ତିଆରି କଲେ |    (06-May-2026)       ||      ଦକ୍ଷିଣାଞ୍ଚଳ ରାଜସ୍ବ ପ୍ରଶାସନିକ ଶାସନ ସଂସ୍କାର ସମ୍ପର୍କିତ ବୈଠକ ||   (06-May-2026)       ||      ଅଟୋ ଧକ୍କାରେ ମୋଟର ସାଇକେଲ ଚାଳକ ମୃତ |    (06-May-2026)       ||      ହିଞ୍ଜିଳି ରେ ଧାରଣା ରତ ମହିଳା ଙ୍କୁ ହତ୍ୟା ଘଟଣା ରେ ତୁରନ୍ତ ଅଭିଯୁକ୍ତ କୁ ଗିରଫ ସହଶିଶୁଙ୍କୁ ସହାୟତା ପାଈଁ ମୁଖ୍ୟମନ୍ତ୍ରୀ ଙ୍କୁ ଚିଠି ଲେଖିଲେ ବିରୋଧୀ ଦଳ ନେତା |   (06-May-2026)       ||      ପୋଲସରା ବ୍ଳକ ଟପ୍ପର ଙ୍କୁ ଟ୍ର୍ରଷ୍ଟ ପକ୍ଷରୁ ସମ୍ବର୍ଦ୍ଧନା |    (06-May-2026)       ||      କନ୍ଧ ମାଳ ପୋଲିସ ଦ୍ଵାରା 4ମାସ ମଧ୍ୟରେ 68 ଟନ ଗଞ୍ଜେଇ ସହ 38 ଟି ଗାଡି ଓ 104 ଜଣ ଗିରଫ |    (06-May-2026)       ||      ଦେଶୀ ବନ୍ଧୁକ ତିଆରି କାରଖାନା ରେ ଚଢ଼ାଉକରି ତିନୋଟି ବନ୍ଧୁକ ସହ ଜଣକୁ ଗିରଫ କଲା ତୁମୁଡିବନ୍ଧ ପୋଲିସ |    (06-May-2026)       ||      ଉଦ୍ଭିଦ ବିଜ୍ଞାନସ୍ନାତ କୋତ୍ତର ବିଭାଗ ପକ୍ଷରୁ ବିଦାୟ ସମ୍ବର୍ଦ୍ଧନା ଅନୁଷ୍ଠିତ |    (06-May-2026)       ||      ପ୍ରେମିକ ବାରଣ୍ଡାରେ ଧାରଣା ରେ ବସିଥିବା ପ୍ରେମିକା କୁ ହତ୍ୟା |   (05-May-2026)       ||      କୋଦଳା ମେଡିକାଲ ସମସ୍ୟା କୁ ନେଇ ସ୍ୱାଭିମାନ ମଞ୍ଚ ପକ୍ଷରୁ ସତ୍ୟ ଗ୍ରହ |    (05-May-2026)       ||      `ମଧୁମେହ ସଚେତନତା ଓ ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ `   (05-May-2026)       ||     

ବୁଗୁଡ଼ା ବ୍ଲକ ଅଙ୍ଗନ ୱାଡି କର୍ମୀ ସମ୍ମିଳନୀ |

23-Dec-2024

ବୁଗୁଡ଼ା ବ୍ଲକ ଅଙ୍ଗନଓ୍ବାଡି କର୍ମୀ ସମ୍ମିଳନୀ ଓ ନୂତନ କର୍ମକର୍ତ୍ତା ଚୟନ,

         ଓଡିଶା   ଜନମତ   ବ୍ୟୁରୋ,

ବୁଗୁଡ଼ା : ତା ୨୩/୧୨/୨୪ : ଅଲ ଓଡିଶା ଅଙ୍ଗନଓ୍ବାଡି ଲେଡିଜ୍ ଓ୍ବାର୍କସ ଏସୋସିଏସନ ସଂଲଗ୍ନ ଭାରତୀୟ ମଜଦୁର ସଂଘ ବୁଗୁଡା ବ୍ଲକର ଏକ ସମ୍ମିଳନୀ ସ୍ଥାନୀୟ ବଳଦେବ ସ୍ବାମୀ କଲ୍ଯାଣୀ ମଣ୍ଡପ ପରିସରରେ ଅନୁଷ୍ଠିତ ହୋଇଯାଇଛି। ବୁଗୁଡା ବ୍ଲକ ସଭାନେତ୍ରୀ ସୁଶ୍ରୀ ବାସନ୍ତୀ କୁମାରୀ ପ୍ରଧାନଙ୍କ ଆବାହକତ୍ବରେ ଅନୁଷ୍ଠିତ ଉକ୍ତ ସମ୍ମିଳନୀରେ ମୁଖ୍ୟ ଅତିଥି ଭାବେ ମତ୍ସ୍ୟ ଓ ପଶୁସମ୍ପଦ ବିକାଶ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ, ସମ୍ମାନିତ ଅତିଥି ଭାବେ ରାଜ୍ଯ ସଭାନେତ୍ରୀ ସୁମିତା ମହାପାତ୍ର, ରାଜ୍ଯ ସାଧାରଣ ସମ୍ପାଦିକା କୁଞ୍ଜଲତା ଦାସ, ଗଞ୍ଜାମ ଜିଲ୍ଲା ପ୍ରଭାରୀ ଅଞ୍ଜଳୀ ନାୟକ ଓ ସଂଯୋଜିକା ଅମିତା ରାଉତ, ଭାରତୀୟ ମଜଦୁର ସଂଘ ଗଞ୍ଜାମ ଜିଲ୍ଲା ସଭାପତି ଭବାନୀ ଶଙ୍କର ଦାଶ ପ୍ରମୁଖ ଯୋଗ ଦେଇ ଉପସ୍ଥିତ ଅଙ୍ଗନଓ୍ବାଡି କର୍ମୀଙ୍କୁ ମାର୍ଗ ଦର୍ଶନ କରିବା ସହ ଅଙ୍ଗନଓ୍ବାଡି କର୍ମୀଙ୍କ ବିଭିନ୍ନ ଦାବୀ ସମ୍ପର୍କରେ ଆଲୋଚନା କରିଥିଲେ। 
ଏଥି ସହ ପରବର୍ତ୍ତୀ ପର୍ଯ୍ୟାୟରେ ଭାରତୀୟ ମଜଦୁର ସଂଘ ଗଞ୍ଜାମ ଜିଲ୍ଲା ସମ୍ପାଦକ ଅର୍ଜୁନ ବେହେରା , ରାଜ୍ଯ କାର୍ଯ୍ଯକାରିଣୀ ସଦସ୍ଯ ଲିଙ୍ଗରାଜ ସାହୁଙ୍କ ସମେତ ଗଞ୍ଜାମ ଜିଲ୍ଲା ସଂଘର ଅନ୍ଯାନ୍ଯ ସଦସ୍ୟବୃନ୍ଦ ଏବଂ ବିଭିନ୍ନ ବ୍ଲକର ସଭାନେତ୍ରୀଙ୍କ ଉପସ୍ଥିତିରେ ବୁଗୁଡା ବ୍ଲକ ଅଙ୍ଗନଓ୍ବାଡି କର୍ମୀ ସଂଘର ନୂତନ କାର୍ଯ୍ଯକର୍ତ୍ତା ଚୟନ କରାଯାଇଥିଲା। ବାସନ୍ତୀ କୁମାରୀ ପ୍ରଧାନ-ସଭାନେତ୍ରୀ, ପ୍ରମୋଦିନୀ ସ୍ବାଇଁ - ଉପସଭାନେତ୍ରୀ, ଅନିତା କୁମାରୀ ମିଶ୍ର - ସମ୍ପାଦିକା, ଆରତୀ ବେହେରା - ସହସମ୍ପାଦିକା, ଭାଗ୍ୟଲତା ସ୍ବାଇଁ - କୋଷାଧ୍ୟକ୍ଷା ଭାବେ ମନୋନୀତ ହୋଇଥିଲେ।

News Comment

You Might Also Like

BACK TO TOP